Home

ଜଗନ୍ନାଥଙ୍କୁ କରିଥିଲେ ଅପମାନ, ଗଲା ଦିଦିଙ୍କ ଆସନ

ପୁରୀ,୫।୫(ଅଜିତ୍‌ କୁମାର ମହାନ୍ତି): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାଜପା ବିପୁଳ ବିଜୟ ହାସଲ କରିଛି । ୨୦୦ରୁ ଅଧିକ ବିଧାନସଭା ଆସନରେ ଜିତି ଭାଜପା ବହୁମତ ହାସଲ କରିଛି । ଦୀଘା ଜଗନ୍ନାଥ ମନ୍ଦିରରେ ପଥର ମୂର୍ତ୍ତି ନିର୍ମାଣକୁ ମଧ୍ୟ ବିରୋଧ…

ପାଣି ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ଶ୍ରମିକ: ସମସ୍ୟା ସମାଧାନ ପାଇଁ ଉଠିଲା ଦାବି

ମହାକାଳପଡ଼ା, ୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକ ଯଦୁପୁର ପଞ୍ଚାୟତ ୫୩ ନଂ. ଜାତୀୟ ରାଜପଥ ମଶାକଣି ବଡଦଣ୍ଡାଠାରେ କେନ୍ଦ୍ରୀୟ ପଣ୍ୟାଗାର ନିଗମ ଗୋଦାମ ଗୃହ ରହିଛି। ଏହି ଗୋଦାମ ଗୃହରେ ଶହେରୁ ଅଧିକ ଦୈନିକ ଗାଡ଼ି ଚାଳକ, ହେଲ୍ପର୍‌ ଓ ଶ୍ରମିକ…

ବେକରେ ଛୁରି ଲଗାଇ ବ୍ୟବସାୟୀଙ୍କ ଘରୁ ସଶସ୍ତ୍ର ଡକାୟତି, ମୁଖାପିନ୍ଧି ଲୁଟିନେଲେ ୧୫ ଭରି ସୁନା…

ଲାଞ୍ଜିଗଡ,୫।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଜନଗନ୍ନାଥପୁର ପଞ୍ଚାୟତ ଜଗନ୍ନାଥପୁର ଗ୍ରାମର ଜଣେ ବ୍ୟବସାୟୀଙ୍କ ଘରୁ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ଆନନ୍ଦ ଅଗ୍ରୱାଲଙ୍କ ଘରେ ରାତି ଅଧରେ ବେକରେ ଛୁରି ଲଗାଇ…

ବହୁମତରୁ ବଞ୍ଚିତ ବିଜୟଙ୍କ ଆଡ଼କୁ ‘ହାତ’ ବଢ଼ାଇବ କି କଂଗ୍ରେସ? ରାହୁଲ ଦେଲେ ବଡ଼ ସଙ୍କେତ

ଚେନ୍ନାଇ,୫।୫: ନିର୍ବାଚନୀ ରାଜନୀତିରେ ଏକ ଚମତ୍କାର ପ୍ରବେଶ ସହିତ, ବିଜୟ ଥାଲାପତି ତାମିଲନାଡୁର ରାଜନୈତିକ ଦୃଶ୍ୟପଟରେ ଦୀର୍ଘ ସମୟ ଧରି ପ୍ରଭାବ ବିସ୍ତାର କରିଥିବା ଡିଏମକେ ଏବଂ ଏଆଇଏଡିଏମକେକୁ ବହୁ ପଛରେ ପକାଇ ଦେଇଛନ୍ତି। ତାଙ୍କର ପ୍ରଥମ ନିର୍ବାଚନରେ, ସେ ରାଜ୍ୟର…

କନ୍ୟାର ବୟସ ହୋଇନଥିବା ଶୁଣି ବେଦିରୁ ଉଠିଗଲେ ପୁରୋହିତ, ରୋକିଲେ ବାଲ୍ୟବିବାହ

ପାରଳାଖେମୁଣ୍ଡି,୫।୫ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକରେ ନିକଟରେ ଏକ ବାଲ୍ୟବିବାହକୁ ଜିଲା ପ୍ରଶାସନ ରୋକିଥିବା ବେଳେ ସୋମବାର ଆଉ ଏକ ବାଲ୍ୟବିବାହକୁ ପ୍ରଶାସନ ରୋକିଛି। ତେବେ ଏହାକୁ ରୋକିବାରେ ବିବାହ କାର୍ଯ୍ୟ ସମ୍ପନ୍ନ କରିବାକୁ ଆସିଥିବା ପୁରୋହିତଙ୍କ ଭୂମିକା…

ମହଙ୍ଗା ପଡୁଛି ଇରାନ ସହ ଯୁଦ୍ଧ! ଆମେରିକାରେ କମୁଛି ଟ୍ରମ୍ପଙ୍କ ଲୋକପ୍ରିୟତା, ସର୍ଭେରେ କରାଗଲା ବଡ଼ ଦାବି

ଓ୍ବାଶିଂଟନ,୫।୫: ଯୁକ୍ତରାଷ୍ଟ୍ରରେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାମଗ୍ରିକ ଅନୁମୋଦନ ମୂଲ୍ୟାଙ୍କନ ୩୭ ପ୍ରତିଶତକୁ ହ୍ରାସ ପାଇଛି, ଏବଂ ୬୬ ପ୍ରତିଶତ ଆମେରିକୀୟ ନାଗରିକ ତାଙ୍କ ଅର୍ଥନୈତିକ ନୀତି ପ୍ରତି ଅସନ୍ତୁଷ୍ଟ। ଏହି ସୂଚନା ଏକ ସାମ୍ପ୍ରତିକ ସର୍ଭେରୁ ସାମ୍ନାକୁ ଆସିଛି। ଏହି…

