Home

ଡାକ ଟିକଟରେ ଚାଲର୍‌ସଙ୍କ ମୁକୁଟ ବିହୀନ ଛବି

ଲଣ୍ଡନ, ୯।୨: ବ୍ରିଟେନ୍‌ ରୟାଲ୍‌ ମେଲ ପକ୍ଷରୁ ବୁଧବାର କିଙ୍ଗ ଚାଲର୍‌ସ ତୃତୀୟଙ୍କ ଡାକ ଟିକଟ ଉନ୍ମୋଚନ କରାଯାଇଛି। ଷ୍ଟାମ୍ପରେ ଚାଲର୍‌ସଙ୍କ ମୁକୁଟ ବିହୀନ ଛବି ଦେଖିବାକୁ ମିଳିଛି। ପୂର୍ବ ପ୍ରକାରେ କୁଇନ୍‌ ଏଲିଜାବେଥ୍‌ ଦ୍ୱିତୀୟଙ୍କ ମୁହଁ ବାମ ଆଡକୁ ଥିବାବେଳେ…

ଆଦାନୀ ପ୍ରସଙ୍ଗ: ସଂସଦରେ ଅଚଳାବସ୍ଥା ଜାରି

ନୂଆଦିଲ୍ଲୀ,୯ା୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲୋକ ସଭାରେ ଆଦାନୀ ଗ୍ରୁପ୍‌ର ଜାଲିଆତି ପ୍ରସଙ୍ଗ ଉଠାଇ କେନ୍ଦ୍ରକୁ ଟାର୍ଗେଟ କରିବାର ଦିନକ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ବକ୍ତବ୍ୟ ରଖିଛନ୍ତି। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ବେଳେ ପ୍ରଧାନମନ୍ତ୍ରୀ…

‘ହିମ ହ୍ରଦ ବନ୍ୟା’: ପ୍ରଭାବିତ ହେବେ ୩୦ ଲକ୍ଷ

ଲଣ୍ଡନ, ୯।୨: ଭବିଷ୍ୟତରେ ସାରା ବିଶ୍ୱ ହିମ ହ୍ରଦ ବନ୍ୟା ଦ୍ୱାରା ପ୍ରଭାବିତ ହେବାକୁ ଯାଉଛି। ବ୍ରିଟେନ ନ୍ୟୁକାଷ୍ଟଲ ୟୁନିଭର୍ସିଟି ବିଶେଷଜ୍ଞମାନଙ୍କ ଦ୍ୱାରା କରାଯାଇଥିବା ଅଧ୍ୟୟନରେ ଏହା ଜଣାପଡ଼ିଛି। ଗ୍ଲାସିଆଲ ଲେକ୍‌ ଆଉଟ୍‌ବ୍ରଷ୍ଟ ଫ୍ଲଡ୍ସ (ଜିଏଲ୍‌ଓଏଫ୍‌) ବା ହିମ ହ୍ରଦ ବନ୍ୟା…

‘ଅପରେଶନ ଦୋସ୍ତ’

ନୂଆଦିଲ୍ଲୀ, ୯।୨: ଭୂକମ୍ପରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ତୁର୍କୀ ଓ ସିରିଆକୁ ଭାରତ ସହଯୋଗ କରିବା ନେଇ ପ୍ରତିଶ୍ରୁତି ଦେଇଛି। କେନ୍ଦ୍ର ସରକାର ‘ଅପରେଶନ୍‌ ଦୋସ୍ତ’ ଆରମ୍ଭ କରିଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ବୁଧବାର ଟୁଇଟରରେ ଏକ ପୋଷ୍ଟ ଶେୟାର…

୧୧ ହଜାର ଟପିଲା ମୃତ୍ୟୁ

ଗାଜିଆଣ୍ଟେପ, ୯।୨: ତୁର୍କୀ ଓ ସିରିଆରେ ଅନୁଭୂତ ଶକ୍ତିଶାଳୀ ଭୂକମ୍ପକୁ ତିନିଦିନ ବିତିଯାଇଛି। ଦିନ ବିତିବା ସାଙ୍ଗକୁ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ବୁଧବାର ଭୂକମ୍ପଜନିତ ମୃତ୍ୟୁ ସଂଖ୍ୟା ୧୧,୨୦୦ରେ ପହଞ୍ଚିଛି। ତୁର୍କୀ ରାଷ୍ଟ୍ରପତି ରିସେପ ଟାୟିପ ଇର୍ଡୋଗାନ୍‌ ଭୂକମ୍ପରେ କ୍ଷତିଗ୍ରସ୍ତ…

