ଖସିଲା ଶେୟାର ବଜାର
ନୂଆଦିଲ୍ଲୀ,୨୨।୨: ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ସାଙ୍ଗକୁ ଦରବୃଦ୍ଧିର ପ୍ରଭାବ ଭାରତୀୟ ଶେୟାର ବଜାରର କାରବାରରେ ଦେଖାଦେଇଛି। ଏପରିକି କ୍ରମାଗତ ୨ୟ ଦିନ ଲାଗି ଦଲାଲ ଷ୍ଟ୍ରିଟ୍ରେ କାରବାର ହ୍ରାସ ଘଟିଛି। ବିଶେଷକରି ଚଳିତ ସପ୍ତାହର ୨ୟ କାର୍ଯ୍ୟଦିବସ (ଷ୍ଟକ୍ବଜାର)ର ଫଳାଫଳ…
ସୁଶାନ୍ତ ପଣ୍ଡା ଓଆଇଏର ନୂତନ ସଭାପତି
କଟକ,୨୨।୨: ଓଡ଼ିଶା ଇଣ୍ଡଷ୍ଟ୍ରିଜ ଆସୋସିଏଶନ (ଓଆଇଏ)ର ନୂତନ ସଭାପତି ଭାବେ ଭାରତ ମସଲାର ପରିଚାଳନା ନିର୍ଦ୍ଦେଶକ ସୁଶାନ୍ତ କୁମାର ପଣ୍ଡା ନିଦର୍ବନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏପରିକି ଆଗାମୀ ୨ବର୍ଷ ପାଇଁ ସେ ଏହି ଗୁରୁଦାୟିତ୍ୱ ତୁଲାଇବେ ବୋଲି ଓଆଇଏ ପକ୍ଷରୁ କୁହାଯାଇଛି।…
ସପ୍ତାହରେ ୪ ଦିନ କାମ, ୩ ଦିନ ଆରାମ, ନୀତିକୁ ପସନ୍ଦ କରୁଛନ୍ତି ବ୍ରିଟେନ ଲୋକେ…
ଲଣ୍ଡନ,୨୨।୨ : ବ୍ରିଟେନରେ, ଅନେକ କମ୍ପାନୀ ସପ୍ତାହରେ ଚାରି ଦିନ କାମ ଏବଂ ତିନି ଦିନ ଛୁଟି ପାଇଁ ପରୀକ୍ଷା ଆରମ୍ଭ କରିଛନ୍ତି । ଏହାର ରିପୋର୍ଟ ପ୍ରକାଶ ପାଇଛି। ଏହି ପରୀକ୍ଷା ବହୁତ ସଫଳ ବୋଲି କୁହାଯାଉଛି। ବ୍ରିଟେନର କର୍ମଚାରୀମାନେ…
ଏତେଦିନ ପରେ କିଏ ଫଟୋ ଛାଡ଼ିଲା ତଦନ୍ତ ହେଉ: ବିରୋଧୀ
ଭୁବନେଶ୍ବର,୨୨।୨(ବ୍ୟୁରୋ): ନବ ଦାସଙ୍କ ହତ୍ୟା ଘଟଣାର ୨୩ ଦିନ ପରେ ଗୋପାଳ କେମିତି ମାରିଲା ତାହା ଏବେ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି କହିଛନ୍ତି,…
୩୦୦ ଯାତ୍ରୀଙ୍କୁ ନେଇ ଆମେରିକାରୁ ଭାରତକୁ ଆସୁଥିବା ଏୟାର ଇଣ୍ଡିଆର ବିମାନ ସ୍ବିଡେନରେ କଲା ଜରୁରୀ ଅବତରଣ…
ଓ୍ବାଶିଂଟନ,୨୨।୨ : ଏୟାର ଇଣ୍ଡିଆର ନ୍ୟୁୟର୍କ-ଦିଲ୍ଲୀ ବିମାନ ଏଆଇ -୧୦୬ ସ୍ବିଡେନର ଷ୍ଟକହୋମ ବିମାନବନ୍ଦରରେ ଜରୁରୀ ଅବତରଣ କରିଛି। ବିମାନରେ ଏକ ବୈଷୟିକ ତ୍ରୁଟି ଦେଖିବା ପରେ ଜରୁରୀକାଳୀନ ଅବତରଣ କରାଯାଇଥିବା କୁହାଯାଉଛି। ବିମାନରେ ଥିବା ସମସ୍ତ ୩୦୦ ଯାତ୍ରୀ ସୁରକ୍ଷିତ…
ନବ ଦାସ ବିଜେଡିରେ ଯୋଗଦେବା ପରେ ଅନ୍ତର୍ଦ୍ୱନ୍ଦ୍ୱ ଜଣାପଡ଼ିଯାଇଥିଲା: ନରସିଂହ
ଭୁବନେଶ୍ବର, ୨୨।୨(ବ୍ୟୁରୋ): ନବ ଦାସଙ୍କ ହତ୍ୟା ଘଟଣାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପୁଣି ନୂଆ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ନବଙ୍କୁ ହତ୍ୟା ଏକ ସୁଚିନ୍ତିତ ଷଡଯନ୍ତ୍ର। ହୁଏତ ଏହି କଥାରେ ବ୍ୟକ୍ତିଗତ କାରଣ କିଛି ରହିଥିଲା।…
