ଭାରତୀୟ ଦଳକୁ ଚେତାବନୀ ଦେଲେ ଗାଭାସ୍କର
ନୂଆଦିଲ୍ଲୀ,୨୩।୩: ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ ହାରିବା ପରେ ଟିମ ଇଣ୍ଡିଆକୁ ଚେତାବନୀ ଦେଇଛନ୍ତି ପୂର୍ବତନ ଭାରତୀୟ ଭେଟେରାନ ସୁନୀଲ ଗାଭାସ୍କର। ସେ ଭାରତୀୟ ଖେଳାଳିଙ୍କୁ ଚେତାବନୀ ଦେଇ କହିଛନ୍ତି ଯେ, ଏହା ହେଉଛି ବିଶ୍ୱକପ ବର୍ଷ ଏବଂ ଭାରତୀୟ ଦଳକୁ…
ଦାରିଙ୍ଗବାଡ଼ିରେ ଓଡ଼ିଆ ଚଳଚ୍ଚିତ୍ର ‘ବିଗୁଲ୍’ର ଶୁଟିଂ ଆରମ୍ଭ
ଦାରିଙ୍ଗବାଡ଼ି,୨୩ା୩(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ କନ୍ଧମାଳକୁ ନେଇକି ଓଡ଼ିଆ ଓଡ଼ିଆ ଚଳଚ୍ଚିତ୍ର ‘ବିଗୁଲ୍’ର ଶୁଟିଂ ଆରମ୍ଭ ହୋଇଛି। ଏହା ଓଡ଼ିଆରେ ଶୁଟିଂ ହେଉଥିବା ବେଳେ ହିନ୍ଦୀ ଭାଷାରେ ମଧ୍ୟ ଡବିଂ କରାଯିବାକୁ ଯୋଜନା କରାଯାଉଛି। ଏହାକୁ ସର୍ବଭାରତୀୟ ଚଳଚ୍ଚିତ୍ର ଭଳି ପ୍ରସ୍ତୁତ…
ବାଘ ଆତଙ୍କରେ ଭୟଭୀତ ଗ୍ରାମବାସୀ
ନୂଆପଡ଼ା ଅଫିସ,୨୩।୩: ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ସୁନାବେଡ଼ା ବନ୍ୟପ୍ରାଣୀ ଅଭୟାରଣ୍ୟ ଭିତରେ ଅବସ୍ଥିତ ସୋସେଙ୍ଗ ପଞ୍ଚାୟତ ଜଲମଡେଇ ଗାଁର ସାନମତି ବାରିକ (୬୮)ଙ୍କୁ ଗତ ରବିବାର ସନ୍ଧ୍ୟାରେ ମହାବଳ ବାଘ ଖାଇବା ପରେ ଗାଁରେ ଭୟର ଆତଙ୍କ ଖେଳିଯାଇଛି।…
ବଜ୍ରକାପ୍ତା ବିକ୍ରି ପାଇଁ ଚାଲିଥିଲା ଡିଲ୍, ମାଡ଼ିବସିଲା ଏସ୍ଟିଏଫ୍
ବୌଦ୍ଧ,୨୩ା୩(ସ୍ବ.ପ୍ର.): ବଜ୍ରକାପ୍ତା ବିକ୍ରି ଉଦ୍ୟମ ବେଳେ ବୌଦ୍ଧ ଜିଲା ଜାମୁଖୋଲ ଗ୍ରାମର ଦୁଇ ଶିକାରୀଙ୍କୁ ଗିରଫ କରିଛି ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ l ବଜ୍ରକାପ୍ତା ଡିଲ୍ ବେଳେ ଏସ୍ଟିଏଫ୍ ମାଡ଼ିବସିଛି। ବୌଦ୍ଧ ୫୭ ନମ୍ବର ଜାତୀୟ ରାଜପଥ ପଳାଶ ନିକଟରେ…
ରୋଚକ ରାଜନୀତି: ଏକାଠି ନଜର ଆସିଲେ ଫଡନଭିସ୍, ଉଦ୍ଧବ ଠାକରେ
ପୁଣେ,୨୩।୩: ମହାରାଷ୍ଟ୍ରରେ ଗୁରୁବାର ଏକ ରୋଚକ ରାଜନୈତିକ ଚିତ୍ର ଦେଖିବାକୁ ମିଳିଛି। ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ୍ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ବିଧାନ ଭବନରେ ଏକାଠି ନଜର ଆସିଥିଲେ। ଏହି ସାକ୍ଷାତ ପରେ ଉଦ୍ଧବ ଠାକରେ କହିଛନ୍ତି, ଆମେ…
ବାଇକ୍ ଦୁର୍ଘଟଣାରେ ଚାଲିଗଲା ୨ ଯୁବକଙ୍କ ଜୀବନ
କୁତ୍ରା,୨୩ା୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ୧୦ ନମ୍ବର ରାଜ୍ୟ ରାଜପଥ ଝାରବେଡ଼ାସ୍ଥିତ ଡାଲମିଆ ମହାବିଦ୍ୟାଳୟ ନିକଟରେ ଏକ ବାଇକ୍ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଦ୍ୱୟ ହେଉଛନ୍ତି ରାଜଗାଙ୍ଗପୁର ବ୍ଲକ ତେତେରକେଲା ଗ୍ରାମର ଶୀତଳ ଲାକ୍ରା…
ଏହି ରାଜନେତାଙ୍କୁ ଡେଟ୍ କରୁଛନ୍ତି ପରିଣୀତି
ରାଜନୀତି ଏବଂ ବଲିଉଡ ମଧ୍ୟରେ ସମ୍ପର୍କ ନୂଆ ନୁହେଁ। ଅନେକ ରାଜନେତା ବଲିଉଡ୍ ସେଲିବ୍ରିଟିଙ୍କୁ ବିବାହ କରିଛନ୍ତି। ନିକଟରେ ଆଉ ଜଣେ ଅଭିନେତା ଏବଂ ରାଜନେତା ପରସ୍ପରକୁ ଡେଟ୍ କରୁଥିବା ନେଇ ଚର୍ଚ୍ଚା ହେଉଛି। ସେମାନେ ହେଲେ ଆମ ଆଦମୀ ପାର୍ଟିର…
ଅନ୍ତିମ ସଂସ୍କାର ପାଇଁ ଯିବା ସମୟରେ ମହୁମାଛି ଆକ୍ରମଣ: ୪ ଆହତ
ପାପଡାହାଣ୍ଡି,୨୩।୩(ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଜଟାବାଲ ପଞ୍ଚାୟତ ଜାମ୍ବଗୁଡା ଗ୍ରାମଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ମୃତଦେହ ସତ୍କାର ପାଇଁ ଯିବା ସମୟରେ ମହୁମାଛି ଆକ୍ରମଣରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପାପଡାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ…
ନାବାଳିକା ବଳାତ୍କାର ମାମଲା: ତିନି ବର୍ଷ ପରେ ଅଭିଯୁକ୍ତ ଗିରଫ
କେନ୍ଦୁଝର,୨୩ା୩(ସ୍ବ.ପ୍ର): କେନ୍ଦୁଝର ସଦର ଥାନା ଅନ୍ତର୍ଗତ କଣ୍ତାରାପୋଶି ଗ୍ରାମରେ ୨୦୨୦ରେ ଘଟିଥିବା ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଦର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ହେଲେ କଣ୍ତରାପୋଶି ଗ୍ରାମର ମାନସ ସଲକି(୨୭)। ୨୦୨୦ ମାର୍ଚ୍ଚ ୨୬ରେ ଜଣେ…
ବିଜେଡିର ନୂଆ ସଭାପତି, କର୍ମକର୍ତ୍ତାଙ୍କ ନାମ ଘୋଷଣା
ଖୋର୍ଦ୍ଧା ଅଫିସ,୨୩ା୩: ଖୋର୍ଦ୍ଧା ଜିଲା ବିଜେଡିର ନୂତନ ସଭାପତି ଏବଂ କର୍ମକର୍ତ୍ତାଙ୍କ ନାମ ଗୁରୁବାର ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନେତା ବିଭୂତି ବଳବନ୍ତରାୟଙ୍କୁ ଦଳର ସଭାପତି ଭାବେ ନିଯୁକ୍ତି ଦେଇଥିବା ବେଳେ ରାମଚନ୍ଦ୍ର…
ସୀମାନ୍ତରେ ପୁଣି ମାଓବାଦୀଙ୍କ ଲଙ୍କାକାଣ୍ଡ
ମାଲକାନଗିରି,୨୩ା୩(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତେଓ୍ବାଡା ଜିଲାରେ ପୁଣି ମାଓବାଦୀମାନେ ଲଙ୍କାକାଣ୍ଡ ଘଟାଇଛନ୍ତି। ଗୋଟିଏ ଟ୍ରକ୍ ଏବଂ ପ୍ରୋକୋଲିନ୍କୁ ଜାଳି ଦେଇଛନ୍ତି ମାଓବାଦୀ। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଛତିଶଗଡ଼ ଗସ୍ତକୁ ବିରୋଧ କରି ଏଭଳି ହିଂସାକାଣ୍ଡ ଘଟାଇଛନ୍ତି…
୨୦୨୪ ନିର୍ବାଚନରେ ପ୍ରଧାନମନ୍ତ୍ରୀ ଚେହେରା ହେବେ କି ଅଖିଳେଶ: ନିଜେ କଲେ ଖୁଲାସା
ଲକ୍ଷ୍ନୌ,୨୩।୩: ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ୨୦୨୪ ନିର୍ବାଚନ ପାଇଁ ଏବେଠୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ମୋଦି ସରକାରଙ୍କୁ ରୋକିବା ପାଇଁ ସେ ଭାଜପା ବିରୋଧୀ ଦଳକୁ ଏକାଠି କରିବାରେ ଲାଗିଛନ୍ତି। ଏବେ ଚର୍ଚ୍ଚା ହେଉଛି ଅଖିଳେଶ ତୃତୀୟ ମୋର୍ଚ୍ଚାର…

