ହାତ ଧରି ପ୍ରେମ ବ୍ୟକ୍ତ କରିବା ଅସଦାଚରଣ ନୁହେଁ: ହାଇକୋର୍ଟ…
ମୁମ୍ବାଇ,୨୮।୨ : ବମ୍ବେ ହାଇକୋର୍ଟ କହିଛନ୍ତି ଯେ ଜଣେ ଝିଅଙ୍କର ହାତ ଧରି ନିଜର ପ୍ରେମ ବ୍ୟକ୍ତ କରିବା ଅସଦାଚରଣ ନୁହେଁ। ଅଭିଯୁକ୍ତଙ୍କୁ ଜାମିନରେ ମୁକ୍ତ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବମ୍ବେ ହାଇକୋର୍ଟର ନାଗପୁର ବେଞ୍ଚରେ ଜଷ୍ଟିସ ଭାରତୀ ଡାଙ୍ଗରେଙ୍କ…
ହେବନି ତ୍ରିଶଙ୍କୁ ସ୍ଥିତି, ୩ ପୂର୍ବୋତ୍ତର ରାଜ୍ୟରେ ଜିତିବ ଏନଡିଏ: ହିମନ୍ତ…
ଗୁଆହାଟୀ,୨୮।୨ : ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ମଙ୍ଗଳବାର କହିଛନ୍ତି ଯେ ତ୍ରିପୁରା, ନାଗାଲାଣ୍ଡ ଏବଂ ମେଘାଳୟର କିଛି ନିର୍ବାଚନ ସର୍ଭେରେ ପୂର୍ବାନୁମାନ ଅନୁଯାୟୀ କୁହାଯାଉଥିବା ତ୍ରିଶଙ୍କୁ ସ୍ଥିତି ହେବ ନାହିଁ। ନର୍ଥ ଇଷ୍ଟ ଡେମୋକ୍ରାଟିକ ଆଲାଏନ୍ସ(ଏନଇଡିଏ) ସଂଯୋଜକ ହିମନ୍ତ…
ଥରୁରଙ୍କୁ ଶୁଣିବା ପାଇଁ ଡିସ୍କନାରୀ ନେଇ ପହଞ୍ଚିଲେ ବ୍ୟକ୍ତି: ଭାଇରାଲ ହେଲା ଭିଡିଓ
ନୂଆଦିଲ୍ଲୀ,୨୮।୨: କଂଗ୍ରେସ ଏମ୍ପି ଶଶି ଥରୁରଙ୍କ ଇଂରାଜୀକୁ ସମସ୍ତେ ପସନ୍ଦ କରନ୍ତି। ବେଳେବେଳେ ସୋସିଆଲ ମିଡିଆରେ ଏହାର ଝଲକ ମଧ୍ୟ ଦେଖିବାକୁ ମିଳେ। ଯେତେବେଳେ ସେ ଏପରି କିଛି ଶବ୍ଦ ବ୍ୟବହାର କରନ୍ତି, ଯାହାକୁ ବୁଝିବା ପାଇଁ ଡିସ୍କନାରୀ (ଅଭିଧାନ)ର ଆବଶ୍ୟକତା…
କେ.ଏଲ୍. ରାହୁଲଙ୍କୁ ଉପ-ଅଧିନାୟକ ପଦରୁ ହଟାଯିବା ପରେ ଏଭଳି ପ୍ରତିକ୍ରିୟା ଦେଲେ ରୋହିତ
ନୂଆଦିଲ୍ଲୀ,୨୮।୨: ଅଷ୍ଟ୍ରେଲିଆ ବିପକ୍ଷରେ ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ଟେଷ୍ଟ ମ୍ୟାଚ୍ ମାର୍ଚ୍ଚ ୧ରୁ ଇନ୍ଦୋରରେ ଆରମ୍ଭ ହେବ। ଏହି ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ପ୍ରଥମ ଥର ଲାଗି କେ.ଏଲ୍. ରାହୁଲଙ୍କ ଫର୍ମ ସହ ଉପ-ଅଧିନାୟକ ପଦରୁ ହଟାଯିବା…
ଥମୁନି ସକ୍ରିୟ ମାମଲା…
ନୂଆଦିଲ୍ଲୀ, ୨୮।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ…
ଦେଶର ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ହିମନ୍ତ
ଗୁଆହାଟୀ,୨୮।୨: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଦେଶର ସମସ୍ତ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଏବଂ ଉପ ରାଜ୍ୟପାଳଙ୍କୁ ଗୁଆହାଟୀ ଆସିବାକୁ ନିମନ୍ତ୍ରଣ କରିଛନ୍ତି। ଏପ୍ରିଲ ୧୪ରେ ଗୁଆହାଟୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ରହିବେ। ଏହି ଦିନ ଆସାମର ୧୧,୦୦୦…
ଆତଙ୍କବାଦ ବିରୋଧୀ କାର୍ଯ୍ୟକ୍ରମରେ ଭାରତ ଆଗୁଆ…
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୮।୨ : ଆତଙ୍କବାଦ ବିରୋଧରେ ଭାରତ ସରକାର ବହୁତ ଭଲ କାମ କରିଛନ୍ତି। ଆମେରିକା ସରକାରଙ୍କ ଏକ ରିପୋର୍ଟରେ ଏହି ଦାବି କରାଯାଇଛି। ଏହି ରିପୋର୍ଟରେ କୁହାଯାଇଛି ଯେ ଆତଙ୍କବାଦୀ ସଂଗଠନଗୁଡ଼ିକୁ ଚିହ୍ନଟ କରିବା, ସେମାନଙ୍କୁ ଧ୍ୱଂସ କରିବା ଏବଂ ଆତଙ୍କବାଦର…
ଆତଙ୍କବାଦ ବିରୋଧୀ ପଦକ୍ଷେପରେ ପାକିସ୍ତାନ ପଛୁଆ, ବଢ଼ିଛି ଆତଙ୍କବାଦୀ ଆକ୍ରମଣ…
ଓ୍ବାଶିଂଟନ/ଇସଲାମାବାଦ,୨୮।୨ : ଆତଙ୍କବାଦୀଙ୍କୁ ଆର୍ଥିକ ସହାୟତା ଦେବା ଏବଂ ଆତଙ୍କବାଦୀଙ୍କୁ ଆଶ୍ରୟ ଦେବା ଅଭିଯୋଗ ପାକିସ୍ତାନ ବିରୋଧରେ ସର୍ବଦା ହୋଇଆସୁଛି। ସେ ଏ ବାବଦରେ ଦେଶ ମଧ୍ୟ ବିଭିନ୍ନ ପ୍ରତିବନ୍ଧକର ସମ୍ମୁଖୀନ ହୋଇଛି।, ଏହା ପରେ ପାକିସ୍ତାନ ସରକାର ଆତଙ୍କବାଦ ବିରୋଧରେ…
ଯୁଦ୍ଧରେ ପୁଟିନ ଆଣବିକ ଅସ୍ତ୍ରଶସ୍ତ୍ର ବ୍ୟବହାର କରିବା ଆଶଙ୍କା, ସିଆଇଏ କହିଲା ଭାରତ-ଚାଇନାର ବିରୋଧ ଗୁରୁତ୍ୱପୂର୍ଣ୍ଣ…
ଓ୍ବାଶିଂଟନ,୨୮।୨ : ଆମେରିକାର ଗୁପ୍ତଚର ଏଜେନ୍ସି ସିଆଇଏର ମୁଖ୍ୟ ବିଲ ବର୍ନସ କହିଛନ୍ତି ଯେ ରୁଷିଆ-ୟୁକ୍ରେନ୍ ଯୁଦ୍ଧରେ ରାଷ୍ଟ୍ରପତି ଭ୍ଳାଡିମିର ପୁଟିଙ୍କ ଦ୍ୱାରା ଆଣବିକ ଅସ୍ତ୍ରଶସ୍ତ୍ର ବ୍ୟବହାର ନେଇ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କ…
ଜନପ୍ରିୟ ବିଜ୍ଞାନ ରଚନା ଲାଗି ମାୟାଧର ସ୍ବାଇଁ ପାଇଲେ ଜାତୀୟ ପୁରସ୍କାର
ଭୁବନେଶ୍ୱର(ବ୍ୟୁରୋ)/ନୂଆଦିଲ୍ଲୀ,୨୮।୨: ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ମଙ୍ଗଳବାର ଜାତୀୟ ବିଜ୍ଞାନ ଦିବସ ପାଳନ ଅବସରରେ ଜନପ୍ରିୟ ବିଜ୍ଞାନ ରଚନା ଲାଗି ଇଂ. ମାୟାଧର ସ୍ବାଇଁଙ୍କୁ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡ. ଜିତେନ୍ଦ୍ର ସିଂହ ୨୦୨୨ ଲାଗି ଜାତୀୟ ପୁରସ୍କାର…
ଚନ୍ଦ୍ରାୟନ ମିଶନ-୩: ଇସ୍ରୋର ସିଇ-୨୦ ଇଞ୍ଜିନର ସଫଳ ପରୀକ୍ଷଣ…
ମହେନ୍ଦ୍ରଗିରି,୨୮।୨ : ଚନ୍ଦ୍ରାୟନ ମିଶନ-୩ର ଲଞ୍ଚ ଯାନର କ୍ରାୟୋଜେନିକ ଉପର ପର୍ଯ୍ୟାୟରେ ଚାଳିତ ସିଇ-୨୦ କ୍ରାୟୋଜେନିକ ଇଞ୍ଜିନର ଫ୍ଲାଇଟ ଗ୍ରହଣୀୟ ଉତ୍ତାପ ପରୀକ୍ଷା ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ ଇସ୍ରୋ ଏହି ସୂଚନା ଦେଇଛି। ଇସ୍ରୋ କହିଛି ଯେ…
ଅବନ୍ତିପୋରା ଏନ୍କାଉଣ୍ଟରରେ ଟଳିପଡ଼ିଲେ ୨ଆତଙ୍କବାଦୀ, ଜଣେ ଯବାନ ଶହୀଦ
ଶ୍ରୀନଗର,୨୮।୨: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ମଙ୍ଗଳବାର ଏକ ସଫଳତା ମିଳିଛି। ପୁଲାଓ୍ବାମା ଜିଲାର ଅବନ୍ତପୋରାରେ ଜାରି ରହିଥିବା ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍ ସମୟରେ ୨ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏହି ସମୟରେ ଜଣେ ଯବାନ ମଧ୍ୟ ଶହୀଦ ହୋଇଥିବା ଜଣାପଡ଼ିଛି। ମୃତ ଆତଙ୍କବାଦୀଙ୍କଠାରୁ ଗୋଟିଏ…
Archives


