Home

୭ କୋଟିର ନକଲି ଔଷଧ ଜବତ

ଭୁବନେଶ୍ୱର,୩ା୩(ବ୍ୟୁରୋ):ରାଜ୍ୟର ବିଭିନ୍ନ ସ୍ଥାନରୁ ନକଲି ଔଷଧ ଜବତ ହେଉଛି। ଏହା କେଉଁଠୁ ଆସୁଛି ତାହା ଜାଣିବା ପାଇଁ ଓଡ଼ିଶା ସରକାର ଉତ୍ତରପ୍ରଦେଶ ସରକାରଙ୍କ ସହାୟତା ଲୋଡ଼ିଥିଲେ। ଓଡ଼ିଶା ସରକାରଙ୍କ ସୂଚନା ଓ ତଥ୍ୟ ଭିତ୍ତିରେ ଉତ୍ତର ପ୍ରଦେଶ ଷ୍ଟେଟ ଟାକ୍ସ ଫୋର୍ସ…

ଠିକାଦାରଙ୍କ ସ୍ବାର୍ଥରେ ଏମ୍‌ଆଇପି ଯୋଜନା

ଯାଜପୁର ଅଫିସ/କୋରେଇ (ଡି.ଏନ.ଏ.),୩ା୩: ସରକାର ରାଜ୍ୟବ୍ୟାପୀ ଶତପ୍ରତିଶତ ଜମିରେ ଜଳସେଚନର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସେଚାଞ୍ଚଳ ଉନ୍ନୟନ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ଯୋଜନାରେ ପ୍ରକଳ୍ପଗୁଡିକରେ ଅଧିକରୁ ଅଧିକ ସେଚ ସାମର୍ଥ୍ୟ ବୃଦ୍ଧି କରିବା, କେନାଲର ରକ୍ଷଣାବେକ୍ଷଣ, ଫସଲ…

ଶସ୍ତା ଆଉ କମ୍‌ ବିଜୁଳିରେ ଚାଲିବ ଏହି ଏସି, ଦାମ୍‌ ରହିଛି…

ଆଗକୁ ଆସୁଛି ଗରମ ଦିନ। ଏଥିରୁ ମୁକ୍ତି ପାଇବା ପାଇଁ ଗୁଜୁରାଟରେ ଅବସ୍ଥିତ ଭାରତୀୟ କମ୍ପାନୀ ଟୁପିକ୍‌ ଏକ ଏୟାର କଣ୍ଡିଶନର (ଏସି) ତିଆରି କରିଛି, ଯାହା ନାମମାତ୍ର ବିଦ୍ୟୁତ୍‌ରେ ଚାଲିପାରିବ। ଅନ୍ୟ କୌଣସି ଏସି ତୁଳନାରେ ଏହା ବହୁତ କମ୍‌…

ଭାରତର ଜି-୨୦ ନେତୃତ୍ୱକୁ ପ୍ରଶଂସା କଲା ଆମେରିକା

ୱାଶିଂଟନ,୩ ।୩: ଭାରତର ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ଜି-୨୦ ଦେଶର ବୈଦେଶିକ ମନ୍ତ୍ରୀଙ୍କ ଦୁଇ ଦିନିଆ ବୈଠକ ଶେଷ ହେବା ପରେ ଆମେରିକା ଭାରତର ଜି-୨୦ ନେତୃତ୍ୱକୁ ପ୍ରଶଂସା କରିଛି । ଆମେରିକା ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ନେଡ ପ୍ରାଇସ ଗୁରୁବାର…

ଛାତ୍ରୀଙ୍କ ଗଳା କାଟିଦେଲେ ଯୁବକ

ରାମନାଗୁଡ଼ା/ପଦ୍ମପୁର/ବିଷମକଟକ,୩ା୩(ଡି.ଏନ୍‌.ଏ.):ରାୟଗଡ଼ା ଜିଲା ଗୁଡ଼ାରୀ ଥାନା ଅନ୍ତର୍ଗତ ରାମନାଗୁଡା ବ୍ଲକ ଗୁମୁଡ଼ା ମୁଖ୍ୟ ବଜାରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ଛୁରିରେ ଜଣେ କଲେଜ ଛାତ୍ରୀଙ୍କ ଗଳା କାଟି ଦେଇଛନ୍ତି। ଛାତ୍ରୀ ଜଣକ ଯୁକ୍ତ ୨ ପରୀକ୍ଷା ଦେଇ…

ଫେବୃୟାରୀରେ ଓଡ଼ିଶାର ଜିଏସ୍‌ଟି ସଂଗ୍ରହରେ ୪୦% ବୃଦ୍ଧି

ଭୁବନେଶ୍ୱର,୩ା୩(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷର ଫେବୃୟାରୀରେ ରାଜ୍ୟ ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଓ ସମନ୍ବିତ ଜିଏସ୍‌ଟି ଫଇସଲା ବାବଦକୁ ଓଡ଼ିଶା ପାଇଥିବା ଜିଏସ୍‌ଟି ରାଜସ୍ବରେ ୪୦ ପ୍ରତିଶତ ବୃଦ୍ଧି ଘଟିଛି। ଗତବର୍ଷ ଫେବୃୟାରୀରେ ୧୨୨୩.୨୨ କୋଟି ଟଙ୍କା ଜିଏସ୍‌ଟି…

ରୁବୀ ହେଲେ ରୁବୀ

ପାଟନା, ୩ା୩:ପ୍ରେମ ଅନ୍ଧ। ପ୍ରେମ କରିବା ପୂର୍ବରୁ ବର୍ଣ୍ଣ, ଜାତି କିମ୍ବା ଗୁଣକୁ ଦେଖାଯାଏ ନାହିଁ। ଅଜବ ପ୍ରେମ ଘଟଣାକୁ ନେଇ ଅନେକ ସମୟରେ ଘଟଣାମାନ ଖବରକାଗଜ ଓ ନ୍ୟୁଜ୍‌ ଚ୍ୟାନେଲରେ ଦେଖିବାକୁ ମିଳୁଛି। ତେବେ ସେମିତି ଏକ ଅଜବ ପ୍ରେମ…

ସୁନକଙ୍କ ବ୍ରେକ୍ସିଟ୍ ଡିଲକୁ ସମାଲୋଚନା କରି ବୋରିସ ଜନସନ କହିଛନ୍ତି, ସଂସଦରେ ଏହାକୁ ଭୋଟ ଦେବା ଅତ୍ୟନ୍ତ କଷ୍ଟକର ହେବ

ଲଣ୍ଡନ,୩ ।୩: ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଗୁରୁବାର ୟୁରୋପୀୟ ୟୁନିୟନ ସହ ପ୍ରଧାନମନ୍ତ୍ରୀ ରୁଷି ସୁନକଙ୍କ ନୂତନ ବ୍ରେକ୍ସିଟ୍ ଚୁକ୍ତିକୁ ସମାଲୋଚନା କରିଛନ୍ତି । ସଂସଦରେ ଏହାକୁ ଭୋଟ ଦେବାକୁ ଅତ୍ୟନ୍ତ କଷ୍ଟକର ହେବ ବୋଲି ଜନସନ କହିଛନ୍ତି…

ଶାହରୁଖଙ୍କ ସୁରକ୍ଷାରେ ତ୍ରୁଟି

ବଲିଉଡର କିଙ୍ଗ ଖାନ ତଥା ଶାହାରୁଖଙ୍କ ସାରା ବିଶ୍ୱରେ ପ୍ରଶଂସକ ଅଛନ୍ତି। ପ୍ରାୟତଃ ଅନେକ ପ୍ରଶଂସକ ସେମାନଙ୍କର ସୁପରଷ୍ଟାରଙ୍କୁ ଭେଟିବା ପାଇଁ ସମସ୍ତ ସୀମା ଅତିକ୍ରମ କରନ୍ତି। ଶାହରୁଖ ୨ ପ୍ରଶଂସକମାନେ ଗୁରୁବାର ରାତିରେ ସୀମା ଅତିକ୍ରମ କରି ବାନ୍ଦ୍ରାସ୍ଥିତ ଅଭିନେତା…

ଉତ୍ତର-ପୂର୍ବାଞ୍ଚଳ ଏବେ ଦିଲ୍ଲୀ କିମ୍ବା ଦିଲ୍‌ରୁ ଦୂରରେ ନାହିଁ: ମୋଦି

ନୂଆଦିଲ୍ଲୀ,୨।୩: ଉତ୍ତର-ପୂର୍ବାଞ୍ଚଳ ତ୍ରିପୁରା, ନାଗାଲାଣ୍ଡ ଓ ମେଘାଳୟ ବିଧାନସଭାରେ ଭାଜପାର ଦଖଲ ପରେ ଗୁରୁବାର ଦିଲ୍ଲୀ ସ୍ଥିତ ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ମକର୍ତ୍ତାଙ୍କୁ ସମ୍ବୋଧନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କର୍ମୀମାନଙ୍କୁ ଉତ୍ସାହିତ କରି ଗଣତାନ୍ତ୍ରିକ ପ୍ରକ୍ରିୟାରେ ଲୋକଙ୍କ ବିଶ୍ୱାସ ରହିଥିବା…

କଟକରେ ପୋଲିସ-ଅପରାଧୀ ଗୁଳି ବିନିମୟ: ଶଙ୍କର ଆହତ, ବନ୍ଧୁକ-ଗୁଳି ଜବତ

କଟକ ଅଫିସ,୨ା୩: କଟକ ଜିଲା ବିଡ଼ାନାସୀ ଥାନା ଅଧୀନ ଭୁଆସୁଣି ପଡ଼ିଆରେ ଗୁରୁବାର ରାତି ପ୍ରାୟ ସାଢେ ୮ଟାରେ ପୋଲିସ-ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ରାଣୀହାଟ ଗୋପାଳସାହିର ଶଙ୍କର ଓରଫ ଦୀପକ ନାୟକ ଆହତ ହୋଇଛନ୍ତି। ଚିକିତ୍ସା ଲାଗି…

ସବୁଠୁ କମ୍‌ ବୟସର ପଲିଟିବ୍ୟୁରୋ

ହାନୋଇ,୨।୩: ଭୋ ଭାନ୍‌ ଥୋଙ୍ଗ୍‌ ଗୁରୁବାର ଭିଏତନାମର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। କମ୍ୟୁନିଷ୍ଟ ପାର୍ଟି ଅଫ୍‌ ଭିଏତନାମ (ସିପିଭି)ର ପୋଲିଟବ୍ୟୁରୋ ସଦସ୍ୟ ଥୋଙ୍ଗ୍‌ଙ୍କୁ ରାଷ୍ଟ୍ରପତି ପଦ ପାଇଁ ୯୮.୩୮% ଭୋଟ ମିଳିଥିଲା। ରାଷ୍ଟ୍ରପତି ଏବଂ ସୋସିଆଲିଷ୍ଟ ରିପବ୍ଲିକ୍‌ ଅଫ୍‌ ଭିଏତନାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?