Home

ବୁଲା ବିକାଳିଙ୍କ କବ୍‌ଜାରେ ବଜାର ପିଣ୍ଡି

ରାୟଗଡ଼ା,୨୩ା୩(ସ୍ବ.ପ୍ର.): ରାୟଗଡ଼ା ଜିଲା ସଦର ମହକୁମା ଠାରେ କୌଣସି ସ୍ଥାୟୀ ପରିବା ବଜାର ନିର୍ମାଣ ହୋଇନାହିଁ ା ତେଣୁ ଯିଏ ଯେଉଁଠି ବସି ବ୍ୟବସାୟ କଲା ସେଠାକୁ ଲୋକେ ଯାଇ କିଣାକିଣି କରୁଛନ୍ତି। ପୌର ପରିଷଦ କତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ଯୋଗୁ ଏଭଳି…

ତୁଟୁନାହିଁ ପାଣି ସମସ୍ୟା

ନୟାଗଡ଼ ଅଫିସ,୨୩ା୩: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଳକର ବଣବାଣପୁରଠାରେ ଥିବା ପାନୀୟଜଳ ପ୍ରକଳ୍ପର ପାଣି ପମ୍ପ ପାଖରେ ମହାନଦୀର ଜଳଧାର ଶୁଖିଯିବା ଓ ୨ଟି ପାଣିପମ୍ପ ଅଚଳ ହୋଇ ଯିବା ପରେ ନୟାଗଡ଼ ସହରରେ ପାନୀୟ ଜଳ ସମସ୍ୟା ଉକତ୍ଟ ହୋଇଛି।…

ପାକିସ୍ତାନରେ ଜଳ ସଙ୍କଟ ଅଣାୟତ୍ତ

ଇସଲାମାବାଦ,୨୩।୩: ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନ ମଧ୍ୟ ବର୍ତ୍ତମାନ ଜଳ ସଙ୍କଟର ସମ୍ମୁଖୀନ ହୋଇଛି। ଦିନକୁ ଦିନ ପାକିସ୍ତାନରେ ଅବସ୍ଥା ଖରାପ ହେବାରେ ଲାଗିଛି। ଏକ ରିପୋର୍ଟ ଅନୁଯାୟୀ, ପାକିସ୍ତାନର ୨୪ ପ୍ରମୁଖ ସହରରେ ବିଶୁଦ୍ଧ ଜଳର ସୁବିଧା…

ଜଳ ଅପଚୟ

ଭଞ୍ଜନଗର, ୨୩ା୩(ଡି.ଏନ୍‌.ଏ): ବିଶ୍ୱ ଜଳ ଦିବସ ବୁଧବାର ପାଳିତ ହୋଇଛି। ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ହେଲା ଜଳର ଅପଚୟକୁ ରୋକିବା ଏବଂ ବିଶୁଦ୍ଧ ପାଣି ବ୍ୟବହାର କରିବା। କିନ୍ତୁ ଭଞ୍ଜନଗର ସହରରେ ଏହାର ଓଲଟା ଚିତ୍ର ଦେଖିବାକୁ ମିଳିଛି।…

ଅଙ୍ଗନୱାଡି କେନ୍ଦ୍ର, ସ୍କୁଲ ବାରଣ୍ଡା ମାଡ଼ିନାହାନ୍ତି ଶିଶୁ

ବୁଗୁଡ଼ା, ୨୨ା୩(ଡି.ଏନ୍‌.ଏ.): ‘ସଭିଏଁ ପଢ଼ିବେ, ସଭିଏଁ ବଢ଼ିବେ’ର ସ୍ଲୋଗାନ ଏବେ ବୁଗୁଡ଼ା ଅଞ୍ଚଳରେ ଫେଲ୍‌ ମାରିଥିବା ଦେଖବବାକୁ ମିଳିଛି। ୩ ରୁ ୧୪ ବର୍ଷ ପିଲାଙ୍କ ପାଇଁ ଶିକ୍ଷା ବାଧ୍ୟତାମୂଳକ କରାଯାଇଛି। ଗୋଟିଏ ବି ଶିଶୁ ଯେମିତି ବିଦ୍ୟାଳୟ ଯିବାରୁ ବଞ୍ଚତ୍ତ…

କଙ୍ଗନାଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡର ‘ଲକ୍ଷ୍ମୀବାଇ’ କଙ୍ଗନା ରାଣାୱତ ଆଜି ୩୬ ବର୍ଷରେ ପଦାର୍ପଣ କରିଛନ୍ତି। କଙ୍ଗନା ୨୩ ମାର୍ଚ୍ଚ ୧୯୮୭ରେ ହିମାଚଳ ପ୍ରଦେଶର ମାଣ୍ଡି ଜିଲାର ଭାମବାଲାଠାରେ ଜନ୍ମଗ୍ରହଣ କରିଥିଲେ। ନିଜ ସ୍ବପ୍ନକୁ ସାକାର କରିବା ପାଇଁ ୧୬ ବର୍ଷ ବୟସରେ ଘରୁ ବାହାରି…

୧୧ ହଜାର ସ୍କୁଲରେ ବିଦ୍ୟୁତ୍‌ ସଂଯୋଗ ନାହିଁ

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ରାଜ୍ୟର ୧୧,୭୧୦ ସ୍କୁଲ ଅନ୍ଧାରରେ ରହିଛି। ସେହି ସ୍କୁଲଗୁଡ଼ିକୁ ବିଦ୍ୟୁତ୍‌ ସଂଯୋଗ ହୋଇନାହିଁ। ଭାଜପା ସଭ୍ୟ ମୋହନ ମାଝିଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ବିଧାନସଭାରେ ଏହା କହିଛନ୍ତି।…

ଗନ୍ଧମାର୍ଦ୍ଦନ ଜୈବ ବିବିଧତା ଐତିହ୍ୟସ୍ଥଳୀ ଘୋଷିତ

ବଲାଙ୍ଗୀର ଅଫିସ, ୨୩ା୩: ଭବ୍ୟ ପ୍ରାକୃତିକ ସମ୍ପଦ, ଜୈବ ବିବିଧତା, ସହସ୍ରାଧିକ ଔଷଧୀୟ ଗୁଳ୍ମ, ଜଙ୍ଗଲ ଓ ବନ୍ୟ ସମ୍ପଦ ତଥା ୨୦ରୁ ଊର୍ଦ୍ଧ୍ୱ ଚିରସ୍ରୋତା ଝରଣା ପାଇଁ ସୁପ୍ରସିଦ୍ଧ ବଲାଙ୍ଗୀର ଓ ବରଗଡ଼ ଜିଲା ସୀମାରେଖାରେ ଥିବା ଗନ୍ଧମାର୍ଦ୍ଦନ ପାହାଡ଼କୁ…

୨ ବର୍ଷ ଜେଲ୍‌ ଦଣ୍ଡାଦେଶ ପରେ ରାହୁଲ କହିଲେ, ସତ୍ୟ ମୋର ଭଗବାନ

ନୂଆଦିଲ୍ଲୀ,୨୩।୩: ୨୦୧୯ ସାଧାରଣ ନିର୍ବାଚନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏହି ମାମଲାରେ ରାହୁଲଙ୍କୁ ୨ ବର୍ଷର ଜେଲ ଦଣ୍ଡାଦେଶ ହୋଇଛି। ଏହାପରେ ରାହୁଲଙ୍କୁ…

ଦିଶାହୀନ ‘ଯାଯାବର’

ଢେଙ୍କାନାଳ ଅଫିସ, ୨୩।୩: କଟକ ଜିଲା ମଙ୍ଗୁଳିରୁ ଢେଙ୍କାନାଳକୁ ସଂଯୋଗ କରୁଥିବା ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ପର୍ଯ୍ୟଟକଙ୍କୁ ଉତ୍ତମ ସେବା ଯୋଗାଇ ଦେବାକୁ ନିର୍ମିତ ହୋଇଥିବା ‘ଯାଯାବର’ ଏବଂ ‘ପାନ୍ଥିକା’ କାମରେ ଆସୁନାହିଁ। ୪…

ବାଙ୍କସାହି ରେବ ସେତୁ ପାଇଁ ଅର୍ଥ ମଞ୍ଜୁର

ଧାମନଗର,୨୩ା୩(ଡି.ଏନ.ଏ): ଜରାଜୀର୍ଣ୍ଣ ଅବସ୍ଥାରେ ଥିବା ଭଦ୍ରକ ଜିଲା ଧାମନଗର ବ୍ଲକ୍‌ କୋଠାର ପଞ୍ଚାୟତର ବାଙ୍କସାହି ରେବ ସେତୁ ନିର୍ମାଣ ପାଇଁ କେନ୍ଦ୍ର ସରକାର ଅର୍ଥ ମଞ୍ଜୁର କରିଛନ୍ତି। ପ୍ରସ୍ତାବିତ ନୂତନ ସେତୁ ପାଇଁ କେନ୍ଦ୍ର ସରକାର ୪୧ ଲକ୍ଷ ଟଙ୍କା ମଞ୍ଜୁର…

ମନମୋହନ ସାମଲ ରାଜ୍ୟ ଭାଜପା ସଭାପତି

ଭୁବନେଶ୍ୱର,୨୩।୩(ବ୍ୟୁରୋ): ମନମୋହନ ସାମଲ ରାଜ୍ୟ ଭାଜପାର ନୂଆ ସଭାପତି ଭାବେ ମନୋନୀତ ହୋଇଛନ୍ତି। ମନମୋହନଙ୍କୁ ରାଜ୍ୟ ସଭାପତି ଭାବେ ଭାଜପାର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଏହି ଦାୟିତ୍ୱ ଦେଇଛନ୍ତି। ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?