LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି
ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ ଲାଗୁ ହେବାକୁ ଯାଉଛି ଯାହା ଆପଣଙ୍କ ଆର୍ଥିକ ସ୍ଥିତି ଉପରେ ସିଧାସଳଖ ପ୍ରଭାବ…
ଅନଲକି ଶୁବମନ ଗିଲ୍: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…
ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍ ଗିଲ ୧୧୦ ରନ୍ର ଚମତ୍କାର ଇନିଂସ ଖେଳିଥିଲେ। ବିରାଟ କୋହଲିଙ୍କ ସହ ମିଶି ସେ ୧୩୨ ବଲ୍ରୁ ୧୫୧ ରନ୍ର…
ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି
ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି । ଏହି କ୍ରମରେ ଭାରତୀୟ ଶେୟାର ବଜାର କ୍ରମାଗତ ୭ ସପ୍ତାହ ଧରି ଅସ୍ଥିର…
କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ
କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ ଦିଶେ। ମାତ୍ର ଏହାକୁ ଭାଙ୍ଗିଲେ ଭିତରେ ଗୋଟିଏ ସ୍ଫଟିକ ବଦଳରେ ଶହ ଶହ…
‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ
ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ ଏକ ମିଡିଆ ସଂସ୍ଥାର କାର୍ଯ୍ୟକ୍ରମରେ ରେଭନ୍ତ ରେଡ୍ଡୀ କହିଛନ୍ତି ଯେ, ଦକ୍ଷିଣ ଭାରତରେ…
ବିନା ମ୍ୟାଚ୍ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ
ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ ହେବା ପରେ ଏବେ ସେମିଫାଇନାଲ ଓ ଫାଇନାଲ୍କୁ ନେଇ ମଧ୍ୟ ଆଶଙ୍କା ସୃଷ୍ଟି…
ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ
ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ବଡ଼ଧରଣର ଚଢ଼ଉ କରାଯାଇଛି । ମଙ୍ଗଳବାର ସକାଳୁ ଭିଜିଲାନ୍ସର ଏକାଧିକ ସ୍ୱତନ୍ତ୍ର…
ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ
ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି ମିଳିବାରୁ ପ୍ରତ୍ୟାହାର ହୋଇଛି। ସୂଚନା ଅନୁଯାୟୀ, ସିଆଙ୍ଗବାଲିଠାରୁ କୁସିପାଙ୍କା ଗ୍ରାମ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ…
ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….
କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର ୧୦୦ରୁ ଅଧିକ TMC ନେତା ଓ କର୍ମୀ କଂଗ୍ରେସରେ ଯୋଗ ଦେଇଥିବା ରିପୋର୍ଟ…
ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି ଜାରି ରଖି ସୋମବାର ରାତିରେ ମ୍ୟାନ୍ମାରର ୟାଙ୍ଗୁନ୍ ଓ…
ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର
ଭୁବନେଶ୍ୱର,୨୯ା୯(ସୁନିତ୍ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ ହେବ ଉଭୟ ଛତିଶଗଡ଼ ଓ ଓଡ଼ିଶା ସରକାରଙ୍କ ମଧ୍ୟରେ ଆପୋସ ବୁଝାମଣା ଭିତରେ…
ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା
ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରୁ କକ୍ରୋଚ ଜନତା ପାର୍ଟି (ସିଜେପି) ଓହରିବ ନାହିଁ ବୋଲି ଏହାର ମୁଖପାତ୍ର…

