‘ନକଲି ଅଶ୍ୱିନ’ଙ୍କ ସହ ଅଭ୍ୟାସ କରୁଛି ଅଷ୍ଟ୍ରେଲିଆ, ଜାଣନ୍ତୁ କିଏ ସେହି ବୋଲର୍…
ନୂଆଦିଲ୍ଲୀ,୪।୨: ଅଷ୍ଟ୍ରେଲିଆ ଦଳ ଭାରତ ଗସ୍ତରେ ଟେଷ୍ଟ ସିରିଜ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ୪ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆ ଦଳ ଏକ ସ୍ବତନ୍ତ୍ର ବୋଲରଙ୍କ ସହ ଅଭ୍ୟାସ କରୁଛି। ବୋଲରଜଣଙ୍କ ହେଉଛନ୍ତି ମହେଶ ପିଥିୟା। ତାଙ୍କୁ…
ଦୂଷିତ ପାଣି ପିଇ ରୟାଲ ନେଭିର ନାବିକ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି…
ଲଣ୍ଡନ,୪।୨ : ବ୍ରିଟେନର ରୟାଲ ନେଭିର ନାବିକମାନଙ୍କୁ ସେମାନଙ୍କ ଜାହାଜରେ ପାନୀୟ ଜଳ ସମସ୍ୟା ହେବା ପରେ ଦକ୍ଷିଣ ପୂର୍ବ ଇଂଲଣ୍ଡର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରୟାଲ ନେଭି ନିଶ୍ଚିତ କରିଛି ଯେ ଏହାର ଫ୍ରିଗେଟ ଏଚଏମଏସ ପୋର୍ଟଲ୍ୟାଣ୍ଡ ସତର୍କତାର ସହିତ…
ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ବାବା ରାମଦେବ…
ଜୟପୁର,୪।୨ : ରାଜସ୍ଥାନ ଗସ୍ତରେ ଯାଇଥିବା ଯୋଗ ଗୁରୁ ବାବା ରାମଦେବ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ପଡ଼ିଛନ୍ତି। ସେ ମୁସଲମାନ ସମାଜ ବିରୋଧରେ ନମାଜ ଉପରେ ମନ୍ତବ୍ୟ ଦେଇଥିଲେ। ବାବାଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ସାରା ଦେଶରେ ରାଜନୀତି ସରଗରମ…
ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଧାନ ନଷ୍ଟ
ହିଞ୍ଜିଳିକାଟୁ,୪ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଖରିଡ଼ା ଗ୍ରାମରେ ଏକ ଖଳାରେ ଶନିବାର ଅପରାହ୍ନରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଧାନ ପୋଡ଼ି ପାଉଁଶ ହୋଇଯାଇଛି। ନିଆଁ କିପରି ଲାଗିଲା, ତାହା ସ୍ପଷ୍ଟ ଜଣାପଡ଼ିନାହିଁ। ଖବର ପାଇ ହିଞ୍ଜିଳିକାଟୁ ଅଗ୍ନିଶମ ଓ…
ବଜେଟରେ ତାଲିବାନ ପାଇଁ କାହିଁକି ସହାୟତା, କେନ୍ଦ୍ର ସରକାରଙ୍କୁ କେଜରିଓ୍ବାଲଙ୍କ ପ୍ରଶ୍ନ…
ନୂଆଦିଲ୍ଲୀ,୪।୨ : ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଶନିବାର ଆଫଗାନିସ୍ତାନର ତାଲିବାନ ସରକାରଙ୍କୁ ଦେଶର ବିକାଶ ପାଇଁ କେନ୍ଦ୍ର ବଜେଟରେ ଆର୍ଥିକ ସହାୟତା ପ୍ରଦାନ ଉପରେ ପ୍ରଶ୍ନ କରିଛନ୍ତି। ସେ ଟୁଇଟ କରି ଲେଖିଛନ୍ତି, ଶିକ୍ଷା, ସ୍ବାସ୍ଥ୍ୟ ଏବଂ ଦିଲ୍ଲୀର ପାଣ୍ଠି…
ସୋରେନ ସରକାରଙ୍କୁ ଶାହାଙ୍କ ଖୋଲା ଚ୍ୟାଲେଞ୍ଜ: ନିର୍ବାଚନ ମଇଦାନରେ ହେବ ଲଢ଼େଇ…
ଦେଓଘର,୪।୨ : କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ଦେଓଘରଠାରେ ଭାଜପାର ବିଜୟ ସଂକଳ୍ପ ରାଲିକୁ ସମ୍ବୋଧିତ କରିବାବେଳେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସରକାରଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ସେ ସୋରେନ ସରକାରଙ୍କୁ ଦେଶର ସବୁଠାରୁ ଦୁର୍ନୀତିଗ୍ରସ୍ତ ସରକାର ବୋଲି…
ପାକିସ୍ତାନରେ ଡଙ୍ଗାବୁଡ଼ି ଘଟଣା: ମୃତ୍ୟୁସଂଖ୍ୟା ୫୨କୁ ବୃଦ୍ଧି
ଇସଲାମାବାଦ,୪ା୨: ଉତ୍ତର ପଶ୍ଚିମ ପାକିସ୍ତାନର ଏକ ହ୍ରଦରେ ଡଙ୍ଗା ବୁଡ଼ିଯିବା ପରେ ଉଦ୍ଧାର କର୍ମଚାରୀମାନେ ଅନ୍ୟ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ଏହା ସହିତ ଏହି ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୫୨କୁ ବୃଦ୍ଧି ପାଇଥିବା ପୋଲିସ ସୂଚନା ଦେଇଛି। ଜାନୁୟାରୀ ୨୯ରେ…
ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ…
ନୂଆଦିଲ୍ଲୀ,୪।୨: ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ କରାଯାଇଛି। ଆଗକୁ ସେନାରେ ଯୋଗଦେବାକୁ ଇଚ୍ଛୁକ ପ୍ରାର୍ଥିମାନେ ପ୍ରଥମେ ନିର୍ଦ୍ଧିଷ୍ଟ କେନ୍ଦ୍ରଗୁଡ଼ିକରେ ଏକ ଅନ୍ଲାଇନ୍ ସାଧାରଣ ପ୍ରବେଶିକା ପରୀକ୍ଷା ଦେବେ। ଏହାପରେ ନିଯୁକ୍ତି ରାଲିରେ ଶାରୀରିକ ସୁସ୍ଥତା ପରୀକ୍ଷଣ କରାଯିବ। ଶେଷରେ ସେନାରେ ଚୟନ…
୯ ଫେବୃୟାରୀରୁ ବର୍ଡର-ଗାଭାସ୍କର ଟ୍ରଫି: ୨୬ ବର୍ଷ ତଳେ ହୋଇଥିଲା ଆରମ୍ଭ, ଅଧିକ ବିଜୟ ଭାରତ ଖାତାରେ…
କୋଲକାତା,୪।୨ : ଯଦିଓ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ସିରିଜ ୭୫ ବର୍ଷ ପୂର୍ବେ ଖେଳାଯାଇଥିଲା, କିନ୍ତୁ ବର୍ଡର-ଗାଭାସ୍କର ଟ୍ରଫି ଅଧୀନରେ ଟେଷ୍ଟ ସିରିଜ ୨୬ ବର୍ଷ ପୂର୍ବେ ଆରମ୍ଭ ହୋଇଥିଲା। ଅକ୍ଟୋବର ୧୯୯୬ ରୁ ଭାରତ ଏବଂ…
ଦୁଇ ଟିକସ ବ୍ୟବସ୍ଥା ମାଧ୍ୟମରେ ସରକାର ଲୋକଙ୍କୁ ଅଧିକ ବିକଳ୍ପ ପ୍ରଦାନ କରୁଛନ୍ତି: ଅର୍ଥମନ୍ତ୍ରୀ…
ନୂଆଦିଲ୍ଲୀ,୪।୨ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ପରେ ଉଠୁଥିବା ପ୍ରଶ୍ନର ଉତ୍ତର ଦେବାକୁ ଶନିବାର ଚେଷ୍ଟା କରିଛନ୍ତି। ଏକ ଗଶମାଧ୍ୟମ ସମ୍ମିଳନୀରେ ଅର୍ଥମନ୍ତ୍ରୀ ବଜେଟ ପରେ ସନ୍ଦେହ ଓ ପ୍ରଶ୍ନର ଉତ୍ତର ଦେଇଛନ୍ତି। ସେ ଆଦାନୀ ଏଣ୍ଟରପ୍ରାଇଜେସ ର ଏପପିଓ…
କନ୍ତିଆରେ ସିରିଜ ବୋମାମାଡ଼: ଜଣେ ଗୁରୁତର
ଜଟଣୀ,୪ା୨(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅନ୍ତର୍ଗତ କନ୍ତିଆ ଗ୍ରାମରେ ଶନିବାର ସିରିଜ ବୋମାମାଡ଼ ହୋଇଛି। ଏଥିରେ ଜଣେ ଗୁରୁତର ହୋଇଥିବା ବେଳେ କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଜଟଣୀ ଥାନାଧିକାରୀ ସୌମ୍ୟକାନ୍ତ ବଳିୟାରସିଂହ, ଜୋନ-୩ ଏସିପି ରଜତ ରୟ ଏବଂ…
ପ୍ରେମ ପାଇଁ ଦେଶ ଛାଡ଼ିବେ ଏହି ଲୋକପ୍ରିୟ ଅଭିନେତ୍ରୀ
ବମ୍ବେ: ପୁଣି ଥରେ ବିବାହ କରିବାକୁ ଯାଉଛନ୍ତି ଟେଲି ପରଦାର ଲୋକପ୍ରିୟ ଦଲଜୀତ କୌର। ବିବାହ ପରେ ସେ ନିଜର ପାର୍ଟନର ନିକ୍ ପଟେଲଙ୍କ ସହ ବିଦେଶ ଚାଲିଯିବେ। ସୋସିଆଲ ମିଡିଆ ଜରିଆରେ ସେ ପ୍ରଶଂସକଙ୍କୁ ଏହି ଖୁସି ଖବର ଜଣାଇଛନ୍ତି।…
Archives


