Home

ଖେଣ୍ତରାରେ ଚାଲୁଛି ବେଆଇନ କୁକୁଡ଼ା ଲଢ଼େଇ

କେନ୍ଦୁଝର,୨୫ା୧୧(ସ୍ବ.ପ୍ର): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ଖେଣ୍ତରା ଗ୍ରାମର ଶାଳ ଜଙ୍ଗଲରେ ଦୀର୍ଘ ଦିନ ହେବ ବେଆଇନ କୁକୁଡ଼ା ଲଢ଼େଇ ହେଉଛି। ଫଳରେ ଅଞ୍ଚଳରେ ବିଭିନ୍ନ ଅସାମାଜିକ କାର୍ଯ୍ୟ ବୃଦ୍ଧି ପାଉଛି। ଏହାକୁ ପୋଲିସ ପ୍ରଶାସନ ରୋକିବାରେ ବିଫଳ ହୋଇଥିବାରୁ ସ୍ଥାନୀୟ…

ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା ଶୁକ୍ରବାର ପୁଣି ଇଡିରେ ହାଜର ହୋଇଛନ୍ତି। ଏହା ପୂର୍ବରୁ ଅର୍ଥାତ୍‌ ଗତ ବୁଧବାର ମଧ୍ୟ ଶ୍ରଦ୍ଧାଞ୍ଜଳିଙ୍କୁ ୧୪ ଘଣ୍ଟା ଜୋରା କରିଥିଲା ଇଡି। ଏହା ପରେ ରାତି ୧୦ଟାରେ ତାଙ୍କୁ…

‘ମୋତେ ଜଣା ନ ଥିଲା ମୁଁ କେଉଁ ରାସ୍ତା ବାଛୁଛି’

ମୁମ୍ବାଇ: ଅଭିନେତ୍ରୀ ହୁଅନ୍ତୁ କି ଅଭିନେତା। ସେମାନେ ଅନେକ ସଂଘର୍ଷ କରିବା ପରେ ସଫଳତାର ପାହାଚ ଚଢ଼ିଥାନ୍ତି। ଏମାନଙ୍କ ମଧ୍ୟରୁ ୟାମି ଗୌତମ ହେଉଛନ୍ତି ଜଣେ। ସେ ଛୋଟ ପରଦାରୁ ହିନ୍ଦୀ ଫିଲ୍ମ ପର୍ଯ୍ୟନ୍ତ ନିଜର ପରିଚୟ ସୃଷ୍ଟି କରିଛନ୍ତି। ଆଜି…

କାର୍ତ୍ତିକେଶ୍ୱର ଭସାଣି ବେଳେ ବାଣ ବିସ୍ଫୋରଣ ଘଟଣା : ବିସ୍ଫୋରଣସ୍ଥଳକୁ ଜଗିଛି ପୋଲିସ

କେନ୍ଦ୍ରାପଡ଼ା ଅଫିସ/ଡେରାବିଶ, ୨୫ା୧୧(ସ୍ବ.ପ୍ର.): କାର୍ତ୍ତିକେଶ୍ୱର ମେଢ଼ ଆଗରେ ଡିଜେ ବାଜୁଥିଲା। ଶ୍ରଦ୍ଧାଳୁ ତାଳ ଦେଇ ନାଚୁଥିଲେ। ସିରିଜ ବାଣରେ ନିଆଁ ଲାଗିଲା। ଆଖି ପିଛୁଳାକେ ଗୋଟିଏ ପରେ ଗୋଟିଏ ବାଣ ଫୁଟି ଚାଲିଥିବା ବେଳେ ଏଥିରୁ ବିସ୍ଫୋରିତ ନିଅଁା ଝୁଲ ନିକଟରେ…

୨୦ପ୍ରଜାତିର ପକ୍ଷୀ ଚିହ୍ନଟ

ଯାଜପୁର ଅଫିସ/କାଳିଆପାଣି, ୨୫ା୧୧(ଡି.ଏନ.ଏ.): ଟାଟା ଷ୍ଟିଲ୍‌ ମାଇନିଂ ପକ୍ଷରୁ ଗ୍ରୋ ୱିଥ୍‌ ନେଚର୍‌ ସହଯୋଗରେ ବୁଧବାର ସୁକିନ୍ଦା କ୍ରୋମାଇଟ୍‌ ଖଣିରେ ଏକ ପକ୍ଷୀ ଦର୍ଶନ ଅଧିବେଶନ (ବାର୍ଡ ୱାଚିଂ ସେସନ୍‌) ଆୟୋଜନ କରାଯାଇଥିଲା। ଏଥିରେ ବିଶିଷ୍ଟ ପକ୍ଷୀ ବିଜ୍ଞାନୀ ଡକ୍ଟର ଜୁଷ୍ଟୁସ୍‌…

ମହିଳା ଗ୍ରୁପ ଟଙ୍କା ଲୁଟ ଘଟଣାର ପର୍ଦ୍ଦାଫାଶ

ଓଡ଼ଗାଁ, ୨୫ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ ବନ୍ଧ ସାହି ମହିଳା ଗ୍ରୁପଙ୍କ ଉଠାଣ କରାଯାଇଥିବା ୪ ଲକ୍ଷ ୧୪ ହଜାର ଟଙ୍କା ଲୁଟ ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ଜଡିତ ଥିବା ମହିଳା ସ୍ବୟଂ ସହାୟିକା…

ଫଳକରେ ଅଟକିଛି ୨ ପ୍ରକଳ୍ପ

ଖଣ୍ଡପଡ଼ା,୨୫ା୧୧(ସ୍ବ.ପ୍ର.): ଖଣ୍ଡପଡ଼ା ସହରର ବିଭିନ୍ନ ସ୍ଥାନରେ ନୂତନ ପ୍ରକଳ୍ପ ନିର୍ମାଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲେ ମଧ୍ୟ ଅଦ୍ୟାବଧି ନୂତନ ପ୍ରକଳ୍ପ ନିର୍ମାଣ ହୋଇପାରୁନାହିଁ। ଅନୁଦାନ ଅର୍ଥ ମଞ୍ଜୁର ପରେ ବି ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଓ ପ୍ରଶାସନିକ ସ୍ଥାଣୁତା ଯୋଗୁ…

୧୨୦ ପାକ୍ସ, ୩୮ଏସ୍‌ଏଚ୍‌ଜି କରିବେ ଧାନ ସଂଗ୍ରହ

ଯାଜପୁର ଟାଉନ,୨୫ା୧୧(ଡି.ଏନ.ଏ.): ଯାଜପୁର ଜିଲା ପରିଷଦ ସମ୍ମିଳନୀ ଗୃହରେ ୨୦୨୨-୨୩ ବର୍ଷ ଖରିଫ୍‌ ଋତୁ ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କୋରେଇ ବିଧାୟକ ଅଶୋକ କୁମାର…

ମୋଦିଙ୍କ ସୁରକ୍ଷାରେ ତ୍ରୁଟି, ଅହମଦାବାଦ ରାଲିରେ ନୋ ଫ୍ଲାଇଙ୍ଗ ଜୋନରେ ଉଡିଲା ଡ୍ରୋନ୍‌, ୩ ଗିରଫ

ଅହମଦାବାଦ,୨୫ ।୧୧: ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅହମଦାବାଦରେ ଏକ ଜନସଭା କରୁଥିଲେ । ଏହି ସମୟରେ ମୋଦିଙ୍କ ସୁରକ୍ଷାରେ ବଡ ତ୍ରୁଟି ଦେଖାଦେଇଛି । ବାୱଲା ଜିଲାରେ ହେଉଥିବା ରାଲି ଭିତରେ ଡ୍ରୋନ କ୍ୟାମେରା ଜରିଆରେ…

‘ଜୀବନ ଦେବୁ ପଛେ ଭିଟାମାଟି ଛାଡିବୁନି’

ଯାଜପୁର ଅଫିସ,୨୫ା୧୧: ଯାଜପୁର ଜିଲା ପ୍ରଶାସନିକସ୍ତରରେ ଶିଳ୍ପପାଇଁ ଅନୁସୂଚିତ ଜାତି ଓ ଜନଜାତି ଲୋକଙ୍କ ଜମି ଅଧିଗ୍ରହଣ ବେଳେ ଓଡ଼ିଶା ଭୂସଂସ୍କାର ଆଇନର ବ୍ୟାପକ ଉଲ୍ଲଂଘନ କରାଯାଇଛି । ଘରୋଇ ପୁଞ୍ଜି ନିବେଶରେ କଳିଙ୍ଗନଗରରେ ବହୁ ଶିଳ୍ପ କାରଖାନା ପ୍ରତିଷ୍ଠା ହୋଇଥିଲେ…

‘ଡିଜିଟାଲ କାରବାରରେ ସତର୍କତାକୁ ଗୁରୁତ୍ୱ ’

ଭୁବନେଶ୍ୱର,୨୫।୧୧:ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଓଆଇ) ପକ୍ଷରୁ ନିକଟରେ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବରିଷ୍ଠ ବ୍ୟାଙ୍କର ଅମରେନ୍ଦ୍ର କୁମାର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ୟୁବିଓଆଇର ଅବସରପ୍ରାପ୍ତ ପୂର୍ବତନ ଉପମହାପ୍ରବନ୍ଧକ ମିହିର କୁମାର…

କାନନର ଫଟୋକପି ମଡେଲ ପ୍ରଦର୍ଶିତ

କଟକ,୨୫।୧୧:କାନନ ଇଣ୍ଡିଆ ଓ ଗାୟତ୍ରୀ ଡକ୍ୟୁଟେକ୍ସ ପ୍ରାଇଭେଟ ଲିମିଟେଡ୍‌ର ମିଳିତ ଉଦ୍ୟମରେ ସ୍ଥାନୀୟ ବାଦାମବାଡ଼ି ନିକଟସ୍ଥ ଏକ ହୋଟେଲ ପରିସରରେ କାନନ ଫଟୋ କପି ମଡେଲର ପ୍ରଦର୍ଶନୀ କରାଯାଇଥିଲା। ଏଥିରେ କାନନର ଅତ୍ୟାଧୁନିକ ଫଟୋକପି ମଡେଲ ଆଇଆର୍‌ସି ୩୨୨୬ ସାଙ୍ଗକୁ ଆଇଆର୍‌ସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri