ଜି.ଉଦୟଗିରି କାଉନସିଲର ଉପନିର୍ବାଚନରେ ବିଜେଡି ବିଜୟୀ
ଜି.ଉଦୟଗିରି,୧୩ା୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଏନ୍ଏସିର ୬ ନମ୍ବର ଓ୍ବାର୍ଡ କାଉନସିଲର ପଦବୀ ନିମନ୍ତେ ଗୁରୁବାର ହୋଇଥିବା ଉପନିର୍ବାଚନରେ ବିଜୁ ଜନତା ଦଳର ପ୍ରାର୍ଥିନୀ ସିଦ୍ଧେଶ୍ୱରୀ ନାୟକ ବିଜୟୀ ହୋଇଛନ୍ତି। ସିଦ୍ଧେଶ୍ୱରୀ ସମୁଦାୟ ୬୫ଟି ଭୋଟ୍ ପାଇ ବିଜୟୀ ହୋଇଥିବା ବେଳେ…
ଘନ କୁହୁଡ଼ି ବଳୟରେ ପାଟଣା: ଜନଜୀବନ ଅସ୍ତବ୍ୟସ୍ତ
ପାଟଣା,୧୩ା୧(ସ୍ବ.ପ୍ର.): ଘନ କୁହୁଡ଼ି ବଳୟରେ ଶୁକ୍ରବାର ସକାଳୁ କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳର ରାସ୍ତା ଘାଟ ଆଚ୍ଛାଦିତ ହୋଇଥିବାରୁ ସକାଳ ୯ଟା ପର୍ଯ୍ୟନ୍ତ ଗମନାଗମନରେ ବ୍ୟାହତ ସୃଷ୍ଟି ହୋଇଥିଲା। କୁହୁଡ଼ି ଯୋଗୁ ୨ ଶହ ମିଟର ରାସ୍ତା…
ଦେଶରେ ଆଜି ୧୭୪ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୧୩।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ…
ସାଧାରଣତନ୍ତ୍ର ଦିବସ ପୂର୍ବରୁ ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ
ନୂଆଦିଲ୍ଲୀ,୧୩।୧: ାଧାରଣତନ୍ତ୍ର ଦିବସ ପୂର୍ବରୁ ଆତଙ୍କବାଦୀଙ୍କ ଏକ ବଡ଼ ଷଡଯନ୍ତ୍ର ଯୋଜନା ପଣ୍ଡ ହୋଇଛି। ରାଜଧାନୀ ଦିଲ୍ଲୀରେ ସଂଦିଗ୍ଧ ଦୁଇ ଆତଙ୍କବାଦୀଙ୍କୁ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ଗିରଫ କରିଛି। ଆତଙ୍କବାଦୀ ସଂଗଠନ ସହ ଏହି ୨ ବ୍ୟକ୍ତି ଜଡିତ ଥିବା…
ମୋବାଇଲ ବନ୍ଦ ରଖିପାରିବେନି କର୍ମଚାରୀ
ଭୁବନେଶ୍ୱର,୧୩ା୧(ବ୍ୟୁରୋ): ପୁରୁଷ ହକି ବିଶ୍ୱକପ୍ର ସୁପରିଚାଳନା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଭୁବନେଶ୍ୱର ପାଇଁ ଖୋର୍ଦ୍ଧା ଜିଲା ସହରାଞ୍ଚଳ ଅତିରିକ୍ତ ସ୍ବାସ୍ଥ୍ୟ ଅଧିକାରୀ ସ୍ବତନ୍ତ୍ର ମାର୍ଗଦର୍ଶିକା ଜାରି କରିଛନ୍ତି। ୧୩ରୁ ୨୯ ପର୍ଯ୍ୟନ୍ତ ଅର୍ଥାତ୍ ବିଶ୍ୱକପ୍ ଶେଷ…
‘ଭାରତୀୟମାନେ ସଚ୍ଚୋଟ ନାଗରିକ’
ଓ୍ବାଶିଂଟନ,୧୩ା୧: ଆମେରିକା ସଂସଦରେ ଭାରତୀୟ-ଆମେରିକୀୟ ସମ୍ପ୍ରଦାୟକୁ ପ୍ରଶଂସା କରାଯାଇଛି। ରିପବ୍ଲିକାନ କଂଗ୍ରେସ କର୍ମୀ ରିଚ୍ ମ୍ୟାକ୍କର୍ମିକ୍ ଗୃହରେ ଥିବା ତାଙ୍କର ସମସ୍ତ ସହକର୍ମୀଙ୍କୁ କହିଛନ୍ତି, ଆମେରିକାର ଭାରତୀୟ-ଆମେରିକୀୟଙ୍କ ମଧ୍ୟରୁ ୬ ପ୍ରତିଶତ ଟିକସ ଦିଅନ୍ତି। ଏଥି ସହିତ ସେ ଆହୁରି ମଧ୍ୟ…
‘ଚିକିତ୍ସା ନୁହେଁ, ମରିବାକୁ ଥିଲା ପସନ୍ଦ’
