Home

ଦେଶରେ ଆଜି ୨୬୬ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୭।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛିଦିନ ହେବ ଶହେରୁ କମ୍‌ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬୬ ନୂଆ କରୋନା ମାମଲା ଚିହ୍ନଟ ହୋଇଛି।…

ବିଶ୍ୱର ସର୍ବକନିଷ୍ଠ କ୍ରିକେଟର ଭାବେ ବଡ଼ ଉପଲବ୍ଧି ହାସଲ କଲେ ପାଣ୍ଡ୍ୟା

ନୂଆଦିଲ୍ଲୀ,୭।୩: ଭାରତର ଦ୍ରୁତ ବୋଲର ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ସର୍ବଦା ପ୍ରାଧାନ୍ୟ ବିସ୍ତାର କରନ୍ତି। ସୋସିଆଲ ମିଡିଆରେ ଅନେକ ପ୍ରଶଂସକ ତାଙ୍କୁ ଫଲୋ କରନ୍ତି। ସୋସିଆଲ ମିଡିଆ ଦୁନିଆରେ ହାର୍ଦ୍ଦିକ ଏକ ବଡ଼ ସଫଳତା ହାସଲ କରିଛନ୍ତି।…

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ବ୍ୟବସାୟୀ ଅରୁଣ ପିଲ୍ଲାଇ ଗିରଫ

ହାଇଦ୍ରାବାଦ୍‌,୭।୩: ଦିଲ୍ଲୀର ଅବକାରୀ ଦୁର୍ନୀତି ମାମଲାରେ ହାଇଦ୍ରାବାଦସ୍ଥିତ ବ୍ୟବସାୟୀ ଅରୁଣ ପିଲ୍ଲାଇଙ୍କୁ ଏନ୍‌ଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ଏହି ଦୁର୍ନୀତି ସହ ଜଡ଼ିତ ମାମଲାରେ ସିବିଆଇ ଅତୀତରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଗିରଫ କରିଥିଲା। ସାତଦିନ ସିବିଆଇ…

ଆମେରିକା ଉପରେ ବର୍ଷିଲେ ଚାଇନା ରାଷ୍ଟ୍ରପତି

ବେଜିଂ,୭।୩: ଅତୀତରେ ଗୁପ୍ତଚର ବେଲୁନ ପ୍ରସଙ୍ଗରେ ଚାଇନା ଏବଂ ଆମେରିକା ମଧ୍ୟରେ ସମ୍ପର୍କକୁ ନେଇ ଉତ୍ତେଜନା ଦେଖାଦେଇଛି। ଦୁଇ ଦେଶ ମଧ୍ୟରେ ଥିବା ଏହି ତିକ୍ତତା ବର୍ତ୍ତମାନ ଶତ୍ରୁତା ଆଡ଼କୁ ଗତି କରୁଥିବା ଜଣାପଡିଛି। ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍‌ ତାଙ୍କର…

ଚେସ୍‌ ଖେଳୁଛନ୍ତି ପନ୍ତ

ନୂଆଦିଲ୍ଲୀ,୭।୩: କାର ଦୁର୍ଘଟଣା ପରେ ଭାରତର ଷ୍ଟାର ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ ରିଷଭ ଅନ୍ତର୍ଜାତୀୟ କ୍ରିକେଟ୍‌ଠାରୁ ଦୂରରେ ଅଛନ୍ତି। ତାଙ୍କୁ କ୍ରିକେଟ୍‌ ଜଗତକୁ ଫେରିବା ପାଇଁ ଆହୁରି ଅନେକ ମାସ ଲାଗିବ। ପନ୍ତଙ୍କ ଗୋଡ଼ ଅସ୍ତ୍ରୋପଚାର ହୋଇଛି। ନିକଟରେ ସେ ଇନ୍‌ଷ୍ଟାଗ୍ରାମରେ ଏକ…

ଅଭିନେତା ଅନୁପମ ଖେରଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡ୍‌ ଅଭିନେତା ଅନୁପମ୍‌ ଖେର ଇଣ୍ଡଷ୍ଟ୍ରିର ଉଚ୍ଚକୋଟୀର ତାରକା ଭାବେ ଜଣାଶୁଣା। ସେ ଅନେକ ହିଟ୍‌ ଫିଲ୍ମରେ କାମ କରିଛନ୍ତି। ଆଜି ଅନୁପମ ତାଙ୍କର ୬୮ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ତାଙ୍କ କ୍ୟାରିୟରରେ ଅନେକ ହିଟ୍‌ ଫିଲ୍ମ କରିଛନ୍ତି। ଯଦିଓ…

ଅନ୍‌ଲାଇନ ପାଠ୍ୟକ୍ରମ ଜ୍ଞାନ, କୌଶଳ, ରୋଜଗାର ଦେବ: ଧର୍ମେନ୍ଦ୍ର

ଭୁବନେଶ୍ବର, ୭ା୩(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଭିଡିଓ କନ୍‌ଫରେନ୍ସରେ ଆଇଆଇଟି, ମାଡ୍ରାସ ଦ୍ୱାରା ଇଲେକ୍ଟ୍ରୋନିକ୍ସ ସିଷ୍ଟମ ବିଭାଗରେ ବିଏସ୍‌ସି ପାଇଁ ପ୍ରସ୍ତୁତ ଅନ୍‌ଲାଇନ ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏଭଳି ପଦକ୍ଷେପ ଯୁବଶକ୍ତିଙ୍କୁ ଏକବିଂଶ ଶତାବ୍ଦୀର ଜ୍ଞାନ, କୌଶଳ ଏବଂ ରୋଜଗାର ସହ…

ବଢୁଛି ବିଜେଡି-ଭାଜପା ବାକ୍‌ଯୁଦ୍ଧ

ଭୁବନେଶ୍ବର, ୭ା୩(ବ୍ୟୁରୋ):ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୁଣି ଭାଜପା ଏବଂ ବିଜେଡିର ଶୀର୍ଷନେତାଙ୍କ ମଧ୍ୟରେ ଦୋଷ ଦିଆନିଆ ଆରମ୍ଭ ହୋଇଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଏକ କାର୍ଯ୍ୟକ୍ରମ କରି ଯୁବମୋର୍ଚ୍ଚା ନେତା ଓ କର୍ମୀଙ୍କୁ ଗିରଫ…

ଠିକାରେ ହେଉଛି ଡିଜାଇନ, ନକ୍ସା

ଯାଜପୁର ଅଫିସ,୭ା୩:ରାଜ୍ୟରେ ଦ୍ରୁତ ଶିଳ୍ପାୟନକୁ ସରକାର ପ୍ରୋତ୍ସାହନ ଯୋଗାଇ ଚାଲିଛନ୍ତି। ହେଲେ ବାହାର ରାଜ୍ୟର ଠିକାସଂସ୍ଥା ଜରିଆରେ କର୍ମଚାରୀ ଓ ଶ୍ରମିକ ନିଯୁକ୍ତିକୁ ଗୁରୁତ୍ୱ ଦିଆଯାଉଛି। କେବଳ ଖଣି ଓ ଶିଳ୍ପ କାରଖାନା ନୁହେଁ, ବିଭିନ୍ନ ସରକାରୀ ବିଭାଗରେ ମଧ୍ୟ ଠିକାସଂସ୍ଥାଗୁଡ଼ିକୁ…

ରାସ୍ତାକଡ଼ ଗଛ କାଟିବାକୁ ଅନ୍‌ଲାଇନ ଅନୁମତି ଜରୁରୀ

ଭୁବନେଶ୍ୱର, ୭।୩ (ବ୍ୟୁରୋ):ଏଣିକି ରାସ୍ତା କଡ଼ରୁ ଗଛ କାଟିବାକୁ ହେଲେ ଅନ୍‌ଲାଇନ୍‌ରେ ଅନୁମତି ନେବାକୁ ହେବ। ମନଇଚ୍ଛା ଗଛ କାଟିହେବ ନାହିଁ କିମ୍ବା ଅଫ୍‌ଲାଇନ୍‌ରେ ଅନୁମତି ଦିଆଯିବ ନାହିଁ। ସେହିପରି ଗଛ କାଟିବା ପରେ ସେଠାରେ ପଡୁଥିବା ନିର୍ମାଣାଧୀନ ଭଗ୍ନାବଶେଷ କିମ୍ବା…

ଘରୋଇ ହିଂସା ଅଭିଯୋଗ ସର୍ବାଧିକ

ଭୁବନେଶ୍ୱର,୭।୩(ବ୍ୟୁରୋ):ମହିଳାମାନେ ଅନେକ ସମୟରେ ବହୁ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ସେହିଭଳି ବିଭିନ୍ନ କାରଣରୁ ସେମାନେ ଅଭିଯୋଗ କରିବାକୁ ମଧ୍ୟ କୁଣ୍ଠିତ ହୋଇଥାନ୍ତି। ଫଳରେ ସେମାନେ ନ୍ୟାୟ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ନ୍ୟାୟ ପାଇବାକୁ ଯାଇ କିଛି ମହିଳା ଶୋଷଣର ଶିକାର ହେଉଥିବା…

କପିଳେଶ୍ୱର ମନ୍ଦିର ତାଲା ଭାଙ୍ଗିଲେ ମହିଳା

ପୁରୁଣା ଭୁବନେଶ୍ୱର,୭ା୩(ଡି.ଏନ୍‌.ଏ.):ଦୀର୍ଘ ୧୦ଦିନ ହେବ ଶ୍ରୀକପିଳେଶ୍ୱର ମନ୍ଦିର ବନ୍ଦ ରହିଥିବା ବେଳେ ଠାକୁର ଉପବାସ ରହଛନ୍ତି। ସୋମବାର ଅପରାହ୍ନରେ କପିଳେଶ୍ୱର ଗ୍ରାମର କେତେଜଣ ମଲିଆ ସେବାୟତ ସଦସ୍ୟା ଏବଂ କେତେକ ଶ୍ରଦ୍ଧାଳୁ ତାଲା ଭାଙ୍ଗି ମନ୍ଦିରକୁ ପ୍ରବେଶ କରିଥିଲେ। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?