Home

ଭାରତ ବିରୋଧରେ ପାକିସ୍ତାନର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ: ଲୋନ ଓ୍ବଲ୍ଫ ଆଟାକ୍‌ ପାଇଁ ପ୍ରସ୍ତୁତି…

ହାଇଦ୍ରାବାଦ,୫।୨ : ଭାରତ ବିରୋଧରେ ପାକିସ୍ତାନର ବଡ ଆତଙ୍କବାଦୀ ଷଡଯନ୍ତ୍ରର ପର୍ଦ୍ଦାଫାଶ ହୋଇଛି। ହାଇଦ୍ରାବାଦରେ ଲୋନ ଓଲ୍ଫ ଆଟାକ୍‌ ପାଇଁ ପ୍ରସ୍ତୁତି ଚାଲିଥିଲା। ହାଇଦ୍ରାବାଦରୁ ଗିରଫ ହୋଇଥିବା ଆତଙ୍କବାଦୀଙ୍କୁ ପଚରାଉଚରା ବେଳେ ଏହା ଜଣା ପଡ଼ିଛି। ଆଇଏସଆଇ ଏବଂ ଲଶ୍କର-ଇ-ତୋଏବା ଲିଙ୍କ…

ସେନ୍ୟ ବାହିନୀ-ନ୍ୟାୟପାଳିକା ବିରୋଧରେ ମନ୍ତବ୍ୟ ଦେଲେ ୫ ବର୍ଷ ଜେଲ୍‌: ପାକିସ୍ତାନରେ ନୂଆ ଆଇନ…

ଇସଲାମାବାଦ,୫।୨ : ପାକିସ୍ତାନରେ ସେନା ଏବଂ ନ୍ୟାୟପାଳିକା ବିରୋଧରେ ମନ୍ତବ୍ୟ ମଧ୍ୟରେ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ସରକାର ଏକ ନୂତନ ବିଲ ପ୍ରସ୍ତୁତ କରିଛନ୍ତି। ଏହି ଅନୁଯାୟୀ, ସେନା ଏବଂ ନ୍ୟାୟପାଳିକା ବିରୁଦ୍ଧରେ ମନ୍ତବ୍ୟ ଦେଲେ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଜେଲ…

ଚାଇନା କଲା ସୁପର ଗାଈ କ୍ଲୋନିଂ: ଦିନକୁ ଦେବେ ୧୫୦ ଲିଟର କ୍ଷୀର…

ବେଜିଂ,୫।୨ : ଚାଇନାର ବୈଜ୍ଞାନିକମାନେ ସେମାନଙ୍କର ଗବେଷଣା ଯୋଗୁଁ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି। ଚାଇନାର ବୈଜ୍ଞାନିକମାନେ ଏଥର ଯାହା କରିଛନ୍ତି ତାହା ସମସ୍ତଙ୍କୁ ଚକିତ କରିଛି। ପ୍ରକୃତରେ, ଚାଇନାର ବୈଜ୍ଞାନିକମାନେ ସଫଳତାର ସହିତ ତିନୋଟି ସୁପର ଗାଈ ବାଛୁରୀକୁ କ୍ଲୋନିଂ କରିଛନ୍ତି।…

ନିଶାସକ୍ତ ଅବସ୍ଥାରେ ସ୍ତ୍ରୀଙ୍କୁ ପିଟିଲେ କାମ୍ବଲି, ପୋଲିସ ଷ୍ଟେଶନରେ ମାମଲା ରୁଜୁ…

ମୁମ୍ବାଇ,୫।୨ : ପୂର୍ବତନ କ୍ରିକେଟର ବିନୋଦ କାମ୍ବଲି ପୁଣି ଥରେ ବିବାଦରେ ଛନ୍ଦି ହୋଇଛନ୍ତି। ଏବେ ସେ ତାଙ୍କ ସ୍ତ୍ରୀ ଆଣ୍ଡ୍ରେୟା ତାଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି। ଆଣ୍ଡ୍ରିଆଙ୍କ ଅଭିଯୋଗ ଆଧାରରେ ମୁମ୍ବାଇର ବାନ୍ଦ୍ରା ପୋଲିସ ଷ୍ଟେଶନରେ କାମ୍ବଲିଙ୍କ ବିରୋଧରେ ଏଫଆଇଆର୍‌…

ଅଧିକ ସୈନ୍ୟ ମୁତୟନ କରୁଛି ରୁଷିଆ…

ମସ୍କୋ,୫।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ପ୍ରାୟ ଏକ ବର୍ଷ ଧରି ଚାଲିଛି। ଉଭୟ ପାର୍ଶ୍ୱରେ ହଜାର ହଜାର ମୃତ୍ୟୁ ଘଟିଛି। ୟୁକ୍ରେନର ସହରଗୁଡ଼ିକ ଧ୍ୱଂସ ହୋଇଯାଇଛି, କିନ୍ତୁ ଯୁଦ୍ଧ ଜାରି ରହିଛି। ଏହି ସମୟରେ, ରୁଷିଆ ୟୁକ୍ରେନ…

ଆକାଶମାର୍ଗରେ ଗୁଇନ୍ଦା ବେଲୁନକୁ ଫଟାଇଦେବା ପରେ ଆମେରିକାକୁ ଧମକ ଦେଲା ଚାଇନା

ବେଜିଂ,୫ ।୨: ଆମେରିକା ଚାଇନାର ଗୁଇନ୍ଦା ବେଲୁନ ବା ସ୍ପାଏ ବେଲୁନକୁ ଫଟାଇ ଦେଇଛି । ଇତିମଧ୍ୟରେ ବେଲୁନର ଶୁଟଡାଉନକୁ ନେଇ ଚାଇନାର ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆମେରିକାର ଏହି କାର୍ଯ୍ୟକୁ ଚାଇନା କଡା ବିରୋଧ କରିଛି ।…

ଇସ୍ରୋ-ନାସାର ମିଳିତ ମହାକାଶ ଅଭିଯାନ, ଲଞ୍ଚ ପାଇଁ ଭାରତ ଆସିବ ନିସାର ସାଟେଲାଇଟ

ନୂଆଦିଲ୍ଲୀ,୫ ।୨: ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ନାସା ଓ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ ଦ୍ୱାରା ମିଳିତ ଭାବେ ନିର୍ମିତ ଉପଗ୍ରହ ନିସାରର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ସୂଚନା ଅନୁଯାୟୀ, ଏହି ଉପଗ୍ରହ ଭାରତ ପହଞ୍ଚିବାକୁ…

ଦ୍ୱିତୀୟ କାର୍ଯ୍ୟକାଳ ପାଇଁ ନିର୍ବାଚନ ଲଢିବାର ସଙ୍କେତ ଦେଲେ ବାଇଡେନ, ଶୀଘ୍ର ହୋଇପାରେ ଅଫିସିୟାଲ ଘୋଷଣା

ୱାଶିଂଟନ,୫ ।୨: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଡେମୋକ୍ରାଟିକ ପାର୍ଟିର ଏକ ବୈଠକରେ ଦ୍ୱିତୀୟ କାର୍ଯ୍ୟକାଳ ପାଇଁ ପ୍ରାର୍ଥୀ ହେବାର ସଙ୍କେତ ଦେଇଛନ୍ତି । ବୈଠକରେ ଡେମୋକ୍ରାଟିକ ପାର୍ଟିର ସଦସ୍ୟ ‘ଆଉ ଚାରି ବର୍ଷ’ ବୋଲି ସ୍ଲାଗାନ ଦେଇଥିଲେ । ହେଲେ…

ଚାଇନାର ଗୁଇନ୍ଦା ବେଲୁନକୁ ନଷ୍ଟ କଲା ଆମେରିକା, ଦୁଇ ଦେଶ ମଧ୍ୟରେ ବଢିପାରେ ଉତ୍ତେଜନା

ୱାଶିଂଟନ,୫ ।୨: ଆମେରିକା ଆକାଶରେ ଉଡୁଥିବା ଚାଇନାର ଗୁଇନ୍ଦା ବେଲୁନକୁ ନେଇ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଲାଣି । ଆସୋସିଏଟେଡ ପ୍ରେସର ରିପୋର୍ଟ ଅନୁଯାୟୀ, ଆମେରିକା ସମୁଦ୍ର ଉପରେ ଚାଇନା ବେଲୁନକୁ ନଷ୍ଟ କରିଦେଇଛି । ଏବେ…

ପିଆଜ ବଦଳରେ ଅନ୍ୟ ଜିନିଷ କିଣୁଛନ୍ତି ମାନିଲାର ନାଗରିକ…

ମାନିଲା,୪।୨ : ଫିଲିପାଇନ୍ସରେ ପିଆଜ ଦର ଆକାଶଛୁଆଁ ହେଉଛି। ଲୋକଙ୍କ ଥାଳିରୁ ପିଆଜ ନିଖୋଜ ହେବାରେ ଲାଗିଛି। ଫିଲିପାଇନ୍ସରେ ପିଆଜ ଉତ୍ପାଦନ ଅଳ୍ପ, କିନ୍ତୁ ବ୍ୟବହାର ଅଧିକ । ଏଥର ସରକାର ଅନ୍ୟ ଦେଶରୁ ଆବଶ୍ୟକ ପରିମାଣର ପିଆଜ କିଣିବାରେ ବିଫଳ…

ଛାତ୍ରୀ ବଳାତ୍କାର ଘଟଣା: ସ୍କୁଲ ମାଲିକଙ୍କ ସ୍ତ୍ରୀ ଗିରଫ, ମାଲିକଙ୍କ ଗିରଫ ଦାବି

କେନ୍ଦୁଝର,୪ା୨(ସ୍ବ.ପ୍ର.): ହରିଚନ୍ଦନପୁର ଥାନା ଭଗାମୁଣ୍ଡାରେ ଥିବା ଏକ ଘରୋଇ ସ୍କୁଲରେ ଛାତ୍ରୀଙ୍କ ପ୍ରତି ନିର୍ଯାତନା ହେଉଥିବା ନେଇ ଶନିବାର ଏସ୍‌ପିଙ୍କ ନିକଟରେ ଅଭିଯୋଗ ହୋଇଛି। ଉକ୍ତ ବିଦ୍ୟାଳୟର ହଷ୍ଟେଲରେ ରହଥିବା ଜଣେ ୬ ବର୍ଷର ଛାତ୍ରୀଙ୍କୁ ବଳାତ୍କାର ଘଟଣାରେ ୬୦ ବର୍ଷ…

ଧର୍ମପଦ ପୁରସ୍କାର ଓ ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ନାମ ଘୋଷଣା

ଭୁବନେଶ୍ୱର,୪ା୨(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ୨୦୨୨ ପାଇଁ ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ସର୍ବୋଚ୍ଚ ସମ୍ମାନ ଧର୍ମପଦ ପୁରସ୍କାର, ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ନାମ ଘୋଷଣା କରାଯାଇଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri