ଜଗତ୍ସିଂହପୁର ମାଷ୍ଟର ପ୍ଲାନ୍ ପ୍ରସ୍ତୁତିରେ ଘୋର ବିଳମ୍ବ
ଜଗତ୍ସିଂହପୁର ଅଫିସ, ୨୪ା୨:ଦିନକୁ ଦିନ ଜଗତ୍ସିଂହପୁର ସହର ଅସଜଡା ଭାବେ ତା’ର କାୟା ବିସ୍ତାର କରିଚାଲିଛି। ଟ୍ରାଫିକ୍ ସମସ୍ୟାଠାରୁ ବର୍ଯ୍ୟବସ୍ତୁ ପରିଚାଳନା ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ସମସ୍ୟା ଜଟିଳ ରୂପ ନେଉଛି। ଏହାର ସମାଧାନ ପାଇଁ ସହରର ମାଷ୍ଟର ପ୍ଲାନ୍ ଜରୁରୀ।…
୫ ଶ୍ରେଣୀକୁ ୨ ଶିକ୍ଷକ
ନିରାକାରପୁର,୨୪ା୨(ଡି.ଏନ୍.ଏ.): ଘରୋଇ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ର କିପରି ସରକାରୀ ବିଦ୍ୟାଳୟ ପ୍ରତି ଆକୃଷ୍ଟ ହେବେ ସେନେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏଥିସହ ୫-ଟି ଯୋଜନାରେ ସ୍କୁଲ ରୂପାନ୍ତରଣ କରାଯାଉଛି। ଏବେ ବି ବିଦ୍ୟାଳୟ ଭିତ୍ତିଭୂମି ଅଭାବ ରହିଥିବା…
ମଣ୍ଡି ନ ଖୋଲି ମିଲରେ ଧାନ ସଂଗ୍ରହ
ଯାଜପୁର ଅଫିସ,୨୪ା୨ :ଯାଜପୁର ଜିଲାରେ ୨୦୨୨-୨୩ ଖରିଫ ବର୍ଷର ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ମଣ୍ଡିଗୁଡିକ ଉଦ୍ଘାଟନ କରି ପରବର୍ତ୍ତୀ ସମୟରେ ସେଠାରୁ ଧାନ ସଂଗ୍ରହ ହୋଇନାହିଁ। ଚାଷୀଙ୍କ ଧାନକୁ ସିଧାସଳଖ ମିଲଗୁଡିକୁ ପଠାଯାଉଥିବାରୁ ଚାଷୀଙ୍କ ମହଲରେ ଉତ୍ତେଜନା ପ୍ରକାଶ…
ମଶା ଉତ୍ପାତରେ ସହରବାସୀ ଅତିଷ୍ଠ
ଯାଜପୁର ରୋଡ,୨୪ା୨(ଡି.ଏନ.ଏ.):ଘରୋଇକରଣ ହେଲେ ପରିମଳ ବ୍ୟବସ୍ଥା ସୁଧୁରିବ ବୋଲି ବ୍ୟାସନଗର ପୌରାଞ୍ଚଳବାସୀ ବହୁତ ଆଶା ରଖିଥିଲେ ା ହେଲେ ଗତ କିଛି ମାସ ହେଲା ସବ୍ୟସାଚୀ ମହାକୁଡ ନାମକ ଏକ ଘରୋଇ ସଂସ୍ଥାକୁ ସଫେଇ ଦାୟିତ୍ୱ ସମ୍ପ୍ରସାରଣ କରିବା ପରେ ବ୍ୟାସନଗର…
କଟକ ଜିଲାରେ ପୋଲିସ ଅଧିନିୟମ ଧାରା ୩୦ ବଳବତ୍ତର
କଟକ ଅଫିସ,୨୪ା୨: କଟକ ଜିଲା ପୋଲିସ ଆରକ୍ଷୀ ଅଧୀକ୍ଷକଙ୍କ ଆଦେଶନାମା ଅନୁଯାୟୀ ପୋଲିସ ଅଧିନିୟମ ଧାରା ୩୦ ଗତ ୧୭ ତାରିଖଠାରୁ ଆସନ୍ତା ମେ’ ୧୮ ତାରିଖ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଜିଲା ପୋଲିସ ଆରକ୍ଷୀ ଅଧୀକ୍ଷକଙ୍କ ଆଦେଶନାମା ଅନୁଯାୟୀ, ସାଲେପୁର,…
ନିର୍ମାଣର ମାସେ ନ ପୂରୁଣୁ ଉଠିଲା ପିଚୁ
ଚଣ୍ଡିଖୋଲ,୨୪ା୨(ଡି.ଏନ.ଏ.):ଯାଜପୁର ଜିଲା ଜାରକା ଗ୍ରାମ୍ୟ ଉନ୍ନୟନ ଡିଭିଜନ ଅଧୀନରେ ରହିଛି ବାଉଜଙ୍ଗ-ଧାଉଡ଼ିଆପଦା ରାସ୍ତା। ଏହି ରାସ୍ତା ନିର୍ମାଣ ଗତ ମାସରେ ସମ୍ପୂର୍ଣ୍ଣ ହୋଇଥିଲାବେଳେ ଏହାକୁ ମାସେ ନ ପୁରୁଣୁ ଏଥିରୁ ପିଚୁ ଉଠି ଯାଇଥିବା ଦେଖାଦେଇଛି। ଫଳରେ ଏହାକୁ ନେଇ ସ୍ଥାନୀୟ…
ବସ୍ତିରେ ରାତି କାଟିଲେ ମେୟର
କଟକ ଅଫିସ,୨୪ା୨: କଟକ ମହାନଗର ନିଗମ (ସିଏମ୍ସି) ପକ୍ଷରୁ ମୋ’ ୱାର୍ଡ ଅଭିଯାନ ଗୁରୁବାରଠାରୁ ଆରମ୍ଭ ହୋଇଛି। ସିଏମ୍ସି ମେୟର ସୁବାସ ସିଂ ୧ ନମ୍ବର ୱାର୍ଡରୁ ଏହି ଅଭିଯାନ ଆରମ୍ଭ କରିଛନ୍ତି। ଏହି ଅବସରରେ ଚହଟାସ୍ଥିତ ଗାୟତ୍ରୀ ମନ୍ଦିର ପ୍ରାଙ୍ଗଣରେ…
ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କୁ ହତ୍ୟା
ପାଟକୁରା,୨୪ା୨(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ ଅଟାବୁହା ଗ୍ରାମର ଶିକ୍ଷୟିତ୍ରୀ ରଶ୍ମିତା ସେଠୀ (୪୨)ଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇ ହତ୍ୟା କରାଯାଇଛି ବୋଲି ପାଟକୁରା ଥାନାରେ ଅଭିଯୋଗ ହୋଇଛି ା ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ମୃତା ଶିକ୍ଷୟିତ୍ରୀଙ୍କ…
ଗୁଣାତ୍ମକ ସାମଗ୍ରୀ, ଲୋକ ସମ୍ପର୍କକୁ ଗୁରୁତ୍ୱ
ବର୍ତ୍ତମାନ ସମୟରେ ସୁନ୍ଦର ଘରଟିଏ କରିବା ପାଇଁ ସମସ୍ତଙ୍କ ମନରେ ଅନେକ ଆଶା ଓ ସ୍ବପ୍ନ ରହିଥାଏ। ହେଲେ ବାସସ୍ଥଳୀକୁ ସୁନ୍ଦର ଓ ମନଲାଖି କରିବା ଲାଗି ପ୍ରାୟତଃ ସମସ୍ତେ ଚାହାନ୍ତି। ଏପରିକି ଗୃହୋପକରଣ ଓ ଆସବାବପତ୍ର ଆଦିରେ ଏବେ ପ୍ଲାଏଉଡ୍…
ଗ୍ରାହକଙ୍କଠାରୁ ଆଦାୟ ୨୧ ଲକ୍ଷ ଟଙ୍କା ଚଳୁ: କମ୍ପାନୀର ଆସିଷ୍ଟାଣ୍ଟ ମ୍ୟାନେଜର ବିହାରରୁ ଗିରଫ
ଭୁବନେଶ୍ୱର,୨୪।୨(ବ୍ୟୁରୋ): ଗ୍ରାହକଙ୍କଠାରୁ ବାକି ଥିବା ପ୍ରାୟ ୨୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆଦାୟ କରି ଅଫିସ୍ ଆକାଉଣ୍ଟରେ ଡିପୋଜିଟ୍ ନ କରି ହଡ଼ପ କରିବା ଅଭିଯୋଗରେ ମଞ୍ଚେଶ୍ୱର ଥାନା ପୋଲିସ ଏକ କମ୍ପାନୀର ଆସିଷ୍ଟାଣ୍ଟ ମ୍ୟାନେଜରଙ୍କୁ ବିହାରସ୍ଥିତ ପଟେଲନଗର ଥାନା ଅଞ୍ଚଳରୁ…
୫୦ ଲକ୍ଷ କ୍ଷତିପୂରଣ ଦେବେ ରାଜ୍ୟ ସରକାର
କଟକ ଅଫିସ,୨୪ା୨:ଜଗତସିଂହପୁର ଜିଲା ଚକ୍ରଧରପୁର ଫାଣ୍ଡିରେ ୨୦୦୫ରେ ଘଟିଥିବା ଗୁଳିକାଣ୍ଡରେ ମୃତ ଯୁବକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି। ବିଚାରପତି ବିଶ୍ୱନାଥ ରଥଙ୍କ ଖଣ୍ଡପୀଠ ଏହି ମାମଲାର ରାୟ ପ୍ରଦାନ କରି ୭…
୨ ବର୍ଷରେ ୫୦ରୁ ଅଧିକ ଠକ ଗିରଫ
ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଶିକ୍ଷିତ ବେକାରି ସଂଖ୍ୟା ବଢ଼ି ଚାଲିଛି। କଟକ, ଭୁବନେଶ୍ୱର ଭଳି ସହରକୁ ଆସି ଚାକିରି ସନ୍ଧାନରେ ବର୍ଷ ବର୍ଷ ବିତୁଛି। ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ଦେଇ ଖୁବ୍ କମ୍ ଯୁବତୀଯୁବକ ଚାକିରି ପାଉଥିବାବେଳେ ଅଧିକାଂଶ ହତାଶ…
Archives


