Home

ଫୁଟ୍‌ବଲର ଆଲ୍‌ଭେସ୍‌ ସ୍ପେନ୍‌ରେ ଗିରଫ

ବାର୍ସିଲୋନା,୨୧।୧ (ଏପି): ବ୍ରାଜିଲ ଫୁଟ୍‌ବଲ ଖେଳାଳି ଡାନି ଆଲ୍‌ଭେସ୍‌ ଶୁକ୍ରବାର ଗିରଫ ହୋଇଛନ୍ତି। ସ୍ପେନ୍‌ରେ ସେ ଜଣେ ମହିଳାଙ୍କୁ ଟଣାଓଟରା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ଡିସେମ୍ବର ୩୧ରେ ବାର୍ସିଲୋନାସ୍ଥିତ ଏକ ନାଇଟ୍‌ କ୍ଲବରେ ଘଟିଥିଲା। ଆଲ୍‌ଭେସ୍‌ଙ୍କୁ କୋର୍ଟରେ ହାଜର…

ସାଇବର କ୍ରାଇମ୍‌: ଆଇସିସି ହରାଇଛି ୨.୫ ନିୟୁତ ଡଲାର

ନୂଆଦିଲ୍ଲୀ, ୨୧।୧ (ପି.ଟି.): ସାଇବର କ୍ରାଇମ୍‌ର ଶିକାର ହୋଇ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପାଖାପାଖି ୨.୫ ନିୟୁତ ଆମେରିକୀୟ ଡଲାର ହରାଇଛି। ଏକ ରିପୋର୍ଟରେ ଏହା ପ୍ରକାଶ ପାଇଛି। ଗତବର୍ଷ ଏହି ଘଟଣା ଘଟିଛି। ଆର୍ଥିକ ଘୋଟାଲା କରିବା ଲାଗି…

ମେଡଭେଡେଭଙ୍କୁ ହରାଇଲେ କୋର୍ଡା

ମେଲବୋର୍ନ,୨୧।୧(ଏପି): ଅଷ୍ଟ୍ରେଲିଆନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ତୃତୀୟ ରାଉଣ୍ଡରେ ଆମେରିକାର ଯୁବ ଖେଳାଳି ସେବାଷ୍ଟିଆନ କୋର୍ଡା ଏଠାରେ ଦୁଇଥର ରନରଅପ୍‌ ଡାନିଲ ମେଡଭେଡେଭଙ୍କୁ ୭-୬ (୭), ୬-୩, ୭-୬ (୪) ରେ ହରାଇ ଦେଇଛନ୍ତି। ଏଠାରେ ୨୯ତମ…

୪ ଦଳର ଅଭିଯାନ ଶେଷ

ଭୁବନେଶ୍ୱର, ୨୧।୧ (କ୍ରୀଡ଼ା ପ୍ରତିନିଧି): ଚଳିତ ହକି ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟ ପରେ ୪ ଦଳର ଅଭିଯାନ ଶେଷ ହୋଇଛି। ଅର୍ଥାତ୍‌ ପ୍ରତି ଗ୍ରୁପ୍‌ର ୪ର୍ଥ ସ୍ଥାନୀୟ ଦଳ ଏଣିକି ପୋଜିଶନ ପାଇଁ କେବଳ କ୍ଲାସିଫିକେଶନ ମ୍ୟାଚ ଖେଳିବେ। ଏହି ୪…

ବିର୍ସା ମୁଣ୍ଡାରେ ମ୍ୟାଚ ଦେଖିଲେ ଭିନ୍ନକ୍ଷମ ଛାତ୍ରୀଛାତ୍ର

ରାଉରକେଲା ଅଫିସ, ୨୧।୧: ଭୁବନେଶ୍ୱରର ବିଭିନ୍ନ ଭିନ୍ନକ୍ଷମ ବିଦ୍ୟାଳୟରୁ ୧୬ ଜଣ ଛାତ୍ରୀଛାତ୍ର ଶୁକ୍ରବାର ରାଉରକେଲା ଆସି ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ବିଶ୍ୱକପ୍‌ ମ୍ୟାଚ ଦେଖିଛନ୍ତି। ସେମାନେ ବିମାନ ଯୋଗେ ଆସିଥିଲେ ଏବଂ ବେଶ୍‌ ଉତ୍ସାହିତ ଥିଲେ। ଏହି ସୁଯୋଗ…

ଭାରତ ପାଇଁ କଷ୍ଟସାଧ୍ୟ ପଥ

(ତପନ ସ୍ବାଇଁ) ଭୁବନେଶ୍ୱର, ୨୧।୧: ଭୁବନେଶ୍ୱରର କଳିଙ୍ଗ ଏବଂ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ୍‌ର ଗ୍ରୁପ୍‌ ପର୍ଯ୍ୟାୟ ଶୁକ୍ରବାର ଶେଷ ହୋଇଛି। ଆରମ୍ଭରୁ ମାନ୍ଦା ଖେଳ ପାଇଁ ଘରୋଇ ଭାରତର ପଥ କଷ୍ଟସାଧ୍ୟ ହୋଇଯାଇଛି। ୧୯୭୫…

ଭାରତୀୟ ହକି ଟିମ୍‌କୁ ବଡ଼ ଝଟକା: ଟିମ୍‌ରୁ ବାଦ୍‌ ପଡିଲେ ହାର୍ଦ୍ଦିକ ସିଂ

ଭୁବନେଶ୍ୱର,୨୧।୧: ଓଡିଶାରେ ଚାଲିଥିବା ପୁରୁଷ ହକି ବିଶ୍ୱକପ୍‌ରେ ଭାରତୀୟ ହକି ଟିମ୍‌କୁ ବଡ଼ ଝଟକା। ଦଳର ପ୍ରମୁଖ ଖେଳାଳି ହାର୍ଦ୍ଦିକ ସିଂ ଆହାତ ଯୋଗୁ ଟିମ୍‌ରୁ ବାଦ ପଡିଛନ୍ତି। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ କ୍ରସ୍‌ ଓଭର ମ୍ୟାଚ୍‌ର ଗୋଟିଏ ଦିନ ପୂର୍ବରୁ ଏହି…

ଜୁନ୍‌ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା

ପୁରୀ ଅଫିସ,୨୧।୧: ଜୁନ୍‌ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡାନ୍ତ ତାଲିକା ପ୍ରକାଶ ପାଇଛି। ତାଲିକା ଅନୁଯାୟୀ, ଏପ୍ରିଲ ୨୩ରେ ପବିତ୍ର ଅକ୍ଷୟ ତୃତୀୟା,ସେହିଦିନ ରଥକାଠ ଅନୁକୂଳ କରାଯିବ। ଏହି ଦିନ ମଧ୍ୟ ପ୍ରସିଦ୍ଧ…

କ୍ରସ୍‌ ଓଭରରେ ଆର୍ଜେଣ୍ଟିନା, ଫ୍ରାନ୍ସ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୧।୧: ବିର୍ସା ମୁଣ୍ଡା ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଆର୍ଜେଣ୍ଟିନା-ଫ୍ରାନ୍ସ ହକି ବିଶ୍ୱକପ୍‌ ମ୍ୟାଚ ୫-୫ ଗୋଲରେ ଡ୍ର ରହିଛି। ଆର୍ଜେଣ୍ଟିନା (୯ମ) ତୁଳନାରେ ଫ୍ରାନ୍ସ (୧୧ଶ) ର଼୍ୟାଙ୍କିଙ୍ଗ୍‌ରେ ନିମ୍ନରେ ଥିଲେ ହେଁ ଏହି ମ୍ୟାଚରେ କଡ଼ା…

କୋରିଆକୁ ୭-୨ରେ ହରାଇଲା ଜର୍ମାନୀ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୧।୧: ହକି ବିଶ୍ୱକପର ଶେଷ ଗ୍ରୁପ୍‌ ମ୍ୟାଚରେ ଶୁକ୍ରବାର ଦକ୍ଷିଣ କୋରିଆକୁ ୭-୨ ଗୋଲରେ ଜର୍ମାନୀ ପରାସ୍ତ କରିଛି। ମାତ୍ର ଏହି ବଡ଼ ବିଜୟ ଜର୍ମାନୀକୁ ସିଧାସଳଖ କ୍ୱାର୍ଟର ଫାଇନାଲ ଯୋଗ୍ୟତା ଦେଇ ପାରିନାହିଁ। ପୁଲ୍‌…

ବୁନ୍‌ଙ୍କ ୫ ଗୋଲ: କ୍ୱାର୍ଟରରେ ବେଲଜିୟମ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୧।୧: ଗତଥରର ଚାମ୍ପିୟନ ବେଲଜିୟମ ଏଥର ମଧ୍ୟ ପ୍ରଭାବୀ ପ୍ରଦର୍ଶନ ଜାରି ରଖି ହକି ବିଶ୍ୱକପର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଶୁକ୍ରବାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଅନୁଷ୍ଠିତ ପୁଲ୍‌ ‘ବି’ର ଏକ ମ୍ୟାଚରେ ଏହି ଦଳ…

କ୍ୱାର୍ଟର ଫାଇନାଲରେ ଅଷ୍ଟ୍ରେଲିଆ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୧।୧: ତିନିଥର ଚାମ୍ପିୟନ ଓ ଦୁଇଥର ରନରଅପ୍‌ ଅଷ୍ଟ୍ରେଲିଆ ପ୍ରଭାବୀ ପ୍ରଦର୍ଶନ ବଜାୟ ରଖି ଚଳିତ ହକି ବିଶ୍ୱକପ୍‌ର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ପୁଲ୍‌ ‘ଏ’ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri