Home

ଭବାନିପୁରରେ ମମତା ପଛରେ, ଆସାମରେ ହିମନ୍ତଙ୍କ ହ୍ୟାଟ୍ରିକ!

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗର ୨୯୪ ବିଧାନସଭା ଆସନ ମଧ୍ୟରୁ ୨୯୩ଟି ଆସନର ଫଳାଫଳ ଆଜି ଘୋଷଣା କରାଯିବ। ରାଜ୍ୟର ୭୭ଟି ଗଣତି କେନ୍ଦ୍ରରେ ସକାଳ ୮ଟାରେ ଅତ୍ୟନ୍ତ କଡ଼ା ସୁରକ୍ଷା ମଧ୍ୟରେ ଭୋଟ ଗଣତି ଆରମ୍ଭ ହୋଇଥିଲା ଏବଂ ଅପରାହ୍ନ ସୁଦ୍ଧା ବଙ୍ଗଳାରେ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ସଙ୍କଟ ଗମ୍ଭୀର ହେବାରେ ଲାଗିଛି। ପ୍ରାକୃତିକ ବିପର୍ଯ୍ୟୟର ତୀବ୍ରତା ବୃଦ୍ଧି ପାଉଥିବାବେଳେ କୃଷି ଓ ଜୀବନ ଜୀବିକା ପ୍ରଭାବିତ ହେଉଛି। ଏହାକୁ ନେଇ ଜାତୀୟ ତଥା ଅନ୍ତର୍ଜାତୀୟ କ୍ଷେତ୍ରରେ ସଚେତନତା କାର୍ଯ୍ୟକ୍ରମ ଚାଲୁଥିବାବେଳେ ବ୍ୟକ୍ତିଗତ ସ୍ତରରେ ଯେଉଁ କେତେଜଣ…

କାର୍‌ ରଖି ଚାହୁଁଚାହୁଁ ଟ୍ରେନ୍‌ ସାମ୍ନାକୁ ଦୌଡ଼ିଗଲେ କ୍ରୀଡ଼ା ଶିକ୍ଷକ, ଏବେ ଟ୍ରାକ୍‌ରେ ପଡ଼ିଛି ମୃତଦେହ

ବଲାଙ୍ଗୀର,୪ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୁଡ଼ପଡ଼ା ଗ୍ୟାସ ଗୋଦାମ ନିକଟ ରେଳ ଫାଟକ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା ସୋମବାର ସକାଳେ ଦେଖାଯାଇଛି। ମୃତ ବ୍ୟକ୍ତି ଜଣକ ହେଲେ ମଲମଣ୍ଡା ଗାଁ ସ୍କୁଲର କ୍ରୀଡ଼ା ଶିକ୍ଷକ ଦେବୀପ୍ରସାଦ ରାଉତ (୫୮)। ଆଜି…

ପଶ୍ଚିମବଙ୍ଗ-ଆସାମରେ ଗେରୁଆର ସୂର୍ଯ୍ୟୋଦୟ; ଷ୍ଟାଲିନ ହୋଇପାରନ୍ତି ଷ୍ଟାର

ନୂଆଦିଲ୍ଲୀ,୪।୫: ହରିୟାଣା, ମହାରାଷ୍ଟ୍ର ଏବଂ ବିହାରରେ ବଡ଼ ବିଜୟ ପରେ, ଭାରତୀୟ ଜନତା ପାର୍ଟି (ଭାଜପା) ଏବେ ପଶ୍ଚିମବଙ୍ଗ ଉପରେ ନଜର ରଖିଛି। ସମସ୍ତଙ୍କ ନଜର ମମତା ବାନାର୍ଜୀଙ୍କ ମୁଖ୍ୟମନ୍ତ୍ରୀ ଭାବରେ କ୍ରମାଗତ ଚତୁର୍ଥ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବା ସମୟରେ…

ଶେଷ ଧାଡ଼ିର ସ୍ବର

ଜଣେ ସରଳ, ଆଦିବାସୀ ମଣିଷର ବ୍ୟାଙ୍କକୁ ‘ଗୁହାରି’ ସାରା ବିଶ୍ୱକୁ ଚକିତ କଲା। ନିଜ ମୃତ ଭଉଣୀର ଖାତାରେ ଥିବା ଟଙ୍କା ଉଠାଣ ପାଇଁ କେତେଥର ବ୍ୟାଙ୍କକୁ ଆସିଛି। ବ୍ୟାଙ୍କ ଅଧିକାରୀଙ୍କ ପ୍ରକ୍ରିୟାକୁ ସେ ବୁଝିପାରିନି ବା ବୁଝିବାର କ୍ଷମତା ରଖିନି।…

ପରା ଓ ଅପରା ବିଦ୍ୟା

ବିଦ୍ୟା ୟା ବିମୁକ୍ତୟେ’ ଏମନ୍ତ ଆପ୍ତ ବାକ୍ୟ ସହିତ ସମସ୍ତେ ଊଣା ଅଧିକେ ଅବଗତ। ବିଷ୍ଣୁ ପୁରାଣରେ ଉଲ୍ଲିଖିତ ଏହି କଥାଟି ଏକ ଅବିସମ୍ବାଦିତ ସତ୍ୟ ଭାବରେ ସମସ୍ତେ ଧରି ନେଇଥାନ୍ତି। ବିଷ୍ଣୁ ପୁରାଣ କେବେ ଲେଖା ହୋଇଥିଲା, ତା’ ବିଷୟରେ…

Election Results 2026: ପଶ୍ଚିମବଙ୍ଗରେ BJP-TMC ଭିତରେ କଡ଼ା ଟକ୍କର, ଆସାମରେ ଆଗରେ BJP, କେରଳରେ ଖାତା ଖୋଲିଲା…

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗ ସମେତ ସମସ୍ତ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ଖୁବ ଶୀଘ୍ର ଫାଷ୍ଟ ରାଉଣ୍ଡ ପ୍ରକାଶ ପାଇବାର ଆଶା କରାଯାଉଛି। ଆସାମରେ ବିଧାନସଭା ନିର୍ବାଚନ ଫଳାଫଳ ପାଇଁ ପ୍ରଥମ ରାଉଣ୍ଡ ପ୍ରକାଶ ପାଇଛି।…

ଦ୍ରୁତଗତିରେ ଆସି ବୋଲେରୋକୁ ସାମ୍ନାପଟୁ ଧକ୍କା ଦେଲା କାର୍‌, ଆଉ ତା’ପରେ…

ଦେବଡ଼,୪ା୫(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ବଲଣ୍ଡା ନିକଟ ରାଜ୍ୟ ରାଜପଥରେ ରବିବାର ରାତିରେ ଏକ ବୋଲେରୋ ଏବଂ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଉଭୟ ଗାଡ଼ିର ୮ ଜଣ ଆହତ ହୋଇଥିବା ବେଳେ ୨ ଜଣ…

ପଶ୍ଚିମବଙ୍ଗ,ତାମିଲନାଡୁ,କେରଳ ସମେତ ୫ ରାଜ୍ୟର ଫଳାଫଳ ପାଇଁ କାଉଣ୍ଟଡାଉନ ଆରମ୍ଭ; ବଙ୍ଗଳା ଉପରେ ସାରା ଦେଶର ନଜର, ଭାଜପା କରୁଛି ବଡ଼ ଦାବି

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗ, ତାମିଲନାଡୁ, କେରଳ, ଆସାମ ଏବଂ ପଣ୍ଡିଚେରୀରେ ବିଧାନସଭା ନିର୍ବାଚନର ଫଳାଫଳ ଆଜି ଘୋଷଣା କରାଯିବ। ଭୋଟ ଗଣତି ସକାଳ ୮ ଟାରେ ଆରମ୍ଭ ହେବ, ଯାହା ପୋଷ୍ଟାଲ ବାଲଟ ତାଲିକାଭୁକ୍ତ ହେବା ସହିତ ଆରମ୍ଭ ହେବ। ଏହି ଫଳାଫଳ…

ସୀମା ଉପରେ ନଜର ରଖିବ ‘ଦୃଷ୍ଟି’

ବେଙ୍ଗାଲୁରୁ,୪ା୫: ବେଙ୍ଗାଲୁରୁର ସ୍ପେସ୍‌ ଷ୍ଟାର୍ଟଅପ୍‌ ଗାଲାକ୍ସଆଇ ରବିବାର ଏହାର ପ୍ରଥମ ବ୍ୟବସାୟିକ ସାଟେଲାଇଟ୍‌ ‘ଦୃଷ୍ଟି’କୁ କାଲିଫର୍ନିଆର ଭଣ୍ଡେନ୍‌ବର୍ଗରୁ ସ୍ପେସ୍‌ଏକ୍ସର ଫାଲ୍‌କନ-୯ ରକେଟ ସହାୟତାରେ କକ୍ଷପଥରେ ସ୍ଥାପନ କରିଛି। ଏହା ବିଶ୍ୱର ପ୍ରଥମ ଅପ୍ଟୋସାର୍‌ ସାଟେଲାଇଟ୍‌ ବୋଲି କମ୍ପାନୀ କହିଥିବାବେଳେ ଏହି ଉତ୍‌କ୍ଷେପଣ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟ ପାଇଁ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ । ସେ ଏହା ମଧ୍ୟ ସଙ୍କେତ…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା ଅନୁଯାୟୀ, ରବିବାର ସକାଳେ ଡାବ୍ରିଗୁଡ଼ା ଓ ବଡ଼ଛତ୍ରଙ୍ଗ ମଧ୍ୟବର୍ତ୍ତୀ ସ୍ଥାନରେ ଏକ ବିଶାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?