ଅସ୍ତ୍ରବିରତି ଉଲ୍ଲଂଘନ କରି ୟୁଏଇ ଉପରେ ଆକ୍ରମଣ କଲା ଇରାନ; ୩ ଭାରତୀୟ ଆହତ

ତେହରାନ,୫।୫: ୱାଶିଂଟନ ଏବଂ ତେହରାନ ମଧ୍ୟରେ ସଂଘର୍ଷର ଅନ୍ତ ନେଇ ସହମତିରେ ପହଞ୍ଚିବାରେ ବିଫଳ ହେବା ପରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଯୁଦ୍ଧବିରତି ଉଲ୍ଲଂଘନ କରି, ଇରାନ ସୋମବାର ସଂଯୁକ୍ତ ଆରବ ଏମିରେଟ୍ସ (UAE) ଉପରେ ଏକ ଡ୍ରୋନ…

ଯୋଗ ବିୟୋଗର କାହାଣୀ

ସାମାଜିକ ସଂରଚନାରେ ମଧ୍ୟବିତ୍ତ ଶ୍ରେଣୀ ଏପରି ଏକ ଅଦୃଶ୍ୟ ସେତୁ, ଯିଏ ଗରିବର ଅଭାବ ଏବଂ ଧନୀର ବୈଭବ ମଝିରେ ନିଜକୁ ସନ୍ତୁଳିତ ରଖିବାକୁ ଆପ୍ରାଣ ଚେଷ୍ଟା କରନ୍ତି । ଏହି ଶ୍ରେଣୀ ପାଇଁ ଜୀବନ କେବଳ ବଞ୍ଚିବା ନୁହେଁ ବରଂ…

କେବଳ ରାଜନୈତିକ ବିଜୟ ନୁହେଁ, ବିକାଶର ଉଦ୍‌ଘୋଷ

ସଦ୍ୟ ୪ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀରେ ସମାପ୍ତ ହୋଇଥିବା ନିର୍ବାଚନ ଏବଂ ସୋମବାର ପ୍ରକାଶିତ ହୋଇଥିବା ଏହାର ଫଳାଫଳ ଭାରତୀୟ ଗଣତାନ୍ତ୍ରିକ ଇତିହାସରେ ଏକ ନିର୍ଣ୍ଣାୟକ ମୋଡ କହିଲେ ଅତ୍ୟୁକ୍ତି ହେବ ନାହିଁ। କାରଣ, ପ୍ରାୟ ସାତ…

ନେତା ମତଦାତା

ପୂର୍ବରୁ ଥିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାମ ଓ ମୁହଁ ଜଣା ନ ପଡ଼ିଲେ ବିଧାନସଭା ନିର୍ବାଚନ ଲଢ଼ିବା କଷ୍ଟକର। ଏଥିସହିିତ ସବୁବେଳେ କୁହାଯାଉଥିଲା ‘ବିକଳ୍ପ କିଏ’। ଇଂଲିଶ୍‌ରେ ତାହା ଥିଲା ଟିନା ବା ଦ୍ୟାରିଜ୍‌ ନୋ ଅଲ୍ଟରନେଟିଭ୍‌। ଏବେ ସେହିସବୁ ଚିନ୍ତାଧାରାରୁ…

ରାଜନେତାଙ୍କୁ ପରାଜିତ କଲେ ଅଟୋରିକ୍ସା ଡ୍ରାଇଭର, ୧୪ ହଜାର ଭୋଟ ବ୍ୟବଧାନରେ ନିର୍ବାଚନ ଜିତିଲେ

ଚେନ୍ନାଇ,୫।୫: ତାମିଲନାଡୁର ରୋୟାପୁରମ୍‌ ନିର୍ବାଚନମଣ୍ଡଳୀରେ କେ. ବିଜୟ ଧାମୁ ନାମକ ଜଣେ ଅଟୋ ଡ୍ରାଇଭର ବିଜୟୀ ହାଇଛନ୍ତି। ବିଜୟଙ୍କ ଦଳ ଟିଭିକେରୁ ପ୍ରାର୍ଥୀ ହୋଇଥିବା ଧାମୁ ରାଜ୍ୟର ୨ ଜଣ ପ୍ରଭାବଶାଳୀ ରାଜନେତାଙ୍କୁ ପରାଜିତ କରିଛନ୍ତି। ସେ ୫୫,୦୦୦ରୁ ଊର୍ଦ୍ଧ୍ୱ ଭୋଟ…

‘ମୁଁ ତୁମକୁ ମୂଳପୋଛ କରିଦେବି…’, କାହାକୁ ଆଉ କାହିଁକି ଏମିତି କହିଲେ ଟ୍ରମ୍ପ? ଏହି ଚେତାବନୀରେ ଥରିଲାଣି…

ଓ୍ବାଶିଂଟନ,୫।୫: ସୋମବାର (୪ ମଇ, ୨୦୨୬) ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଯଦି ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକୁ ସୁରକ୍ଷା ପ୍ରଦାନ କରୁଥିବା ଆମେରିକୀୟ ଜାହାଜ ଉପରେ ଆକ୍ରମଣ କରେ, ତେବେ ଏହା ‘ପୃଥିବୀରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?