Home

ଏହି ୪ ରାଶିରେ ମେ ୧୧ରୁ କାଳସର୍ପ ଯୋଗ: ହୋଇଯାନ୍ତୁ ସାବଧାନ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗତି ଏବଂ ନକ୍ଷତ୍ରମାନଙ୍କର ସ୍ଥିତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ଏଥର ମେ ମାସରେ ମହାକାଶରେ ଏକ ସ୍ବର୍ଗୀୟ ପରିସ୍ଥିତି ସୃଷ୍ଟି ହେବାକୁ ଯାଉଛି, ଯାହାକୁ ଜ୍ୟୋତିଷ ଦୃଷ୍ଟିକୋଣରୁ ବହୁତ ପ୍ରଭାବଶାଳୀ ଏବଂ ଚ୍ୟାଲେଞ୍ଜିଂ…

ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ, ଜାଣନ୍ତୁ କେମିତି କରାଯାଇଥିଲା ହତ୍ୟା

କୋଲକାତା,୭।୫: ପଶ୍ଚିମବଙ୍ଗ ବିଧାନସଭା ନର୍ବାଚନ ଫଳାଫଳ ଘୋଷଣା ପରଠାରୁ, ରାଜ୍ୟରେ ହିଂସା କମିବାର କୌଣସି ସଙ୍କେତ ଦେଖାଯାଇ ନାହିଁ। ନୂତନ ସରକାରଙ୍କ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ମେ ୯ ରେ ହେବାକୁ ଯାଉଛି। ହେଲେ ଏହି ଘଟଣା ପୂର୍ବରୁ, ପ୍ରମୁଖ…

ଚନ୍ଦ୍ରନାଥଙ୍କ ହତ୍ୟାକୁ ନେଇ ଏମିତି କଥା କହିଲେ ଶୁଭେନ୍ଦୁ ଅଧିକାରୀ ସଭିଏଁ ଚକିତ

କୋଲକାତା,୭।୫: ବୁଧବାର ପଶ୍ଚିମବଙ୍ଗରେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ଦେଶର ରାଜନୀତିରେ ଏକ ଅନ୍ଧାକାର ଅଧ୍ୟାୟ ଯୋଡିଛି। ଭାଜପା ନେତା ଏବଂ ମୁଖ୍ୟମନ୍ତ୍ରୀ ପଦର ଦୃଢ଼ ଦାବିଦାର ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହାୟକ (ପିଏ) ଚନ୍ଦ୍ରନାଥ ରଥଙ୍କୁ ଅଜ୍ଞାତ ଆକ୍ରମଣକାରୀମାନେ…

ଛଟେଇ ବିରୋଧରେ ଗର୍ଜିଲା ବିଦ୍ୟୁତ୍‌ କର୍ମଚାରୀ ସଂଘ, କର୍ତ୍ତୃପକ୍ଷଙ୍କୁ ଚେତାବନୀ ଦେଇ କହିଲା…

ବନ୍ତ,୭ା୫(କିଶୋର କୁମାର ସେଠୀ): କର୍ମଚାରୀଙ୍କୁ ଛଟେଇ କରିବା ନିଷ୍ପତ୍ତିକୁ ନେଇ ଶ୍ରମିକ ଅସନ୍ତୋଷ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର କର୍ମଚାରୀମାନେ ପ୍ରଥମେ ବନ୍ତ ସେକ୍ସନ କାର୍ଯ୍ୟାଳୟରେ ଘଣ୍ଟିକିଆ ଶାନ୍ତିପୂର୍ଣ୍ଣ ଧାରଣା ଦେବା ସହ ବରପଦାସ୍ଥିତ ଆଗରପଡ଼ା ସେକ୍ସନ କାର୍ଯ୍ୟାଳୟରେ ମଧ୍ୟ…

ମେଟ୍ରୋ ନେଇ କେନ୍ଦ୍ର ନଗର ଉନ୍ନୟନ ବିଭାଗର ବଡ଼ ସୂଚନା, ଗଡିବ ୨୦୦….

ଭୁବନେଶ୍ବର,୭।୫: ମେଟ୍ରୋ ନେଇ କେନ୍ଦ୍ର ନଗର ଉନ୍ନୟନ ବିଭାଗ ପକ୍ଷରୁ ବଡ଼ ସୂଚନା ଦିଆଯାଇଛି । ଟ୍ବିନସିଟିରେ ମେଟ୍ରୋ ନୁହେଁ, ଏହା ବଦଳରେ ଗଡିବ ୨୦୦ ଇଲେକ୍ଟ୍ରିକ୍ ବସ୍ । ଟ୍ବିନସିଟିରେ ମେଟ୍ରୋ ନେଇ ଅସନ୍ତୋଷ ଦେଖାଯାଇଥିବା ବେଳେ ବର୍ତ୍ତମାନ ଏଭଳି…

ଏହି ଦିନ ଆସାମରେ ଶପଥ ନେବେ ନୂଆ ସରକାର, ଯୋଗଦେବେ ପ୍ରଧାନମନ୍ତ୍ରୀ

ଗୁଆହାଟୀ,୭।୫: ଆସାମରେ ନୂତନ ସରକାରଙ୍କ ଶପଥ ଗ୍ରହଣ ସମାରୋହ ମେ ୧୨ ତାରିଖରେ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ଗୁଆହାଟୀର ଖାନାପାରାସ୍ଥିତ ଭେଟେନାରୀ ଫିଲ୍ଡରେ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅନେକ କେନ୍ଦ୍ର ମନ୍ତ୍ରୀ, ଭାଜପା ଶାସିତ ରାଜ୍ୟର…