ଭାଜପା-ଏନପିପି କରୁଛନ୍ତି ନାଟକ, ଶେଷକଥା ଲେଖିବେ ମେଘାଳୟ ଜନତା: କଂଗ୍ରେସ…
ଶିଲଂ,୨୨।୨ : ପରସ୍ପର ବିରୋଧରେ ଦୁର୍ନୀତି ଅଭିଯୋଗ ଆଣି ନିର୍ବାଚନ ସମୟରେ ଭାରତୀୟ ଜନତା ପାର୍ଟି ଏବଂ ନ୍ୟାଶନାଲ ପିପୁଲ୍ସ ପାର୍ଟି (ଏନପିପି) ଦ୍ୱାରା ଖେଳାଯାଇଥିବା ନାଟକକୁ ମେଘାଳୟର ଲୋକମାନେ ଦେଖୁଛନ୍ତି। ତେବେ ଏହାର ଶେଷକଥା(କ୍ଲାଇମାକ୍ସ) ଫେବୃଆରୀ ୨୭ ରେ ରାଜ୍ୟର…
କେନ୍ଦ୍ର ଅବହେଳା ମୁଖ୍ୟ ପ୍ରସଙ୍ଗ
ଭୁବନେଶ୍ୱର,୨୨।୨(ବ୍ୟୁରୋ): ବିରୋଧୀଙ୍କୁ ମୁକାବିଲା କରିବା ପାଇଁ ଶାସକ ବିଜେଡି ରଣନୀତି ପ୍ରସ୍ତୁତ କରିଛି। କେନ୍ଦ୍ରୀୟ ଅବହେଳା ଓ ପାତରଅନ୍ତର ନୀତିକୁ ବିଜେଡି ମୁଖ୍ୟ ପ୍ରସଙ୍ଗ କରିବାକୁ ନିଷ୍ପତ୍ତି ନେଇଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସ୍ବତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା ପ୍ରଦାନକୁ ଯେଉଁଭଳି…
ଧର୍ମେନ୍ଦ୍ର, ଜୟନାରାୟଣଙ୍କ ଆଡ଼କୁ ତଦନ୍ତ ଯାଉଛି: ପ୍ରମିଳା
ଭୁବନେଶ୍ବର, ୨୨।୨(ବ୍ୟୁରୋ): ନବ ଦାସ ହତ୍ୟା ଘଟଣାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ବେଳେ ଏହି ଘଟଣା ଏବେ ଉଗ୍ରରୂପ ଧାରଣ କରିଛି। ଉଭୟ ଦଳର…
ଜାତିଆଣ ଭେଦଭାବ ନିଷିଦ୍ଧ କରିଥିବା ପ୍ରଥମ ଆମେରିକୀୟ ସହର ହେଲା ସିଆଟେଲ, ସିଟି କାଉନସିଲରେ ପ୍ରସ୍ତାବ ପାରିତ…
ଓ୍ବାଶିଂଟନ,୨୨।୨ : ଜାତିଆଣ ଭେଦଭାବକୁ ନିଷିଦ୍ଧ କରିବାରେ ସିଆଟେଲ ଆମେରିକାର ପ୍ରଥମ ସହର ହୋଇପାରିଛି। ସିଆଟେଲ ସିଟି ପରିଷଦ ଜାତିଭେଦକୁ ସହରର ଭେଦଭାବ ବିରୋଧୀ ଆଇନରେ ଅନ୍ତର୍ଭୁକ୍ତ କରିବାକୁ ଭୋଟ ଦେଇଥିଲା। ଏହା ହେଉଛି ଆମେରିକାର ପ୍ରଥମ ସହର ଯାହାକି ଜାତି…
ଇନ୍ଦିରା ଗାନ୍ଧୀ ମୋ ବାପାଙ୍କୁ ସଚିବ ପଦରୁ ହଟାଇଥିଲେ: ଜୟଶଙ୍କର
ନୂଆଦିଲ୍ଲୀ,୨୨।୨: ଏକ ଅମଲା ପରିବାରରୁ ଆସିଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ୨୦୧୯ରେ ଅଚାନକ ଏବଂ ଆଶାତୀତ ଭାବେ ରାଜନୈତିକ ସୁଯୋଗ ପାଇଥିଲେ ବୋଲି ମଙ୍ଗଳବାର ଏକ ସାକ୍ଷାତ୍କାରରେ କହିଛନ୍ତି। ୧୯୮୦ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ କ୍ଷମତାକୁ ଫେରିବା ପରେ…
ଆମେରିକାରେ ପୁଣି ବଢିଲା କରୋନା ସଂକ୍ରମଣ: ୪ ସପ୍ତାହରେ ୧ଲକ୍ଷ ୩୦ ହଜାର ଶିଶୁ ସଂକ୍ରମିତ
ୱାଶିଂଟନ,୨୨ ।୨: ସାରା ବିଶ୍ୱରେ କମ୍ ହେଲେ ବି କରୋନା ସଂକ୍ରମଣ ଏବେ ଜାରି ରହିଛି । ଭାରତ ସମେତ ଅନେକ ଦେଶ କରୋନା କଟକଣାକୁ ହଟାଇ ଦେଇଛନ୍ତି । ହେଲେ ଏହାକୁ ରୋକିବାକୁ ସରକାର ସମସ୍ତ ପଦକ୍ଷେପ ନେଉଛନ୍ତି ।…
Archives


