ଡାକୋଟା ବିମାନକୁ ପୁରୀ ଆଣିବାକୁ ଦାବି
ପୁରୀ ଅଫିସ,୨୦ା୧: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଡାକୋଟା ବିମାନକୁ ପୁରୀ ଆଣିବା ଓ ତାଙ୍କର ଏକ ନୂଆ ସ୍ମୃତି ପୀଠ ସ୍ଥାପନ କରିବାକୁ ଦାବି କରି ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଗୁରୁବାର ବିଜୁବାବୁଙ୍କ ଅସ୍ଥି ଥିବା ଅର୍ବାନ ହାଟରେ ଦାବି…
୨୭ରୁ ଶ୍ରୀକ୍ଷେତ୍ର ମହୋତ୍ସବ
ପୁରୀ ଅଫିସ,୨୦ା୧: ଆସନ୍ତା ୨୭ତାରିଖରେ ଶ୍ରୀକ୍ଷେତ୍ର ମହୋତ୍ସବ ଆରମ୍ଭ ହେବ। ଏହି ଉତ୍ସବ ପୁରୀର ଗର୍ବ ଓ ଗୌରବର ପ୍ରତୀକ। ତେଣୁ ଏହାକୁ ଆକର୍ଷଣୀୟ ଭାବେ ପାଳନ କରିବାକୁ ନେଇ ମୋଚିସାହି ନୂଆ ତୋଟା ଜାଗା ଘରରେ ଏକ ପ୍ରସ୍ତୁତି ବୈଠକ…
ମାଙ୍କଡ଼ ସହ ସେଲ୍ଫି ଉଠାଇ ଫସିଲେ ଯୁବତୀ, ଭିଡିଓ ଦେଖିଲେ…
କଥାରେ ଅଛି, ମାଙ୍କଡ଼ ସାଙ୍ଗେ କରିଲେ ଭାବ କେବଳ ଆମ୍ପୁଡ଼ାଟି ଲାଭ। ଏବେ ସୋସିଆଲ ମିଡିଆରେ ଠିକ୍ ଏମିତି ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ, ମାଙ୍କଡ଼ ପଲ ଜଣେ ଯୁବତୀଙ୍କୁ ଖୁବ୍ ହଇରାଣ କରୁଛନ୍ତି। ମାଙ୍କଡ଼ମାନେ ପ୍ରାୟତଃ ମନ୍ଦିର ପରିସରରେ…
ଧିମେଇଛି ସ୍ବର: କୋହିନୁର ଆଶା ମଉଳୁଛି
ପୁରୀ ଅଫିସ,୨୦ା୧:ବ୍ରିଟିଶ ସାମ୍ରାଜ୍ୟ ଅଧୀନରେ ଥିବା ବହୁଚର୍ଚ୍ଚିତ କୋହିନୁର ହୀରା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଏବଂ ଏହାକୁ ତୁରନ୍ତ ନିଜ ଦେଶକୁ ଫେରାଇ ଆଣିବାକୁ କିଛିମାସ ତଳେ ଦାବି ଉଠିଥିଲା। ଏପରିକି ଏ ନେଇ ରାଷ୍ଟ୍ରପତିଙ୍କୁ ଚିଠି ଲେଖିବା ସହ ଅନ୍ତର୍ଜାତୀୟ ଅଦାଲତଙ୍କ…
ନିମ୍ନମାନର ଛତୁଆ ବଣ୍ଟନ ଅଭିଯୋଗ
ବାରଙ୍ଗ,୨୦।୧(ଡି.ଏନ୍.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ନରାଜ ପଞ୍ଚାୟତର ନରାଜ ଅଙ୍ଗନଓ୍ବାଡି କେନ୍ଦ୍ରରେ ଗର୍ଭବତୀ ଓ ପ୍ରସ୍ତୁତି ମା’ମାନଙ୍କୁ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ନେଇ ନରାଜ ଗ୍ରାମର ତୁଷାରକାନ୍ତ ବେହେରା ସିଡିପିଓ ଓ ବିଡିଓଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ…
ରାସ୍ତାରେ ଅଳିଆ ପଡ଼ିଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୦।୧ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ପରିମଳ ବ୍ୟବସ୍ଥା ସୁଧୁରିବାର ନାଁ ଧରୁନି। କାନ୍ଥବାଡ଼ରେ ଯେତେ ରଙ୍ଗ ବୋଳି ସୌନ୍ଦର୍ଯ୍ୟକରଣ କରାଗଲେ ବି ସହରର ବିଭିନ୍ନ ସ୍ଥାନରେ ଏବେ ବି ଅଳିଆ ଆବର୍ଜନା ପଡ଼ିରହୁଛି। ଗଳିକନ୍ଦି ଏପରିକି କେତେକ ମୁଖ୍ୟରାସ୍ତାରେ ମଧ୍ୟ ସମାନ…
୫-ଟି ରୂପାନ୍ତରଣ ହେବ ସବୁ ଡିଏଚ୍ଏଚ୍
ଭୁବନେଶ୍ୱର,୨୦।୧(ବ୍ୟୁରୋ): ଓଡ଼ିଶାରେ ସ୍ବାସ୍ଥ୍ୟସେବାର ବିକାଶ ପାଇଁ ରାଜ୍ୟ ସରକାର ହସ୍ପିଟାଲଗୁଡ଼ିକୁ ୫-ଟି ରୂପାନ୍ତରଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ ଜାନୁୟାରୀରୁ ଅକ୍ଟୋବର ମାସ ମଧ୍ୟରେ ହେବ। ତେବେ ଏହି ପର୍ଯ୍ୟାୟରେ କେଉଁ ହସ୍ପିଟାଲଗୁଡ଼ିକ ରୂପାନ୍ତରଣ…
ସିଏମ୍ସି ଯନ୍ତ୍ରୀ ବିଭାଗ ଆବଶ୍ୟକତାକୁ ନେଇ ପ୍ରଶ୍ନବାଚୀ
କଟକ ଅଫିସ,୨୦ା୧: କଟକ ମହାନଗର ନିଗମ(ସିଏମ୍ସି)ର ସ୍ବତନ୍ତ୍ର ଯନ୍ତ୍ରୀ ବିଭାଗ ରହିଛି। ସେଥିରେ ନିର୍ବାହୀ ଯନ୍ତ୍ରୀଠାରୁ ଆରମ୍ଭ କରି ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ରହିଛନ୍ତି। ସହରର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପ ପାଇଁ ଏହି ବିଭାଗ କାର୍ଯ୍ୟ କରିଥାଏ। ମାତ୍ର ସିଏମ୍ସି…
କାର୍ଯ୍ୟକ୍ଷମ ହୋଇପାରୁନି ନେତାଜୀ ବ୍ୟାଖ୍ୟାନ କେନ୍ଦ୍ର
କଟକ ଅଫିସ,୨୦ା୧: କଟକ ଓଡ଼ିଆ ବଜାରସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ନିକଟରେ ଥିବା ନେତାଜୀ ବ୍ୟାଖ୍ୟାନ କେନ୍ଦ୍ର କାର୍ଯ୍ୟକ୍ଷମ ହୋଇପାରୁନାହିଁ। ଦୀର୍ଘଦିନ ଧରି ବନ୍ଦ ରହିବା ଯୋଗୁ ଏହାର ଅଟ୍ଟାଳିକା ନଷ୍ଟ ହେବାକୁ ବସିଥିବାବେଳେ ଉପକରଣଗୁଡିକ ଖତ ଖାଉଛି। ତୁରନ୍ତ ଏହାର…
ଏଥର ହୋଇପାରେ ଖଣ୍ଡଗିରି-ଉଦୟଗିରି ମହୋତ୍ସବ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ଆସନ୍ତା ମାଘସପ୍ତମୀଠାରୁ ଖଣ୍ଡଗିରିରେ କୁମ୍ଭମେଳା ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷ ସପ୍ତମୀ ଓ ଅଷ୍ଟମୀ ତିଥି ଗୋଟିଏ ଦିନରେ ପଡ଼ୁଥିବାରୁ ୨୮ ତାରିଖରେ ବାରଭୁଜା ପୀଠରେ ଏବଂ ଅନନ୍ତ ଗୁମ୍ଫା ସମ୍ମୁଖରେ ଯଜ୍ଞବିଧି ଆରମ୍ଭ ହେବ। ତେବେ ହକି…
୨୯.୮୫ ସେକେଣ୍ଡରେ ଚେସ୍ ବୋର୍ଡ ସଜାଇ ରେକର୍ଡ
ମୁମ୍ବାଇ: ଗିନିଜ୍ ୱାଲର୍ଡ ରେକର୍ଡ ତା’ର ସୋସିଆଲ ଆକାଉଣ୍ଟରେ ଏକ ବିଶ୍ୱ ରେକର୍ଡର ଭିଡିଓ ଫୋଷ୍ଟ କରିଛି। ସେଥିରେ ପୁଡୁଚେରୀର ଏସ୍. ଓଡେଲା ଜସ୍ମିନ୍ ନାମ୍ନୀ ଯୁବତୀ ଚେସ୍ ବୋର୍ଡରେ ସମସ୍ତ ଗୋଟିକୁ ସୁନ୍ଦର ଭାବେ ତା’ ସ୍ଥାନରେ ସଜାଇ ବିଶ୍ୱ…
ଚ୍ୟାରିଟି ପାଇଁ ୩୫୪ କି.ମି. ଦୌଡ଼
ଲଣ୍ଡନ:ଟାଇପ୍ ୧ ମଧୁମେହ ବିଷୟରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏବଂ ରୋଗର ନିରାକରଣ ପାଇଁ ଉନ୍ନତ ଚିକିତ୍ସା ପଦ୍ଧତି ଉପଲବ୍ଧ କରାଇବା ଲାଗି ଅଣ୍ଟା ଭିଡ଼ିଛନ୍ତି ଲଣ୍ଡନର ଇଷ୍ଟ ଫିଞ୍ଚଲିରେ ରହୁଥିବା ଜାମି ଆଉଷ୍ଟିନ୍। ଏ ନେଇ ସେ…
Archives