ବାଇକ୍‌ ଆରୋହୀଙ୍କୁ ଧକ୍କାଦେଇ ଓଲଟି ପଡ଼ିଲା ଟ୍ୟାଙ୍କର, ଚାଲିଗଲା ଜଣଙ୍କ ଜୀବନ

ସଇଁତଳା,୭ା୫(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଦେଇ ଯାଇଥବା ବଲାଙ୍ଗୀର-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ କେରମେଲି ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଟ୍ୟାଙ୍କର ଏବଂ ବାଇକ ମୁହାଁମୁହିଁ ଦୁର୍ଘଟଣା ହେବାରୁ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ…

ଯାଜପୁର ନେତାଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ, ଭାଜପା ସରକାର ବଡ଼ ବୋଝ….

ଭୁବନେଶ୍ବର,୭।୫: ଯାଜପୁର ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକରେ ତାଗିଦ କଲେ ନବୀନ ପଟ୍ଟନାୟକ । ଭିଡିଓବାର୍ତ୍ତା ଜାରି କରି କହିଲେ, ମୁଁ ସବୁବେଳେ ଡିସିପ୍ଲିନ୍‌ ଉପରେ ଗୁରୁତ୍ବ ଦେଇ ଆସିଛି । ବିଶୃଙ୍ଖଳାକୁ ବରଦାସ୍ତ କରାଯାଇପାରିବ ନାହିଁ ବୋଲି କହିଛନ୍ତି ।…

ବାୟୁସେନା ଯବାନରୁ ଚନ୍ଦ୍ରନାଥ କେମିତି ହେଲେ ଶୁଭେନ୍ଦୁଙ୍କ ଡାହାଣ ହାତ? BJP  ପୂର୍ବରୁ TMC ସହ ଥିଲା ସମ୍ପର୍କ

କୋଲକାତା,୭।୫: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଏକ ବଡ଼ ଧରଣର ରକ୍ତପାତ ଦେଖିବାକୁ ମିଳିଛି। ବୁଧବାର ରାତିରେ ଭାଜପା ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ଅତ୍ୟନ୍ତ ବିଶ୍ୱସ୍ତ ସହଯୋଗୀ ଚନ୍ଦ୍ରନାଥ ରଥଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଉତ୍ତର…

ବଙ୍ଗରେ ପରାଜୟ ପରେ TMCରେ ଫାଟ! ବୈଠକ ଡାକିଲେ ଦିଦି, ଆସିଲେନି ୯ ବିଧାୟକ

କୋଲକାତା,୭।୫: ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ ଭାଜପା ଠାରୁ ହାରିବା ପରେ ଦଳୀୟ ଲୋକ ଅନ୍ତର୍ଘାତୀ କାମ କରିଥିବା ନେଇ ଅଭିଯୋଗ କରିଛନ୍ତି । ୧୫ ବର୍ଷ କ୍ଷମତାରେ ରହିବା ପରେ ଭାଜପା ହାତରେ…

ଫସିଗଲେ ଥଲାପତି ବିଜୟ: ରାଜ୍ୟପାଳ ରଖିଲେ ବଡ଼ ସର୍ତ୍ତ, ଏବେ ହେବ କ’ଣ

ଚେନ୍ନାଇ,୭।୫: ତାମିଲନାଡୁ ବିଧାନସଭା ନିର୍ବାଚନର ଫଳାଫଳ ପରେ ମଧ୍ୟ ନୂତନ ସରକାର ଗଠନ ସମ୍ପର୍କିତ ଚିତ୍ର ଅସ୍ପଷ୍ଟ ରହିଛି। କଂଗ୍ରେସ ସମର୍ଥନରେ ସରକାର ଗଠନ ପାଇଁ ଦାବି କରିବାର ଗୋଟିଏ ଦିନ ପରେ ଗୁରୁବାର ବିଜୟ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ…

LPG ବୁକ୍‌ କରିବା ହେଲା ଆହୁରି ସହଜ, ଏହି ଆପ୍‌ ଜରିଆରେ କେଇ ସେକେଣ୍ଡରେ ହୋଇଯିବ ବୁକିଂଠାରୁ ନେଇ ପେମେଣ୍ଟ…

ନୂଆଦିଲ୍ଲୀ,୭।୫: ଆଜିର ଅତ୍ୟାଧୁନିକ ଯୁଗରେ ଟେକ୍ନୋଲୋଜି ଆମ ଜୀବନଶୈଳୀକୁ ଅନେକ ସହଜ କରିଦେଇଛି। ପୂର୍ବରୁ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଗ୍ରାହକଙ୍କୁ ଗ୍ୟାସ ଏଜେନ୍ସିକୁ ଦୌଡ଼ିବାକୁ ପଡ଼ୁଥିଲା କିମ୍ବା ଫୋନ କଲ କରି ଲମ୍ବା ସମୟ ଅପେକ୍ଷା କରିବାକୁ ପଡ଼ୁଥିଲା। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?