Home

ଘରଭଡ଼ା ମିଳୁନି, ଥଇଥାନ ହୋଇପାରୁନାହାନ୍ତି କିନ୍ନର

ଭୁବନେଶ୍ୱର,୨୭।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମରେ ରହୁଥିବା କିନ୍ନରମାନେ ଆଉ ଭିକ୍ଷା ମାଗିବେ ନାହିଁ। ଅନ୍ୟମାନଙ୍କ ଭଳି ସେମାନେ ମଧ୍ୟ ସ୍ବାବଲମ୍ବୀ ହେବା ସହ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯିବ। ଭୁବନେଶ୍ୱରକୁ ଭିକ୍ଷୁକମୁକ୍ତ କରିବା ଅଭିଯାନର ଏକ ଅଂଶ ସ୍ବରୁପ…

ଶବଦାହ କରିବାକୁ ଯାଇ ପାଲଟିଗଲେ ଶବ

ରୂପସା, ୨୭।୩(ଡି.ଏନ.ଏ.):ଶବଦାହ କରିବାକୁ ଯାଇଥିବା ଜଣେ ଯୁବକ ପୋଖରୀରେ ବୁଡି ପ୍ରାଣ ହରାଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ସଦର ବ୍ଲକ ରୂପସା ଥାନା ଅଞ୍ଚଳରେ। ମୃତ ଯୁବକ ହେଲେ କସିପଦା ପଞ୍ଚାୟତ ଅଧୀନ ହାତିଆଡ଼ିହା ଗ୍ରାମର ଶ୍ରୀକାନ୍ତ ବେହେରା…

ନିର୍ମାଣ ହୋଇପାରୁନି ମଡେଲ ଭେଣ୍ଡିଂ ଜୋନ୍‌

କଟକ ଅଫିସ,୨୭ା୩: ସହରରେ ବିସ୍ଥାପିତ ୧୨୦୦ ଉଠାଦୋକାନୀଙ୍କୁ ଥଇଥାନ କରିବା ପାଇଁ ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ଯୋଜନାରେ ମଡେଲ୍‌ ଭେଣ୍ଡିଂଜୋନ୍‌ ନିର୍ମାଣ କରିବାକୁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ନିଷ୍ପତ୍ତି ନିଆଯାଯାଇଥିଲା। ସହରରେ ରାସ୍ତା ପାର୍ଶ୍ୱରେ ବସି ବିକ୍ରି କରୁଥିବା ସମସ୍ତ…

ପାଣିକୁ ଆୟୁଧ କରି ଆନ୍ଧ୍ରର ଅନୁପ୍ରବେଶ ଉଦ୍ୟମ

ନନ୍ଦପୁର,୨୭ା୩ (ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତ ପରେ ନନ୍ଦପୁର ବ୍ଲକ ଉପରେ ଏବେ ଆନ୍ଧ୍ରପ୍ରଦେଶ ନଜର ପକାଇଛି। ଏଠାରେ ପାଣିକୁ ଆୟୁଧ କରି ଆନ୍ଧ୍ର ଉକ୍ତ ବ୍ଲକରେ ଅନୁପ୍ରବେଶ ଉଦ୍ୟମ ଚଳାଇଛି। କିଛିଦିନ ତଳେ ବ୍ଲକର ସୀମାନ୍ତ…

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀଙ୍କୁ ମୋଦିଙ୍କ ପ୍ରଶଂସା

ନୂଆଦିଲ୍ଲୀ, ୨୭ା୩ (ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୯୯ତମ ରେଡିଓ କାର୍ଯ୍ୟକ୍ରମ ମନ୍‌ କୀ ବାତ୍‌ରେ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତିଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ଭାରତର ପ୍ରଥମ ମହିଳା ବୈଜ୍ଞାନିକ ଭାବେ ଜ୍ୟୋତିର୍ମୟୀ ଇଣ୍ଟରନ୍ୟାଶନାଲ ୟୁନିଅନ ଅଫ୍‌ ପିଓର…

ସାରସ ଜୀବନ ବଞ୍ଚାଇଥିବା ଅରିଫ୍‌ଙ୍କ ନାଁରେ ମାମଲା

ଲକ୍ଷ୍ନୌ, ୨୭ା୩ : ଉତ୍ତରପ୍ରଦେଶ ଆମେଠି ଜିଲା ଅନ୍ତର୍ଗତ ମାଣ୍ଡଖା ଗ୍ରାମର ଜଣେ କୃଷକ ଏକ ବିରଳ ସାରସର ଜୀବନ ବଞ୍ଚାଇଥିବାବେଳେ ବନ୍ୟପ୍ରାଣୀ ଆଇନ ଉଲ୍ଲଂଘନ ଅଭିଯୋଗରେ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି। ବନ୍ୟପ୍ରାଣୀ କର୍ମଚାରୀ ମହମ୍ମଦ ଅରିଫ୍‌ ନାମକ…

ବିଶ୍ୱବିଦ୍ୟାଳୟଗୁଡ଼ିକରେ ଶତାଧିକ ମଞ୍ଜୁରୀପ୍ରାପ୍ତ ପଦବୀ ଖାଲି

ଭୁବନେଶ୍ବର,୨୭ା୩(ବ୍ୟୁରୋ): ରେଭେନ୍‌ଶା ବିଶ୍ବବିଦ୍ୟାଳୟରେ ମୋଟ୍‌ ୨୬୭ ମଞ୍ଜୁରୀପ୍ରାପ୍ତ ପଦବୀରୁ ୧୫୩ଟି ପଦବୀ ଖାଲିପଡ଼ିଛି। ସେହିପରି ଉତ୍କଳ ବିଶ୍ବବିଦ୍ୟାଳୟରେ ସହକାରୀ ପ୍ରଫେସର, ସହଯୋଗୀ ପ୍ରଫେସର ଏବଂ ପ୍ରଫେସରଙ୍କୁ ମିଶାଇ ମୋଟ୍‌ ୨୫୭ ମଞ୍ଜୁରୀପ୍ରାପ୍ତ ପଦବୀ ରହିଛି। ସେଥିରୁ ୧୨୯ ପଦବୀ ବର୍ତ୍ତମାନ ମଧ୍ୟ…

ମୁମ୍ବାଇ ମାଲାମାଲ୍‌: ଜାଣନ୍ତୁ କାହାକୁ ମିଳିଲା କେତେ ପୁରସ୍କାର ରାଶି

ମୁମ୍ବାଇ,୨୭।୩: ମହିଳା ପ୍ରିମିୟର ଲିଗର ଫାଇନାଲରେ ମୁମ୍ବାଇ ଇଣ୍ଡିଆନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ଦୁଇ ଦଳ ମଧ୍ୟରେ ମ୍ୟାଚ ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ ଜିତିଥିବା ଦଳ ମାଲାମାଲ ହୋଇଛି। ଟ୍ରଫି ଜିତିବା ସହିତ…

ନିଖତ୍‌, ଲଭ୍‌ଲିନାଙ୍କୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୭ା୩(ପି.ଟି.): ନୂଆଦିଲ୍ଲୀରେ ଅନୁଷ୍ଠିତ ବିଶ୍ୱ ମହିଳା ବକ୍ସିଂ ଚାମ୍ପିୟନଶିପ୍‌ରେ ରବିବାର ଭାରତ ପାଇଁ ଗୌରବ ଆଣିଛନ୍ତି ନିଖତ ଜରିନ ଓ ଲଭଲିନା ବୋରଗୋହେନ। ପ୍ରତିଯୋଗିତାରେ ଭାରତର ଆଧିପତ୍ୟ ଅବ୍ୟାହତ ରଖି ଦେଶପାଇଁ ଯଥାକ୍ରମେ ତୃତୀୟ ଓ ଚତୁର୍ଥ ସ୍ବର୍ଣ୍ଣ ପଦକ ଜିତିଛନ୍ତି…

ବାଲେଶ୍ୱରରେ ଅଜଣା ପୋକ ଆତଙ୍କ

ବାଲେଶ୍ୱର ଅଫିସ,୨୭।୩: ବାଲେଶ୍ୱର ଜିଲା ସଦର ବ୍ଲକ ଗେଙ୍ଗୁଟି ପଞ୍ଚାୟତ ଅଧୀନ ଜମ୍ବେଶ୍ୱରପୁର ବଡ଼ଖୁଆଆଡ଼ି ହରିଜନ ସାହିରେ ହଜାର ହଜାର ଅଜଣା (କଳା ଓ ନାଲି ରଙ୍ଗର) ପୋକ ଦେଖି ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ପୋକଗୁଡ଼ିକ ଘର ଭିତରେ ପଶି ବାସନକୁସନଠାରୁ…

ଗାଡି ପଛରେ କାହିଁକି ଦୌଡନ୍ତି କୁକୁର

ବାଇକ ଅବା କାର୍‌ ଯାଉଥିବା ସମୟରେ ଦେଖିଥିବେ ଗଳିର କିଛି କୁକୁର ସେଇ ଗାଡି ପଛେ ପଛେ ଭୁକି ଭୁକି ଗୋଡାଇଥାନ୍ତି। ଫଳରେ କୁକୁରଙ୍କ ଭୟରେ ଅନେକ ସମୟରେ ଗାଡି ଚାଳକ ସନ୍ତୁଳନ ହରାଇ ବସନ୍ତି ଓ ଦୁର୍ଘଟଣା ଘଟିଯାଏ। ତେବେ…

ଝାରସୁଗୁଡ଼ା ସହରରେ ହାତୀପଲ

ବ୍ରଜରାଜନଗର,୨୭।୩ (ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲାର ବ୍ରଜରାଜନଗର ପରେ ଶନିବାର ରାତିରେ ଝାରସୁଗୁଡ଼ା ସହରରେ ପଶିଥିଲେ ହାତୀପଲ। ସହରରେ ହାତୀ ପ୍ରବେଶ କରିବା ଜାଣିବା ପରେ ଲୋକମାନେ ରାତ୍ରି ସାରା ଆତଙ୍କିତ ଅବସ୍ଥାରେ ଥିଲେ। ବନ କର୍ମଚାରୀ, ପୋଲିସ ପ୍ରଶାସନ ଓ ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?