Home

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ ଡେଫିଲେ ୨୦୨୬’ରେ ଐଶ୍ୱର୍ଯ୍ୟା ରାମ୍ପ ୱାକ କରିଛନ୍ତି। ସେ ରାମ୍ପରେ ପ୍ରବେଶ କରିବା…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ଛାତ୍ର ଜଣକ ବାଲିପାଟଣା ଆଦର୍ଶ ବିଦ୍ୟାଳୟର…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ । ଓଡ଼ିଶା ବନ୍ଦରେ ସାମିଲ୍‌ ହେବାକୁ ଇଣ୍ଡି ମେଣ୍ଟର ସଦସ୍ୟଙ୍କୁ ସେ ଅପିଲ୍…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ ଗୋବିନ୍ଦାଙ୍କ ନାମ ତାଙ୍କ କୋ-ଷ୍ଟାର କୋମଲ ରାଣୀଙ୍କ ସହ ଯୋଡ଼ାଯିବା ପରେ ଚର୍ଚ୍ଚା…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ସ୍ପଷ୍ଟୀକରଣ ଦେଇଛି । OSSTET ସ୍ଥଗିତ ହୋଇନି, ଆସନ୍ତାକାଲି(ବୁଧବାର) ହିଁ ପରୀକ୍ଷା…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ ଥିବା ମ୍ୟାଚ ପୂର୍ବରୁ, ପୂର୍ବତନ ଅଧିନାୟକ ରୋହିତ ଶର୍ମା ‘ଜିଓଷ୍ଟାର୍‌’ (JioStar) ସହ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତେବେ ମୁକୁଳା ଡ୍ରେନରେ ପଡି ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ ହୋଇପାରେ ଏବଂ ଏଥିରେ ଆମେରିକା ବିଜୟୀ ହେବ। ସେ ଆହୁରି ମଧ୍ୟ ଦାବି…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ ରେକର୍ଡ କରି ଭାଇରାଲ୍‌ କରାଯାଇଥିବା ମଧ୍ୟ ଅଭିଯୋଗ ହୋଇଛି । ଘଟଣାଟି ନଗର…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ ନୂଆ ଟୁର୍ନାମେଣ୍ଟ ଘୋଷଣା କରିଛି। ଏହି ପ୍ରତିଯୋଗିତାରେ ଟି-୨୦, ଫାର୍ଷ୍ଟ କ୍ଲାସ ଓ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ କରି ସ୍ବର୍ଣ୍ଣ ପଦକ ଜିତିବା ସହ ନୂଆ ଏସୀୟ ରେକର୍ଡ ସ୍ଥାପନ କରିଛନ୍ତି।…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା ପଶିଛି। ଜଙ୍ଗଲରେ ଦେଖାଯାଉଥିବା ଅଜଗର କିଭଳି ଭାବେ ବ୍ରିଜ ଉପରକୁ ଆସିଲା ତାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?