Home

ଜୋକୋଭିଚ୍‌ଙ୍କୁ ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଆଡିଲେଡ୍‌, ୯ା୧(ପି.ଟି.): ସର୍ବିଆର ନୋଭାକ୍‌ ଜୋକୋଭିଚ୍‌ ରବିବାର ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ ଟେନିସ ଟାଇଟଲ ବିଜୟୀ ହୋଇଛନ୍ତି। ଅଷ୍ଟ୍ରେଲିଆନ୍‌ ଓପନ୍‌ ପ୍ରସ୍ତୁତି ପାଇଁ ଏହି ଟୁର୍ନାମେଣ୍ଟ ଖେଳିଥିବା ଜୋକୋଭିଚ୍‌ ଆମେରିକାର ଅଣସିଡେଡ୍‌ ଖେଳାଳି ସେବାଷ୍ଟିଆନ୍‌ କୋର୍ଡାଙ୍କୁ ୬-୭(୮), ୭-୬(୩) ଓ ୬-୪ ସେଟ୍‌ରେ…

ଦୁର୍ଘଟଣାରେ ରେସର କୁମାରଙ୍କ ମୃତ୍ୟୁ

ଚେନ୍ନାଇ,୯ା୧(ପି.ଟି.): ସ୍ଥାନୀୟ ମାଡ୍ରାସ ଇଣ୍ଟରନ୍ୟାଶନାଲ ସର୍କିଟରେ ରବିବାର ଅନୁଷ୍ଠିତ ଏମ୍‌ଆର୍‌ଏଫ୍‌ ଏମ୍‌ଏମ୍‌ଏସ୍‌ସି ଏଫ୍‌ଏମ୍‌ଏସ୍‌ସିଆଇ ଇଣ୍ଡିଆନ ନ୍ୟାଶନାଲ କାର୍‌ ରେସିଂ ଚାମ୍ପିୟନଶିପ୍‌ର ଦ୍ୱିତୀୟ ରାଉଣ୍ଡରେ ଏକ ଦୁର୍ଘଟଣା ଘଟିଛି। ଏଥିରେ ରେସ୍‌ର କେ.ଇ. କୁମାରଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ୫୭ବର୍ଷ ବୟସ ହୋଇଥିଲା।…

ଷ୍ଟେଶନ ପ୍ଲାଟଫର୍ମରେ ପଡ଼ି ମହିଳା ମୃତ

ପୁରୀ ଅଫିସ,୯ା୧: ପୁରୀ ରେଲଓ୍ବେ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଷ୍ଟେଶନର ୬ନଂ. ପ୍ଲାଟଫର୍ମରେ ଠେଲାପେଲାରେ ତଳେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତା ହେଲେ ପୁରୀ ଜିଲା ଡେଲାଙ୍ଗ ଥାନା ଅଞ୍ଚଳର କୁନିମଣି ନାୟକ। ଏ ନେଇ ରେଲଓ୍ବେ…

‘ଭାରତ ବିପକ୍ଷ ମ୍ୟାଚ୍‌ ଚ୍ୟାଲେଞ୍ଜପୂର୍ଣ୍ଣ’

ସ୍ପେନ୍‌, ଓ୍ବେଲ୍ସ, କୋରିଆ ପହଞ୍ଚିଲା ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି)/ ରାଉରକେଲା ଅଫିସ, ୯।୧: ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଏବଂ ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ହେବାକୁଥିବା ହକି ବିଶ୍ୱକପ୍‌ ପାଇଁ ଦଳଗୁଡ଼ିକର ଆସିବା ପ୍ରକ୍ରିୟା ଜାରି ରହିଛି। ଏହି କ୍ରମରେ ରବିବାର ସ୍ପେନ୍‌…

ଅନୁଗୋଳକୁ ହରାଇ ମୁକ୍ତେଶ୍ୱର ସେମିରେ

ଢେଙ୍କାନାଳ ଅଫିସ,୯।୧: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବେଡ଼ାପଡ଼ା ଗ୍ରାମସ୍ଥିତ ମା’ ଅନ୍ଧାରି କ୍ରିକେଟ୍‌ କ୍ଲବ ପକ୍ଷରୁ ୧୨ତମ ସୁବାସ ମେମୋରିଆଲ କ୍ରିକେଟ୍‌ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ‘ଧରିତ୍ରୀ’ ଓ ‘ଓଡ଼ିଶା ପୋଷ୍ଟ’ ସମ୍ପାଦକ ତଥାଗତ…

ଉଦ୍ଧାର ନାବାଳିକା ବର୍ଷେ ପରେ ଫେରିଲେ ନାଗାଲାଣ୍ଡ

ଖୋର୍ଦ୍ଧା ଅଫିସ,୯ା୧: ବର୍ଷେ ତଳେ ଭୁବନେଶ୍ୱର ରେଳଷ୍ଟେଶନରୁ ଉଦ୍ଧାର ହୋଇଥିବା ନାବାଳିକା ଖୋର୍ଦ୍ଧା ଜିଲା ପ୍ରଶାସନର ସହଯୋଗକ୍ରମେ ନିଜ ରାଜ୍ୟ ନାଗାଲାଣ୍ଡକୁ ଫେରିଯାଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଗତବର୍ଷ ଫେବୃୟାରୀ ୫ରେ ଭୁବନେଶ୍ୱର ରେଲୱେ ଷ୍ଟେଶନରେ ରେଲଓ୍ବେ ଚାଇଲ୍ଡ ଲାଇନ ନାଗାଲାଣ୍ଡର…

ଦୁଇ ଅଙ୍କ ବିଶିଷ୍ଟ ଅଭିବୃଦ୍ଧି ହାସଲ କରିବ ସ୍କୋଡା

ନୂଆଦିଲ୍ଲୀ,୯।୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆ ୨୦୨୩-୨୪ ଆର୍ଥିକ ବର୍ଷରେ ଦୁଇ ଅଙ୍କ ବିଶିଷ୍ଟ ଅଭିବୃଦ୍ଧି ହାସଲ କରିବ ବୋଲି ଆକଳନ କରାଯାଇଛି। ଏପରିକି କମ୍ପାନୀ ତ୍ୱରାନ୍ବିତ ଅଭିବୃଦ୍ଧିର ଏକ ଏଜେଣ୍ଡା ସହ ୨୦୨୩ ପାଇଁ ତା’ର…

ଭାରତୀୟ ଦର୍ଶକଙ୍କ ସମ୍ମୁଖରେ ଖେଳିବାରେ ରୋମାଞ୍ଚ ରହିଥାଏ

ଭୁବନେଶ୍ୱର, ୯।୧ (କ୍ରୀଡ଼ା ପ୍ରତିନିଧି): ହକି ବିଶ୍ୱକପ ଖେଳିବା ପାଇଁ ରବିବାର ଭୁବନେଶ୍ୱରରେ ପହଞ୍ଚତ୍ଥିବା ଦକ୍ଷିଣ କୋରିଆ ଦଳ ସକାରାତ୍ମକ ଫଳାଫଳକୁ ନେଇ ବେଶ୍‌ ଆଶାବାଦୀ ଅଛି। ପୁଲ୍‌ ‘ବି’ରେ ଏହି ଦଳ ବେଲଜିୟମ, ଜାପାନ ଓ ଜର୍ମାନୀ ସହିତ ସ୍ଥାନ…

ନନ୍ଦନକାନନକୁ ଆସିଲା ଉଦ୍ଧାର ଗାଡ଼ଭାଲୁ

ବାରଙ୍ଗ,୯।୧(ଡି.ଏନ୍‌.ଏ.): ଢେଙ୍କାନାଳ ଡିଭିଜନ କପିଳାସ ରେଞ୍ଜରୁ ଉଦ୍ଧାର ମାଈ ଗାଡ଼ଭାଲୁ ରବିବାର ଅପରାହ୍ନରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଛି। ଭାଲୁର ଦେହ ଓ ଗୋଡ଼ରେ ଶକ୍ତ ଆଘାତ ଲାଗିଥିବାରୁ ସେ ଠିକରେ ଚାଲି ପାରୁନାହିଁ। ସେ ଅସୁସ୍ଥ ଥିବାରୁ କର୍ତ୍ତୃପକ୍ଷ ପ୍ରଥମେ…

ଉତ୍ପାଦ ବର୍ଗର ବିସ୍ତାରକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୯।୧: ଦେଶର ପ୍ରମୁଖ ଗୃହୋପକରଣ ନିର୍ମାତା କମ୍ପାନୀ ସୋମାନି ସେରାମିକ୍ସ ଲିମିଟେଡ ପକ୍ଷରୁ ନିକଟରେ ଏକ ରାଜ୍ୟସ୍ତରୀୟ ଡିଲର ମିଟ୍‌ର ଆୟୋଜନ କରାଯାଇଥିଲା। ବିଶେଷକରି ପୁରୀ ଜଗନ୍ନାଥଧାମରେ ବ୍ରାଣ୍ଡ୍‌ର ଏକ୍ସକ୍ଲୁସିଭ ସୋମାନି ଇଜି ଫିକ୍ସ ଡିଲର ମିଟ୍‌ ସମ୍ପର୍କରେ ଘୋଷଣା କରାଯାଇଥିଲା।…

ରୁଙ୍ଗ୍‌ଟା ଷ୍ଟିଲ୍‌ ଓୟାର ରଡ୍‌ର ନୂଆ ଟିଭିସି

ନୂଆଦିଲ୍ଲୀ,୯।୧ : ରୁଙ୍ଗ୍‌ଟା ମାଇନ୍‌ସ ଲିମିଟେଡ୍‌ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ନୂଆ ଟିଭିସି ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବଲିଉଡ୍‌ ତାରକା ଆଲିଆ ଭଟ୍ଟ ଓ ରଣବୀର କପୁରଙ୍କୁ ନେଇ କମ୍ପାନୀ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ନୂଆ ଟିଭି ବିଜ୍ଞାପନକୁ ନିକଟରେ…

ଗୋପରେ ଗ୍ୟାସ, ତୈଳ ସନ୍ଧାନ ପ୍ରସଙ୍ଗ: ପେଟ୍ରୋଲ ରି-ଫାଇନ ଲାଗି ପହଞ୍ଚିଲା ୧୧ ମେଶିନ

ଗୋପ,୯।୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ନିକଟସ୍ଥ କୁଶୁପୁରୁରେ ପ୍ରାକୃତିକ ଗ୍ୟାସ ସହିତ ପେଟ୍ରୋଲ, ଡିଜେଲ ବାହାରିବା ନେଇ ରବିବାର ୪ଟି ରାଜ୍ୟରୁ ୧୧ଟି ଅତ୍ୟାଧୁନିକ ମେଶିନ ପହଞ୍ଚିଛି। ଏହି ଅତ୍ୟାଧୁନିକ ମେଶିନ ଦ୍ବାରା ପ୍ରାୟ ୯ ଶହ ଫୁଟ ତଳୁ ବାହାରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri