Home

ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ ଦୁର୍ବୃତ୍ତ, ସାଇରନ ବାଜିବା ଡରରେ ଭାଙ୍ଗିଦେଲେ…

ଉଦଳା,୭।୫(ସନ୍ତୋଷ କୁମାର ବାଚ୍ଛିନୀ): ଏଟିଏମ ଲୁଟିନେଲେ ଦୁର୍ବୃତ୍ତ । ଏକ ନୂଆ ଫଣ୍ଡାରେ ଲୁଟ୍ କରିଛନ୍ତି । ନିଜ ଚେହେରାକୁ ସିସିଟିଭିରୁ ବଞ୍ଚାଇବା ପାଇଁ ସିସିଟିଭିରେ ଲାଲ ରଙ୍ଗ ସ୍ପ୍ରେ ମାରି ଲୁଟେରାମାନେ ଲୁଟ୍ କରିଛନ୍ତି । ଏଭଳି ଘଟଣା ଘଟିଛି…

ମହାନଦୀରେ ଉଚ୍ଚ ଜୁଆର, ବିପଦରେ ମତ୍ସ୍ୟଜୀବୀଙ୍କ ହୁଲିଡଙ୍ଗା, ଆଶଙ୍କାରେ…

ମହାକାଳପଡ଼ା, ୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ମତ୍ସ୍ୟଜୀବୀମାନେ ନିଜ ନିଜ ଗୁଜୁରାଣ ମେଣ୍ଟାଇବା ପାଇଁ ମହାନଦୀରୁ ମାଛ ମାରି ଜୀବିକା ନିର୍ବାହ କରନ୍ତି। କିନ୍ତୁ ମାର୍ଚ୍ଚରୁ ମେ’ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ଯୋଗୁ ମାଛଧରିବାକୁ ଯାଉଥିବା…

ଭୟରେ ଜୀବନ ହାରିଲେ ନିଟ ପରୀକ୍ଷାର୍ଥୀ: ମା’ ଖୋଲିଦେଲେ ସବୁ ଗୁମର

ଭଦ୍ରକ,୭।୫(ସନାତନ ରାଉତ): ପ୍ରଥମ ନିଟ ପରୀକ୍ଷାରେ ବିଫଳ ହୋଇଥିଲେ। ଦ୍ୱିତୀୟ ଥର ପରୀକ୍ଷା ପରେ ନିଜେ ମାର୍କିଙ୍ଗ କରିଥିଲେ। ପରୀକ୍ଷା ଫଳ ଖରାପ ହେବ ବୋଲି ଭାବି ଆତ୍ମହତ୍ୟା କରିଛନ୍ତି ନିଟ ଛାତ୍ର। ଏମିତି ଏକ ଦୁଖଃଦ ଘଟଣା ଘଟିଛି ଭଦ୍ରକ…

ବରଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ: ଗଛମୂଳରେ ପଡ଼ିଛି ଚପଲ-ବ୍ୟାଗ୍‌, ବଢୁଛି ସନ୍ଦେହ

ସୋନପୁର,୭l୫(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଜିଲା ବିନିକା ଥାନା ଅନ୍ତର୍ଗତ ଗୁଲୁଣ୍ଡା-ସିଲାଟି ରାସ୍ତାରେ ଏକ ବରଗଛ ଡାଳରେ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି। ତେବେ ଏହା ଆତ୍ମହତ୍ୟା ନା ହତ୍ୟା ତାହା ସନ୍ଦେହ ଘେରରେ ରହିଛି। ବର୍ତ୍ତମାନ ସୁଦ୍ଧା ଉଭୟଙ୍କ ପରିଚୟ ମିଳିପାରିନାହିଁ।…

ଯୁଦ୍ଧବିରତି ମଧ୍ୟରେ ଇରାନ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା, ବଡ଼ ଧମକ ଦେଇ କହିଲା….

ଓ୍ବାଶିଂଟନ,୭।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧ ଭଳି ପରିସ୍ଥିତି ମଧ୍ୟରେ, ବୁଧବାର ଦିନ ଆମେରିକୀୟ ସେନା ଏକ ଇରାନୀ ତୈଳ ଟ୍ୟାଙ୍କର୍ ଉପରେ ଆକ୍ରମଣ କରିଛି । ଏହି କାର୍ଯ୍ୟ ସହିତ ସମନ୍ୱୟ ରଖି, ଆମେରିକା…

ବାଧକ ସାଜିଛି ପଥରବନ୍ଧ: ଆଣ୍ଠୁଏ କାଦୁଅରେ ଘାଟ ପାର ହେଉଛନ୍ତି ଯାତ୍ରୀ, କୁମ୍ଭୀର ଭୟରେ…

ମହାକାଳପଡ଼ା,୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ଗୋବରୀନଦୀ ଘାଟକୁ ନେଇ ବଗଗହଣ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧା ଭୋଗୁଥିବା କହିଛନ୍ତି । ଗୋବରୀ ନଦୀ ତିନି ମୁହାଣି ଫେରିଘାଟରେ କାଉସପାଳ – ଭାଟେଣୀ…

ଅବୁଝା ଲୋକଙ୍କୁ ତ୍ରୁଟିପୂର୍ଣ୍ଣ ଟ୍ରାଫିକ ବ୍ୟବସ୍ଥା: ଭିଡ ଭିତରେ ଘଣ୍ଟା ଘଣ୍ଟା ଫସିରହିଲେ ଲୋକେ

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାରେ ଅସମ୍ଭାଳ ଭିଡ ପରିଲକ୍ଷିତ ହୋଇଥିଲା। ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଆବଶ୍ୟକ ପୋଲିସ ନିୟୋଜିତ ହୋଇନଥିଲେ। ଅନ୍ୟପଟେ ଯାତ୍ରା ଦେଖିବାକୁ ଆସୁଥିବା ଲୋକେ ମଧ୍ୟ ଟ୍ରାଫିକ ନିୟମ ମାନୁନାହାନ୍ତି।…

ଫୋକସରେ ଆଗାମୀ ପଞ୍ଚାୟତ ନିର୍ବାଚନ: ଏବେଠୁ ନିଜ ନିଜ ଦଳ ଛାଡ଼ି ଭାଜପାମୁହାଁ ନେତା-କର୍ମୀ

ଛତ୍ରପୁର,୭ା୫(ଦିଲ୍ଲୀପ ସାମଲ): ଦିନକୁ ଦିନ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଭାରତୀୟ ଜନତା ପାର୍ଟି ଶକ୍ତିଶାଳୀ ହେବାରେ ଲାଗିଛି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ଜନମଙ୍ଗଳ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବହୁ ଜନପ୍ରତିନିଧି ଅନ୍ୟ ଦଳ ଛାଡ଼ି ଭାଜପା ଦଳରେ ମିଶିବାରେ ଲାଗିପଡ଼ିଛନ୍ତି।…

୨ ବରିଷ୍ଠ ଅଧିକାରୀଙ୍କ ଦାରିଙ୍ଗବାଡି ଗସ୍ତ: ପର୍ଯ୍ୟଟନ କ୍ଷେତ୍ରର ହେବ ବିକାଶ

ଦାରିଙ୍ଗବାଡି,୭।୫(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ଏବେ ରାଜ୍ୟ ସରକାର ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ବିଭାଗ ର ଦାରିଙ୍ଗବାଡିକୁ ବୁଧବାର ରାଜ୍ୟର ୨ ବରିଷ୍ଠ ଅଧିକାରୀ ତଥା ଓଡିଶା ପର୍ଯ୍ୟଟନ ଉନ୍ନୟନ…

ଅଧରାତିରେ ଗୁହାଳରୁ ୧୪ ଛେଳି ଗାଏବ: ମାଲିକ କହିଲେ…

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରୁ ୧୪ଟି ଛେଳି ଚୋରି ହୋଇଥିବା ଅଭିଯୋଗ ହୋଇଛି l ବୁଧବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଛେଳି ମାଲିକ ନରହରି ସାହୁଙ୍କ ଘର ଗ୍ରିଲ ଚାବି ପକେଇ…

ଗମନାଗମନରେ ଘୋଡ଼ାଘାଟ ନଦୀ ସାଜିଛି ବାଧକ: ଲୋକେ ହନ୍ତସନ୍ତ

ନୂଆପଡ଼ା,୭ା୫ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଚୁଲାଭାଟ ପଞ୍ଚାୟତ ଭଇଷାଦାଦର ଗଁାର ବରପଦର ପଡ଼ାବାସୀଙ୍କ ଗମନାଗମନରେ ଘୋଡ଼ାଘାଟ ନଦୀ ବାଧକ ସାଜିଛି। ବରପଦର ପଡ଼ାରେ ୨୦ରୁ ଊର୍ଦ୍ଧ୍ୱ ପରିବାରର ୧୫୦ରୁ ଅଧିକ ଲୋକ ବସବାସ କରୁଛନ୍ତି। ଗଁାକୁ ଯିବା ପାଇଁ ସବୁଦିନିଆ…

ଉଚ୍ଛେଦ ହେଉଛି, ଥଇଥାନ ହେଉନି: ଜୀବନ ଜୀବିକା ଦୁର୍ବିଷହ

ବରଗଡ଼,୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ସହରରେ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଏହି ଉଚ୍ଛେଦ ଅଭିଯାନରେ ପର୍ଯ୍ୟାୟକ୍ରମେ ସହରର ବିଭିନ୍ନ ୱାର୍ଡରେ ଜବରଦଖଲକୁ ହଟାଇ ଦିଆଯାଉଛି। ଏଥିରେ ଜବରଦଖଲରେ ରହିଥିବା ଉଠା ଦୋକାନଠାରୁ ଆରମ୍ଭ କରି କୁଡ଼ିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?