Home

ଗୁଜରାଟରେ ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ: ଓଡ଼ିଶା ପାଇଁ…

ଭୁବନେଶ୍ୱର,୫ା୫(ଅନୁରାଧା ମହାରଣା):ହାଇଦ୍ରାବାଦ ଓ କୋଲକାତା ପରେ ମଙ୍ଗଳବାର ଗୁଜରାଟରେ ରୋଡ୍‌ ଶୋ’ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ନିବେଷକଙ୍କୁ ଆହ୍ବାନ କରିବେ। ଏଥିପାଇଁ ମଙ୍ଗଳବାରଠାରୁ ୭ ତାରିଖ ପର୍ଯ୍ୟନ୍ତ ୩ଦିନିଆ ଗୁଜରାଟ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ।…

ଅସ୍ତିତ୍ୱ ଖୋଜୁଛି ଜଳାଶୟ, ସଭିଁଏ ନୀରବ

ବରଗଡ଼,୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଏକଦା ବନ୍ଧ, କଟା ଭଳି ଅନେକ ଜଳାଶୟ ରହିଥିଲା। ଦୂରଦୃଷ୍ଟି ରଖି ପୂର୍ବପୁରୁଷମାନେ ନିଜେ ଶ୍ରମଦାନ କରି ସେଗୁଡ଼ିକ ଖୋଲିଥିଲେ। ସେହି ଜଳାଶୟ ଗୁଡ଼ିକ କେବଳ ଲୋକଙ୍କ ଜଳକଷ୍ଟ ମେଣ୍ଟାଉ ଥିଲା, ତାହା ନୁହେଁ। ଅଞ୍ଚଳର ଜଳସ୍ତରକୁ…

ସାଧାରଣ ଜନତାଙ୍କ ପାଇଁ ଆଶ୍ୱସ୍ତିକର ଖବର, ଗ୍ୟାସ ସିଲିଣ୍ଡର, ପେଟ୍ରୋଲ, ଡିଜେଲକୁ ନେଇ ବଡ଼ ପ୍ରତିଶ୍ରୁତି ଦେଲେ ସରକାର

ନୂଆଦିଲ୍ଲୀ,୫।୫: ସୋମବାର, ସରକାର ପ୍ରତିଶ୍ରୁତି ଦେଇଥିଲେ ଯେ, ପଶ୍ଚିମ ଏସିଆରେ ଉତ୍ତେଜନା ସତ୍ତ୍ୱେ, ଘରୋଇ LPG ଏବଂ ଇନ୍ଧନର ଯୋଗାଣ ସ୍ଥିର ଏବଂ ନିରବଚ୍ଛିନ୍ନ ରହିଛି। ପେଟ୍ରୋଲ, ଡିଜେଲ କିମ୍ବା LPG ସିଲିଣ୍ଡରର ଖୁଚୁରା ମୂଲ୍ୟ ବୃଦ୍ଧି କରିବାର କୌଣସି ଯୋଜନା…

ଏହି ଦିନ ପର୍ଯ୍ୟନ୍ତ ବର୍ଷା-ପବନ: ଘରୁ ନ ବାହାରିବାକୁ ପରାମର୍ଶ

ଭୁବନେଶ୍ୱର, ୫ା୫(ବନ୍ଦନା ସେଠୀ):ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଅଧିକାଂଶ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। କେବଳ ବୌଦ୍ଧ ଜିଲାରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ରହିଥିବାବେଳେ ଝାରସୁଗୁଡାରେ ୪୦.୬ ଡିଗ୍ରୀ ଏବଂ ତାଳଚେରରେ ୪୦.୨ ଡିଗ୍ରୀ ରେକର୍ଡ କରାଯାଇଥିଲା। ବାକି…

ଓଏଏସ୍‌ ସ୍ତରରେ ଅଦଳବଦଳ: ଜାଣନ୍ତୁ କିଏ କେଉଁଠାକୁ ଗଲେ

ଭୁବନେଶ୍ୱର,୫।୫(ସୁନିତ୍‌ ମିଶ୍ର):ଓଏଏସ୍‌ ଅଫିସରସ୍ତରରେ ସୋମବାର ଏକ ଛୋଟ ଧରଣର ଅଦଳବଦଳ ହୋଇଛି। ଓଏଏସ୍‌ ଅଫିସର ପ୍ରଶାନ୍ତ କୁମାର ନାୟକଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଓଏଏସ୍‌ ଅଫିସର ସବ୍ୟସାଚୀ ପଣ୍ଡା ଝାରସୁଗୁଡ଼ା ଉପଜିଲାପାଳ…

ବଡ଼ ଦୁଃଖଦ ଘଟଣା! କୋଠାରେ ପିଟିହେଲା ବିମାନ, VIDEO ଦେଖିଲେ ଥରି ଉଠିବ ଛାତି

ବ୍ରାସିଲିଆ,୫।୫ : ବ୍ରାଜିଲରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି । ଏକ ବିମାନ ହଠାତ୍ ସେଠାରେ ଏକ କୋଠା ସହିତ ଧକ୍କା ହୋଇଛି । ବ୍ରାଜିଲର ବେଲୋ ହରିଜୋଣ୍ଟେ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ତୁରନ୍ତ ରିଲିଫ୍…

ଓଡ଼ିଶା ବିଚାରପତିଙ୍କ ନକାରାତ୍ମକ ସର୍ତ୍ତକୁ ସୁପ୍ରିମ୍‌ କୋର୍ଟଙ୍କ ଭର୍ତ୍ସନା

କଟକ, ୫।୫(କାର୍ତ୍ତିକ ସାହୁ): ରାୟଗଡ଼ା ଜିଲା କାଶୀପୁର ଥାନା ଭଙ୍ଗାରୁଜା ଘଟଣାରେ ଗିରଫ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରିବା ନିମନ୍ତେ ଓଡ଼ିଶା ହାଇକୋର୍ଟ ୨୦୨୫ ମେ ୯ତାରିଖରେ ଦେଇଥିବା ଆଦେଶକୁ ସୋମବାର ସୁପ୍ରିମକୋର୍ଟ ଭର୍ତ୍ସନା କରିଛନ୍ତି । ଏକ ନିର୍ଦ୍ଦିଷ୍ଟ ଜାତିର…

ଡଲାର ତୁଳନାରେ ଟଙ୍କାର ସର୍ବକାଳୀନ ମୂଲ୍ୟ ହ୍ରାସ

ମୁମ୍ବାଇ,୫।୫: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା ମୂଲ୍ୟ ସୋମବାର ୩୯ ପଇସା ହ୍ରାସ ପାଇ ସର୍ବକାଳୀନ ନିମ୍ନ ସ୍ତରରେ ପହଞ୍ଚତ୍ଛି। ୧ ଡଲାର ମୂଲ୍ୟ ସୋମବାର ୯୫ ଟଙ୍କା ୨୩ ପଇସା ହୋଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଲାଗିରହିଥିବାରୁ ବିଶ୍ୱ ଷ୍ଟକ୍‌…

ଟିଏମ୍‌ସିର ୧୫ ବର୍ଷ ଶାସନର ଘଟିଲା ପତନ: ପଶ୍ଚିମବଙ୍ଗରେ ପ୍ରଥମଥର ପାଇଁ ସରକାର ଗଢ଼ିବ ଭାଜପା

କୋଲକାତା,୪ା୫(ପି.ଟି.):ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରାଜ୍ୟ ରାଜନୀତିରେ ବଡ଼ ପରିବର୍ତ୍ତନ ଆଣିଛି। ଏଠାରେ ଭାଜପା ବିପୁଳ ବିଜୟ ହାସଲ ସହ ପ୍ରଥମ ଥର ପାଇଁ ରାଜ୍ୟରେ ସରକାର ଗଢ଼ିବାକୁ ଯାଉଛି। ୨୯୪ ଆସନ ବିଶିଷ୍ଟ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମ୍ୟାଜିକ୍‌ ସଂଖ୍ୟା ୧୪୮…

ଆସାମରେ ହ୍ୟାଟ୍ରିକ୍‌ କଲା ଭାଜପା: କଂଗ୍ରେସ ଆଶା ଧୂଳିସାତ୍‌

ଗୁଆହାଟୀ,୪ା୫:ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଆସାମର ୧୨୬ ଆସନ ବିଶିଷ୍ଟ ବିଧାନସଭାରେ ଭାଜପା ନେତୃତ୍ୱରେ ଏନ୍‌ଡିଏ କ୍ରମାଗତ ତୃତୀୟ ଥର ପାଇଁ ବିଜୟୀ ହୋଇ ହ୍ୟାଟ୍ରିକ୍‌ କରିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ନେତୃତ୍ୱରେ ଭାଜପା ଶତାଧିକ ଆସନରେ ଜିତି ପୁନର୍ବାର ସରକାର ଗଢ଼ିବାକୁ…

ରସଗୋଲା କାହାର, ଓଡ଼ିଶାର ନା ପଶ୍ଚିମବଙ୍ଗର: ଭାଜପାର ମହାବିଜୟ ପରେ ଖୋଲାଖୋଲି ଧର୍ମେନ୍ଦ୍ର ପ୍ରଧାନ ଦେଲେ ଏମିତି ଜବାବ

କୋଲକାତା,୪।୫: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏଥର ନିର୍ବାଚନ ଫଳାଫଳରେ ଏକ ବଡ଼ ପରିବର୍ତ୍ତନ ଦେଖାଦେଇଛି ଏବଂ ୧୫ ବର୍ଷ ଧରି ଶାସନ କରୁଥିବା ମମତା ବାନାର୍ଜୀଙ୍କ ହାତରୁ କ୍ଷମତା ଖସି ଯାଇଛି। ଭାଜପା ଏଠାରେ ସମ୍ପୂର୍ଣ୍ଣ ବହୁମତ…

ଧୋତି-କୁର୍ତ୍ତା ପିନ୍ଧି ଧମାକାଦାର ଏଣ୍ଟ୍ରି କଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କ’ଣ ରହିଛି ସ୍ବତନ୍ତ୍ରତା

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗ, ଆସାମ ଏବଂ ପୁଡୁଚେରୀରେ ଭାଜପାର ଐତିହାସିକ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଦଳୀୟ ମୁଖ୍ୟାଳୟରେ ସମାବେଶକୁ ସମ୍ବୋଧିତ କରିବାକୁ ପହଞ୍ଚିଥିଲେ। ବଙ୍ଗଳାରେ ବିଜୟର ବିଶେଷ ଗୁରୁତ୍ୱ ରହିଛି। ତେଣୁ ପ୍ରଧାନମନ୍ତ୍ରୀ ମୋଦି ପାରମ୍ପରିକ ବଙ୍ଗଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?