ଇମ୍ରାନ ଖାନ୍ଙ୍କ ବିରୋଧରେ ଗିରଫ ପରଓ୍ବାନା
ଇସ୍ଲାମାବାଦ,୧୧ା୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ଏବଂ ତାଙ୍କ ଦଳର ୪ ଜଣ ଶୀର୍ଷ ନେତାଙ୍କ ବିରୋଧରେ ସେଠାର ନିର୍ବାଚନ କମିଶନ ମଙ୍ଗଳବାର ଜାମିନଯୋଗ୍ୟ ଗିରଫ ପରଓ୍ବାନା ଜାରି କରିଛନ୍ତି। ପାକିସ୍ତାନ ତେହରିକ୍-ଇ-ଇନ୍ସାଫ୍ର ଏହି ନେତାମାନେ ପାକିସ୍ତାନ ନିବାଚନ କମିଶନ…
ପୂର୍ବତନ ରାଷ୍ଟ୍ରପତିଙ୍କ ଝିଅଙ୍କୁ ୫ ବର୍ଷ ଜେଲ
ତେହେରାନ,୧୧ା୧: ଇରାନର ପୂର୍ବତନ ରାଷ୍ଟ୍ରପତି ଆକବର ହାସେମି ରଫ୍ସାନ୍ଜାନିଙ୍କ ଝିଅ ଫାଏଜେ ହାସେମିଙ୍କୁ ୫ ବର୍ଷ ଜେଲଦଣ୍ଡ ହୋଇଛି। ତେବେ କେଉଁ ଅପରାଧରେ ତାଙ୍କୁ ଦଣ୍ଡିତ କରାଯାଇଛି, ତାହା ଜଣାପଡ଼ିନାହିଁ। ତାଙ୍କ ବିରୋଧରେ ସରକାର ବିରୋଧୀ ପ୍ରଚାର ଅଭିଯୋଗ ଅଣାଯାଇଥିବା ତେହରାନର…
ହାଇକୋର୍ଟ ବିଚାରପତି ଲାଗି ୯ ଜଣଙ୍କ ନାଁ ସୁପାରିସ
ନୂଆଦିଲ୍ଲୀ,୧୧ା୧: ବିଭିନ୍ନ ହାଇକୋର୍ଟରେ ବିଚାରପତି ନିଯୁକ୍ତି ଲାଗି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ସୁପ୍ରିମକୋର୍ଟ କଲେଜିୟମ ୯ ଜଣଙ୍କ ନାଁ ସୁପାରିସ୍ କରିଛନ୍ତି। ସେମାନଙ୍କ ମଧ୍ୟରେ ୭ ଜଣ ନ୍ୟାୟିକ ଅଧିକାରୀ ଥିବାବେଳେ ୨ ଜଣ ଆଇନଜୀବୀ।…
ବର୍ଷକୁ ୨.୫ ଇଞ୍ଚ ଦବୁଛି ଜୋଷୀମଠ
ନୂଆଦିଲ୍ଲୀ,୧୧ା୧: ଜୋଷୀମଠ ଓ ଏହାର ଆଖପାଖ ଅଞ୍ଚଳର ଭୂମି ପ୍ରତି ବର୍ଷ ୬.୫ ସେଣ୍ଟିମିଟର ବା ୨.୫ ଇଞ୍ଚ ଦବୁଥିବା ବିଶେଷଜ୍ଞମାନେ କହିଛନ୍ତି। ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ୍ ଫର୍ ରିମୋଟ ସେନ୍ସିଂ ପକ୍ଷରୁ ହୋଇଥିବା ୨ ବର୍ଷର ଅଧ୍ୟୟନରୁ ଏହା ଜଣାପଡ଼ିଛି। ଡେରାଡୁନ୍ର…
ରାଜୌରୀ ଆକ୍ରମଣ ଘଟଣାରେ ୫୦ ଅଟକ
ଜମ୍ମୁ,୧୧ା୧: ଜମ୍ମୁ-କଶ୍ମୀରର ରାଜୌରୀ ଜିଲାରେ ଜାନୁୟାରୀ ୧ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣାରେ ରାଜ୍ୟ ପୋଲିସ ୫୦ ଜଣଙ୍କୁ ଅଟକ ରଖି ଜେରା କରୁଛିି। ରାଜୌରୀର ଧାଙ୍ଗ୍ରି ଗ୍ରାମରେ ଆତଙ୍କବାଦୀ ଆକ୍ରମଣରେ ୭ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ…
ବାଇଡେନ୍ଙ୍କ ଘରୋଇ ଅଫିସ୍ରେ ଗୋଇନ୍ଦା ଦସ୍ତାବିଜ୍
ଓ୍ବାଶିଂଟନ,୧୧ା୧: ଜୋ ବାଇଡେନ୍ ଆମେରିକାର ଉପରାଷ୍ଟ୍ରପତି ଥିବା ସମୟରେ ତାଙ୍କ ଘରୋଇ କାର୍ଯ୍ୟାଳୟରୁ ଅନେକ ଗୋଇନ୍ଦା ଦସ୍ତାବିଜ୍ ମିଳିଛି। ସେଥିରେ ୟୁକ୍ରେନ୍, ଇରାନ ଏବଂ ବ୍ରିଟେନ୍ର ଗୋପନ ତଥ୍ୟ ରହିଥିବା ଏକ ସୂତ୍ରରୁ ଜଣାପଡ଼ିଛି। ଗତବର୍ଷ ବାଇଡେନ୍ଙ୍କ ଘରୋଇ କାର୍ଯ୍ୟାଳୟରୁ ୧୦ଟି…
ମାଡ଼ିିଲାଣି ମାନ୍ଦାବସ୍ଥା
ଓ୍ବାଶିଂଟନ,୧୧ା୧: ୨୦୨୩ ବିଶ୍ୱ ଅର୍ଥନୀତି ପାଇଁ ଏକ ବିପଜ୍ଜନକ ବର୍ଷ ହେବାକୁ ଯାଉଛି। କାରଣ ଯେଉଁ ମାନ୍ଦାବସ୍ଥାକୁ ନେଇ ଅର୍ଥନୀତିଜ୍ଞମାନେ ଚିନ୍ତା କରୁଥିଲେ ତାହା ଆସିସାରିଛି। ଆମେରିକା, ୟୁରୋପ ଓ ଚାଇନା ଭଳି ବୃହତ୍ ଅର୍ଥନୀତିରେ ଦୁର୍ବଳ ଅଭିବୃଦ୍ଧି ଯୋଗୁ ବୈଶ୍ୱିକ…
ଗୁଲାମ ନବୀଙ୍କୁ ରମେଶଙ୍କ କଟାକ୍ଷ…
ଶ୍ରୀନଗର,୧୦।୧ : କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ ମଙ୍ଗଳବାର ଗୁଲାମ ନବୀ ଆଜାଦଙ୍କ ପାର୍ଟିକୁ ନେଇ କଟାକ୍ଷ କରିଛନ୍ତି। ନିକଟରେ ଆଜାଦଙ୍କ ଦଳର ଅନେକ ନେତା କଂଗ୍ରେସକୁ ଫେରିଛନ୍ତି। ଏହା ପରେ ଜୟରାମ ରମେଶ ସୋସିଆଲ ମିଡିଆରେ ମନ୍ତବ୍ୟ ଦେବାବେଳେ…
ଶ୍ରୀଲଙ୍କା ସଙ୍କଟ ଘନେଇଲା: ସରକାରୀ କର୍ମଚାରୀଙ୍କ ଜାନୁୟାରୀ-ଫେବୃୟାରୀ ଦରମା ନେଇ ଅନିଶ୍ଚିତତା…
କଲମ୍ବୋ,୧୦।୧ : ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ଘନେଇବାରେ ଲାଗିଛି। ଉତିମଧ୍ୟରେ ସମସ୍ତ ମନ୍ତ୍ରଣାଳୟକୁ ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ୱିକ୍ରମସିଙ୍ଘେ ଏକ ବିଶେଷ ନିର୍ଦ୍ଦେଶ ଦେଇଛନ୍ତି। ସେହି ଅନୁଯାୟୀ, ଚଳିତ ବର୍ଷର ବଜେଟରେ ସେମାନଙ୍କୁ ଦିଆଯାଇଥିବା ଆନୁମାନିକ ଖର୍ଚ୍ଚକୁ ପାଞ୍ଚ ପ୍ରତିଶତ ହ୍ରାସ…
୧୩ରୁ ଆରମ୍ଭ ହେବ ହକି ବିଶ୍ୱକପ୍: ମ୍ୟାଚ୍ ଦେଖିବା ଲାଗି ଏଲ୍ଇଡି ଟିଭି ବ୍ୟବସ୍ଥା
ପୁରୀ ଅଫିସ, ୧୦ା୧: ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ପୁରୁଷ ହକି ବିଶ୍ୱକପ୍। ଚଳିତ ଥର ଏହାକୁ ଓଡ଼ିିଶା ଆୟୋଜନ କରୁଛି। ଏହାକୁ ସ୍ମରଣୀୟ ଓ ଆକର୍ଷଣୀୟ କରିବା ପାଇଁ ପୁରୀ ଜିଲା ପ୍ରଶାସନ ପକ୍ଷରୁ ବିବିଧ କାର୍ଯ୍ୟକ୍ରମର…
ଚିତ୍ରକୋଣ୍ଡା ଜଳଭଣ୍ଡାରରେ ୪୦୧୨ ପକ୍ଷୀ
ଚିତ୍ରକୋଣ୍ଡା,୧୦ା୧(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବନାଞ୍ଚଳ ଆନୁକୂଲ୍ୟରେ ବନାଞ୍ଚଳ ଅଧିକାରୀ ବଳରାମ ନାୟକଙ୍କ ନିର୍ଦ୍ଦେଶରେ ମଙ୍ଗଳବାର ଚିତ୍ରକୋଣ୍ଡା ଜଳଭଣ୍ଡାରରେ ପକ୍ଷୀଗଣନା କରାଯାଇଛି। ମୋଟ ୪୦୧୨ ପକ୍ଷୀଙ୍କୁ ଚିହ୍ନଟ କରାଯାଇଛି। ବନ ବିଭାଗର ବୋଟ୍ରେ ଚିତ୍ରକୋଣ୍ଡା ସ୍ପିଲବାଇ ଲଞ୍ଚ ଘାଟରୁ ଆଲାମପକା ଏବଂ…
ବିନା ନୋଟିସରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଚାକରିରୁ ବାହାର କରାଯାଇ ପାରିବ ନାହିଁ: ହାଇକୋର୍ଟ…
ଥରୁଭାନନ୍ତପୁରମ୍,୧୦।୧ : କେରଳ ହାଇକୋର୍ଟ କହିଛନ୍ତି ଯେ କାର୍ଯ୍ୟରେ ଅସନ୍ତୋଷଜନକ ପ୍ରଦର୍ଶନ ଯୋଗୁ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ପୂର୍ବ ସୂଚନା ବିନା ଚାକରିରୁ ବାହାର କରାଯାଇପାରିବ ନାହିଁ। ବରଖାସ୍ତ ହେବା ପୂର୍ବରୁ କର୍ମଚାରୀଙ୍କୁ ନୋଟିସ ଦିଆଯିବା ଉଚିତ ବୋଲି କୋର୍ଟ କହିଛନ୍ତି। ୱାୟାନାଡ…
Archives


