Home

୪ କିଲୋ କାଟିବା ପାଇଁ ମିଲର୍ସଙ୍କ ଧମକ

କୁତ୍ରା,୧୭।୨(ଡି.ଏନ୍‌.ଏ.): ଧାନମଣ୍ଡିରେ ଏବର୍ଷ କଟ୍‌ନୀଛଟ୍‌ନୀ ସମ୍ପୂର୍ଣ୍ଣ ମାତ୍ରାରେ ବନ୍ଦ କରିବା ପାଇଁ ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର ଦୃଢୋକ୍ତି ପ୍ରକାଶ କରିଥିଲେ। କଟ୍‌ନୀ ଛଟ୍‌ନୀ ହେଲେ ମିଲର୍ସଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି…

ନିର୍ମାଣର ମାସେ ନ ପୁରୁଣୁ ପାଚେରି ଫାଟି ଆଁ

ଖଡ଼ିଆଳ,୧୭।୨(ଡି.ଏନ.ଏ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଗଡ୍ରାମୁଣ୍ଡା ଗ୍ରାମ ପଞ୍ଚାୟତ ଅଫିସରେ ନିର୍ମାଣ ହୋଇଥିବା ପାଚେରୀ କାମ ମାସେ ନ ପୁରୁଣୁ ସ୍ଥାନେ ସ୍ଥାନେ ଫାଟି ଆଁ କରିଥିବା ଦେଖିବାକୁ ମିଳିଛି। ତେବେ ଅତିନିମ୍ନର କାମ ଯୋଗୁ ପାଚେରୀର ଏହିପରି…

ଅପରାଧୀଙ୍କୁ ସାବାଡ଼ କରିବ ମିଶନ୍‌ ବୁଲ୍‌ଡୋଜର

ବଲାଙ୍ଗୀର ଅଫିସ,୧୭ା୨: ବଲାଙ୍ଗୀର ସହରରେ ଅପରାଧ ନିୟନ୍ତ୍ରଣ ପାଇଁ ପୋଲିସ ଏବେ ଏକ ନୂଆ ପ୍ରୟୋଗ ଆରମ୍ଭ କରିଛି। ଅଭ୍ୟାସଗତ ଅପରାଧୀଙ୍କୁ ସାବାଡ଼ କରିବା ପାଇଁ ପୋଲିସ ଚଳାଇଛି ମିଶନ୍‌ ବୁଲଡୋଜର। ଗୁରୁବାର ଚତୁର୍ଥଦିନରେ ପୋଲିସ ଅଭିଯୁକ୍ତ ଶ୍ରୀପତି ସିଂଙ୍କ ରାଜୀବନଗରପଡା…

ଖ୍ରୀଷ୍ଟିଆନ ପରେ ଏବେ ହିନ୍ଦୁ ରୀତିନୀତିରେ ବିବାହ କଲେ ହାର୍ଦ୍ଦିକ

ଭାରତର ତାରକା କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଖ୍ରୀଷ୍ଟିଆନ ପରେ ଏବେ ହିନ୍ଦୁ ରୀତିନୀତି ଅନୁଯାୟୀ ନତାଶା ଷ୍ଟାନକୋଭିକଙ୍କୁ ବିବାହ କରିଛନ୍ତି। ହାର୍ଦ୍ଦିକ ଇନଷ୍ଟାଗ୍ରାମରେ ଏହାର ଫଟୋ ମଧ୍ୟ ଶେୟାର କରିଛନ୍ତି। ଉଭୟଙ୍କର ମଧ୍ୟ ଏକ ପୁଅ ଅଛି, ଯାହାର ନାମ ଅଗସ୍ତ୍ୟ।…

ହସ୍ତାନ୍ତର ହେଲା ଜବତ ୨୦ ମୋବାଇଲ

ସୋହେଲା,୧୭।୨(ଡି.ଏନ.ଏ.): ଦୁର୍ଗାପୁଜା ସମୟରେ ଚୋରି ହୋଇଥିବା ୨୦ଟି ମୋବାଇଲ ଫୋନକୁ ସୋହେଲା ପୋଲିସ ଜବତ କରି ପ୍ରକୃତ ମାଲିକମାନଙ୍କୁ ହସ୍ତାନ୍ତର କରାଯାଇଛି। ଜବତ ମୋବାଇଲଗୁଡିକର ଆନୁମାନିକ ମୂଲ୍ୟ ଦେଢ ଲକ୍ଷ ଟଙ୍କା ହେବ। ଗୁରୁବାର ସୋହେଲା ଥାନା ପରିସରରେ ଏକ ଖବରଦାତା…

ରେଳଧାରଣାରୁ ଯୁବକଙ୍କ ମୃତଦେହ ଜବତ

ବ୍ରହ୍ମପୁର ଅଫିସ,୧୭ା: ଗଞ୍ଜାମ ଜିଲା ଗୋପାଳପୁର ଲେବଲକ୍ରସିଂ ନିକଟ ରେଳଧାରଣାରୁ ଜିଆରପି ପୋଲିସ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ମୃତକ ଜଣଙ୍କ ଗୋପାଳପୁର ଥାନା ଅନ୍ତର୍ଗତ ଭଞ୍ଜବିହାରର କୈଳାସ ଗୌଡ଼ଙ୍କ ପୁଅ ଦୀପକ କୁମାର (୨୬)। ପୋଲିସ ମୃତ…

ବିସିସିଆଇ ମୁଖ୍ୟ ଚୟନକର୍ତ୍ତା ପଦରୁ ଇସ୍ତଫା ଦେଲେ ଚେତନ ଶର୍ମା

ନୂଆଦିଲ୍ଲୀ,୧୭।୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମୁଖ୍ୟ ଚୟନକର୍ତ୍ତା ପଦରୁ ଚେତନ ଶର୍ମା ଶୁକ୍ରବାର ଇସ୍ତଫା ଦେଇଛନ୍ତି। ବିସିସିଆଇ ସମ୍ପାଦକ ଜୟ ଶାହାଙ୍କ ପାଖକୁ ଚେତନ ଶର୍ମା ଇସ୍ତଫା ପତ୍ର ପଠାଇଥିଲେ ଏବଂ ସେ ଏହାକୁ ଗ୍ରହଣ କରିଥିବା ସୂଚନା…

୮୦ ବର୍ଷରେ ବି ବାଇଡେନ ଫିଟ୍‌

ଓ୍ବାଶିଂଟନ,୧୭ା୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ (୮୦) ସମ୍ପୂର୍ଣ୍ଣ ସୁସ୍ଥ ଏବଂ ଡ୍ୟୁଟି ପାଇଁ ଫିଟ୍‌ ଅଟନ୍ତି। ତାଙ୍କୁ ପରୀକ୍ଷା କରୁଥିବା ଡାକ୍ତରମାନେ ଏହା କହିଛନ୍ତି। ହ୍ବାଇଟ୍‌ ହାଉସର ଚିକିତ୍ସକ କେଭିନ ଓ’କନୋର କହିଛନ୍ତି, ରାଷ୍ଟ୍ରପତି ଡ୍ୟୁଟି ପାଇଁ ପୂରା ଫିଟ୍‌…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ବାଉଁଶୁଣୀ,୧୭ା୨(ଡି.ଏନ୍‌.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଟାଇଞ୍ଜନ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ବାଇକ୍‌ ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଛି। ତାଙ୍କ ନାମ ଆର୍ତ୍ତତ୍ରାଣ ବେହେରା(୨୯)। ତାଙ୍କ ଘର ବୌଦ୍ଧ ଥାନା ତେଲିବନ୍ଧ ପଞ୍ଚାୟତ ଆନନ୍ଦପୁର ଗ୍ରାମରେ ବୋଲି…

ତ୍ରିପୁରା ବିଧାନସଭା ନିର୍ବାଚନରେ ରେକର୍ଡ ୮୬.୧୦% ମତଦାନ

ଅଗରତାଲା,୧୭।୬: ତ୍ରିପୁରା ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ଗୁରୁବାର ସନ୍ଧ୍ୟାରେ ଶେଷ ହୋଇଛି। ଏହି ନିର୍ବାଚନରେ ରେକର୍ଡ ୮୬.୧୦% ମତଦାନ ହୋଇଥିବା ନିର୍ବାଚନ କମିଶନ୍‌ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ୬୦ ଆସନ ବିଶିଷ୍ଟ ବିଧାନସଭା ନିର୍ବାଚନ ଲାଗି ମୋଟ ୨୫୯ ପ୍ରାର୍ଥୀ…

ରାୟଗଡ଼ା ଜିଲାରେ କୃଷି, ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ରାୟଗଡ଼ା,୧୭ା୨(ସ୍ବ.ପ୍ର.): ରାୟଗଡ଼ା ଜିଲା ପରିଷଦର ୭୬ତମ ବୈଠକରେ କୃଷି ବିଭାଗର ଅଲୋଚନାବେଳେ ଜିଲା ମୁଖ୍ୟ କୃଷି ଅଧିକାରୀ ସୁମନ ସିଂ ପଟ୍ଟନାୟକ ନିଜ ବିଭାଗର ତଥ୍ୟ ପ୍ରଦାନ କରିଥିଲେ। ଏହି ସମୟରେ ଏମ୍‌ପିଙ୍କ ପ୍ରତିନିଧି ସୁନୀଲ ଚନ୍ଦ୍ର ପଣ୍ଡା ବିଭାଗରେ ରହିଥିବା…

ଅରୁଣାଚଳ ପ୍ରଦେଶ ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ: ଭାରତ ସମର୍ଥନରେ ଆମେରିକା ସିନେଟ୍‌ରେ ବିଲ୍‌ ଆଗତ

ଓ୍ବାଶିଂଟନ୍‌,୧୭।୨: ଆମେରିକାର ଦୁଇ ସାଂସଦ ଅରୁଣାଚଳ ପ୍ରଦେଶ ପ୍ରସଙ୍ଗରେ ଭାରତକୁ ସମର୍ଥନ କରୁଥିବା ଦ୍ୱିପାକ୍ଷିକ ବିଲ ଆଗତ କରିଛନ୍ତି। ଏହି ବିଲରେ ଅରୁଣାଚଳ ପ୍ରଦେଶକୁ ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ ବୋଲି ବର୍ଣ୍ଣନା କରାଯାଇଛି। ଓରେଗନ୍‌ର ସାଂସଦ ଜେଫ ମର୍କଲି ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri