Home

ଚର୍ଚ୍ଚିଲ ପ୍ରଧାନମନ୍ତ୍ରୀ ଥିଲେ ବୋଲି ୩୨% ଅଜ୍ଞ

ଲଣ୍ଡନ, ୨୭।୨: ଦ୍ୱିତୀୟ ବିଶ୍ୱଯୁଦ୍ଧର ଭୟାବହତାକୁ ସାରା ବିଶ୍ୱ ଅତି ନିକଟରୁ ଦେଖିଛି। ଏହା ଯୋଗୁ ବୈଶ୍ୱିକ ସଙ୍କଟ ମୁଣ୍ଡ ଟେକିଥିଲା। ଯୁଦ୍ଧ ପରେ ରାଷ୍ଟ୍ରଗୁଡ଼ିକ ନିଜ ପୂର୍ବ ସ୍ଥିତିକୁ ଫେରିବା ପାଇଁ ବହୁ ସମୟ ମଧ୍ୟ ଲାଗିଥିଲା। ନିକଟରେ ପ୍ରକାଶ…

୩ରୁ ୩୦କୁ ଖସିଲେ ଆଦାନୀ

ମୁମ୍ବାଇ/ନୂଆଦିଲ୍ଲୀ,୨୭ା୨:ମାସକ ପୂର୍ବରୁ ଆଦାନୀ ଗ୍ରୁପ୍‌ ମୁଖ୍ୟ ଗୌତମ ଆଦାନୀ ଏସିଆର ସବୁଠୁ ବିତ୍ତଶାଳୀ ଏବଂ ବିଶ୍ୱର ୩ ନମ୍ବର ଧନୀ ଥିଲେ। ୨୦୨୩ ଜାନୁୟାରୀ ୨୪ରେ ଆମେରିକୀୟ ଶର୍ଟ ସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ଆଦାନୀ ସମୂହ ବିରୋଧରେ ଷ୍ଟକ୍ସ ଓ ଆକାଉଣ୍ଟ୍ସରେ…

ବୁଲାକୁକୁରଙ୍କୁ ହଟାଇବା ନିର୍ଦ୍ଦେଶକୁ ବିରୋଧ

ଭୁବନେଶ୍ୱର, ୨୭।୨(ବ୍ୟୁରୋ):ହାଇଦ୍ରାବାଦରେ ୪ ବର୍ଷର ଶିଶୁପୁତ୍ରକୁ ବୁଲାକୁକୁର ଝୁଣି ମାରିଦେବା ଘଟଣା ପରେ ଓଡ଼ିଶାରେ ରାସ୍ତାକଡ଼ରୁ ବୁଲା କୁକୁରଙ୍କୁ ହଟାଇବାକୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ମନ୍ତ୍ରୀ…

ଦେଓମାଳୀ, କୋଟିଆରେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର, (ବ୍ୟୁରୋ)/ପଟାଙ୍ଗୀ (ଡି.ଏନ୍‌.ଏ.), ୨୭ା୨:ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କୋରାପୁଟ ଜିଲାର ଦେଓମାଳୀ ଓ କୋଟିଆ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଦେଓମାଳୀ ଠାରେ ଇକୋ ଟୁରିଜିମ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହ…

ମହାପ୍ରଭୁଙ୍କୁ ଦର୍ଶନ କଲେ ନବନିଯୁକ୍ତ ମୁଖ୍ୟ ଶାସନ ସଚିବ

ପୁରୀ ଅଫିସ, ୨୭ା୨:ଆସନ୍ତା ମାର୍ଚ୍ଚ ୧ତାରିଖରେ ବରିଷ୍ଠ ଆଇଏଏସ୍‌ ଅଫିସର ପ୍ରଦୀପ କୁମାର ଜେନା ରାଜ୍ୟର ନୂତନ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ। ଏହି ପରିପ୍ରେକ୍ଷୀରେ ଜେନା ତାଙ୍କ ସହଧର୍ମିଣୀଙ୍କ ସହ ରବିବାର ରାତି ପ୍ରାୟ ୧୦.୩୦ରେ…

ସଞ୍ଜ ହେଲେ ଗାଁରେ ଭାଲୁ

ଆନନ୍ଦପୁର,୨୭।୨(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ୍‌ ଅଳତୀ ଓ ବେଲସୁନ୍ଦରୀ ଅଞ୍ଚଳରେ ଭାଲୁ ଆତଙ୍କ ଦେଖାଯାଇଛି। ସଞ୍ଜ ହେଲେ ପଲ ପଲ ହୋଇ ଭାଲୁ ଗଁାକୁ ପଶି ଆସୁଛନ୍ତି। ଫଳରେ ଲୋକେ ଘରୁ ବାହାରି ପାରୁ ନ ଥିବା ବେଳେ…

ମନୀଷ ସିସୋଡିଆ ଗିରଫ ପରେ ଟୁଇଟର୍‌ ଡିପି ହଟାଇଲା ଏଏପି

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଗିରଫ ହୋଇଛନ୍ତି। ସିସୋଡିଆଙ୍କୁ ଗିରଫ ପରେ ଆମ୍‌ ଆଦମୀ ପାର୍ଟି ପକ୍ଷରୁ ଟୁଇଟର୍‌ ଡିପି ହଟାଇଦିଆଯାଇଛି। ଏହାସହ ଏଏପି ଏକ ଖବରଦାତା ସମ୍ମିଳନୀ କରି ଭାଜପାକୁ ଘେରିଛି। ଏଏପି…

ଅଧିକାର ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ଆଫଗାନିସ୍ତାନ ମହିଳା

କାବୁଲ,୧।୨: ଅଗଷ୍ଟ ୨୦୨୧ରେ ଆଫଗାନିସ୍ତାନ ଉପରେ ତାଲିବାନ କବ୍‌ଜା କରିଥିଲା। ଏହାପରେ ଦେଶରେ ମହିଳାମାନଙ୍କ ଉପରେ ଅନେକ ପ୍ରତିବନ୍ଧକ ଲଗାଇଦିଆଯାଇଥିଲା। ମହିଳାଙ୍କୁ ପଢିବା ଏବଂ ଚାକିରି କରିବା ଉପରେ ରୋକ ଲଗାଇ ଦିଆଯାଇଥିଲା। ଏବେ ମହିଳା ମାନେ ନିଜ ଅଧିକାର ପାଇଁ…

ରାସ୍ତା କଡରେ ଚା’ ପିଇଲେ ଜର୍ମାନ ଚାନ୍ସସେଲର

ବେଙ୍ଗାଲୁରୁ,୨୬।୨: ଭାରତ ଗସ୍ତରେ ଥିବା ଜର୍ମାନ ଚାନ୍ସସେଲର ଓଲାଫ ସ୍କୋଲଜ ରବିବାର ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ କ୍ରିକେଟ ଷ୍ଟାଡିୟମରେ ପହଞ୍ଚିଛନ୍ତି। ସ୍କୋଲଜ ଏଠାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳର ପୁରୁଷ ଏବଂ ମହିଳା ଖେଳାଳିଙ୍କ ସହ ପ୍ରାୟ ୧୫ ମିନିଟ କଥା…

ଅଷ୍ଟ୍ରେଲିଆ ମହିଳା ଟି-୨୦ ବିଶ୍ୱକପ୍‌ ଚାମ୍ପିଅନ୍‌

କେପଟାଉନ୍‌,୨୬।୨: ଅଷ୍ଟ୍ରେଲିଆ ମହିଳା ଟି -୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୧୦ ରନରେ ପରାସ୍ତ କରି ଷଷ୍ଠ ଥର ଟାଇଟଲ ଜିତଛି। କେପଟାଉନର ନ୍ୟୁଲ୍ୟାଣ୍ଡରେ ଖେଳାଯାଇଥିବା ମ୍ୟାଚରେ ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୨୦ ଓଭରରେ…

୬ ମାଓବାଦୀ ଗିରଫ

ନୂଆଦିଲ୍ଲୀ, ୨୬ା୨:ଝାଡ଼ଖଣ୍ଡର ସିଂଘଭୂମ୍‌ ଜିଲାରୁ ଜଣେ ଆତ୍ମଘୋଷିତ କମାଣ୍ଡରଙ୍କ ସମେତ ୬ ମାଓବାଦୀଙ୍କୁ ଗିରଫ କରାଯିବା ସହ ସେମାନଙ୍କଠାରୁ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। କେତେଜଣ ମାଓବାଦୀ ସେମାନଙ୍କ କମାଣ୍ଡରଙ୍କୁ ବିସ୍ଫୋରକ ଦେବାକୁ ଯାଉଥିବା ସୂଚନା ପାଇବା ପରେ ସେମାନଙ୍କୁ ଧରିବା…

ଦକ୍ଷିଣ ଆଫ୍ରିକାକୁ ୧୫୭ ରନ୍‌ର ଟାର୍ଗେଟ୍‌ ଦେଲା ଅଷ୍ଟ୍ରେଲିଆ

କେପଟାଉନ୍‌,୨୬।୨: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ କେପ୍‌ଟାଉନର ନ୍ୟୁଲାଣ୍ଡ୍ସରେ ମହିଳା ଟି-୨୦ ବିଶ୍ୱକପ୍‌ ଫାଇନାଲ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରୁଥିବା ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୫୬ ରନ୍‌ ସଂଗ୍ରହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri