ମହଙ୍ଗା ପଡ଼ିଲା ଦଳ ବିରୋଧୀ ମନ୍ତବ୍ୟ
ବନ୍ତ,୨୨ା୩(ଡି.ଏନ୍.ଏ.): ଦଳ ବିରୋଧୀ ମନ୍ତବ୍ୟ ମହଙ୍ଗା ପଡ଼ିଲା। ଦଳରୁ ବିଦା ହେଲେ ବିଜେଡିର ୩ ବରିଷ୍ଠ ନେତା। ଭଦ୍ରକ ଜିଲା ବନ୍ତ ବ୍ଲକ ବିଜେଡିର ବରିଷ୍ଠ ନେତା ପ୍ରାଧ୍ୟାପକ ଡ. ସୁଧାଂଶୁ ନାୟକ, ପୂର୍ବତନ ବ୍ଲକ ଅଧ୍ୟକ୍ଷା ରେବତୀ ନାୟକ ଓ…
ପଛୁଆବର୍ଗଙ୍କୁ ଠକିବା ପାଇଁ ପ୍ରୟାସ କରାଯାଉଛି: ଶ୍ରୀକାନ୍ତ
ଭୁବନେଶ୍ବର, ୨୨ା୩(ବ୍ୟୁରୋ): ରାଜ୍ୟ ସରକାର ପଛୁଆବର୍ଗଙ୍କ ସର୍ଭେ କରିବାକୁ ଯାଉଛନ୍ତି। ମାତ୍ର ଏହା ସେହି ବର୍ଗ ପାଇଁ ଉପହାସ ସଦୃଶ। ୨୩ ବର୍ଷ ଏହି ବର୍ଗକୁ ଠକିବା ପରେ ପୁଣି ଠକିବା ପାଇଁ ପ୍ରୟାସ କରାଯାଉଛି ବୋଲି ମଙ୍ଗଳବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ…
ବହୁ ବିରୋଧୀ ମେଣ୍ଟ ୧୯୯୬ ସ୍ଥିତି ସୃଷ୍ଟି କରିବ
ନୂଆଦିଲ୍ଲୀ, ୨୨ା୩: ୨୦୨୪ ଲୋକ ସଭା ନିର୍ବାଚନ ଲାଗି ଅବଗଣନା ଆରମ୍ଭ ହୋଇଥିବାବେଳେ ଆଞ୍ଚଳିକ ଦଳଗୁଡ଼ିକ ସମେତ ସମସ୍ତ ବୃହତ୍ ବିରୋଧୀ ଦଳ ଭାଜପାକୁ କ୍ଷମତାରୁ ହଟାଇବା ପାଇଁ ବଡ଼ ଧରଣର ରାଜନୈତିକ ଲଢ଼େଇ ପାଇଁ ପ୍ରସ୍ତୁତ ହେଉଛନ୍ତି। ତେବେ ବହୁ…
ଅପରାଧୀଙ୍କ ମୃତ୍ୟୁଦଣ୍ଡ କୋହଳ
ନାଗପୁର, ୨୨ା୩: ତାମିଲନାଡୁରେ ଜଣେ ୭ ବର୍ଷର ପିଲାକୁ ଅପହରଣ ପରେ ହତ୍ୟା ମାମଲାରେ ଅପରାଧୀଙ୍କୁ ମିଳିଥିବା ମୃତ୍ୟୁଦଣ୍ଡକୁ ମଙ୍ଗଳବାର ସୁପ୍ରିମକୋର୍ଟ କୋହଳ କରିଛନ୍ତି। ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଅପରାଧୀଙ୍କୁ ମୃତ୍ୟୁଦଣ୍ଡ ପରିବର୍ତ୍ତେ ବିନା କ୍ଷମାରେ ୨୦…
ଗଡ୍କରୀଙ୍କୁ ଧମକପୂର୍ଣ୍ଣ ଫୋନ୍ କଲ୍
ନାଗପୁର, ୨୨ା୩: କେନ୍ଦ୍ର ସଡ଼କ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡ୍କରୀଙ୍କୁ ମଙ୍ଗଳବାର ଧମକପୂର୍ଣ୍ଣ ଫୋନ୍ କଲ୍ ଆସିଛି। ଥାନାରେ ଅଭିଯୋଗ ପରେ ନାଗପୁରସ୍ଥିତ ମନ୍ତ୍ରୀଙ୍କ ବାସଭବନ ବାହାରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ମଙ୍ଗଳବାର ମଧ୍ୟାହ୍ନରେ ଗଡ୍କରୀଙ୍କ ପିଆର୍ଓଙ୍କୁ ୩…
ଆକାଶକୁ ଉଜ୍ଜ୍ୱଳ କରୁଛି ସାଟେଲାଇଟ୍
ଛୋଟ ଛୋଟ ତାରା ଅନ୍ଧକାର ରାତି ଆକାଶର ଶୋଭା ବଢ଼ାଇଥାଏ। ତେବେ ପୃଥିବୀ କକ୍ଷପଥରେ ଘୂରିବୁଲୁଥିବାା ବହୁସଂଖ୍ୟାରେ କୃତ୍ରିମ ଉପଗ୍ରହ (ସାଟେଲାଇଟ୍) ଏବଂ ଭାସମାନ ମହାକାଶ ବର୍ଜ୍ୟ ରାତି ଆକାଶକୁ ପୂର୍ବାପେକ୍ଷା ଉଜ୍ଜ୍ୱଳ କରିଦେଇଥିବା ୟୁନିଭର୍ସିଟି ଅଫ୍ ସାଉଦର୍ନ କୁଇନ୍ସଲାଣ୍ଡର ଗବେଷକ…
ଓପିଏସ୍ ଦାବିରେ ବିକ୍ଷୋଭ କଲେ ପରିଣାମ ଭୋଗିବେ କର୍ମଚାରୀ: କେନ୍ଦ୍ର
ନୂଆଦିଲ୍ଲୀ, ୨୨ା୩: ପୁରୁଣା ପେନ୍ସନ ସ୍କିମ୍ (ଓପିଏସ୍) ଲାଗୁ ଦାବିରେ ବିଭିନ୍ନ ରାଜ୍ୟରେ ସରକାରୀ କର୍ମଚାରୀମାନଙ୍କ ପକ୍ଷରୁ ବିକ୍ଷୋଭ କରାଯାଉଥିବାବେଳେ ଏଥିରୁ ଓହରିବା ପାଇଁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ନଚେତ୍ ଏହାର ପରିଣାମ କର୍ମଚାରୀଙ୍କୁ ଭୋଗିବାକୁ ପଡ଼ିବ। ମଙ୍ଗଳବାର ଜଏଣ୍ଟ…
ଶାନ୍ତି ଆଣିବ ଚାଇନା ଯୋଜନା: ପୁଟିନ୍
କିଭ୍/ମସ୍କୋ,୨୨ା୩: ଚାଇନାର ଶାନ୍ତି ଯୋଜନା ୟୁକ୍ରେନ୍ ଯୁଦ୍ଧର ସମାଧାନ ପାଇଁ ଆଧାର ଯୋଗାଇପାରେ। କିନ୍ତୁ ଏଥିପାଇଁ ପାଶ୍ଚାତ୍ୟକୁ ପ୍ରସ୍ତୁତ ହେବାକୁ ପଡ଼ିବ ବୋଲି ମଙ୍ଗଳବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ କହିଛନ୍ତି। ୩ ଦିନିଆ ମସ୍କୋ ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି…
୧.୪୮ ଲକ୍ଷ କୋଟିର ଅତିରିକ୍ତ ବ୍ୟୟବରାଦକୁ ମଞ୍ଜୁରୀ
ନୂଆଦିଲ୍ଲୀ, ୨୨ା୩(ପି.ଟି.): ଆଦାନୀ ଗ୍ରୁପ୍ ପ୍ରସଙ୍ଗକୁ ନେଇ ବିରୋଧୀ ଦଳଗୁଡ଼ିକର ହଟ୍ଟଗୋଳ ମଧ୍ୟରେ ମଙ୍ଗଳବାର ୨୦୨୨-୨୩ ଆର୍ଥତ୍କ ବର୍ଷ ଲାଗି କେନ୍ଦ୍ର ସରକାରଙ୍କ ୧.୪୮ ଲକ୍ଷ କୋଟି ଟଙ୍କାର ଅତିରିକ୍ତ ବ୍ୟୟବରାଦ ଲୋକ ସଭାରେ ଗୃହୀତ ହୋଇଛି। ଗତ ୧୩ ତାରିଖରେ…
ଉତ୍ତର ଭାରତରେ ଭୂକମ୍ପ
ନୂଆଦିଲ୍ଲୀ, ୨୨ା୩(ପି.ଟି.): ଦିଲ୍ଲୀ-ଏନ୍ସିଆର୍ ସମେତ ଉତ୍ତର ଭାରତର ବିଭିନ୍ନ ରାଜ୍ୟରେ ମଙ୍ଗଳବାର ରାତି ୧୦ଟା ୨୦ରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳ ହୋଇଥିବାବେଳେ ତୀବ୍ରତା ୬.୬ ଥିବା ଜଣାପଡ଼ିଛି। ପଞ୍ଜାବ, ହରିୟାଣା, ରାଜସ୍ଥାନ,…
ଅଚଳ ନୋଟ୍ ଗ୍ରହଣ ଆବେଦନର ଶୁଣାଣି ପାଇଁ ମନାକଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୨ା୩: ବିମୁଦ୍ରୀକରଣ ଯୋଗୁ ଅଚଳ ହୋଇଯାଇଥିବା ୧,୦୦୦ ଓ ୫୦୦ ଟଙ୍କିଆ ନୋଟ୍ଗୁଡ଼ିକୁ ଗ୍ରହଣ କରିବା ଲାଗି ନିର୍ଦ୍ଦେଶ ଦେବାକୁ ନିବେଦନ କରି ଦାଏର କେତେକ ପିଟିଶନ୍ର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଆବେଦନକାରୀ ଏଥିପାଇଁ ସରକାରଙ୍କ ପାଖକୁ ଯାଇପାରିବେ…
ବଢ଼ୁଛି କାଣ୍ଡିଡା ଅରିସ୍ ଫଙ୍ଗାଲ୍ ସଂକ୍ରମଣ
ଓ୍ବାଶିଂଟନ୍,୨୨ା୩: ଆମେରିକାରେ ପ୍ରାଣଘାତୀ କାଣ୍ଡିଡା ଆରିସ୍ ଫଙ୍ଗାଲ୍ ସଂକ୍ରମଣ ବଢ଼ିବାରେ ଲାଗିଛି। ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ସେଣ୍ଟର୍ସ ଫର୍ ଡିଜିଜ୍ କଣ୍ଟ୍ରୋଲ୍ ଆଣ୍ଡ ପ୍ରିଭେନ୍ଶନ୍ (ସିଡିସି) ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ୨୦୧୯ରେ ଦେଶରେ ମୋଟ ୪୭୬ କାଣ୍ଡିଡା ଅରିସ…

