Home

ଜାଲ୍‌ ସାର୍ଟିଫିକେଟ କାରବାର ଘଟଣା: ଟ୍ରେନିଂ ଇନ୍‌ଷ୍ଟିଚ୍ୟୁଟ୍‌ରେ ଚଢ଼ାଉ

ବଲାଙ୍ଗୀର ଅଫିସ,୨୬ା୩: ଜାଲ୍‌ ସାର୍ଟିଫିକେଟ କାରବାର ଘଟଣାରେ ବଲାଙ୍ଗୀର ପୋଲିସ ଓ ପ୍ରଶାସନ ପକ୍ଷରୁ ରବିବାର ସ୍ଥାନୀୟ ଜୀବନ ବୀମା କାର୍ଯ୍ୟାଳୟ ନିକଟରେ ଥିବା କମ୍ପ ଭାଇ ଭୋକେଶନାଲ ଟ୍ରେନିଂ ଇଷ୍ଟିଚ୍ୟୁଟ୍‌ରେ ଚଢ଼ାଉ କରାଯାଇଛି। ମାଜିଷ୍ଟ୍ରେଟ୍‌ ତହସିଲଦାର ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ଥିତିରେ…

ହାତୀ ଖେଳୁଛି ଫୁଟବଲ୍‌: ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ପ୍ରତିଦିନ ସୋସିଆଲ ମିଡିଆରେ କିଛି ମଜାଦାର ଫଟୋ ଏବଂ ଭିଡିଓ ଭାଇରାଲ ହୋଇଥାଏ, ଯାହା ୟୁଜର୍ସଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇଥାଏ। ନିକଟରେ ସୋସିଆଲ ମିଡିଆରେ ଏଭଳି ଏକ ମଜାଦାର ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ କୁନି ହାତୀ ଫୁଟବଲ ଖେଳୁଥିବା ଦେଖିବାକୁ…

ଇମ୍ରାନଙ୍କ ରାଲି ସଫଳ

ଲାହୋର,୨୬ା୩: ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ (ପିଟିଆଇ) ଅଧ୍ୟକ୍ଷ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଲାହୋରବାସୀଙ୍କୁ ତାଙ୍କର ମିନାର-ଇ-ପାକିସ୍ତାନ ସମାବେଶକୁ ସଫଳ କରିଥିବାରୁ ଧନ୍ୟବାଦ ଜଣାଇଛନ୍ତି। ସମାବେଶର ଗୋଟିଏ ଦିନ ପରେ ଇମ୍ରାନ ନିଜ ଟୁଇଟରରେ ଲେଖିଛନ୍ତି, ଲାହୋରରେ ବଦମାସ ଗ୍ୟାଙ୍ଗ ବନ୍ଦ…

ନିଶରେ ତିଆରି ସୁଟ୍‌

ଅନେକଙ୍କୁ ପ୍ରାଣୀଙ୍କ ଲୋମ ବା ଫର୍‌ରେ ତିଆରି ପୋଷାକ ପିନ୍ଧିବାକୁ ଭଲ ଲାଗେ। ହେଲେ ଜାଣନ୍ତି କି ଅଷ୍ଟ୍ରେଲିଆର ମେନ୍ସଓ୍ବେର କମ୍ପାନୀ ‘ପୋଲିଟିକ୍ସ’ ମଣିଷ ନିଶରେ ତିଆରି କରିଛି ସୁଟ୍‌। ଭିଜୁଆଲ ଆର୍ଟିଷ୍ଟ ପାମେଲା କ୍ଲିମନ୍‌ ପାସୀଙ୍କ ସହ ମିଶି ପୋଲିଟିକ୍ସ…

ଭାରତର ସବୁଠୁ ଧନୀ ମହିଳା କିଏ ଜାଣନ୍ତି

ନୂଆଦିଲ୍ଲୀ,୨୬।୩: ବିଶ୍ୱର ଧନୀ ତାଲିକାରେ ମହିଳାମାନେ ପୁରୁଷଙ୍କଠାରୁ ପଛରେ ନାହାନ୍ତି। ଆମେରିକା, ଜର୍ମାନୀ, ଇଟାଲୀ ଏବଂ ଭାରତ ସମେତ ଅନ୍ୟାନ୍ୟ ଦେଶରୁ ମହିଳାମାନେ ଧନୀ ତାଲିକାରେ ସାମିଲ ଅଛନ୍ତି। ଫୋର୍ବସ ବିଲିୟନେୟାର ତାଲିକାରେ ଆମେରିକାରେ କେବଳ ୯୨ ବିଲିୟନେୟାର ମହିଳା ଥିବାବେଳେ…

ରୁଷିିଆ-ଚାଇନା ଗଠନ କରୁ ନାହାନ୍ତି ସାମରିକ ମେଣ୍ଟ: ପୁଟିନ…

ମସ୍କୋ,୨୬।୩ : ଆମେରିକା ସମେତ ଅନେକ ନାଟୋ ଦେଶ ରୁଷିଆ ଏବଂ ଚାଇନା ମଧ୍ୟରେ ବଢୁଥିବା ବନ୍ଧୁତାକୁ ନେଇ ଚିନ୍ତିତ ଅଛନ୍ତି। ତେବେ ରୁଷିଆ ଏବଂ ଚାଇନା ମଧ୍ୟରେ କୌଣସି ସାମରିକ ମେଣ୍ଟ ଗଠନ କରାଯାଉ ନାହିଁ ବୋଲି ସୂଚନା ସାମ୍ନାକୁ…

ମିଶନଶକ୍ତି ମା’ମାନେ ଉଦ୍ୟୋଗୀ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୬ା୩(ଡି.ଏନ୍‌.ଏ.): ରାଜ୍ୟ ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ରବିବାର ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ ଆସି ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମିଶନଶକ୍ତି ମହିଳାଙ୍କୁ ଆର୍ଥିକ ସହାୟତା ଓ…

ସଲମାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି ଗିରଫ

ଯୋଧପୁର,୨୬।୩: ବଲିଉଡ୍‌ ଅଭିନେତା ସଲମାନଙ୍କୁ ହତ୍ୟା ଧମକ ଦେବା ପ୍ରସଙ୍ଗରେ ମୁମ୍ବାଇ ପୋଲିସ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାରେ ଅଭିଯୁକ୍ତ ଧାକଡ ରାମ ବିଷ୍ଣୋଇଙ୍କୁ ଯୋଧପୁରରୁ ପୋଲିସ ଗିରଫ କରିଛି। ମୁମ୍ବାଇ ଏବଂ ଲୁନି ପୋଲିସ ମିଳିତ କାର୍ଯ୍ୟାନୁଷ୍ଠାନ…

ମନରେଗା ଶ୍ରମିକଙ୍କ ବଢ଼ିଲା ମଜୁରୀ: ଅଧିସୂଚନା ଜାରି କଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୨୬।୩ : ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି ଯୋଜନା ଅନ୍ତର୍ଗତ ମଜୁରୀ ହାର ବୃଦ୍ଧି ପାଇଁ କେନ୍ଦ୍ର ସରକାର ଅଧିସୂଚନା ଜାରି କରିଛନ୍ତି। ହରିୟାଣାର ଦୈନିକ ସର୍ବାଧିକ ମଜୁରୀ ୩୫୭ ଟଙ୍କା ଥିବାବେେଳେ ମଧ୍ୟପ୍ରଦେଶ ଏବଂ ଛତିଶଗଡରେ…

ସିଦ୍ଧୁ ମୁସଓ୍ବୋଲାଙ୍କ ପିତାଙ୍କୁ ହତ୍ୟା ଧମକ

ଚଣ୍ଡିଗଡ଼,୨୬।୩: ସ୍ବର୍ଗତ ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କ ପିତା ବାଲକୌର ସିଂଙ୍କୁ ପୁଣି ଇ-ମେଲ ମାଧ୍ୟମରେ ହତ୍ୟା ଧମକ ଦିଆଯାଇଛି। ରବିବାର ସେ ଏନେଇ ପୋଲିସରେ ଅଭିଯୋଗ କରିଛନ୍ତି। ବାଲକୌରଙ୍କୁ ରାଜସ୍ଥାନରୁ ଇମେଲ ଯୋଗେ ହତ୍ୟା ଧମକ ମିଳିଛି। ଲରେନ୍ସ ବିଷ୍ଣୋଇଙ୍କ…

ମୋଦିଙ୍କୁ ଲଲନଙ୍କ ପ୍ରଶ୍ନ, ନୀତୀଶଙ୍କ ଡିଏନଏ ଉପରେ ମନ୍ତବ୍ୟ କେଉଁ ପ୍ରକାରର ଅପମାନ ?…

ପାଟନା,୨୬।୩ : କଂଗ୍ରେସର ରାହୁଲ ଗାନ୍ଧୀଙ୍କୁ ଲୋକସଭା ସଦସ୍ୟତାରୁ ଅଯୋଗ୍ୟତା ଘୋଷଣା ପରେ ରବିବାର ଦଳର ନେତା ଓ କର୍ମୀମାନେ ସତ୍ୟାଗ୍ରହ ପାଳନ କରିଛନ୍ତି। ବର୍ତ୍ତମାନ ଅନ୍ୟ ଦଳ ମଧ୍ୟ ଏହି ପ୍ରସଙ୍ଗରେ ଖୋଲାଖୋଲି ଭାବେ ରାହୁଲଙ୍କୁ ସମର୍ଥନ କରୁଛନ୍ତି ଏବଂ…

ଖୁବଶୀଘ୍ର ବାଜିବ ପରିଣୀତିଙ୍କ ସାହାନାଇ

ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ପରିଣୀତି ଚୋପ୍ରା ଆଜିକାଲି ରାଜ୍ୟ ସଭା ଏମ୍‌ପି ରାଘବ ଚଢାଙ୍କ ପ୍ରେମରେ ପଡିଛନ୍ତି। ଖୁବ୍‌ଶୀଘ୍ର ଉଭୟଙ୍କ ହାତଗଣ୍ଠି ପଡିବ ବୋଲି ଚର୍ଚ୍ଚା ହେଉଛି। ଏଥିପାଇଁ ଦୁହିଁଙ୍କ ପରିବାର ଲୋକଙ୍କ ମଧ୍ୟ ମଧ୍ୟ କଥାବାର୍ତ୍ତା ଆରମ୍ଭ ହୋଇଛି। ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?