ସହାୟତା ଲୋଡି ଫ୍ରାନ୍ସ ପହଞ୍ଚିଲେ ୟୁକ୍ରେନ୍ ରାଷ୍ଟ୍ରପତି ଜେଲନସ୍କି

ପ୍ୟାରିସ,୯ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ବର୍ଷେ ପୂରଣ ହେବାକୁ ଯାଉଛି । ହେଲେ ଏବେ ପର୍ଯ୍ୟନ୍ତ ନା ରୁଷିଆ ନା ୟୁକ୍ରେନ୍ କେହି ପଛକୁ ହଟିବାକୁ ରାଜି ନୁହଁନ୍ତି । ଏହାରି ଭିତରେ ୟୁରୋପୀୟ ଅସ୍ତ୍ରଶସ୍ତ୍ରର ସହାୟତା ଲୋଡି ୟୁକ୍ରେନ୍ ରାଷ୍ଟ୍ରପତି…

ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟେଷ୍ଟ: ଜାଣନ୍ତୁ କେବେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନାଗପୁର,୯।୨: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବହୁ ପ୍ରତୀକ୍ଷିତ ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମ୍ୟାଚ ଆଜିଠାରୁ ନାଗପୁରରେ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଉଭୟ ଦଳ ବିଜୟ…

ନାଟୋ ଜେଟ୍‌ରେ ପ୍ରଶିକ୍ଷଣ ନେଇପାରିବେ ୟୁକ୍ରେନ ପାଇଲଟ

କିଭ୍‌,୮ା୨: ବୁଧବାର ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ବ୍ରିଟେନ ଗସ୍ତ କରିଛନ୍ତି। ତାଙ୍କ ଗସ୍ତରେ ସେ ରୁଷିଆ ବିରୋଧରେ ଚାଲିଥିବା ଯୁଦ୍ଧ ପାଇଁ ସାମରିକ ସହାୟତା ଲୋଡ଼ିଛନ୍ତି। ପାଶ୍ଚାତ୍ୟ ସାମରିକ ସମର୍ଥନରେ ଏହା ଏକ ପ୍ରତୀକାତ୍ମକ ପଦକ୍ଷେପ। ଉନ୍ନତ ନାଟୋ ଯୁଦ୍ଧବିମାନ ଉପରେ…

‘ବସୁଧୈବ କୁଟୁମ୍ବକମ୍‌’ ନୀତି ଆପଣାଇଛି ଭାରତ: ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ, ୮।୨:ଭୂକମ୍ପରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ତୁର୍କୀ ଓ ସିରିଆକୁ ଭାରତ ସହଯୋଗ କରିବା ନେଇ ପ୍ରତିଶ୍ରୁତି ଦେଇଛି। ଏ ନେଇ କେନ୍ଦ୍ର ସରକାର ‘ଅପରେଶନ୍‌ ଦୋସ୍ତ’ ଆରମ୍ଭ କରିଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ବୁଧବାର ଟୁଇଟରରେ ଏକ ପୋଷ୍ଟ…

ଯୁଦ୍ଧରେ ଅମାନତ ପରାଜୟ ଭୋଗିବ ରୁଷିଆ: ଜେଲେନସ୍କି

ଲଣ୍ଡନ,୮।୨: ରୁଷିଆ ସହ ଯୁଦ୍ଧ ମଧ୍ୟରେ ବ୍ରିଟେନ ଗସ୍ତରେ ଯାଇଛନ୍ତି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି। ଜେଲେନସ୍କି ବୁଧବାର ୧୦ ଡାଉନିଙ୍ଗ ଷ୍ଟ୍ରିଟରେ ପହଞ୍ଚି ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ସାକ୍ଷାତ କରିବା ସହ ସମସ୍ତ ସାଂସଦଙ୍କୁ ସମ୍ବୋଧିତ କରିଥିଲେ। ଜେଲେନସ୍କି…

ଭାରତ-ଇସ୍ରାଏଲ ସମ୍ପର୍କ ହେବ ଆହୁରି ମଜଭୁତ

ନୂଆଦିଲ୍ଲୀ/ଜେରୁଜେଲମ,୮।୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ବୁଧବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନରେ କଥା ହୋଇଛନ୍ତି। ଟୁଇଟ୍‌ ଯୋଗେ ସେ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦୁଇ ଦେଶ ମଧ୍ୟରେ ଘନିଷ୍ଠ ସମ୍ପର୍କକୁ ମଜଭୁତ କରିବାର ଉପାୟ ବିଷୟରେ ଆଲୋଚନା…

ଖୁବ୍‌ଶୀଘ୍ର ଶିନ୍ଦେ ସରକାରଙ୍କ ହେବ ପତନ: ଆଦିତ୍ୟ ଠାକରେ

ମୁମ୍ବାଇ,୮।୨: ଶିବସେନା (ୟୁବିଟି) ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ବୁଧବାର ଶିନ୍ଦେ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ରାଜ୍ୟ ସରକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri