Home

ଆଲିଆଙ୍କୁ ଝିଅ ଦେଲେ ବିଜ୍‌ନେସ୍‌ ଆଇଡିଆ

ଅଭିନେତ୍ରୀ ଆଲିଆ ଭଟ୍ଟ ମା’ ହେବା ପରେ ଏବେ ଝିଅ ରାହା ସହ ସମୟ ବିତାଉଛନ୍ତି। ନିକଟରେ ସେ ତାଙ୍କ ଝିଅ ସମ୍ବନ୍ଧୀୟ କିଛି ରୋଚକ କଥା ଶେୟାର କରିଥିଲେ। ଆଲିଆ କହିଛନ୍ତି, ରାହା ଏବେ ବହୁତ ଛୋଟ। ମୁଁ ବହି…

ବିଜୁ ସ୍ବାସ୍ଥ୍ୟକାର୍ଡରେ ଅନିୟମିତତା: ହସ୍ପିଟାଲରେ ଚଢ଼ାଉ

ଢେଙ୍କାନାଳ ଅଫିସ,୧୦ା୩: ଢେଙ୍କାନାଳ ସହରର କିଛି ଘରୋଇ ହସ୍ପିଟାଲରେ ଜିଲାପାଳ ଓ ଏସ୍‌ପିଙ୍କ ମିଳିତ ଚଢ଼ାଉ ହୋଇଛି। ବିଜୁ ସ୍ବାସ୍ଥ୍ୟକାର୍ଡ ଅନିୟମିତତା ନେଇ ଏହି ଚଢ଼ାଉ କରାଯାଇଛି। ଦୀର୍ଘଦିନ ହେବ ବିଜୁ ସ୍ବାସ୍ଥ୍ୟ କାର୍ଡକୁ ନେଇ କିଛି ବେସରକାରୀ ହସ୍ପିଟାଲ ଅନିୟମିତତା…

ଦିନ ୨ଟାରେ ରୌଜ୍‌ ଏଭେନ୍ୟୁ କୋର୍ଟରେ ହାଜର ହେବେ ସିସୋଡିଆ: ୧୦ଦିନିଆ ରିମାଣ୍ଡ ମାଗିଲା ଇଡି

ନୂଆଦିଲ୍ଲୀ,୧୦।୩: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଗରିଫଦାରୀ ସମ୍ପର୍କରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କୋର୍ଟକୁ ସୂଚନା ଦେଇଛି। ଦିଲ୍ଲୀ ସ୍ଥିତ ରୌଜ ଏଭେନ୍ୟୁ କୋର୍ଟରେ ଅପରାହ୍ନ ୨ଟାରେ ତାଙ୍କୁ ହାଜର କରାଯିବ। ସିସୋଡିଆଙ୍କୁ ୧୦ ଦିନିଆ ରିମାଣ୍ଡରେ ନେବାକୁ ଇଡି କୋର୍ଟରୁ…

ମା’ଙ୍କୁ ଶେଷ ଦର୍ଶନ କରିପାରିଲେନି ମାଓବାଦୀ ନେତା: ଶେଷକୃତ୍ୟ ସମ୍ପନ୍ନ କଲେ ପୋଲିସ ବାବୁ

ଚିତ୍ରକୋଣ୍ଡା,୧୦ା୩,(ଡି.ଏନ୍‌.ଏ.): କେନ୍ଦ୍ରୀୟ କମିଟି ମାଓବାଦୀଙ୍କ ମା’ଙ୍କ ଅକାଳ ବିୟୋଗ ହୋଇଥିବା ବେଳେ ମାଓବାଦୀ ନେତା ଜଗନ୍ନ ଖବର ପାଇଥିଲେ ମଧ୍ୟ ମା’ଙ୍କୁ ଶେଷ ଦର୍ଶନ କରିପାରି ନ ଥିଲେ। ମାଓବାଦୀ ନେତାଙ୍କ ମା’ଙ୍କ ପରଲୋକ ଖବର ପାଇ ସିଲେରୁ ଥାନା ଏସିଆଇ,…

ସୋନପୁର କଲେଜକୁ ମିଳିନି ପୂର୍ଣ୍ଣ ସରକାରୀ ମାନ୍ୟତା

ସୋନପୁର,୧୦।୩(ନି.ପ୍ର.): ସୋନପୁର କଲେଜ ସୁବର୍ଣ୍ଣପୁର ଜିଲାର ସର୍ବପୁରାତନ ଉଚ୍ଚ ଶିକ୍ଷାନୁଷ୍ଠାନ। ୧୯୬୪ ମସିହାରେ ଏହି କଲେଜ ସ୍ଥାପିତ ହୋଇଥିଲା। ଇତିମଧ୍ୟରେ ୫୯ ବର୍ଷ ବିତିଯାଇଛି। ହେଲେ ସୋନପୁର କଲେଜକୁ ନା ପୂର୍ଣ୍ଣ ସରକାରୀ ମାନ୍ୟତା ମିଳିଛି ନା ସ୍ବୟଂଶାସିତ ମାନ୍ୟତା ମିଳିଛି।…

ପୁଣି କାଉଗୁଡ଼ା ଗ୍ରାମ୍ୟ ଜଙ୍ଗଲ ଜଳୁଛି

ଲାଞ୍ଜିଗଡ଼,୧୦।୩(ଡି.ଏନ.ଏ.): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ବନାଥପୁର ବନାଞ୍ଚଳ ସିକେରକୁପା ସେକ୍ସନ କିଡିଙ୍ଗ ବିଟର କାଉଗୁଡ଼ା ଗ୍ରାମ୍ୟ ଜଙ୍ଗଲରେ ନିଆଁ ଲାଗିଛି। ନିଆଁ ଲାଗିବା ଫଳରେ ଜଙ୍ଗଲରେ ଥିବା ଶହଶହ ମୂଲ୍ୟବାନ ଗଛ ପୋଡ଼ି ପାଉଁଶ ହେବାରେ ଲାଗିଛି। କୌଣସି ଦୁର୍ବୃତ୍ତ…

କେନାଲ ନିର୍ମାଣରେ ବ୍ୟାପକ ଦୁର୍ନୀତି

ଖଡ଼ିଆଳ,୧୦।୩(ଡି.ଏନ.ଏ.): ନୂଆପଡା ଜିଲା କୋମନା ଓ ଖଡ଼ିଆଳ ବ୍ଲକ ମଝିରେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ (ତିଖାଲି ଡ୍ୟାମ) ନିର୍ମାଣ ହୋଇଛି। ନୂଆପଡା ଜିଲାର ବୋଡ଼େନ ଓ ଖଡ଼ିଆଳ ବ୍ଲକର ୧୩ ହଜାର ୫ ଶହ ହେକ୍ଟର ଓ ବଲାଙ୍ଗୀର ଜିଲାର…

କେନାଲ କୂଳ ଜମିକୁ ମାଡୁନି ପାଣି

ବରଗଡ଼ ଅଫିସ୍‌,୧୦।୩: ଚଳିତ ରବିଧାନ ଫସଲରେ ବରଗଡ଼ ଜିଲା ହୀରାକୁଦ ଜଳସେଚିତ ଅଞ୍ଚଳର ଚାଷୀମାନେ କ୍ଷତିଗ୍ରସ୍ତ ହେବା ସମ୍ଭାବନା ରହିଛି। କେନାଲ ବିଭାଗର ଦୂରଦୃଷ୍ଟିହୀନତା ଯୋଗୁ ଏହି ସ୍ଥିତି ଉପୁଜିଛି। ବରଗଡ଼ ମୁଖ୍ୟ କେନାଲର କଟାପାଲି ଏବଂ କମଗାଁ ମଝି ଜିରା…

ବେଆଇନ କୁକୁଡ଼ା ଫାର୍ମ ନିର୍ମାଣ ବନ୍ଦ ଦାବିରେ ଧାରଣା

ଭଦ୍ରକ ଅଫିସ,୧୦ା୩: ଭଦ୍ରକ ଜିଲା ଧାମନଗର ବ୍ଲକ ରଇପୁର ଗ୍ରାମରେ ଏକ ବେଆଇନ କୁକୁଡ଼ା ଫାର୍ମ ନିର୍ମାଣ ବନ୍ଦ ଦାବିରେ ଗ୍ରାମବାସୀ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି। ଗ୍ରାମର ଦକ୍ଷିଣ ପାର୍ଶ୍ୱରେ ଉକ୍ତ ଗ୍ରାମର ଜଣେ ବ୍ୟକ୍ତି କୁକୁଡ଼ା…

ଇରାନ ରାସ୍ତା ଦେଇ ଆଫଗାନିସ୍ତାନକୁ ୨୦ହଜାର ମେଟ୍ରିକ୍‌ ଟନ୍‌ ଗହମ ପଠାଇବ ଭାରତ

ନୂଆଦିଲ୍ଲୀ/କାବୁଲ,୧୦।୩: ଆଫଗାନିସ୍ତାନକୁ ୨୦ହଜାର ମେଟ୍ରିକ୍‌ ଟନ୍‌ ଗହମ ପଠାଇବ ଭାରତ। ଇରାନର ଚବାହାର ପୋର୍ଟ ଦେଇ ଏହି ଗହମ ସପ୍ଲାଇ କରାଯିବ। ଗୁରୁବାର ଦିଲ୍ଲୀରେ ଇଣ୍ଡିଆ-ସେଣ୍ଟ୍ରାଲ ଏସିଆ ମିଳିତ ଓ୍ବାର୍କିଂ ଗ୍ରୁପ୍‌ର ଏକ ବୈଠକରେ ଏନେଇ ଘୋଷଣା କରାଯାଇଥିଲା। ତେବେ ଭାରତର…

ସ୍କୁଲ ବନ୍ଦ ପରେ ପିଲାଙ୍କୁ ମିଳୁନି ଯାତାୟାତ ଖର୍ଚ୍ଚ

ନବରଙ୍ଗପୁର,୧୦।୩(ବି.ପ୍ର.): ୨୦ରୁ କମ୍‌ ଛାତ୍ରୀଛାତ୍ର ଥିବା ବିଦ୍ୟାଳୟକୁ ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଲେ। ନବରଙ୍ଗପୁର ଜିଲାରେ ୨୦୧୯-୨୦ ଶିକ୍ଷାବର୍ଷ ପରେ ଜିଲାର ୧୧୦ ପ୍ରାଥମିକ ଓ ୨୪ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରାଯାଇ ନିକଟସ୍ଥ ବିଦ୍ୟାଳୟରେ ମିଶ୍ରଣ…

ବିମାନରୁ ମିଳିଲା ଦୁଇ ଜୀବନ୍ତ ଗୁଳି

ସିଓଲ,୧୦ା୩: ଦକ୍ଷିଣ କୋରିଆର ଇଞ୍ଚନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଉଡ଼ାଣ କରିବାକୁ ଥିବା ବିମାନରୁ ଦୁଇଟି ଜୀବନ୍ତ ଗୁଳି ମିଳିବା ପରେ ଉତ୍ତେଜନା ଦେଖାଦେଇଥିଲା। ବିମାନ ଅଧିକାରୀମାନେ ତୁରନ୍ତ ବିମାନକୁ ସ୍ଥାନାନ୍ତର କରିଥିଲେ। କୁହାଯାଉଛି, ସେହି ସମୟରେ ବିମାନରେ ୨୩୦ ଜଣ ଯାତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?