ବାତ୍ୟା ମାଣ୍ଡୋସ: ସ୍କୁଲ୍, କଲେଜ ବନ୍ଦ
ଚେନ୍ନାଇ, ୯।୧୨:ବାତ୍ୟା ମାଣ୍ଡୋସ କାରଣରୁ ତାମିଲନାଡୁର ୬ ଜିଲାର ସମସ୍ତ ସ୍କୁଲ ଓ କଲେଜକୁ ସରକାର ବନ୍ଦ ଘୋଷଣା କରିଛନ୍ତି। ବାତ୍ୟା ପ୍ରଭାବରେ ଚେନ୍ନାଇ, ଥିରୁଭାଲ୍ଲୁର, ଚେଙ୍ଗାଲପାଟ୍ଟୁ , କାଞ୍ଚିପୁରମ, ଭେଲୋର ଏବଂ ରାନିପେଟାଇରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା…
୬ ଲକ୍ଷ ଭାରତୀୟଙ୍କ ଡାଟା ଚୋରି
ଭିଲନିଅସ୍,୯।୧୨:ଅନେକ ଶିଳ୍ପପତି ଓ ପ୍ରତିଷ୍ଠିତ ବ୍ୟକ୍ତିମାନଙ୍କ ଡେଟା ଚୋରି ହେବା ଘଟଣା ଆଜିର ସମୟରେ ଖବରର ଶିରୋନାମା ପାଲଟିଛି। ବର୍ତ୍ତମାନ ସୁଦ୍ଧା ବିଶ୍ୱବ୍ୟାୟୀ ୫ନିୟୁତ ଲୋକଙ୍କ ବ୍ୟକ୍ତିଗତ ଡେଟା ବେଆଇନ ଭାବେ ଚୋରି କରାଯାଇଥିବାବେଳେ ସେମାନଙ୍କ ଭିତରେ ୬ ଲକ୍ଷ ଭାରତୀୟ।…
୨୦୨୩ ଶେଷ ସୁଦ୍ଧା ଜୟଦେବ ପୀଠର ଉନ୍ନତୀକରଣ
ଭୁବନେଶ୍ୱର,୯।୧୨(ବ୍ୟୁରୋ):କେନ୍ଦୁଲିସ୍ଥିତ ଜୟଦେବ ପୀଠର ହେବ ଉନ୍ନତିକରଣ। ୨୦୧୯ ‘ଫନି’ ବାତ୍ୟା ପରେ ନଷ୍ଟ ହୋଇଯାଇଥିବା ପୀଠର ପୁନରୁଦ୍ଧାର ସହ ବିକାଶ ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ…
ପୁଣି ଠିକାଦାରଙ୍କୁ ଜେରା, ଡିଜିଟାଲ ଦସ୍ତାବିଜ୍ ଦାଖଲ ନିର୍ଦ୍ଦେଶ
ଭୁବନେଶ୍ୱର, ୯।୧୨ (ବ୍ୟୁରୋ):ବହୁଚର୍ଚ୍ଚିତ ବ୍ଲାକ୍ମେଲର୍ ଅର୍ଚ୍ଚନା ନାଗଙ୍କୁ ମଙ୍ଗଳବାରଠାରୁ ୭ ଦିନିଆ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମାରାଥନ୍ ଜେରା କରୁଛି। ତେବେ ଜେରାବେଳେ ବହୁ ଚାଞ୍ଚଲ୍ୟକର ତଥା ଇଡି ପାଇଥିବା ଜଣାପଡିଛି। ଗୁରୁବାର ରିମାଣ୍ଡର ତୃତୀୟ ଦିନରେ ଇଡି…
ଖୋଲିଲା ରାଜମହଲ ବହୁତଳ କାର୍ ପାର୍କିଂ
ଭୁବନେଶ୍ୱର,୯।୧୨(ବ୍ୟୁରୋ):ରାଜମହଲ ନିକଟ ୟୁନିଟ-୨ସ୍ଥିତ ନୂତନ ବହୁତଳ କାର୍ ପାର୍କିଂକୁ ପରୀକ୍ଷାମୂଳକ ଭାବେ ଖୋଲାଯାଇଛି। ଗୁରୁବାର ସନ୍ଧ୍ୟାରେ ଏଠାରେ ଗାଡ଼ି ରଖିବାକୁ ସାଧାରଣ ଲୋକଙ୍କୁ ସୁଯୋଗ ମିଳିଛି। ନଭେମ୍ବର ୨୬ରେ ଶହୀଦନଗର ବହୁତଳ ପାର୍କିଂ କାର୍ଯ୍ୟକ୍ଷମ ହୋଇଥିବାବେଳେ ସହରର ଦ୍ୱିତୀୟ ବହୁତଳ କାର୍…
କାଦୁଅରେ ଫସିଲେ ୨ ହାତୀ
ବାରିପଦା ଅଫିସ/ କୁଳିଅଣା,୯ା୧୨(ଡି.ଏନ.ଏ.):ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ କାଠରୁମା ଦେହୁରୀସାହିର ଏକ ପରିତ୍ୟକ୍ତ ଡଗ୍ୱେଲ ଭିତରେ ଖସି ପଡ଼ିଥିବା ୨ହାତୀ ଉଦ୍ଧାର ପାଇଛନ୍ତି। ଗ୍ରାମବାସୀ, ବନବିଭାଗ ଓ ଅଗ୍ନିଶମ କର୍ମଚାରୀଙ୍କ ସହଯୋଗରେ ୮ ଘଣ୍ଟା ପରେ ହାତୀ ଦୁଇଟି ସୁରକ୍ଷିତ ଭାବେ…
ପୋଷଣ ଅଭିଯାନକୁ ଫଳପ୍ରଦ କର: ମୁଖ୍ୟ ଶାସନ ସଚିବ
ଭୁବନେଶ୍ବର,୯ା୧୨(ବ୍ୟୁରୋ): ରାଜ୍ୟରେ ପୋଷଣ ଅଭିଯାନକୁ ପୂର୍ଣ୍ଣ ଫଳପ୍ରଦ କରିବା ପାଇଁ ପ୍ରଶାସନିକ ପ୍ରଚେଷ୍ଠା ଆରମ୍ଭ ହୋଇଛି। ଏଥିପାଇଁ ଲକ୍ଷ୍ୟଭେଦୀ ଏବଂ ସଂଯୋଜିତ କାର୍ଯ୍ୟକ୍ରମ ସ୍ଥିର କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମହିଳା ଓ ଶିଶୁ ବିକାଶ, ସ୍ବାସ୍ଥ୍ୟ…
ଆଜି ପିଟିସିରେ ପାସିଂ ଆଉଟ ପରେଡ୍
ଅନୁଗୋଳ ଅଫିସ, ୯ା୧୨:ଅନୁଗୋଳ ପୋଲିସ ଟ୍ରେନିଂ କଲେଜ(ପିଟିସି)ରେ ୬୦ ତମ ଏସ୍ଆଇ ବ୍ୟାଚ୍ର ଦୀକ୍ଷାନ୍ତ ସମାରୋହ ଶୁକ୍ରବାର ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଆଇନଶୃଙ୍ଖଳା) ରାଧା କିଶାନ ଶର୍ମା,…
ଭାଜପାର ଐତିହାସିକ ବିଜୟ ପରେ ବଢିଲା ମୋଦିଙ୍କ ଲୋକପ୍ରିୟତା
ନୂଆଦିଲ୍ଲୀ,୯ ।୧୨: ଗୁଜରାଟ ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ମିଳିଥିବା ଐତିହାସିକ ବିଜୟ ପରେ ଅନ୍ତର୍ଜାତୀୟ ଗଣମାଧ୍ୟମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱକୁ ଜନସାଧାରଣଙ୍କ ଗ୍ରହଣୀୟତାର ସଙ୍କେତ ବୋଲି ଦର୍ଶାଇଛି । ଅଧିକାଂଶ ରିପୋର୍ଟ ଏବଂ ବିଶ୍ଳେଷଣ ଅନୁଯାୟୀ, ମୋଦିଙ୍କ ଚରିତ୍ରବାଦୀ…
ଘନୀଭୂତ ହେଉଛି ବାତ୍ୟା ମାଣ୍ଡୋସ୍
ଭୁବନେଶ୍ୱର,୯।୧୨(ବ୍ୟୁରୋ):ସାମୁଦ୍ରିକ ଝଡ଼ ମାଣ୍ଡୋସ ଘନୀଭୂତ ହେଉଛି। ଏହା ଘଣ୍ଟା ପ୍ରତି ୧୨ କିମି ବେଗରେ ପଶ୍ଚିମ- ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ଶୁକ୍ରବାର ସକାଳ ସୁଦ୍ଧା ଏହା ଭୟଙ୍କର ବାତ୍ୟା ରୂପ ନେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବ ।…
ଲୋକ ସଭାରେ ମାମଲା ସମ୍ପର୍କିତ ତଥ୍ୟ ଉପସ୍ଥାପନ କଲେ ଜିତେନ୍ଦ୍ର ସିଂ
ନୂଆଦିଲ୍ଲୀ,୮।୧୨: ଗତ ୫ବର୍ଷ ମଧ୍ୟରେ ଏମ୍ପି ଓ ବିଧାୟକଙ୍କ ବିରୋଧରେ ସିବିଆଇ ୫୬ଟି ମାମଲା ରୁଜୁ କରିଛି। ଏଥିରୁ ୨୨ଟି ମାମଲାର ଚାର୍ଜଶିଟ୍ ସିବିଆଇ ଦାଖଲ କରିଛି। ଲୋକ ସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତରରେ କାର୍ମିକ, ସାଧାରଣ ଅଭିଯୋଗ ଓ…
ବଦଳିଲା ତେଲେଙ୍ଗାନା ରାଷ୍ଟ୍ର ସମିତିର ନାମ
ହାଇଦ୍ରାବାଦ,୮।୧୨: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ପାର୍ଟି ତେଲଙ୍ଗାନା ରାଷ୍ଟ୍ର ସମିତି(ଟିଆରଏସ୍)ର ନାମ ବଦଳିଛି। ବର୍ତ୍ତମାନ ଏହା ଭାରତ ରାଷ୍ଟ୍ର ସମିତି(ବିଆରଏସ୍) ନାମରେ ଜଣାଯିବ। ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଦଳକୁ ଏନେଇ ସ୍ବୀକୃତି ମିିଳିଯାଇଛି। ଏଣିକି ଔପଚାରିକ ଭାବେ…
Archives


