Home

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ। ଆଇନା ସାମ୍ନାରେ ଠିଆ ହୋଇ ନିଜକୁ ନିଜେ ଦେଖେ। ମୋ ଭଳି ଆପଣମାନେ…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର ସମ୍ମାନଜନକ ସ୍ଥିତି ପାଇଁ ୬୦ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ବରିଷ୍ଠ ନାଗରିକ ଘୋଷଣା…

ଯୁଦ୍ଧରେ ଏବେ ପର୍ଯ୍ୟନ୍ତ କେତେ ସେନାଙ୍କୁ ହରାଇଲାଣି ଆମେରିକା? ନିଜେ ଦେଲା ବଡ଼ ଅପଡେଟ

ଓ୍ବାଶିଂଟନ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ପ୍ରାୟ ତିନି ସପ୍ତାହ ଧରି ଚାଲିଛି। ଏହି ସମୟ ମଧ୍ୟରେ, ଇରାନ ସହିତ ସଂଘର୍ଷରେ ଆହତ ହୋଇଥିବା ଆମେରିକୀୟ ସୈନ୍ୟଙ୍କ ସଂଖ୍ୟା ପ୍ରାୟ ୨୦୦ରେ ପହଞ୍ଚିଛି। ଜଣେ ଆମେରିକୀୟ ସାମରିକ ଅଧିକାରୀ ସୋମବାର (ମାର୍ଚ୍ଚ…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଶର୍ଟସର୍କିଟ…

ଯୁଦ୍ଧ ମଧ୍ୟରେ ପରମାଣୁ ଅସ୍ତ୍ରକୁ ନେଇ ବଡ଼ ଚେତାବନୀ ଦେଲେଣି ଟ୍ରମ୍ପ, କହିଲେ ଯଦି ଇରାନକୁ ପରମାଣୁ ଅସ୍ତ୍ର ମିଳେ ତେବେ….

ଓ୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶ ବିରୁଦ୍ଧରେ ନିଆଯାଇଥିବା ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନକୁ ରକ୍ଷା କରିଛନ୍ତି। ସେ ଚେତାବନୀ ଦେଇଛନ୍ତି ଯେ ତେହେରାନକୁ କେବେବି ପରମାଣୁ ଅସ୍ତ୍ର ହାସଲ କରିବାକୁ ଅନୁମତି ଦିଆଯିବ…

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି। ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ପବନ ସହିତ କୁଆପଥର…

ଟ୍ରମ୍ପ କଲେ ବଡ଼ ଦାବି, କହିଲେ ଏହିଦିନ ଶେଷ ହେବ ଇରାନ ସହ ଯୁଦ୍ଧ!

ଓ୍ବାଶିଂଟନ,୧୭।୩: ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ ଯେ ଇରାନ ସହିତ ଚାଲିଥିବା ସଂଘର୍ଷ ଖୁବ ଶୀଘ୍ର ଶେଷ ହେବ, କିନ୍ତୁ ସେ ସ୍ପଷ୍ଟ କରିଛନ୍ତି ଯେ ଏହି ସପ୍ତାହରେ ଏହା ବନ୍ଦ ହେବ ନାହିଁ। ହ୍ବାଇଟ ହାଉସରେ ସାମ୍ବାଦିକଙ୍କ…

ଟ୍ରମ୍ପ୍‌ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ

ନୂଆଦିଲ୍ଲୀ,୧୭।୩: ଇରାନ୍‌ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍‌ ଯୁଦ୍ଧ ବନ୍ଦ କରିବାକୁ ନିଷ୍ପତ୍ତି ନେଇପାରୁନାହାନ୍ତି କି ଇରାନକୁ ମଧ୍ୟ ରୋକିବାକୁ ବୁଦ୍ଧି ପାଉନାହାନ୍ତି। ଯୁଦ୍ଧ…

ଆଫଗାନିସ୍ତାନ କାବୁଲରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ

ନୂଆଦିଲ୍ଲୀ,୧୭।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ସଂଘର୍ଷ ଯୋଗୁଁ ସମଗ୍ର ବିଶ୍ୱ ଗଭୀର ଚିନ୍ତିତ । ଏହି ବ୍ୟାପକ ସଂଘର୍ଷ ମଧ୍ୟରେ, ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ପରିସ୍ଥିତି କ୍ରମଶଃ ଉତ୍ତେଜନାପୂର୍ଣ୍ଣ ହେବାରେ ଲାଗିଛି। ଗତ କିଛି ଦିନ…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ କରି ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। SCB ମେଡିକାଲରେ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା । ହେଲେ ଜ୍ବାଇଁ ହଠାତ୍ କ୍ରୋଧିତ ହୋଇ ତାଙ୍କ ଶାଶୁ ଏବଂ ଶଳାଙ୍କୁ…

ଛତ୍ରପୁରରେ ଭୟଙ୍କର ଗ୍ୟାସ୍‌ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍‌

ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍‌ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି ସଙ୍କଟ। ଭାରତ ମଧ୍ୟ ଏହି ସମସ୍ୟାରୁ ବାହାରି ପାରି ନାହିଁ। ଯୋଗାଣ ବାଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri