ପେଲେଙ୍କ ପରଲୋକରେ ଫୁଟ୍ବଲ ଜଗତ ସ୍ତବ୍ଧ
ବ୍ରାସିଲା,୩୦।୧୨: କିମ୍ବଦନ୍ତୀ ବ୍ରାଜିଲର ଫୁଟବଲର୍ ପେଲେଙ୍କ ଦେହାନ୍ତ ହୋଇଛି। ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁକୁ ଝିଅ କେଲି ନାସିମେଣ୍ଟୋ ଇନଷ୍ଟାଗ୍ରାମରେ ନିଶ୍ଚିତ କରିଛନ୍ତି। ପେଲେ କ୍ୟାନ୍ସର ସହିତ ଲଢୁଥିଲେ। ନିକଟରେ ପେଲେଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତାଙ୍କର…
୨ ପୋଷା କୁକୁର ଅପହରଣ, ଧାରଣାରେ ମାଲିକ
ଭୁବନେଶ୍ୱର,୩୦ା୧୨(ବ୍ୟୁରୋ):ଜମିଜମା ବିବାଦକୁ ନେଇ ୨ ପୋଷା କୁକୁରଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ତେବେ ଏପରି ଅଭିଯୋଗ ନେଇ ବିଭିନ୍ନ ଥାନାର ଦ୍ୱାରସ୍ଥ ହୋଇ ନିରାଶ ହେବା ପରେ ଶେଷରେ ଏହାର ମାଲିକ ଲୋୟର ପିଏମ୍ଜିରେ ଧାରଣା ଦେଇଛନ୍ତି। ଉକ୍ତ ବ୍ୟକ୍ତିଜଣକ…
ରାୟଗଡ଼ା ଗଲା କ୍ରାଇମ୍ବ୍ରାଞ୍ଚର ଆଉ ଏକ ୪ଜଣିଆ ଟିମ୍
କଟକ ଅଫିସ,୩୦ା୧୨:୨ ରୁଷୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ମାମଲାର ତଦନ୍ତ ପାଇଁ କ୍ରାଇମ୍ବ୍ରାଞ୍ଚର ଆଉ ଏକ ଦଳ ରାୟଗଡ଼ା ଅଭିମୁଖେ ଗୁରୁବାର ସନ୍ଧ୍ୟାରେ ଯାତ୍ରା କରିଛନ୍ତି। ଡିଏସ୍ପି ସରୋଜକାନ୍ତ ମହାନ୍ତୋଙ୍କ ନେତୃତ୍ୱରେ ଗଠିତ ଏହି ୪ ଜଣିଆ ତଦନ୍ତକାରୀ ଟିମ୍ରେ ଜଣେ ଇନ୍ସପେକ୍ଟର,…
ଜାତୀୟ ନେତା ମୁହଁ ଖୋଲିଲେଣି,ଏଠି ଚୁପ୍
ଭୁବନେଶ୍ବର(ବ୍ୟୁରୋ)/ରାୟଗଡ଼ା(ସ୍ବ.ପ୍ର.),୩୦ା୧୨:ଓଡ଼ିଶା ବୁଲିବାକୁ ଆସିଥିବା ରୁଷୀୟ ନାଗରିକ ଆଣ୍ଟୋଭ ପାଭେଲ(୬୫) ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର୍ ବିଦାନୋଭ(୬୧)ଙ୍କ ରାୟଗଡ଼ାଠାରେ ଘଟିଥିବା ରହସ୍ୟଜନକ ମୃତ୍ୟୁ ଘଟଣାକୁ ନେଇ ଜାତୀୟ ନେତାମାନେ ଏବେ ପ୍ରଶ୍ନ ଉଠାଇଲେଣି। ଏପରିସ୍ଥିତିରେ ଏପର୍ଯ୍ୟନ୍ତ ରାଜ୍ୟ ବିରୋଧୀ ଦଳର ନେତାମାନଙ୍କ ନୀରବତା…
ପେଲେଙ୍କ ମହାପ୍ରସ୍ଥାନ
ସାଓପାଓଲୋ,୩୦ା୧୨(ପି.ଟି.):ବ୍ରାଜିଲ ଫୁଟବଲର ରାଜା ପେଲେଙ୍କ ଗୁରୁବାର ଦେହାନ୍ତ ହୋଇଯାଇଛି। ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଗତ ଶତାବ୍ଦୀର ବିଶ୍ୱର ସେ ଅନ୍ୟତମ ଶ୍ରେଷ୍ଠ କ୍ରୀଡ଼ାବିତ୍ ଭାବେ ପରିଗଣିତ ହେଉଥିଲେ। ୩ ଥର ଫୁଟ୍ବଲ ବିଶ୍ୱକପ୍ ଜିତିବା ରେକର୍ଡ ତାଙ୍କ ନାମରେ…
ବର୍ଷକରେ ୧,୩୬,୫୯୯ ମାମଲା ଫଇସଲା
ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ୨୦୨୨ ଜାନୁୟାରୀ ପହିଲାରୁ ଡିସେମ୍ବର ୨୩ ମଧ୍ୟରେ ମୋଟ ୧,୦୨,୨୪୭ ମାମଲା ରୁଜୁ କରାଯାଇଥିବା ବେଳେ ୧,୩୬,୫୯୯ ମାମଲା ଫଇସଲା କରାଯାଇଛି। ଫଳରେ କେସ୍ କ୍ଲିୟରାନ୍ସ ହାର ୧୩୩.୬୦ ପ୍ରତିଶତ ହୋଇଛି। ବର୍ତ୍ତମାନ ବିଚାର ନ ହୋଇ ପଡ଼ିରହିଥିବା ମାମଲା…
ଭାରତ, ଆମେରିକା ସମେତ ୭ ଦେଶ ଚାଇନା ଉପରେ ଲଗାଇଲେ ଯାତ୍ରା ପ୍ରତିବନ୍ଧକ
ୱାଶିଂଟନ/ନୂଆଦିଲ୍ଲୀ,୩୦ ।୧୨: ଚାଇନାରେ ବେଳକୁ ବେଳ ଅଣାୟତ୍ତ ହୋଇଛି କୋଭିଡ ସଂକ୍ରମଣ । କେବଳ ଡିସେମ୍ବର ମାସରେ ଚାଇନାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ୩୫ କୋଟି ବୋଲି କୁହାଯାଉଛି । ଚାଇନାର ଏହି ସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଓ…
ମା’ଙ୍କ ପରଲୋକରେ ଭାବପ୍ରବଣ ହେଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ ଶୁକ୍ରବାର ସକାଳେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ମୋଦି ନିଜେ ଟୁଇଟର୍ରେ ଏକ ଭାବପ୍ରବଣ ବାର୍ତ୍ତା ଲେଖି ମା’ଙ୍କ ମୃତ୍ୟୁ ବିଷୟରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଗୌରବମୟ ଶତାବ୍ଦୀ ଈଶ୍ବରଙ୍କ ପାଦତଳେ ବିରାମ…
କ୍ରୀଡ଼ା ମନ୍ତ୍ରୀଙ୍କ ନାଁରେ ଅସଦାଚରଣ ଅଭିଯୋଗ ଆଣିଲେ ମହିଳା କୋଚ
ଚଣ୍ଡିଗଡ,୩୦।୧୨: ହରିୟାଣାର କ୍ରୀଡ଼ା ମନ୍ତ୍ରୀ ତଥା ପୂର୍ବତନ ହକି ଖେଳାଳି ସନ୍ଦୀପ ସିଂ ବିବାଦକୁ ଆସିଛନ୍ତି। ତାଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି ମହିଳା କୋଚ। କ୍ରୀଡ଼ା ମନ୍ତ୍ରୀ ତାଙ୍କୁ ତାଙ୍କ ବାସଭବନକୁ ଡାକି ଅସଦାଚରଣ କରିଥିବା ସେ ଅଭିଯୋଗ…
ପରଲୋକରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମା’
ଅହମ୍ମଦାବାଦ,୩୦।୧୨:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ ୧୦୦ ବର୍ଷ ବୟସରେ ଅହମ୍ମଦାବାଦର ଏକ ହସ୍ପିଟାଲରେ ମୃତ୍ୟୁ ଘଟିଛି। ପ୍ରଧାନମନ୍ତ୍ରୀ ଏବେ ଅହମ୍ମଦାବାଦ ଅଭିମୁଖେ ବାହାରିଛନ୍ତି। ଅସୁସ୍ଥତା ହେତୁ ବୁଧବାର ତାଙ୍କୁ ଅହମ୍ମଦାବାଦର ୟୁଏନ୍ ମେହେଟ୍ଟା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା…
ଗୁପ୍ଚୁପ୍ ବିକାଳିଙ୍କୁ ଆକ୍ରମଣ, ୩ ଗିରଫ
ରାଉରକେଲା ଅଫିସ,୨୯।୧୨: ରାଉରକେଲା ରେଳ ଷ୍ଟେଶନ ରୋଡ୍ ଅଞ୍ଚଳରେ ଜଣେ ଗୁପ୍ଚୁପ୍ ବିକାଳିଙ୍କୁ ଆକ୍ରମଣ ଅଭିଯୋଗରେ ପ୍ଲାଣ୍ଟସାଇଟ ପୋଲିସ ଗୁରୁବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଝାରସୁଗୁଡା ବେଲପାହାଡ ଥାନା ଅନ୍ତର୍ଗତ ବିବେକ ଝା(୨୨),…
ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ବେଞ୍ଜାମିନ୍ ନେତ୍ନ୍ୟାହୁ
ଜେରୁଜେଲମ,୨୯।୧୨: ଦକ୍ଷିଣପନ୍ଥୀ ନେତା ବେଞ୍ଜାମିନ୍ ନେତ୍ନ୍ୟାହୁ ପୁଣି ଥରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ହୋଇଛନ୍ତି। ଗୁରୁବାର ସେ ପ୍ରଧାନମନ୍ତ୍ରୀ ପଦ ପାଇଁ ଗୋପନୀୟତାର ଶପଥ ପାଠ କରିଥିଲେ। ଷଷ୍ଠ ଥର ପାଇଁ ସେ ଇସ୍ରାଏଲରେ ସରକାର ଗଠନ କରିଛନ୍ତି। ପୁନର୍ବାର କ୍ଷମତାକୁ ଫେରିବା…
Archives


