Home

ଯଦି ପ୍ରମାଣ ଅଛି କୋର୍ଟ ଯାଅ: ଅମିତ ଶାହା

ନୂଆଦିଲ୍ଲୀ,୧୪।୧: ଆଦାନୀ ହିଣ୍ଡେନବର୍ଗ ଏପିସୋଡକୁ ନେଇ ବିରୋଧୀଙ୍କ ଅଭିଯୋଗ ଉପରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସରକାର କିମ୍ବା ଭାଜପାର ଲୁଚାଇବାକୁ କିଛି ନାହିଁ କିମ୍ବା ଭୟ କରିବାର ଆବଶ୍ୟକତା ନାହିଁ। ବିରୋଧୀ କେବଳ ହଙ୍ଗାମା…

ଅଫିସରଙ୍କ ସାମ୍ନାରେ ମା’-ଝିଅ ଜୀବନ୍ତ ଦଗ୍ଧ

କାନପୁର,୧୪।୨: କାନପୁର ଦେହାଟର ମୈଥା ତହସିଲର ମଦୌଲି ପଞ୍ଚାୟତର ଚାହଲା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିରୁ ଅନଧିକାର ପ୍ରବେଶ ହଟାଇବାକୁ ଯାଇଥିବା ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ସାମ୍ନାରେ ଝୁମ୍ପୁଡି ଭିତରେ ମା’-ଝିଅ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଉଭୟଙ୍କୁ…

କ୍ଷୀର ଲିଟର ୨୧୦, ଚିକେନ୍‌ କିଲୋ ୭୦୦

ଇସଲାମାବାଦ୍‌,୧୪।୨:ପାକିସ୍ତାନ କ୍ରମାଗତ ଭାବରେ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ମୁଦ୍ରାସ୍ଫୀତି ବଢୁଥିବା ଲୋକମାନେ ଅସୁବିଧାରେ ପଡ଼ୁଛନ୍ତି। ଦେଶର ଅନିଶ୍ଚିତ ଅର୍ଥନୈତିକ ପରିସ୍ଥିତି ମଧ୍ୟରେ, କରାଚିରେ କ୍ଷୀରର ମୂଲ୍ୟ ଲିଟର ୧୯୦ ରୁ ଲିଟର ପିଛା ୨୧୦କୁ ବୃଦ୍ଧି ହୋଇଛି। ସେହିପରି…

ବିନା ଡିଶ୍‌ରେ ଦେଖିହେବ ୨୦୦ ଚ୍ୟାନେଲ୍‌, ଦେବାକୁ ପଡିବନି ଗୋଟିଏ ବି ଟଙ୍କା

ନୂଆଦିଲ୍ଲୀ,୧୪।୨: ଟେଲିଭିଜନ ସମ୍ବନ୍ଧରେ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଏକ ନୂତନ ଆରମ୍ଭ କରିବାକୁ ଯାଉଛି। ଏଣିକି ଲୋକମାନେ ସେଟ-ଟପ ବକ୍ସ କିମ୍ବା ଫ୍ରି ଡିଶ୍‌ରେ ୨୦୦ରୁ ଅଧିକ ଚ୍ୟାନେଲକୁ ଦେଖିବାକୁ ସମର୍ଥ ହେବେ। ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ…

ଦିବ୍ୟାଙ୍ଗଙ୍କୁ ବିବାହ କଲେ ମିଳିବ ୫ ଲକ୍ଷ ଟଙ୍କା

ଜୟପୁର,୧୪।୨: ଭାଲେଣ୍ଟାଇନ୍ସ ଦିବସ ଅବସରରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସରକାର ଏକ ନିଆରା ପଦକ୍ଷେପ ନେଇଛନ୍ତି। ପ୍ରେମ ଯୋଡିଙ୍କ ପ୍ରେମ ବିବାହକୁ ସହଜ କରିବା ପାଇଁ ସରକାର ଏକ ନୂତନ ଘୋଷଣା କରିଛନ୍ତି। ବର୍ତ୍ତମାନ ରାଜ୍ୟରେ ୮୦ ପ୍ରତିଶତ ଦିବ୍ୟାଙ୍କ…

ବାସ୍ତବ ପ୍ରସଙ୍ଗରୁ ନଜର ହଟାଇବାକୁ ପ୍ରୟାସ: ବିଜେଡି

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ଓଡ଼ିଶା ଭାଜପାର ଏହି ଆନ୍ଦୋଳନ କେବଳ ଓଡ଼ିଶାର ବାସ୍ତବ ପ୍ରସଙ୍ଗରୁ ଲୋକଙ୍କ ନଜର ହଟାଇବାକୁ ଆଉ ଏକ ଦୁର୍ବଳ ପ୍ରୟାସ ବୋଲି ବିଜେଡି ମୁଖପାତ୍ର ଗୌତମ ବୁଦ୍ଧ ଦାଶ କହିଛନ୍ତି ା ଭାଜପା ଖବରଦାତା ସମ୍ମିଳନୀରେ ଜବାବ ଦେଇ ଗୌତମ…

ଶାସନ ବ୍ୟବସ୍ଥାରେ ପରିବର୍ତ୍ତନ ଜରୁରୀ: ବିଜୟ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ୩ ଦିନ ତଳେ କଂଗ୍ରେସରେ ମିଶିଥିବା ବେଳେ ବାରମ୍ବାର ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବାରେ ଲାଗିଛନ୍ତି। ଦିଲ୍ଲୀରୁ ସୋମବାର ଫେରିବା ପରେ ବିଜୟଙ୍କୁ ଭୁବନେଶ୍ୱର ବିମାନବନ୍ଦରଠାରେ କଂଗ୍ରେସ ନେତା ଓ କର୍ମୀ…

ଆଇନଶୃଙ୍ଖଳା ପରିସ୍ଥିତି: ଆଜିଠୁ ଭାଜପାର ବିକ୍ଷୋଭ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଓ ରାଜ୍ୟ ସଭାପତି ସମୀର ମହାନ୍ତି ବାରମ୍ବାର ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରୁଥିଲେ ‘ରାଜ୍ୟ ଶାସନ ବ୍ୟବସ୍ଥାକୁ ଚଳାଉଛି କିଏ’। ରାଜ୍ୟବାସୀଙ୍କ ମନ ଭିତରେ ଏହା ଏବେ ପ୍ରମୁଖ ପ୍ରଶ୍ନ ହୋଇ ରହିଯାଇଛି ବୋଲି…

୩ ଦିନ ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ବର, ୧୪ା୨(ବ୍ୟୁରୋ):କେନ୍ଦ୍ର ସରକାର ତାଙ୍କର ସଦ୍ୟ ବଜେଟରେ କ୍ରୟ ପାଣ୍ଠିରେ ୨୦,୦୦୦ କୋଟି ଟଙ୍କା ହ୍ରାସ କରିଛନ୍ତି। ଏହାସହ ଓଡ଼ିଶାରୁ ଉଷୁନା ଚାଉଳ ଉଠାଣ ପରିମାଣ କମାଇଦେବା ଯୋଗୁ ଓଡ଼ିଶାର ଲକ୍ଷ ଲକ୍ଷ ଚାଷୀ ଧାନ ବିକ୍ରି କରିବାରେ ଗୁରୁତର ଭାବେ…

ଧିମେଇ ଚାଲିଛି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ କୋଠା ନିର୍ମାଣ

ଚଣ୍ଡିଖୋଲ,୧୪ା୨(ଡି.ଏନ.ଏ.):ଚଣ୍ଡିଖୋଲସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପରିସରରେ ଏହାର ପରିବର୍ଦ୍ଧିତ କାର୍ଯ୍ୟାଳୟର ନୂତନ ଗୃହ ନିର୍ମାଣ ଦୀର୍ଘ ୩ ବର୍ଷ ହେଲା ଚାଲିଥିଲେ ମଧ୍ୟ ଶେଷ ହେବାର ନାଁ ଧରୁନି। ଚାରବାଟିଆ ପୂର୍ତ୍ତବିଭାଗ ଅଧୀନରେ ବଡ଼ଚଣା ଉପଖଣ୍ଡ କାର୍ଯ୍ୟାଳୟ ଦ୍ୱାରା କରାଯାଉଥିବା ଏହି…

ବୃଦ୍ଧା ବାପାଙ୍କ କାନ୍ଧରେ ଯୁବା ପୁଅର ବୋଝ

ଚଣ୍ଡିଖୋଲ,୧୪ା୨(ଡି.ଏନ.ଏ.):ଯେଉଁ ବୟସରେ ପୁଅ ଖଟି ରୋଜଗାର କରି ନିଜ ପିତାମାତାଙ୍କୁ ପ୍ରତିପୋଷଣ କରିବାର କଥା ସେତେବେଳେ ବୃଦ୍ଧ ବାପାଙ୍କ ଉପରେ ବୋଝ ପାଲଟିଛନ୍ତି ୩୦ବର୍ଷର ପୁଅ ା ଭାଗ୍ୟର ବିଡ଼ମ୍ବନା, ଯେଉଁ ଯନ୍ତ୍ରଣା କି କହିହୁଏ ନାହିଁ କି ସହି ହୁଏ…

ଗରିବଙ୍କ ପାଇଁ ଆବାସ ଯୋଜନା ସ୍ୱପ୍ନ

କୋରେଇ,୧୪ା୨(ଡି.ଏନ.ଏ.):ଯାଜପୁର ଜିଲା କୋରେଇ ବ୍ଲକ୍‌ ଅନ୍ତର୍ଗତ ୨୮ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସକୁ ନେଇ ଦିନକୁ ଦିନ ଅସନ୍ତୋଷ ଘନୀଭୂତ ହେବାରେ ଲାଗିଛି । ଆବାସ ଯୋଜନାରେ ପକ୍କାଘର ଖଣ୍ଡେ ପାଇବାକୁ ଗରୀବ ହିତାଧିକାରୀମାନେ ପଞ୍ଚାୟତଠାରୁ ବ୍ଲକ୍‌ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଦୌଡ଼ି ନୟାନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri