‘ମଦ ପିଇ ଗାଡ଼ି ଚଳାଇଲେ ଲାଇସେନ୍ସ ରଦ୍ଦ’
ଜଗତ୍ସିଂହପୁର ଅଫିସ, ୩୦ା୧୨:ଜିଲାରେ ଅଧିକ ସଂଖ୍ୟକ ବାଇକ୍ ଚାଳକ ଅଛନ୍ତି। ସେମାନଙ୍କ ନିରାପଦ ଯାତ୍ରା ପାଇଁ ହେଲମେଟ୍ ଚେକିଂକୁ ଜୋରଦାର କରିବାକୁ ପଡ଼ିବ। କେହି ମଦ ପିଇ କିମ୍ବା ମୋବାଇଲ ବ୍ୟବହାର କରି ଗାଡି ଚଳାଉଥିଲେ ଚାଳକଙ୍କୁ ତୁରନ୍ତ ଧରି ସେମାନଙ୍କ…
ମାର୍କେଟ ଛକଯାଏ ବଢ଼ିଲା ବ୍ୟାରିକେଡ୍
ପୁରୀ ଅଫିସ,୩୦ା୧୨: ସମ୍ପ୍ରତି ପର୍ଯ୍ୟଟନ ଋତୁ ଚାଲିଥିବାରୁ ପୁରୀରେ ଭକ୍ତ ଓ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଛି । ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ଅସ୍ଥାୟୀ ବ୍ୟାରିକେଡ୍ କରାଯାଇଛି। ଭକ୍ତମାନେ ଉକ୍ତ ବ୍ୟାରିକେଡ୍ ଦେଇ ଧାଡ଼ିରେ ଶ୍ରୀମନ୍ଦିରକୁ ଯାଇ…
କମିଶନର-କର୍ପୋରେଟର ବିବାଦ ସମାଧାନ ହେବ
କଟକ ଅଫିସ,୩୦ା୧୨: କଟକର ଏକ ଘରୋଇ ହୋଟେଲରେ ସିଏମ୍ସିର ବିଜେଡି କର୍ପୋରେଟରମାନଙ୍କୁ ନେଇ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଆସନ୍ତା ଜାନୁୟାରୀ ୧୧ରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ହକି ବିଶ୍ୱକପ୍ ଉଦ୍ଘାଟନୀ ଉତ୍ସବକୁ ସୁରୁଖୁରୁରେ ସମ୍ପନ୍ନ କରିବା…
ୟୁଟ୍ୟୁବରେ ଚିନ୍ମୟଙ୍କ ଶିକ୍ଷାଦାନ
ବେଗୁନିଆ,୩୦।୧୨(ଡି.ଏନ୍.ଏ): ସାମାଜିକ ଗଣମାଧ୍ୟମ ୟୁଟ୍ୟୁବ ଜରିଆରେ ମାଗଣାରେ ଶିକ୍ଷାଦାନ ଦେଇ ଗରିବ ଓ ଯୁବପିଢ଼ିଙ୍କ ଜ୍ଞାନ ବଢ଼ାଇବା ସହ ଚାକିରି ଆଶାୟୀ ଥିବା ଯୁବତୀଯୁବକଙ୍କୁ ଶିକ୍ଷା କ୍ଷେତ୍ରରେ ସହଯୋଗ କରୁଛନ୍ତି ଯୁବ ଏଜୁକେଟର ଚିନ୍ମୟ ମହାପାତ୍ର। ମାଗଣା ଶିକ୍ଷା ଦାନ ଦେବା…
ରାଜ୍ୟ କ୍ଷମତା ହଡ଼ପ କରିବାକୁ କେନ୍ଦ୍ରର ଷଡ଼ଯନ୍ତ୍ର
ଭୁବନେଶ୍ୱର,୩୦ା୧୨(ବ୍ୟୁରୋ):କେନ୍ଦ୍ର ସରକାର ରାଜ୍ୟଠାରୁ ଗୋଟିଏ ପରେ ଗୋଟିଏ କ୍ଷମତା ହଡ଼ପ କରିବାକୁ ଷଡ଼ଯନ୍ତ୍ର ଚଳାଇଛନ୍ତି। ବିଦ୍ୟୁତ୍ ଆଇନ-୨୦୦୩କୁ କେନ୍ଦ୍ର ସରକାର ଏବେ ସଂଶୋଧନ କରି ପ୍ରସ୍ତାବିତ ବିଦ୍ୟୁତ୍ ଶକ୍ତି ବିଲ୍-୨୦୨୨ ଆଣିବାକୁ ଯାଉଛନ୍ତି। ଫଳରେ ବିଦ୍ୟୁତ୍ ସଂକ୍ରାନ୍ତୀୟ ନିଷ୍ପତ୍ତି ଏବେ କେନ୍ଦ୍ର…
ଉଜବେକିସ୍ତାନକୁ ତଥ୍ୟ ମାଗିଲା ଭାରତ
ନୂଆଦିଲ୍ଲୀ,୩୦ା୧୨:ଉତ୍ତର ପ୍ରଦେଶର ନୋଏଡାରେ ମାରିଓନ୍ ବାୟୋଟେକ୍ ପକ୍ଷରୁ ପ୍ରସ୍ତୁତ ଡୋକ୍-୧ ମ୍ୟାକ୍ସ ସିରପ୍ ସେବନ କରି ଉଜ୍ବେକିସ୍ତାନର ୧୯ ଶିଶୁଙ୍କ ମୃତ୍ୟୁ ଅଭିଯୋଗ ଆସିବା ପରେ ଭାରତ ସରକାର କଡ଼ା ଅଭିମୁଖ୍ୟ ଦେଖାଇଛନ୍ତି। କେଉଁ ପରିସ୍ଥିତିରେ ଶିଶୁମାନଙ୍କ ମୃତ୍ୟୁ ଘଟିଛି ସେନେଇ…
ପ୍ରବାସୀ ଭୋଟରଙ୍କ ଲାଗି ରିମୋଟ୍ ଭୋଟିଂ ମେଶିନ
ନୂଆଦିଲ୍ଲୀ,୩୦ା୧୨:ଦେଶର ବିଭିନ୍ନ ଭାଗରେ ରହୁଥିବା ପ୍ରବାସୀମାନଙ୍କ ମତଦାନ ପାଇଁ ନିର୍ବାଚନ କମିଶନ (ଇସି) ଏକ ରିମୋଟ୍ ଇଲେକ୍ଟ୍ରୋନିକ୍ ଭୋଟିଂ ମେଶିନ୍ (ଆର୍ଭିଏମ୍)ର ମଡେଲ ବିକଶିତ କରିଥିବା ରବିବାର କହିଛନ୍ତି। ନିର୍ବାଚନମଣ୍ଡଳୀଠାରୁ ଦୂରରେ ଥିବା ଭୋଟରମାନଙ୍କ ଲାଗି ମଲ୍ଟି-କନ୍ଷ୍ଟିଚ୍ୟୁଏନ୍ସି ଇଭିଏମ୍ ପ୍ରୋଟୋଟାଇପ୍ର ପ୍ରଦର୍ଶନ…
ଟିକା ଯୋଗାଇବାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବ
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଓଡ଼ିଶାକୁ ଆବଶ୍ୟକ କରୋନା ଟିକା ଯୋଗାଇ ଦେବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନ୍ସୁଖ୍ ମାଣ୍ଡବ୍ୟଙ୍କୁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଚିଠି ଲେଖି ଅନୁରୋଧ କରିଛନ୍ତି। ମନ୍ତ୍ରୀ ଦାସ ତାଙ୍କ ଚିଠିରେ…
୫ ଆଇପିଏସ୍ ଅଫିସରଙ୍କୁ ଏଡିଜି ପାହ୍ୟା
ଭୁବନେଶ୍ୱର, ୩୦।୧୨ (ବ୍ୟୁରୋ):୧୯୮୮ ବ୍ୟାଚ୍ର ୫ଜଣ ଆଇପିଏସ୍ ଅଫିସରଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡିଜି) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସେମାନେ ହେଲେ ଅମିତାଭ ଠାକୁର, ସୁରେଶ ଦେବଦତ୍ତା ସିଂ, ରାଜେଶ କୁମାର, ରବି କାନ୍ତ ଏବଂ ଦୟାଲ…
୯ ଆଇଏଏସ୍ ଅଫିସରଙ୍କୁ ପଦୋନ୍ନତି
ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ରାଜ୍ୟ ସରକାର ୨ ଜଣ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ପ୍ରିନ୍ସିପାଲ ସେକ୍ରେଟାରି ଗ୍ରେଡ୍ ଲେଭଲ-୧୫କୁ ପଦୋନ୍ନତି ଦେଇଥିବା ବେଳେ ୭ ଜଣ ଆଇଏଏସ୍ ଅଫିସରଙ୍କୁ ସୁପରଟାଇମ ସ୍କେଲ୍(ଲେଭଲ-୧୪ ପେ ମାଟ୍ରିକ୍ସ)କୁ ପଦୋନ୍ନତି ଦେଇଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ଓ…
ବଦଳିବ ଭୁବନେଶ୍ୱର ରେଳଷ୍ଟେଶନ ରୂପ
ଭୁବନେଶ୍ୱର,୩୦ା୧୨(ବ୍ୟୁରୋ):ଭୁବନେଶ୍ୱର ରେଳ ଷ୍ଟେଶନ ବିଶ୍ୱସ୍ତରୀୟ ହେବ । ଏ ନେଇ ଟେଣ୍ଡର ହୋଇଛି। କାମ ଖୁବଶୀଘ୍ର ଆରମ୍ଭ ହେବ ଓ ୨୪ ମାସ ଭିତରେ ପ୍ରକଳ୍ପ କାର୍ଯ୍ୟ ଶେଷ ହେବ। ଏହି ପ୍ରକଳ୍ପ ପାଇଁ ପ୍ରଥମ ପର୍ଯ୍ୟାୟରେ ଖର୍ଚ୍ଚ ହେବ ୩୦୮…
ମିର୍ଦ୍ଧାପାଲି ଗାଁରେ କଙ୍ଗାରୁ କୋର୍ଟ
ବଲାଙ୍ଗୀର ଅଫିସ,୩୦ା୧୨:ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମିର୍ଦ୍ଧାପାଲି ଗଁାରେ ବୁଧବାର ରାତିରେ କଙ୍ଗାରୁ କୋର୍ଟ ବସି ଏହି ଗଁାର ସରୋଜ ରାଉତଙ୍କ ପରିବାରକୁ ନିଅଁା, ପାଣି ବାସନ୍ଦ କରାଯାଇଥିବା ଅଭିଯାଗ ହୋଇଛି। ଗଁା କମିଟି ପକ୍ଷରୁ ବିଧିବଦ୍ଧ ବୈଠକ କରି ଡେଙ୍ଗୁରା…
Archives


