ସ୍ତ୍ରୀଙ୍କୁ ହତ୍ୟା କରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ
କେନ୍ଦୁଝର,୧୯ା୨(ସ୍ବ.ପ୍ର.): ତେଲକୋଇ ଥାନା ରଗଡ଼ା ଗାଁରେ ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଶନିବାର ଏକ ଧାରୁଆ ଅସ୍ତ୍ରରେ ବୀଭତ୍ସ ଭାବେ ହାଣି ହତ୍ୟା କଲାପରେ ରବିବାର ତେଲକୋଇ ଥାନାରେ ଆତ୍ମସମର୍ପଣ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅଭିଯୁକ୍ତଙ୍କ ନାମ ରଥିଆ ସେଠୀ(୩୨)।…
ଦୁଇ ପରିବାରକୁ ସାମାଜିକ ବାସନ୍ଦ: ଗାଁରେ ଉତ୍ତେଜନା
ପୁରୁଷୋତ୍ତମପୁର,୧୯ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଗ୍ରାମରେ ଗୁଣିଗାରେଡ଼ି ଅନ୍ଧବିଶ୍ବାସ ଓ ସାମାଜିକ ବାସନ୍ଦ ଭଳି ଘଟଣା ଘଟି ଗ୍ରାମଗୁଡ଼ିକରେ ଅଶାନ୍ତି ଲାଗି ରହିବା ସହ ହତ୍ୟାକାଣ୍ଡ ଭଳି ଘଟଣା ଘଟୁଛି। ଯାହାକୁ ନେଇ ପୋଲିସ ଓ ପ୍ରଶାସନର ମୁଣ୍ଡବ୍ୟଥା ହେଉଛି। ଏଭଳି…
ବାଇକ୍କୁ ପିଟିଲା ପିକ୍ଅପ୍, ଦୁଇ ଭାଇଙ୍କ ଜୀବନ ଗଲା
ଜେକେପୁର,୧୯ା୨(ଡି.ଏନ୍.ଏ.): ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଗେଟିପଡ଼ା ବ୍ରିଜ୍ ନିକଟରେ ପିକ୍ଅପ୍-ବାଇକ୍ ମଧ୍ୟରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦୁଇଜଣ ହେଲେ ବୁଲୁ ବେନିଆ(୩୭) ଓ ମନୋଜ ବେନିଆ(୨୫)। ସୂଚନାନୁସାରେ, କୋଲନରା ବ୍ଲକ ଅନ୍ତର୍ଗତ ରାମପୁର ଗ୍ରାମର ବୁଲୁ…
ପାକିସ୍ତାନ ଡ୍ରୋନ ଖସାଇଲା ବିଏସ୍ଏଫ୍
ଅମୃତସର,୧୯।୨: ପାକିସ୍ତାନରୁ ପଞ୍ଜାବକୁ ଡ୍ରଗ୍ସ ଚୋରା ଚାଲାଣ ପ୍ରକ୍ରିୟା ବନ୍ଦ ହେବାର ନାମ ନେଉନାହିଁ। ପଞ୍ଜାବର ଯୁବକଙ୍କୁ ବିଗାଡିବା ପାଇଁ ପାକିସ୍ତାନରୁ ଗୁପ୍ତରେ ଡ୍ରଗ୍ସ ଏବଂ ଅସ୍ତ୍ର ଆସୁଛି। ତେବେ ସୀମାନ୍ତରେ ପୋଷ୍ଟ ହୋଇଥିବା ଭାରତୀୟ ସୈନିକମାନେ ଏହି ଷଡଯନ୍ତ୍ରକୁ ରୋକିବାରେ…
ଆମେରିକା-ଚାଇନାର ଯୁଦ୍ଧକ୍ଷେତ୍ର ପାଲଟିଛି ଦକ୍ଷିଣ ଚାଇନା ସାଗର
ବେଜିଂ,୧୯ା୨: ଦକ୍ଷିଣ ଚାଇନା ସାଗର ଆମେରିକା ଏବଂ ଚାଇନା ମଧ୍ୟରେ ଏକ ଯୁଦ୍ଧକ୍ଷେତ୍ରରେ ପରିଣତ ହେଉଛି। ନିକଟରେ ପାଟ୍ରୋଲିଂ ବେଳେ ଦକ୍ଷିଣ ଚାଇନା ସାଗରରେ ଉଭୟ ଦେଶର ବିମାନ ପରିବହନକାରୀମାନେ ମୁହାଁମୁହିଁ ହୋଇଥିଲେ। ଚାଇନା ଦାବି କରିଛି, ଆମେରିକାର ବିମାନ ପରିବହନକାରୀ…
ଅଷ୍ଟ୍ରେଲିଆ ବିପକ୍ଷ ୨ ଟେଷ୍ଟ, ଦିନିକିଆ ସିରିଜ୍ ପାଇଁ ଦଳ ଘୋଷଣା
ନୂଆଦିଲ୍ଲୀ,୧୯।୨: ଅଷ୍ଟ୍ରେଲିଆ ବିପକ୍ଷ ସିରିଜର ଶେଷ ଦୁଇଟି ଟେଷ୍ଟ ମ୍ୟାଚ ଏବଂ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ରବିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଟେଷ୍ଟ ଦଳରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏଥି ସହ ଦ୍ରୁତ ବୋଲର ଜୟଦେବ…
ତେଲେଙ୍ଗାନା ଭାରତର ଆଫଗାନିସ୍ତାନ:ଓ୍ବାଏସ୍ ଶର୍ମିଳା
ହାଇଦ୍ରାବାଦ୍,୧୯।୨: ତେଲେଙ୍ଗାନାର ଓ୍ବାଇଏସ୍ଆରଟିପି ମୁଖ୍ୟ ଓ୍ବାଏସ୍ ଶର୍ମିଲାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ତାଙ୍କ ନାଁରେ ମହାବୁବାବାଦ ବିଧାୟକ ବନୋଠ ଶଙ୍କର ନାୟକଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଛି। ପୋଲିସର ସୂଚନାନୁସାରେ, ଓ୍ବାଇଏସ୍ ଶର୍ମିଳାଙ୍କ ବିରୋଧରେ ଧାରା…
ମୋଦିଙ୍କୁ ଭେଟିବାକୁ ଆସିବେ ୩ ଦେଶର ମୁଖ୍ୟ
ନୂଆଦିଲ୍ଲୀ,୧୯ା୨: ଆସନ୍ତା କିଛିଦିନ ମଧ୍ୟରେ ବିଶ୍ୱର ୩ ଜଣ ବଡ଼ ନେତା ଭାରତ ଗସ୍ତରେ ଆସିବେ। ଏଥିମଧ୍ୟରୁ ଜର୍ମାନ ଚାନ୍ସେଲର ଓଲାଫ ସ୍କୋଲଜ ଫେବୃୟାରୀ ୨୫-୨୬ରେ ଭାରତ ଗସ୍ତ କରିବେ। ତା’ପରେ ମାର୍ଚ୍ଚ ୨ରେ ଇଟାଲୀର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି…
ଉନ୍ନୟନମୂଳକ କାର୍ଯ୍ୟ ତଦାରଖ କଲେ ୩ ଜିଲାର ଜନପ୍ରତିନିଧି
ପୁରୁଷୋତ୍ତମପୁର,୧୯ା୨(ଡି.ଏନ୍.ଏ.): ସରକାରଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ କରାଯାଉଥିବା ଉନ୍ନୟନମୂଳକ କାର୍ଯ୍ୟରେ କଭଳି ନୂତନ ବୈଷୟିକ କାରିଗରୀ ନକ୍ସାର ଢାଞ୍ଚାରେ କାର୍ଯ୍ୟଶୈଳୀଗୁଡ଼ିକୁ ଦେଖିବା ଲାଗି ରାଜ୍ୟର ବିଭିନ୍ନ ଜିଲାରୁ ଜନପ୍ରତିନିଧିମାନେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକକୁ ଆସିଥିଲେ। ବଡ଼ଖରିଡ଼ା କାଳେଶ୍ବର ମନ୍ଦିରକୁ ଯାଇ…
ପୂଜାରାଙ୍କୁ ସ୍ବତନ୍ତ୍ର ଉପହାର ଦେଲା ଅଷ୍ଟ୍ରେଲିଆ ଟିମ୍
ନୂଆଦିଲ୍ଲୀ,୧୯।୨: ଭାରତୀୟ କ୍ରିକେଟ ଦଳ ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଟିମ ଇଣ୍ଡିଆ ୪ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ୨-୦ ଅଗ୍ରଣୀ ହାସଲ କରିଛି। ଏହି ଟେଷ୍ଟ ମ୍ୟାଚ ଚେତେଶ୍ୱର ପୂଜାରା…
ତିନୋଟି ଯାକ ଫର୍ମାଟରେ ବିଶ୍ୱର ଏକ ନମ୍ବର ଟିମ୍ ହେଲା ଭାରତ
ନୂଆଦିଲ୍ଲୀ,୧୯।୨: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଟିମ୍ ଏଠାରେ ଖେଳାଯାଇଥିବା ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୬ ଉଇକେଟରେ ପରାଜିତ କରିଛି। ଏହାପରେ ଦଳ ଆଇସିସି ର଼୍ୟାଙ୍କିଙ୍ଗର ସମସ୍ତ ତିନୋଟି ଫର୍ମାଟରେ ବିଶ୍ୱର ଏକ ନମ୍ବର ଦଳ ହୋଇଛି।…
‘ବାହୁବଳୀ ୨’କୁ ପଛରେ ପକାଇଲା ‘ପଠାନ’
ବଲିଉଡର ମେଗା ସୁପରଷ୍ଟାର ଶାହରୁଖ ଖାନ ଫିଲ୍ମ ‘ପଠାନ’ ଜରିଆରେ ବଡ ପରଦାରେ ଦୃଢ ପ୍ରତ୍ୟାବର୍ତ୍ତନ କରିଛନ୍ତି। ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କ ନିର୍ଦ୍ଦେଶନାରେ ନିର୍ମିତ ‘ପଠାନ’ ରୋଜଗାରରେ ବହୁ ରେକର୍ଡ ଭାଙ୍ଗିଛି। ‘ପଠାନ’ ଏବେ ରୋଜଗାର ଦୃଷ୍ଟିରୁ ସାଉଥ ସିନେମାର ବ୍ଲକବଷ୍ଟର…
Archives


