Home

ଉତ୍ତର-ପୂର୍ବରେ ଭାଜପା ସୂର୍ଯ୍ୟୋଦୟ

କୋଲକାତା/ଅଗରତାଲା, ୩ା୩(ପି.ଟି.):ଯେଉଁ ବ୍ୟକ୍ତି ଅନେକ ମେଣ୍ଟକୁ ଏକାଠି ଯୋଡ଼ିଥିଲେ ସିଏ ଆଜି ଉତ୍ତର-ପୂର୍ବାଞ୍ଚଳରେ ଭାଜପାର ସୂର୍ଯ୍ୟୋଦୟ ପାଇଁ ସମାନ ଗୋଟି ଚଳାଇଛନ୍ତି। ନର୍ଥ-ଇଷ୍ଟ୍‌ରେ ଭାଜପାର ପୋଷ୍ଟର ବୟ ତଥା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏବେ ନିଜ ପାର୍ଟିର ଡିଲ୍‌ ମେକର…

ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି ବେଣାଗଛ

ପଟ୍ଟାମୁଣ୍ଡାଇ,୩ା୩(ସ୍ବ.ପ୍ର .): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ଉର୍ବର ଚାଷ ଜମିରେ ବେଣାଗଛ ହେବା ଯୋଗୁ ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି। ଫଳରେ ଚାଷକାର୍ଯ୍ୟ କରିବାରେ ବେଣାଗଛ ବାଧକ ସାଜିଛି। ଏଥିଯୋଗୁ ଶତାଧିକ ଏକର ଉର୍ବର ଚାଷ ଜମି ପଡ଼ିଆ ପଡ଼ିବା…

୨ ଦଶନ୍ଧି ମଧ୍ୟରେ ସ୍ବାସ୍ଥ୍ୟସେବାରେ ମିଳିଛି ଅଭୂତପୂର୍ବ ସଫଳତା

ଭୁବନେଶ୍ବର, ୩ା୩(ବ୍ୟୁରୋ):ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୁରୁବାର ୨୦୨୩-୨୪ ବର୍ଷର ସ୍ବାସ୍ଥ୍ୟ ବଜେଟ ସମ୍ପର୍କରେ ସୂଚନା ଦେଇଛନ୍ତି। ଗତ ୨ଦଶନ୍ଧି ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଳିଷ୍ଠ ମାର୍ଗଦର୍ଶନରେ ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅଭୂତପୂର୍ବ ସଫଳତା…

ରହସ୍ୟରେ ଭିସୁଟ୍‌ ପୁରାତନ ଛାତ୍ରୀ ମୃତ୍ୟୁ ଘଟଣା

ସମ୍ବଲପୁର,୩ା୩(ବ୍ୟୁରୋ):ସମ୍ବଲପୁର ବୁର୍ଲା ଥାନା ପିସି ବ୍ରିଜ୍‌ ପାୱାର ଚ୍ୟାନେଲରୁ ଉଦ୍ଧାର ହୋଇଥିବା ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତ୍ୟୁ ଘଟଣା ଏବେ ରହସ୍ୟଘେରକୁ ଠେଲି ହୋଇଯାଇଛି। ଗୁରୁବାର ବ୍ୟବଚ୍ଛେଦ ରିପୋର୍ଟ ପୋଲିସର ହସ୍ତଗତ ହୋଇଛି। ତଦନ୍ତ ପାଇଁ ଦୁଇଟି…

ଘର ଉପରେ ୧୧ କେଭି ବିଦ୍ୟୁତ୍‌ ତାର

ନାଉଗାଁ,୩ା୩(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ନାଉଗାଁ ଗ୍ରାମର ମଲିକ ସାହି ଦେଇ ୧୧ କେଭି ବିଦ୍ୟୁତ୍‌ ତାର ଯାଇଛି। ଏହି ତାର ଗ୍ରାମର ୧୧ରୁ ଊର୍ଦ୍ଧ୍ୱ ପରିବାରଙ୍କ ବାସଗୃହ ଉପରେ ଯାଇଥିବା ବେଳେ ଆଉ କେତେଜଣଙ୍କ ଘରର ପଛ ପାର୍ଶ୍ୱରେ ଯାଇଛି।…

‘ଗୁଣାତ୍ମକ ସେବାକୁ ଗୁରୁତ୍ୱାରୋପ’

ମ୍ୟାନେଜ୍‌ମେଣ୍ଟ ପାଠପଢ଼ା ସାରି ବାପା ସୁରେଶ ଚନ୍ଦ୍ର ଅଗ୍ରଓ୍ବାଲଙ୍କ ଦ୍ୱାରା ପ୍ରତିଷ୍ଠିତ ବ୍ୟବସାୟକୁ ସମ୍ଭାଳିବା ସହ ଉକ୍ତ ବ୍ୟବସାୟକୁ ଠିକ୍‌ଭାବେ ଚଳାଇ ଅନେକ ସଫଳତା ହାସଲ କରିଛନ୍ତି। ବିଶେଷକରି ରାଜ୍ୟର ପ୍ରମୁଖ ଆଉଟ୍‌ଡୋର ବିଜ୍ଞାପନ ସଂସ୍ଥା ‘ଅଜନ୍ତା ଆଡ୍‌ଭର୍ଟାଇଜର୍ସ’କୁ ଲୋକାଭିମୁଖୀ କରିବାରେ…

ଅଶୃଙ୍ଖଳା ପାଟନାଳୀ ସ୍ଲୁଇସ୍‌ ଗେଟ୍‌ ପାଇଁ ବିଶୃଙ୍ଖଳା

କେନ୍ଦ୍ରାପଡା ଅଫିସ,୩ା୩: ଜଳ ନିଷ୍କାସନ ପାଇଁ ସ୍ଲୁଇସ ଗେଟ ଉପରକୁ ଟେକିଲେ ପାଣିକୁ ଦଳ ରୋକୁଛି। ଜଳସେଚନ ପାଇଁ ଗେଟ ତଳକୁ କଲେ କବାଟର ଉପରି ଭାଗ ଅଞ୍ଚଳରେ ଜଳକୁ ରୋକି ହେଉନି। କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ ବିଭାଗ ଅନ୍ତର୍ଗତ ମାର୍ଶାଘାଇ…

ରାଞ୍ଚିରେ ଆର୍‌ଆଇଆଇଜି କନ୍‌ଫରେନ୍ସ ଉଦ୍‌ଘାଟିତ

ରାଞ୍ଚି,୩ା୩:ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚିରେ ଗୁରୁବାର ‘ସ୍ଥାୟୀ ଊର୍ଜା ପାଇଁ ସାମଗ୍ରୀ’ ବିଷୟବସ୍ତୁକୁ ନେଇ ରିସର୍ଚ୍ଚ ଆଣ୍ଡ ଇନୋଭେଶନ୍‌ ଇନିସିଏଟିଭ୍‌ ଗ୍ୟାଦରିଂ (ଆର୍‌ଆଇଆଇଜି) କନ୍‌ଫରେନ୍ସ ଉଦ୍‌ଘାଟିତ ହୋଇଯାଇଛି। ନୂଆଦିଲ୍ଳୀର କାଉନ୍‌ସିଲ୍‌ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ୍‌ ଇଣ୍ଡଷ୍ଟ୍ର୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌) ପକ୍ଷରୁ ଏହି କନ୍‌ଫରେନ୍ସର…

ବିଦ୍ୟୁତ୍‌ ସଂଯୋଗ ମିଳିନି, ଆସିଲା ବିଲ୍‌

ରସୁଲପୁର,୩ା୩(ଡି.ଏନ.ଏ.): ରସୁଲପୁର ବ୍ଲକ ନଠୁଆବର ପଞ୍ଚାୟତ କୃଷ୍ଣପଡ଼ା ଗ୍ରାମର ମା’ କିଆଶୁଣୀ ପାଣି ପଞ୍ଚାୟତ ଏବଂ ଓଡ଼ିଶୋ ପଞ୍ଚାୟତ ମେଳକ ଗ୍ରାମର ମା’ମଙ୍ଗଳା ପାଣି ପଞ୍ଚାୟତ ନଁାରେ ଟାଟା ପାୱାର ପକ୍ଷରୁ ମିଥ୍ୟା ବିଦ୍ୟୁତ୍‌ ବିଲ୍‌ ଇସ୍ୟୁ କରାଯାଇଛି। ଏହାକୁ ଗ୍ରାମାଞ୍ଚଳ…

ଲିଙ୍ଗଗତ ଅସମାନତା ଉପରେ ଲଣ୍ଡନରେ ପିଜି କରୁଛନ୍ତି ଶ୍ୱେତରୂପା

ପାରାଦୀପ,୩ା୩(ସ୍ବ.ପ୍ର.): ପାରାଦୀପ ପିପିଏଲ ଟାଉନଶିପରେ ରହୁଥିବା ମେଧାବୀ ଛାତ୍ରୀ ଶ୍ୱେତରୂପା ମିଶ୍ର ଏବେ ଲଣ୍ଡନର ସୋଆସ(ସ୍କୁଲ ଅଫ୍‌ ଓରିଏଣ୍ଟାଲ ଆଣ୍ଡ୍‌ ଆଫ୍ରିକାନ୍‌ ଷ୍ଟଡିଜ) ବିଶ୍ୱବିଦ୍ୟାଳୟରେ ପିଜି କରୁଛନ୍ତି। ଲିଙ୍ଗଗତ ଅସମାନତା ଉପରେ ସେ ଭାରତର ଏକମାତ୍ର ଛାତ୍ରୀ ଭାବେ ଲଣ୍ଡନର ଏହି…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୧୧ ଏମ୍‌ଓୟୁ ସ୍ବାକ୍ଷରିତ

ଭୁବନେଶ୍ବର, ୩ା୩(ବ୍ୟୁରୋ):କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ତାଙ୍କର ଅଷ୍ଟ୍ରେଲିଆ ପ୍ରତିପକ୍ଷ ଜେସନ କ୍ଲେର୍‌ଙ୍କ ମଧ୍ୟରେ ଗୁରୁବାର ନୂଆଦିଲ୍ଲୀଠାରେ ୧୧ଟି ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି। ଉଭୟ ଦେଶ ମଧ୍ୟରେ ଗବେଷଣାକୁ ପ୍ରୋତ୍ସାହନ ଦେବା, ଶିକ୍ଷାନୁଷ୍ଠାନରେ ସହଯୋଗୀ ହେବା, ଶିକ୍ଷାକ୍ଷେତ୍ରରେ ସମ୍ପର୍କ ସୁଦୃଢ଼…

ପୁଣି ଭିଜିଲାନ୍ସର ଖୋଳତାଡ଼

ଧର୍ମଶାଳା,୩ା୩(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ତରଞ୍ଜିଆ ପଞ୍ଚାୟତର ନୂଆ ପୋଖରୀ ନିର୍ମାଣ ଓ ଗଙ୍ଗାଧରପୁର ପଞ୍ଚାୟତ ଇମାମନଗର ଗ୍ରାମରେ ରାସ୍ତା ନିର୍ମାଣରେ ହୋଇଥିବା ଦୁର୍ନୀତିର ପୁଣି ଖୋଳତାଡ଼ ଆରମ୍ଭ କରିଛି ଭିଜିଲାନ୍ସ। ଯାଜପୁର ଭିଜିଲାନ୍ସ ଡିଏସ୍‌ପି ସୁଶୀଲ ଏକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?