ହିନ୍ଦୀ ସିନେମାର ପ୍ରସିଦ୍ଧ ଅଭିନେତା ସଞ୍ଜୟ ଦତ୍ତ ଇଣ୍ଡଷ୍ଟ୍ରିରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। କ୍ୟାନସର୍ ଭଳି ଏକ ଗୁରୁତର ରୋଗ ସହ ଲଢି ଶେଷରେ ଜିତିଥିବା ସଞ୍ଜୟ ଦତ୍ତ ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି। ଏହି ରୋଗକୁ ସେ କିପରି…
କିଆରାଙ୍କ ସହ ବିବାହକୁ ନେଇ ପ୍ରତିକ୍ରିୟା ରଖିଲେ ସିଦ୍ଧାର୍ଥ: କହିଲେ, ମୋତେ କେହି ଡାକିନାହାନ୍ତି
ମୁମ୍ବାଇ: ବଲିଉଡ୍ ଅଭିନେତା ସିଦ୍ଧାର୍ଥ ମଲହୋତ୍ରା ନିଜ ଅପ୍କମିଂ ଫିଲ୍ମ ‘ମିଶନ ମଜନୁ’ କୁ ନେଇ ଚର୍ଚ୍ଚାରେ ଥିବା ବେଳେ ଏବେ ଫିଲ୍ମର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ହେଲେ ସିଦ୍ଧାର୍ଥ କେବଳ ଫିଲ୍ମକୁ ନେଇ ନୁହେଁ ବର୍ତ୍ତମାନ କିଆରା ଆଡଭାନୀଙ୍କ ସହ…
କଡ଼ାକଡ଼ି ହେବ ଟ୍ରାଫିକ୍ ବ୍ୟବସ୍ଥା
ଢେଙ୍କାନାଳ ଅଫିସ,୧୩ା୧: ଢେଙ୍କାନାଳ ସହରରେ ଟ୍ରାଫିକ୍ ବ୍ୟବସ୍ଥା କଡ଼ାକଡ଼ି କରିବା ଲାଗି ଏସ୍ପି ଜ୍ଞାନରଞ୍ଜନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗୁରୁବାର ଜିଲା ପୋଲିସ କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ରଥଗଡାଠାରୁ ବାଜିଚୌକ, ମହିଷାପାଟ ଓ କଣ୍ଟାନାଳି ଛକରେ ଟ୍ରାଫିକ୍ ପରିଚାଳନା ଉପରେ ଗୁରୁତ୍ୱ…
ଖଣି ରାସ୍ତା ପାଇଁ ଜଙ୍ଗଲ ଜମି ବ୍ୟବହାର ମାମଲା
ଢେଙ୍କାନାଳ ଅଫିସ,୧୩।୧: ଢେଙ୍କାନାଳ ଜିଲା ହିନ୍ଦୋଳ ତହସିଲ ଗଣ୍ଡାନାଳୀ ମୌଜାରେ ବିନା ପରିବେଶ ଅନୁମତିରେ କଳାପଥର ଖଣି ଚାଲିବା, ଖଣିରେ ବିସ୍ଫୋରକ ବ୍ୟବହାର, ଜେସିବି ସହାୟତାରେ ପଥର ଉତ୍ତୋଳନ, କଦଳୀପାଳ ଗ୍ରାମ୍ୟ ଜଙ୍ଗଲ ଜମିକୁ ଏଥିଲାଗି ବ୍ୟବହାର କରିବା ନେଇ ଜାତୀୟ…
ଫେବୃୟାରୀ ୧୮ରେ କପିଳାସ ଜାଗରଯାତ୍ରା: ପ୍ରାତଃ ୩ଟା ୫୫ରେ ଉଠିବ ମହାଦୀପ
ଢେଙ୍କାନାଳ ଅଫିସ,୧୩।୧: କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପୀଠ କପିଳାସରେ ଆସନ୍ତା ଫେବୃୟାରୀ ୧୮ରେ ହେବ ପ୍ରସିଦ୍ଧ ଜାଗରଯାତ୍ରା। ଏହାକୁ ଶୃଙ୍ଖଳିତ କରିବା ଲାଗି ଗୁରୁବାର ଅପରାହ୍ନରେ ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି…
୪୨୮୯ ଟୋକନ ବାତିଲ ନେଇ ପ୍ରତିବାଦ
ନୟାଗଡ଼ ଅଫିସ,୧୩।୧: ନୟାଗଡ଼ ଜିଲାରେ ୪ ହଜାର ୨୮୯ ଚାଷୀଙ୍କ ଟୋକନ ବାତିଲ ହେବା ପରେ ପ୍ରତିବାଦ ବଢ଼ିଥିଲା । ତେବେ ଚାଷୀଙ୍କ ବିରୋଧ ପୂର୍ବରୁ ଜିଲା ପ୍ରଶାସନ ନିଜର ତ୍ରୁଟି ସଂଶୋଧନ କରି ନେଇଛି । ଏବେ ପ୍ରାୟ ୩…
Archives


