ସିଜନର ଶେଷ ଗେମ୍ ଖେଳିବ ଓଏଫ୍ସି: ବିଜୟ ସହ ପ୍ଲେ ଅଫ୍ ଲକ୍ଷ୍ୟ
ଭୁବନେଶ୍ୱର,୨୨।୨(ସ୍ପୋଟର୍ସ ବ୍ୟୁରୋ): ଇଣ୍ଡିଆନ୍ ସୁପର ଲିଗ୍ରେ ସିଜନର ନିଜର ଅନ୍ତିମ ମ୍ୟାଚ ଜାମସେଦପୁର ଏଫ୍ସି ବିପକ୍ଷରେ ଖେଳିବ ଓଡ଼ିଶା ଏଫ୍ସି (ଓଏଫ୍ସି)। କଳିଙ୍ଗ ଷ୍ଟାଡିୟମରେ ବୁଧବାର ଏହି ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ ଜିତିଲେ କିମ୍ବା ଡ୍ର ରଖିଲେ ଓଏଫ୍ସି ପ୍ଲେ…
ପଦକ ବିଜେତାଙ୍କୁ ଆର୍ଥିକ ପୁରସ୍କାର
ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି): ୨୦୨୨ ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ସ ଏବଂ ଗତବର୍ଷ ବିଭିନ୍ନ ପ୍ରତିଯୋଗିତାରେ ପଦକ ବିଜେତା ଓଡ଼ିଶା ଆଥଲେଟ୍ଙ୍କୁ ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ଆର୍ଥିକ ପୁରସ୍କାର ପ୍ରଦାନ କରାଯାଇଛି। କଳିଙ୍ଗ ଷ୍ଟାଡିୟମସ୍ଥିତ ବିଜୁ ପଟ୍ଟନାୟକ ଭାରୋତ୍ତୋଳନ ହଲ୍ରେ…
ଶେଷ ୨ ଟେଷ୍ଟରୁ ଓ୍ବାର୍ନର ବାଦ୍
ନୂଆଦିଲ୍ଲୀ, ୨୨।୨: ଆହତ ସମସ୍ୟା ଯୋଗୁ ଅଷ୍ଟ୍ରେଲିଆ ଓପନର ଡେଭିଡ ଓ୍ବାର୍ନର ଚଳିତ ବର୍ଡର-ଗାଭାସ୍କର ଟ୍ରଫିର ଶେଷ ୨ ଟେଷ୍ଟରୁ ବାଦ୍ ପଡ଼ିଛନ୍ତି। କହୁଣି ହାଡ଼ ଫାଟିଥିବାରୁ ସେ ସ୍ବଦେଶ ଯାଇ ସିଡ୍ନୀରେ ଚିକିତ୍ସିତ ହେବେ। ତେବେ ଟେଷ୍ଟ ସିରିଜ ପରେ…
ଆଇଆଇଟି ମାଡ୍ରାସରେ ପ୍ରସ୍ତୁତ ଉଡ଼ନ୍ତା ଟାକ୍ସି
ବେଙ୍ଗାଲୁରୁ: ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି), ମାଡ୍ରାସ୍ର ଏକ ଷ୍ଟାର୍ଟ ଅପ୍ କମ୍ପାନୀ ବେଙ୍ଗାଲୁରୁର ଏରୋ ଇଣ୍ଡିଆରେ ଗୋଟିଏ ଇଲେକ୍ଟ୍ରିକ୍ ଉଡ଼ନ୍ତା ଟାକ୍ସିର ଏକ ପ୍ରୋଟୋଟାଇପ୍ର ପ୍ରଦର୍ଶନ କରିଛି। କୁହାଯାଉଛି କି, ରାସ୍ତାରେ ଚାଲୁଥିବା କାର୍ ଅପେକ୍ଷା ଏହା ୧୦…
କେରଳର ୮୦ ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟ ଯାଞ୍ଚ୍, ୨୦ ପ୍ରତିଶତଙ୍କଠାରେ ଗୁରୁତର ସ୍ବାସ୍ଥ୍ୟ ସମସ୍ୟା…
ଥିରୁଭାନନ୍ତପୁରମ,୨୨।୨ : କେରଳର ପ୍ରାୟ ୮୦ ଲକ୍ଷ ଲୋକଙ୍କର ଜୀବନଶୈଳୀ ରୋଗ ପାଇ ଯାଞ୍ଚ୍ କରାଯାଇଥିଲା ଏବଂ ସେମାନଙ୍କ ମଧ୍ୟରୁ ପ୍ରାୟ ୨୦ ପ୍ରତିଶତଙ୍କଠାରେ ଗୁରୁତର ସ୍ବାସ୍ଥ୍ୟ ସମସ୍ୟା ରହିଥିବା ଜଣାପଡ଼ିଛି। ସେଥିମଧ୍ୟରେ ଉଚ୍ଚ ରକ୍ତଚାପ,ମଧୁମେହ ସମେତ ଅନ୍ୟ କେତେକ ସ୍ବାସ୍ଥ୍ୟ…
ବିପଦର ବନ୍ଧୁ ସ୍କାଉଟ
ବିପଦ ସମୟରେ ସ୍କାଉଟ୍ସମାନେ ସହାୟତାର ହାତ ବଢ଼ାଇଥାନ୍ତି। ତେଣୁ ଏନେଇ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଫେବୃୟାରୀ ୨୨ରେ ବିଶ୍ୱ ସ୍କାଉଟ୍ସ ଦିବସ ପାଳନ କରାଯାଇଥାଏ। ଏହି ଦିନ ସ୍କାଉଟିଙ୍ଗର ପ୍ରତିଷ୍ଠାତା ରବର୍ଟ ବାଡେନ-ପାୱେଲଙ୍କ ଜନ୍ମ ବାର୍ଷିକୀ। ଏହା ମଧ୍ୟ ତାଙ୍କ…
ଶ୍ରେଷ୍ଠ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’
ମୁମ୍ବାଇ: ବିବେକ୍ ଅଗ୍ନିହୋତ୍ରୀଙ୍କ ଦ୍ୱାରା ନିର୍ଦ୍ଦେଶିତ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ଶ୍ରେଷ୍ଠ ଫିଲ୍ମ କାଟାଗୋରିରେ ଦାଦାସାହେବ ଫାଲ୍କେ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ଆଓ୍ବାର୍ଡରେ ସମ୍ମାନିତ ହୋଇଛି। ସେହିପରି ଅନୁପମ ଖେରଙ୍କୁ ମୋଷ୍ଟ ଭର୍ସାଟାଇଲ୍ ଆକ୍ଟର ଆଓ୍ବାର୍ଡ ପ୍ରଦାନ କରାଯାଇଛି। ରବିବାର ମୁମ୍ବାଇ…
ହିମାଳୟ ଅଞ୍ଚଳରେ ଯେ କୌଣସି ସମୟରେ ହୋଇପାରେ ବଡ଼ ଭୂକମ୍ପ…
ହାଇଦ୍ରାବାଦ,୨୨।୨ : ନ୍ୟାଶନାଲ ଜିଓଫିଜିକାଲ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ (ଏନଜିଆରଆଇ)ର ବୈଜ୍ଞାନିକ ଦାବି କରିଛନ୍ତି ଯେ ଖୁବ ଶୀଘ୍ର ହିମାଳୟ ଅଞ୍ଚଳରେ ଏକ ବଡ଼ ଭୂକମ୍ପ ହୋଇପାରେ। ସେମାନେ କହିଛନ୍ତି ଭୂକମ୍ପର ତୀବ୍ରତା ଯଥେଷ୍ଟ ଅଧିକ ହୋଇପାରେ ଯାହା ଏହି ଅଞ୍ଚଳରେ ବ୍ୟାପକ…
ବିଓଏମ୍ ପକ୍ଷରୁ ଋଣ ସଂଯୋଗୀକରଣ କାର୍ଯ୍ୟକ୍ରମ
ଭୁବନେଶ୍ୱର,୨୨।୨: ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର (ବିଓଏମ୍) ପକ୍ଷରୁ ନିକଟରେ ଏକ ଋଣ ସଂଯୋଗୀକରଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଆଶିଷ ପାଣ୍ଡେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବ୍ୟାଙ୍କର ସକ୍ଷମତା ଓ ସାମାଜିକ ଦାୟିତ୍ୱବୋଧତା ସମ୍ପର୍କରେ…
ବେଦାନ୍ତ ଲାଞ୍ଜିଗଡ଼ ପକ୍ଷରୁ ପ୍ରଥମ ଇନ୍-ହାଉସ୍ ଲାବରେଟୋରି
ଭୁବନେଶ୍ୱର,୨୨।୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍ର ଓଡ଼ିଶା ୟୁନିଟ୍ ବେଦାନ୍ତ ଲାଞ୍ଜିଗଡ ପକ୍ଷରୁ ପ୍ରଥମ ଇନ୍-ହାଉସ୍ ଲାବରେଟୋରିର ଶୁଭାରମ୍ଭ କରାଯାଇଛି। ବିଶେଷକରି ଦେଶର ପ୍ରମୁଖ ମେଟାଲର୍ଜିକାଲ ଗ୍ରେଡ୍ ଆଲୁମିନା ଉତ୍ପାଦନକାରୀ ଭାବେ ବେଦାନ୍ତ ଲାଞ୍ଜିଗଡ଼ ଏକ ସ୍ବତନ୍ତ୍ର…
ପୁଣି ଶହେ ଟପିଲା ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ, ୨୨।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ…
ଭଦ୍ରକରେ ଭୋଲ୍ଟାସ୍ର ନୂଆ ଆଉଟ୍ଲେଟ୍
ଭଦ୍ରକ ଅଫିସ, ୨୨।୨: ଭଦ୍ରକ ସହର ନୂଆ ବଜାରସ୍ଥିତ ରାଜଘାଟ ପୋଲ ନିକଟରେ ପ୍ରଥମକରି ଭୋଲ୍ଟାସ୍ର ନୂଆ ଆଉଟ୍ଲେଟ୍ ମଙ୍ଗଳବାର ଉଦ୍ଘାଟିତ ହୋଇଯାଇଛି। ୪୫୦ ସ୍କୋୟାର ଫୁଟ୍ ବିଶିଷ୍ଟ ଏହି ଷ୍ଟୋର ରାଜ୍ୟରେ ୧୩ତମ। ଭୋଲ୍ଟାସ୍ର ଆଞ୍ଚଳିକ ମୁଖ୍ୟ ମାନସ ମଲ୍ଲିକ…
Archives


