Home

ଅଧରାତିରେ ରିଲିଜ୍‌ ହେଲା ଆନିମଲର ପୋଷ୍ଟର…

ମୁମ୍ବାଇ : ବଲିଉଡ ଅଭିନେତା ରଣବୀର କପୁରଙ୍କ ହିନ୍ଦୀ ଚଳଚ୍ଚିତ୍ର ଆନିମଲର ପ୍ରଥମ ଲୁକ ପୋଷ୍ଟର ରିଲିଜ ହୋଇଛି। ୨୦୨୨ ଡିସେମ୍ବର ୩୦ ରେ ଏହାର ଏହି ପ୍ରଥମ ଲୁକ ପୋଷ୍ଟରର ରିଲିଜ ତାରିଖ ଘୋଷଣା କରାଯାଇଥିଲା। ଏହାର ପ୍ରଥମ ଲୁକ…

ଭାରତରେ ଓମିକ୍ରନ ସବ-ଭାରିଆଣ୍ଟ ଏକ୍ସବିବି.୧.୫ ଚିହ୍ନଟ…

ନୂଆଦିଲ୍ଲୀ,୧।୧ : ନୂଆ ବର୍ଷର ଉତ୍ସବ ମଧ୍ୟରେ ଏକ ଖବର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଓମିକ୍ରନର ସବ-ଭାରିଆଣ୍ଟ ଏକ୍ସବିବି.୧.୫ ଭାରତରେ ଚିହ୍ନଟ ହୋଇଛି। ଗୁଜରାଟରେ ଏହାର ପ୍ରଥମ ମାମଲା ଦେଖିବାକୁ ମିଳିଛି। ଏ ସମ୍ପର୍କରେ ଗୁଜରାଟ ପ୍ରଶାସନ ସମ୍ପୂର୍ଣ୍ଣ…

୨୦୨୩ରେ ଦେଶର ପ୍ରତି ସହରରେ ଖୋଲିବ ପ୍ରେମର ଦୋକାନ: ରାହୁଲ…

ନୂଆଦିଲ୍ଲୀ,୧।୧ : ନୂଆବର୍ଷ ୨୦୨୩ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଅଭିନନ୍ଦନ ବାର୍ତ୍ତା ଦେଇଛନ୍ତି। ଭାରତ ଯୋଡୋ ଯାତ୍ରା ସହ ଜଡିତ କିଛି ଫଟୋ ଏବଂ ଭିଡିଓ ଶେୟାର କରି ରାହୁଲ ଟୁଇଟ କରି କହିଛନ୍ତି ଯେ…

ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶବାସୀଙ୍କୁ ନୂଆ ବର୍ଷ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ କରି କହିଛନ୍ତି, ୨୦୨୩ ବର୍ଷ ସମସ୍ତଙ୍କ ପାଇଁ ସୁଖମୟ ହେଉ। ଏହା ଆଶା, ସୁଖ ଏବଂ ଅନେକ ସଫଳତାରେ ପରିପୂର୍ଣ୍ଣ ହେଉ।…

ନୂଆବର୍ଷରେ ମହଙ୍ଗା ମାଡ଼, ଗ୍ୟାସ ସିଲିଣ୍ଡର ଦାମ ବଢ଼ିଲା…

ନୂଆଦିଲ୍ଲୀ,୧।୧ : ୨୦୨୩ ମସିହାରେ ନୂତନ ବର୍ଷ ପାଳନ କରୁଥିବା ଲୋକମାନେ ସକାଳୁ ମୁଦ୍ରାସ୍ଫୀତିର ଝଟକା ଲାଗିଛି। ବାସ୍ତବରେ ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୨୫ ଟଙ୍କା ବୃଦ୍ଧି ପାଇଛି। ଏହି ବୃଦ୍ଧି ପରେ ୧୯ କିଲୋଗ୍ରାମର ବ୍ୟବସାୟିକ ସିଲିଣ୍ଡର ବର୍ତ୍ତମାନ…

ଆଫଗାନିସ୍ତାନରେ ୬୬ ଲକ୍ଷରୁ ଅଧିକ ଲୋକ ଭୋକରେ…

କାବୁଲ,୧।୧ : ତାଲିବାନ ଆଫଗାନିସ୍ତାନରେ କ୍ଷମତା ଦଖଲ କରିବା ଦିନଠାରୁ ଏଠାରେ ସଙ୍କଟ ବଢ଼ିବାରେ ଲାଗିଛି। ଦେଶର ଲକ୍ଷ ଲକ୍ଷ ଲୋକ ଅନାହାର ଏବଂ ବିଭିନ୍ନ ଅତ୍ୟାବଶ୍ୟକ ସୁବିଧା ସୁଯୋଗରୁ ବଞ୍ଚିତ ହେବାରେ ଲାଗିଥିବା ଏକ ରିପୋର୍ଟରେ ଦର୍ଶାଯାଇଛି। ସେଭ ଚାଇଲ୍ଡ…

କିଭ୍‌ରେ ରୁଷିଆ ପକ୍ଷରୁ ଜୋରଦାର କ୍ଷେପଣାସ୍ତ୍ର ମାଡ଼, ଜଣେ ମୃତ-୨୮ ଆହତ…

କିଭ୍‌,୧।୧ : ଶନିବାର-ରବିବାର ବିଳମ୍ବିତ ରାତିରେ ରୁଷିଆ ପକ୍ଷରୁ ୟୁକ୍ରେନ୍‌ ଉଉପରେ ଜୋରଦାର କ୍ଷେପଣାସ୍ତ୍ର ମାଡ଼ କରାଯାଇଛି। ୟୁକ୍ରେନ୍‌ ଉପରେ ୨୦ରୁ ଅଧିକ କ୍ରୁଜ କ୍ଷେପଣାସ୍ତ୍ର ମାଡ଼ କରାଯାଇଥିଲା। ୟୁକ୍ରେନ୍‌ ବାୟୁସେନା ପକ୍ଷରୁ ପାଲଟା ଆକ୍ରମଣ କରାଯାଇ ୧୨ଟି କ୍ଷେପଣାସ୍ତ୍ରକୁ ଗୁଳ…

ଜେଲେନସ୍କିଙ୍କ ନୂଆବର୍ଷ ସ୍ବାଗତ ଭାଷଣ ସମୟରେ କ୍ଷେପଣାସ୍ତ୍ର ମାଡ଼ କଲେ ପୁଟିନ…

ମସ୍କୋ/କିଭ୍‌,୧।୧ : ବିଶ୍ୱ ପାଇଁ ନୂଆ ବର୍ଷ ଆରମ୍ଭ ହୋଇଥାଇପାରେ, କିନ୍ତୁ ୟୁକ୍ରେନ ପାଇଁ ପରିସ୍ଥିତି ସମାନ ରହିଛି। ଗୋଟିଏ ପଟେ ବିଶ ୨୦୨୩ ନୂଆବର୍ଷର ଉତ୍ସବରେ ବୁଡି ରହିଥିବା ବେଳେ ଅନ୍ୟ ପଟେ ୟୁକ୍ରେନ ରୁଷିଆର ଆକ୍ରମଣର ସମ୍ମୁଖୀନ ହୋଇଛି।…

ଅଫିସ ଭଡ଼ା ଦେବାକୁ ଅସମର୍ଥ ଟୁଇଟର, ମାମଲା ରୁଜୁ କଲା ଲିଜ୍‌ ପ୍ରଦାନକାରୀ କମ୍ପାନୀ…

ସାନ ଫ୍ରାନ୍ସିସ୍କୋ ,୧।୧ : ଏଲନ ମସ୍କ ଯେବେଠାରୁ ଟୁଇଟର ଦାୟିତ୍ୱ ଗ୍ରହଣ କଲେଣି ସେବେଠାରୁ, କ୍ରମାଗତ ଭାବରେ କମ୍ପାନୀର ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ଖର୍ଚ୍ଚ ହ୍ରାସ କରିବାକୁ ସେ କର୍ମଚାରୀଙ୍କ ଛଟେଇ କରିବା ଆରମ୍ଭ କରିଥିଲେ। ସେହିପରି…

କରୋନା ମହାମାରୀକୁ ନିଘା ନାହିଁ: ଚାଇନାରେ ନୂଆବର୍ଷ ଧୁମଧାମରେ ପାଳିତ…

ବେଜିଂ,୧।୧ : ଚାଇନାରେ କରୋନା ମହାମାରୀ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଡାକ୍ତରଖାନାଗୁଡ଼ିକରେ ସ୍ଥାନ ନାହିଁ ଏବଂ ଶ୍ମଶାନରେ ଅନ୍ତିମ ସଂସ୍କାର ପାଇଁ ଧାଡି ଲାଗି ରହିଛି। କରୋନା ମହାମାରୀର ଆତଙ୍କ ମଧ୍ୟରେ, ବିଶ୍ୱର ଅନେକ ଦେଶର ଲୋକମାନେ ଉତ୍ସାହର ସହିତ…

ବ୍ୟକ୍ତିଗତ ସ୍ବତନ୍ତ୍ରତା ମାମଲାରେ ଅତ୍ୟାବଶ୍ୟକ ଭାବନା ସହିତ ନିଷ୍ପତ୍ତି ନେବା ଜରୁରୀ: ସିଜେଆଇ…

ନୂଆଦିଲ୍ଲୀ,୩୧।୧୨ : ବିଚାରଧୀନ ମାମଲା ପ୍ରସଙ୍ଗରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ କହିଛନ୍ତି ଯେ, ବ୍ୟକ୍ତିଗତ ସ୍ବତନ୍ତ୍ରତା ମାମଲାରେ ଅତ୍ୟାବଶ୍ୟକ ଭାବନା ସହିତ ନିଷ୍ପତ୍ତି ନେବା ଜରୁରୀ। ଦେଶରେ କୋର୍ଟ ପ୍ରାୟ ୧୪ ଲକ୍ଷ ମାମଲାର ବିଭିନ୍ନ ତଥ୍ୟ ଭିତ୍ତିକ…

ଭାଇ ରାହୁଲଙ୍କ ସହିତ ପାଦ ମିଳାଇ ଚାଲିବେ କି ବରୁଣ: ରାଜନୈତିକ ମହଲରେ ଚର୍ଚ୍ଚା…

ନୂଆଦିଲ୍ଲୀ,୩୧।୧୨ : ମୁଁ କଂଗ୍ରେସ କିମ୍ବା ପଣ୍ଡିତ ନେହେରୁଙ୍କ ବିପକ୍ଷରେ ନୁହେଁ। ଆମ ଦେଶର ରାଜନୀତି ଦେଶକୁ ଏକଜୁଟ କରିବା ଏବଂ ଗୃହଯୁଦ୍ଧ ସୃଷ୍ଟି କରିବା ଉଚିତ ନୁହେଁ। ଆଜି ଯେଉଁମାନେ କେବଳ ଧର୍ମ ଏବଂ ଜାତି ନାମରେ ଭୋଟ ନେଉଛନ୍ତି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri