Home

TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ଦିଦି; ‘ବହିଷ୍କାର କରନ୍ତୁ,ଇସ୍ତଫା ଦେବିନି’

କୋଲକାତା,୬ା୫: TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ମମତା ବାନାର୍ଜୀ । ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ଉପରେ ତୀବ୍ର ଆପତ୍ତି ପ୍ରକାଶ କରି, ଟିଏମସି ମୁଖ୍ୟ ମମତା ବାନାର୍ଜୀ ଦୃଢ଼ ଭାବରେ କହିଛନ୍ତି ଯେ ତାଙ୍କର ପରାଜିତ ପ୍ରାର୍ଥୀମାନଙ୍କୁ ଏକ ଷଡ଼ଯନ୍ତ୍ରର…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ କଙ୍କାଳ ବୋହିନେଇ ବ୍ୟାଙ୍କ ସମ୍ମୁଖରେ ରଖିବା ଘଟଣା ସାରା ଦେଶ ବିଦେଶରେ ଚର୍ଚ୍ଚାର…

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି । ଛତ୍ରପୁର ଥାନା ଅଧିନ କୁମାରବେଗପଲ୍ଲୀ ଗ୍ରାମରେ ଥିବା ହନୁମାନ ମନ୍ଦିରରୁ ସୁନା ଅଳଙ୍କାର,…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ ଉଦ୍ଧାର ହୋଇଛନ୍ତି ଶିବ ପ୍ରଧାନ । ଅଗ୍ନିଶମବାହିନୀର କର୍ମଚାରୀମାନେ ତାଙ୍କୁ ସଫଳତାର ସହିତ…

ଗୋଡ଼ ଭାଙ୍ଗିଦେଲା ରୋହିତ ଶର୍ମାଙ୍କ ଶଟ୍‌, ମୁମ୍ବାଇ ଇଣ୍ଡିଆନ୍ସ ଅଭ୍ୟାସ ସମୟରେ ବଡ଼ ଅଘଟଣ,ଦେଖନ୍ତୁ Video

ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL ୨୦୨୬)ରେ ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା ଆଘାତ ଯୋଗୁ ୫ଟି ମ୍ୟାଚରୁ ବାହାରେ ରହିବା ପରେ ପଡ଼ିଆକୁ ଏକ ଜବରଦସ୍ତ ଫର୍ମ ସହ ଫେରିଛନ୍ତି। ଲକ୍ଷ୍ନୌ ସୁପର ଜାଏଣ୍ଟସ ବିପକ୍ଷ ମ୍ୟାଚରେ ରୋହିତଙ୍କ…

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର କହିଲେ ସ୍ତ୍ରୀଙ୍କ ସହ ୨ ଝିଅ ଓ ଗୋଟିଏ ପୁଅକୁ ବୁଝାଏ। ପୁଅ…

ଆକ୍ସନ ମୋଡରେ ଶାହା; ୯ରେ ବଙ୍ଗଳାରେ ଶପଥ ଗ୍ରହଣ ସମାରୋହ, ୮ରେ ନିଷ୍ପତ୍ତି ହେବ ମୁଖ୍ୟମନ୍ତ୍ରୀଙ୍କ ନାମ!

କୋଲକାତା,୬ା୫: ପଶ୍ଚିମବଙ୍ଗରେ ଭାଜପାର ଐତିହାସିକ ବିଜୟ ପରେ, ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଏବେ ଜୋରଦାର ହୋଇଛି । ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଏବଂ ସେମାନଙ୍କର କ୍ୟାବିନେଟ ସଦସ୍ୟମାନେ ମେ ୯ ତାରିଖରେ କୋଲକାତାର ପ୍ରତୀକାତ୍ମକ ବ୍ରିଗେଡ ପରେଡ…

‘ପାଠ ପଢ଼ି ମାର୍କ ଆଣିବା ଚିନ୍ତାରୁ ବାହାରି ଗବେଷଣା କରିବା ଜରୁରୀ’

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ବିଭାଗ ପକ୍ଷରୁ ବୁଧବାର ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିସହ ଯୁକ୍ତ ୨ ଧନ୍ଦାମୂଳକ ଶିକ୍ଷାନୁଷ୍ଠାନ ପକ୍ଷରୁ ଅବସରପ୍ରାପ୍ତ ଅଧକ୍ଷ ରାଜେନ୍ଦ୍ର କୁମାର ଦାସଙ୍କୁ ବିଦାୟ…

ଟାଙ୍କିରେ ମିଳୁନି ପେଟ୍ରୋଲ-ଡିଜେଲ, ଚଢ଼ା ଦରରେ ଉପଭୋକ୍ତା କିଣି …

ଦାରିଙ୍ଗବାଡ଼ି,୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପେଟ୍ରୋଲ ଓ ଡିଜେଲର ଘୋର ସଙ୍କଟ ଦେଖାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ମାତ୍ର ୨ଟି ଟାଙ୍କି ରହିଥିବାବେଳେ ବୁଧବାର ୨ଟି ଯାକ ପେଟ୍ରୋଲ ଟାଙ୍କିରେ ତାଲା ଝୁଲୁଛି। ଫଳରେ ଉପଭୋକ୍ତାମାନେ…

ଶେଷ ହେବ ଯୁଦ୍ଧ! ଇରାନ-ଆମେରିକା ମଧ୍ୟରେ ଚୁକ୍ତିନାମା, ଏହି 3 ଟି ପ୍ରସଙ୍ଗରେ ସହମତି…

ଓ୍ବାଶିଂଟନ,୬ା୫: ଇରାନ ଏବଂ ଆମେରିକା ମଧ୍ୟରେ ଶତ୍ରୁତା ବନ୍ଦ କରିବା ନେଇ ଏକ ସହମତି ହୋଇଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦୁଇ ରାଷ୍ଟ୍ର ମଧ୍ୟରେ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହେବାର ଆଶା କରାଯାଉଛି । ଏହା ପରେ, ଉଭୟ…

ସ୍ବାସ୍ଥ୍ୟ ପାଇଁ ବିପଦ ସାଜିଛି ସାର-ଔଷଧ, ଜୈବିକ ସାର ପ୍ରୟୋଗ କରି…

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କଲ୍ୟାଣ ମଣ୍ଡପରେ ବୁଧବାର ଅନନ୍ୟା ଜୈବିକ ପନିପରିବା ଓ ବିହନ ମେଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମେଳାକୁ ଉଦ୍‌ଘାଟନ କରିଥିଲେ।…

ଓଡ଼ିଶା ଚାଖିବ ଭିଏତନାମ ଡୁରିଆନ, ଦୁଇ ଦେଶ ମଧ୍ୟରେ ୧୦ ଚୁକ୍ତିନାମା

ନୂଆଦିଲ୍ଲ,୬ା୫: ଭାରତ ଏବଂ ଭିଏତନାମ ମଧ୍ୟରେ ସମ୍ପର୍କ ଆହୁରି ମଜବୁତ ହେବାକୁ ଯାଉଛି । ରାଷ୍ଟ୍ରପତି ଟୋ ଲାମଙ୍କ ଭାରତ ଗସ୍ତ ପରେ – ତାଙ୍କ ନିର୍ବାଚନର ମାତ୍ର ଗୋଟିଏ ମାସ ପରେ – ଭିଏତନାମ ଏବଂ ଭାରତ ମଧ୍ୟରେ ଦଶଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?