Home

ପୃଥ୍ବୀ ଶ’ଙ୍କୁ ଆକ୍ରମଣ ଘଟଣା: ସପ୍‌ନା ଗିଲ୍‌ଙ୍କୁ ଜାମିନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ଙ୍କ ସହ ଝଗଡ଼ା ଅଭିଯୋଗରେ ଗିରଫ ହୋଇଥିବା ସୋସିଆଲ ମିଡିଆ ଇନ୍‌ପ୍ଲୁଏନ୍ସର ସପନା ଗିଲଙ୍କୁ ସୋମବାର ମୁମ୍ବାଇ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଗିଲଙ୍କ ସହ ଅନ୍ୟ ତିନିଜଣଙ୍କୁ ମଧ୍ୟ ଜାମିନ ମିଳିଛି।…

ଇତିହାସ ରଚିଲେ ହରମନପ୍ରୀତ

କେପଟାଉନ,୨୧।୨: ଭାରତୀୟ ମହିଳା କ୍ରିକେଟର୍‌ ହରମନପ୍ରୀତ କୌର ୧୫୦ ଅନ୍ତର୍ଜାତୀୟ ଟି-୨୦ ଖେଳିବାରେ ବିଶ୍ୱର ପ୍ରଥମ ଖେଳାଳି ହୋଇଛନ୍ତି। କେବଳ ମହିଳା ନୁହେଁ, କୌଣସି ପୁରୁଷ କ୍ରିକେଟର୍‌ ମଧ୍ୟରେ ଏପର୍ଯ୍ୟନ୍ତ ୧୫୦ ଅନ୍ତର୍ଜାତୀୟ ଟି-୨୦ ଖେଳି ନାହାଁନ୍ତି। ଏହି ଉପଲବ୍ଧି ହାସଲ…

ମହାକାଶକୁ ପଠାଯିବ ଆମେରିକା ରାଷ୍ଟ୍ରପତିଙ୍କ କେଶ

ୱାଶିଂଟନ,୨୧ ।୨: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜର୍ଜ ୱାଶିଂଟନ, ଜନ ଏଫ କେନେଡି, ହ୍ୱାଇଟ ଡି ଆଇଜନହାବର ଓ ରୋନାଲ୍ଡ ରିଗନଙ୍କ କେଶର ସାମ୍ପଲକୁ ମହାକାଶ ପଠାଯିବାକୁ ପ୍ରସ୍ତୁତି ଚାଲିଛି । ଟେକ୍ସାସ ସ୍ଥିତ କମ୍ପାନୀ ସେଲେଷ୍ଟିସ ଏହି କେଶର ସାମ୍ପଲକୁ…

ପରିଚାଳନା ତ୍ରୁଟିରୁ ରକ୍ତ ଅଭାବ

ନୟାଗଡ଼ ଅଫିସ,୨୧ା୨:ପରିଚଳାନାରେ ତ୍ରୁଟି କାରଣରୁ ସଙ୍କଟରେ ନୟାଗଡ଼ ଜିଲା ମୁଖ୍ୟ ଚିକିସତ୍ାଳୟ ପରିସରରେ ଥିବା ରକ୍ତ ଭଣ୍ଡାର । ଫେବୃୟାରୀରେ ଶୂନ୍ୟ ହୋଇ ଯାଉଛି ରକ୍ତ ଭଣ୍ଡାର। ଏପରିକି ରିଜର୍ଭ ଷ୍ଟକକୁ ଶେଷ କରି ଦେଉଛନ୍ତି । ଗୁରୁତର ରୋଗୀଙ୍କ ପାଇଁ…

ହୋହଲ୍ଲାରେ ୬୯୦ କୋଟିର ବଜେଟକୁ ମଞ୍ଜୁରୀ

ଭୁବନେଶ୍ୱର, ୨୧।୨(ବ୍ୟୁରୋ):ବିଏମ୍‌ସିର ନୂତନ କାର୍ଯ୍ୟାଳୟ ବିଏମ୍‌ସି ଆଇସିଓଏମ୍‌ସି ଟାଓ୍ବାରରେ ସୋମବାର କର୍ପୋରେଶନ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୨୦୨୩-୨୪ ପାଇଁ ଚିଠା ବଜେଟ୍‌ ମଞ୍ଜୁର ହେବାକୁ ନିର୍ଦ୍ଧାରିତ ହୋଇଥିବାରୁ ଏହା ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା। ମାତ୍ର ବୈଠକ ଆରମ୍ଭରୁ ଉଭୟ…

ବାଲେଶ୍ୱରରେ ହେବ ୧୦୦ଶଯ୍ୟା ବିଶିଷ୍ଟ ଇଏସ୍‌ଆଇସି ହସ୍ପିଟାଲ

ନୂଆଦିଲ୍ଲୀ,୨୧।୨:ଉତ୍ତର ଓଡ଼ିଶାରେ ବସବାସ କରୁଥିବା ଶ୍ରମଜୀବୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ବାଲେଶ୍ୱରଠାରେ ଏକ ଅତ୍ୟାଧୁନିକ ୧୦୦ଶଯ୍ୟା ବିଶିଷ୍ଟ ଇଏସ୍‌ଆଇସି ହସ୍ପିଟାଲ ଖୁବଶୀଘ୍ର ନିର୍ମାଣ ହେବାକୁ ଯାଉଛି ବୋଲି କେନ୍ଦ୍ର ଶ୍ରମ ମନ୍ତ୍ରୀ…

ଶିଶୁଙ୍କ ଲାଗି ‘ଯାଦୁଇ ପିଟାରା’ ଉନ୍ମୋଚନ କଲେ ଧର୍ମେନ୍ଦ୍ର

ଭୁବନେଶ୍ବର, ୨୧ା୨(ବ୍ୟୁରୋ):ଶିଶୁଙ୍କୁ ଖେଳ, ଗୀତ ଓ କାହାଣୀ ଜରିଆରେ ପାଠ ପଢ଼ିବା ପାଇଁ ଜାତୀୟ ଶିକ୍ଷା ନୀତି ଅନ୍ତର୍ଗତ ପ୍ରାରମ୍ଭିକ ପର୍ଯ୍ୟାୟରେ ଶିଖିବା ଓ ଶିଖାଇବାର ଉପକରଣ ୨ ପିଟାରାର ଉନ୍ମୋଚନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର…

ସଂସ୍କାରରୁ ଜଣାପଡ଼ିଥାଏ ଶିକ୍ଷା

ସାମାଜିକ କାର୍ଯ୍ୟକଳାପରେ ଜଡ଼ିତ ହୋଇ ରହୁଥିବା ଜଣେ ମେଧାବୀ ଛାତ୍ର ସମାଜ ପାଇଁ କିଛି କରିବା ଆଉ ଆଗାମୀ ପିଢ଼ି ତା’ର ସୁଫଳ ପାଇବେ ସେ ସମସ୍ତ ପରିକଳ୍ପନା ମଧ୍ୟରେ ପୁରୁଣା କାଳର ଗୁରୁକୁଳ ଶିକ୍ଷା ବିଂଶ ଶତାବ୍ଦୀରେ ଟାଇମ୍ସ ଗୁରୁକୁଳ…

ଅନ୍ତେବାସୀ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ରେ ଆକ୍ରାନ୍ତ

ବାଲେଶ୍ୱର ଅଫିସ/ସୋର, ୨୧।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ସୋର ପୌରାଞ୍ଚଳ ଅଧୀନ ଗାନ୍ଧୀ ସେବାସଂଘ ପୁରୁବାଈ କନ୍ୟାଶ୍ରମରେ ଅଜଣା ରୋଗ ବ୍ୟାପିବାର କାରଣ ସ୍ପଷ୍ଟ ହୋଇଛି। କନ୍ୟାଶ୍ରମର ୫ ଅନ୍ତେବାସୀ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌(ମସ୍ତିଷ୍କ ସଂକ୍ରାମକ ରୋଗ)ରେ ଆକ୍ରାନ୍ତ ଥିବା ରକ୍ତ ନମୁନା ପରୀକ୍ଷା ରିପୋର୍ଟରୁ…

ଅଧ୍ୟାପକଙ୍କ ଯୁକ୍ତ୨, ଯୁକ୍ତ୩ ପରୀକ୍ଷା ବର୍ଜନ ଚେତାବନୀ

ଭୁବନେଶ୍ୱର, ୨୧।୨(ବ୍ୟୁରୋ):ସମାନ ଗ୍ରେଡ୍‌ ପେ’ ଆଧାରରେ ସମାନ ଦରମା ବୃଦ୍ଧି, ସମସ୍ତଙ୍କୁ ପେନସନ ଓ ଗ୍ରାଚ୍ୟୁଇଟି ପ୍ରଦାନ ଭଳି ୪ ଦଫା ଦାବି ନେଇ ସୋମବାର ପୁଣିଥରେ ମହାସମାବେଶ କରିଛନ୍ତି ଅଧ୍ୟାପକ ଓ କର୍ମଚାରୀ। ୬୬୨ ବର୍ଗ କଲେଜ ଅଧ୍ୟାପକ ଓ…

ତୀର୍ଥଯାତ୍ରାରେ ଗଲେ ୯୭୦ ବରିଷ୍ଠ ନାଗରିକ

ବାଲେଶ୍ୱର ଅଫିସ, ୨୧।୨:‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା-୨୦୨୩’ ରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲାରୁ ୯୭୦ ତୀର୍ଥଯାତ୍ରୀ ଓ ୩୦ ଏସ୍କର୍ଟ ଅଫିସରଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ ଋଷିକେଶ ଓ ହରିଦ୍ୱାର ତୀର୍ଥସ୍ଥଳୀ ଅଭିମୁଖେ ଯାତ୍ରା…

ଗୋପାଳଙ୍କୁ ଜେଲରେ ସୁରକ୍ଷା ଦେବା ନେଇ ମାମଲା

କଟକ ଅଫିସ,୨୧ା୨:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ ଦାସ ଓ ତାଙ୍କ ପରିବାରକୁ ସୁରକ୍ଷା ଯୋଗାଇଦେବା ନେଇ ସୋମବାର ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି। ମାମଲାକୁ ଶୁଣାଣି ପାଇଁ ଗ୍ରହଣ କରାଯାଇଥିବା ଆବେଦନକାରୀ ଆଇନଜୀବୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri