ଶିନ୍ଦେଙ୍କ ମୁଣ୍ଡରେ ଚଡ଼କ: ଘରୋଇକରଣ ବିରୋଧରେ ବିଦ୍ୟୁତ କମ୍ପାନୀ କର୍ମଚାରୀ,ବୁଧବାରଠାରୁ ୭୨ ଘଣ୍ଟିଆ ଧର୍ମଘଟ…
ମୁମ୍ବାଇ,୩।୧ : ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ମୁଣ୍ଡରେ ଚଡ଼କ ପଡ଼ିଛି। ଘରୋଇକରଣ ବିରୋଧରେ ବୁଧବାର ଠାରୁ ୭୨ଘଣ୍ଟିଆ ଧର୍ମଘଟ ସମ୍ପର୍କରେ ରାଜ୍ୟର ତିନୋଟି ବିଦ୍ୟୁତ ଶକ୍ତି କମ୍ପାନୀର ୟୁନିଅନ ଚେତାବନୀ ଦେଇଛନ୍ତି। ମଙ୍ଗଳବାର ଜଣେ ଅଧିକାରୀ ଏହି ସୂଚନା ଦେଇଛନ୍ତି।…
ପୃଥ୍ବୀଙ୍କଠାରୁ ଋତୁରାଜଙ୍କ ଯାଏ… ଅଧାରେ ରହିପାରେ ଏହି ଖେଳାଳିଙ୍କ ଦିନିକିଆ ବିଶ୍ୱକପ୍ ଖେଳିବା ସ୍ବପ୍ନ
ନୂଆଦିଲ୍ଲୀ,୩।୧: ଚଳିତ ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପ୍ ୨୦୨୩ର ପ୍ରସ୍ତୁତିରେ ବ୍ୟସ୍ତ ଅଛି ବିସିସିଆଇ। ଏହି ଟୁର୍ନାମେଣ୍ଟ ଲାଗି ବୋର୍ଡ ୨୦ ଖେଳାଳିଙ୍କୁ ଶର୍ଟଲିଷ୍ଟ କରିଛି। ବିଧିବଦ୍ଧ ଭାବେ ବୋର୍ଡ ସେମାନଙ୍କ ନାମ ଜାରି କରି ନ ଥିଲେ ହେଁ…
ଗ୍ବାଦର ଅଧିକାର ଅଭିଯାନ ଧମକ ପରେ ପ୍ରକଳ୍ପରେ କାମ କରିବାକୁ ଚାଇନା ଇଞ୍ଜିନିୟରଙ୍କ ମଧ୍ୟରେ ଭୟ, କାମ ବନ୍ଦ…
ଇସଲାମାବାଦ,୩।୧ : ଚାଇନା ଏହାର ବେଲ୍ଟ ଆଣ୍ଡ ରୋଡ ଇନିସିଏଟିଭ (ବିଆରଆଇ) ଅଧୀନରେ ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶର ଗ୍ବାଦରରେ ଅନେକ ପ୍ରମୁଖ ପ୍ରକଳ୍ପ ୍ନିର୍ମାଣରେ ନିୟୋଜିତ ଅଛି। ଯାହାକୁ ବ୍ୟାପକ ବିରୋଧ କରାଯାଉଛି। ଯେଉଁ କାରଣରୁ ଏହି ପ୍ରକଳ୍ପରେ ନିୟୋଜିତ ଚାଇନାର…
କରୋନା ଭାକ୍ସିନ୍ର ଦ୍ୱିତୀୟ ବୁଷ୍ଟର ଡୋଜ୍ର ଆବଶ୍ୟକତା ନାହିଁ
ନୂଆଦିଲ୍ଲୀ,୩।୧: ଚାଇନାରେ କରୋନା ତାଣ୍ଡବ ରଚିବାରେ ଲାଗିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ସଂକ୍ରମିତ ହେଉଥିବା ବେଳେ ଶହ ଶହ ଲୋକ ଜୀବନ ହାରୁଛନ୍ତି। ଭାରତରେ ମଧ୍ୟ କଂରୋନା ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଦେଶରେ କେତେକ…
ଧର୍ମ-ସମାଜ ଉପରେ ନିର୍ମିତ ଫିଲ୍ମର ସେନସର କରିବ ସନ୍ଥଙ୍କ ଧର୍ମ ସେନସର ବୋର୍ଡ !…
ନୂଆଦିଲ୍ଲୀ,୩।୧ : ବର୍ତ୍ତମାନ ଦେଶର ଧର୍ମ ଏବଂ ହିନ୍ଦୁ ଧର୍ମ ବିଶେଷଜ୍ଞମାନେ ଚଳଚ୍ଚିତ୍ର ଏବଂ ଟେଲିଭିଜନ ସିରିଏଲରେ ହିନ୍ଦୁ ଧର୍ମର ଅପମାନ ସହ ଜଡିତ ବିଷୟବସ୍ତୁ ସମୀକ୍ଷା କରିବେ। ଏଥିପାଇଁ ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ଏକ ଧର୍ମ ସେନ୍ସର ବୋର୍ଡ ଗଠନ…
ଧର୍ମାନ୍ତରୀକରଣର ସମସ୍ତ ମାମଲା ନୁହେଁ ବେଆଇନ: ମଧ୍ୟପ୍ରଦେଶ ସରକାରଙ୍କ ଆବେଦନର ବିଚାର କରିବେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୩।୧ : ମଧ୍ୟପ୍ରଦେଶ ହାଇକୋର୍ଟ ଧର୍ମାନ୍ତରୀକରଣର ଆଇନ ଉପରେ ଦେଇଥିବା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ରାଜ୍ୟ ସରକାରଙ୍କ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଏହା ସହିତ ସର୍ବୋଚ୍ଚ ନ୍ୟାୟାଳୟ ମଙ୍ଗଳବାର କହିଛନ୍ତି ଯେ ସମସ୍ତ ଧର୍ମାନ୍ତରୀକରଣର ମାମଲାକୁ ବେଆଇନ…
ଜାନୁୟାରୀରେ ୟୁରୋପରେ ରେକର୍ଡ ଭଙ୍ଗା ତାତି: ଜଳବାୟୁ ପରିବର୍ତ୍ତନ ଅବା ୟୁକ୍ରେନ୍ ଯୁଦ୍ଧର ପ୍ରଭାବ ନେଇ ଚର୍ଚ୍ଚା…
ବର୍ଲିନ,୩।୧ : ୟୁରୋପରେ ଜାନୁୟାରୀର ପ୍ରବଳ ଥଣ୍ଡା ଶୀତ ଦିନେ ତାତି ରେକର୍ଡ ଭାଙ୍ଗିବାରେ ଲାଗିଛି। ଏହାକୁ ଜଳବାୟୁ ପରିବର୍ତ୍ତନ କିମ୍ବା ୟୁକ୍ରେନ ଯୁଦ୍ଧର ଉତ୍ତାପର ପ୍ରଭାବ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଜାନୁଆରୀ ପ୍ରଥମ ଦୁଇ ଦିନ ୟୁରୋପରେ ଅତ୍ୟଧିକ…
ଚନ୍ଦ୍ର ଦଖଲ ପାଇଁ ଚାଇନାର ଷଡ଼ଯନ୍ତ୍ର: ଚିନ୍ତାରେ ନାସା…
ଓ୍ବାଶିଂଟନ,୩।୧ : ପୃଥିବୀର ସମସ୍ତ ଦେଶ ମଧ୍ୟରେ ଚନ୍ଦ୍ର ପୃଷ୍ଠରେ ମାନବ ବସତି ସ୍ଥାପନ ପାଇଁ ଏହି ଦୌଡ଼ ଚାଲିଛି। ତେବେ ଆମେରିକା ଏବଂ ଚାଇନା ଏହି ଦୌଡ଼ରେ ଆଗୁଆ ରହିଛନ୍ତି। ଯଦି ପ୍ରକୃତ ଅର୍ଥରେ ଦେଖାଯାଏ, ଚାଇନା ଆମେରିକାକୁ ପଛରେ…
ଯାତ୍ରୀଙ୍କ ଉପରେ ପ୍ରତିବନ୍ଧକ ଲଗାଇବାକୁ ଧମକ ଦେଲା ଚାଇନା…
ବେଜିଂ,୩।୧ : ଆମେରିକା-ଭାରତ ସମେତ ଅନେକ ଦେଶର କାର୍ଯ୍ୟକଳାପରେ ଚାଇନା ଉତ୍ତେଜିତ ହୋଇ ଯାତ୍ରୀଙ୍କ ଉପରେ ପ୍ରତିବନ୍ଧକ ଲଗାଇବାକୁ ଧମକ ଦେଇଛି। ଗତ ମାସରେ ଜିରୋ କୋଭିଡ ନୀତିକୁ ଚାଇନାର ରାଷ୍ଟ୍ରପତି ଶି ଜିନପିଙ୍ଗ ସରକାର କୋହଳ କରିବା ପାଇଁ ଏକ…
ଚାଇନା ଶାନ୍ତି ଚୁକ୍ତିନାମା ଉଲ୍ଲଂଘନ କରିଛି-ପାକିସ୍ତାନରେ ଚାଲିଛି ଆତଙ୍କବାଦୀ ଶିବିର: ଜୟଶଙ୍କର…
ନୂଆଦିଲ୍ଲୀ/ଭିଏନା,୩।୧ : ଅଷ୍ଟ୍ରିଆ ଗସ୍ତରେ ଥିବା ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କର ସିଧାସଳଖ ଚାଇନ ଏବଂ ପାକିସ୍ତାନକୁ ଟାର୍ଗେଟ କରିଛନ୍ତି। ଉଭୟ ଦେଶ ଉଦ୍ଦେଶ୍ୟସେ କହିଛନ୍ତି ଯେ ଚାଇନା ଚୁକ୍ତିନାମା ଉଲ୍ଲଂଘନ କରିଛ। ଏଲଏସିର ସ୍ଥିତିକୁ ଏକପାଖିଆ ପରିବର୍ତ୍ତନ କରିବାକୁ ଚେଷ୍ଟା…
‘ଏଣିକି ରାସ୍ତାରେ ହେବ ନାହିଁ ସଭା, ରାଲି’
ହାଇଦ୍ରାବାଦ୍,୩।୧: ଆନ୍ଧ୍ରପ୍ରଦେଶରେ ଏଣିକି ରାସ୍ତାରେ ଆଉ ସାଧାରଣ ସଭା ଓ ରାଲି ଅନୁଷ୍ଠିତ ହେବ ନାହିଁ। ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଗତ ସପ୍ତାହରେ ମୁଖ୍ୟ ବିରୋଧୀ ତେଲୁଗୁ ଦେଶମ ପାର୍ଟି (ଟିଡିପି)ର ଏକ…
ଦେଶରେ ଆଜି ୧୩୪ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୩।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ…
Archives


