Home

ଭୂମିକମ୍ପରେ ତୁର୍କୀ ଗୋଲକିପରଙ୍କ ମୃତ୍ୟୁ

ଅଙ୍କାରା,୯ା୨: ତୁର୍କୀ ଓ ଇଜିପ୍ଟରେ ଘଟିଥିବା ଭୟାବହ ଭୂମିକମ୍ପରେ ତୁର୍କୀ ଗୋଲକିପରଙ୍କ ମୃତ୍ୟୁ ଘଟିଛି। ତୁର୍କୀ ପାଇଁ ୫ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ଅହମତ୍‌ ଇୟୁପ୍‌ ତୁର୍କସଲାନ ସୋମବାର ପ୍ରାଣ ହରାଇଛନ୍ତି। ଅହମତଙ୍କ କ୍ଲବ ୟେନି ମାଲାଟୟାସ୍ପୋର ପକ୍ଷରୁ ଏହି ଖବର…

ଭାରତ ବନାମ ଅଷ୍ଟ୍ରେଲିଆ: ହୋଇପାରେ ଏହି ସବୁ ରେକର୍ଡ

ନାଗପୁର,୯ା୨(ପି.ଟି.): ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବହୁ ପ୍ରତୀକ୍ଷିତ ବର୍ଡର-ଗାଭାସ୍କର ଟେଷ୍ଟ ସିରିଜ୍‌ ଗୁରୁବାରଠାରୁ ନାଗପୁରରେ ଆରମ୍ଭ ହେବ। ଭାରତୀୟ ଟେଷ୍ଟ ଦଳର ଅଧିନାୟକ ହେବା ପରଠାରୁ ରୋହିତ ଶର୍ମା ମାତ୍ର ୨ଟି ଟେଷ୍ଟ ଖେଳିଛନ୍ତି। ସୀମିତ ଓଭର କ୍ରିକେଟରେ ଜଣେ…

ସାମାଜିକ ନବସୃଜନକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୯।୨: ଦେଶର ପ୍ରମୁଖ ସାମାଜିକ ଅନୁଷ୍ଠାନ ଇନ୍‌ଫୋସିସ୍‌ ଫାଉଣ୍ଡେଶନ ପକ୍ଷରୁ ଚଳିତ ବର୍ଷ ପାଇଁ ‘ଆରୋହଣ ସାମାଜିକ ଅଭିନବ ପୁରସ୍କାରର ୩ୟ ସଂସ୍କରଣର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତରେ ସାମାଜିକ ନବସୃଜନକୁ ଆଗକୁ ନେବା ପାଇଁ ଫାଉଣ୍ଡେଶନ ଉକ୍ତ…

ରାମ୍‌କୋ ସିମେଣ୍ଟ ପକ୍ଷରୁ ‘ରାମ୍‌କୋ ସୌଭାଗ୍ୟ’

ଭୁବନେଶ୍ୱର, ୯।୨: ଦେଶର ପ୍ରମୁଖ ସିମେଣ୍ଟ କମ୍ପାନୀ ରାମ୍‌କୋ ସିମେଣ୍ଟସ୍‌ ଲିମିଟେଡ୍‌ ପକ୍ଷରୁ ଓଡ଼ିଶା ବଜାରରେ ଏକ ଆକର୍ଷଣୀୟ ଯୋଜନା ‘ରାମ୍‌କୋ ସୌଭାଗ୍ୟ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଏହି ସ୍କିମ ଚଳିତ ବର୍ଷ ପ୍ରାରମ୍ଭରୁ ଆରମ୍ଭ ହୋଇଯାଇଛି।…

ଜେଇଇ ମେନ୍‌ରେ ଭୁବନେଶ୍ୱର ଆକାଶ ବାଇଜୁସ୍‌ର ବାଜିମାତ୍‌

ଭୁବନେଶ୍ୱର, ୯।୨: ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ପକ୍ଷରୁ ନିକଟରେ ଚଳିତ ବର୍ଷର ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍‌ଜାମିନେଶନ(ଜେଇଇ) ମେନ୍‌ର ପ୍ରଥମ ସେସନ ଫଳାଫଳ ଘୋଷଣା କରାଯାଇଛି। ଏଥିରେ ଆକାଶ-ବାଇଜୁସ୍‌ର ଭୁବନେଶ୍ୱର ସେଣ୍ଟରର ୧୭ ଜଣ ଛାତ୍ରୀଛାତ୍ର ୯୯ ପର୍ସେଣ୍ଟାଇଲରୁ ଊର୍ଦ୍ଧ୍ୱ ନମ୍ବର ରଖିଛନ୍ତି।…

ରିଲାଏନ୍ସ ଡିଜିଟାଲରେ ସାମ୍‌ସଙ୍ଗ୍‌ ଗାଲାକ୍ସି ଏସ୍‌ ୨୩

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ରିଲାଏନ୍ସ ଡିଜିଟାଲରେ ପ୍ରିମିୟର ବର୍ଗର ସ୍ମାର୍ଟଫୋନ ସାମ୍‌ସଙ୍ଗ୍‌ ଗାଲାକ୍ସି ଏସ୍‌୨୩ ସିରିଜ୍‌ର ଉନ୍ମୋଚନ କରାଯାଇଛି। ବିଶେଷକରି ଗାଲାକ୍ସି ଏସ୍‌୨୩ ଅଲଟ୍ରା, ଗାଲାକ୍ସି ଏସ୍‌୨୩ପ୍ଲସ୍‌ ଏବଂ ଗାଲାକ୍ସି ଏସ୍‌୨୩ ଭଳି ମଡେଲ ସାମିଲ ରହିଛି। ଏପରିକି…

ଟାଟା ଷ୍ଟିଲ୍‌ର ପିଏଟି ୬,୫୦୯କୋଟି

ନୂଆଦିଲ୍ଲୀ,୯।୨: ଟାଟା ଷ୍ଟିଲ୍‌ ପକ୍ଷରୁ ଚଳିତ ଆର୍ଥିକ ବର୍ଷର ପ୍ରଥମ ୯ ମାସର ଆର୍ଥିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ଆର୍ଥିକ ବର୍ଷର ପ୍ରଥମ ୯ମାସରେ ଟିକସ ପରବର୍ତ୍ତୀ ଲାଭ (ପିଏଟି) ପ୍ରାୟ ୬,୫୦୯କୋଟି ଟଙ୍କାରେ ରହିଛି। ବିଶେଷକରି…

୨୦୨୪ ପୂର୍ବରୁ ସାରା ରାଜ୍ୟରେ ୪ଜି ସେବା

ଭୁବନେଶ୍ୱର,୯।୨: ଭାରତ ସରକାରଙ୍କ ମେକ ଇନ ଇଣ୍ଡିଆ ଓ ଡିଜିଟାଲ ଇଣ୍ଡିଆ ପରିକଳ୍ପନାକୁ ସାକାର କରିବାକୁ କେନ୍ଦ୍ର ସରକାରଙ୍କ ଟେଲିକମ ବିଭାଗ (ଡିଓଟି) ବେଶ ଗୁରୁତ୍ୱାରୋପ କରୁଥିବା ଜଣାପଡିଛି। ଏପରିକି ଦେଶର ଟେଲି ଯୋଗାଯୋଗକୁ ଅଗ୍ରାଧିକାର ଭିତ୍ତିରେ ବିକଶିତ କରିବାକୁ ଡିଓଟି…

ଡବଲ୍ସରେ ଭାରତ ଚାମ୍ପିୟନ

ଭୁବନେଶ୍ୱର, ୯।୨(କ୍ରୀଡ଼ା ପ୍ରତିନିଧି): ଥାଇଲାଣ୍ଡର ସି-ରଚାଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ମାଷ୍ଟର୍ସ ଗେମ୍ସର ଗେଟବଲ୍‌ ଡବଲ୍ସରେ ଭାରତ ଚାମ୍ପିୟନ ହୋଇଛି। ପ୍ରତିଯୋଗିତାରେ ଓଡିଶାର\ ୨ଟି ଦଳ ଓ ୫ ଜଣିଆ କ୍ଲାସିକ୍‌ ଟିମ୍‌ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ତିନୋଟି ଯାକ ଦଳ…

ଘରାମି, ମଜୁମଦାରଙ୍କ ଶତକ

ଇନ୍ଦୋର, ୯।୨: ଘରୋଇ କ୍ରିକେଟର ସର୍ବୋଚ୍ଚ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ସେମିଫାଇନାଲ ବୁଧବାରଠାରୁ ଆରମ୍ଭ ହୋଇଛି। ସୁଦୀପ କୁମାର ଘରାମି ଓ ଅନୁସ୍ତୁପ ମଜୁମଦାରଙ୍କ ଶତକ ସହାୟତାରେ ବେଙ୍ଗଲ ଏଠାରେ ଚାଲିଥିବା ମଧ୍ୟପ୍ରଦେଶ ବିପକ୍ଷ ପ୍ରଥମ ସେମିଫାଇନାଲରେ ନିଜର ସ୍ଥିତିକୁ ମଜଭୁତ…

ପିଏମ୍‌ଏଓ୍ବାଇ ଟଙ୍କା ନେଇ ପ୍ରେମିକ ସହ ୪ ମହିଳା ଫେରାର

ଲକ୍ଷ୍ନୌ, ୯।୨: ଉତ୍ତର ପ୍ରଦେଶରେ ୪ ବିବାହିତା ମହିଳା ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ) ଟଙ୍କା ନେଇ ନିଜ ନିଜ ପ୍ରେମିକଙ୍କ ସହ ଫେରାର ହୋଇଯାଇଛନ୍ତି। ଘଟଣାରେ ସମ୍ପୃକ୍ତ ମହିଳାମାନେ ଉତ୍ତରପ୍ରଦେଶର ବେଲହରା, ବାଙ୍କି, ଜେଦପୁର ଏବଂ ସିଦ୍ଧଉର ଜିଲାର ବୋଲି…

ତୁର୍କୀ-ସିରିଆରେ ହଜାର ହଜାର ଜୀବନରେ ଲାଗିଲା ବିରାମ, ମୃତକଙ୍କ ସଂଖ୍ୟା ୧୫୦୦୦ ଟପିଲା

ଅଙ୍କାରା,୯ ।୨: ତୁର୍କୀ ଓ ସିରିଆରେ ୬ ଫେବୃୟାରୀରେ ଆସିଥିବା ବିନାଶକାରୀ ଭୂକମ୍ପ ଫଳରେ ହଜାର ହଜାର ଜୀବନରେ ବିରାମ ଲାଗିଛି । ଏବେ କେବଳ ଧ୍ୱଂସାବଶେଷ ଭିତରୁ ଜୀବନ ଖୋଜା ଚାଲିଛି । ୩ ଦିନ ପରେ ଜୀବନର ଆଶା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri