ଆଦାନୀ ଗ୍ରୁପ୍ ସହ ଜଡିତ କମ୍ପାନୀରୁ ଇସ୍ତଫା ଦେଲେ ବୋରିସ ଜନସନଙ୍କ ଭାଇ
ଲଣ୍ଡନ,୩।୨: ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ସାନଭାଇ ଲର୍ଡ ଜୋ ଜନସନ ଆଦାନୀ ଏଣ୍ଟରପ୍ରାଇଜେସ ସହ ଜଡିତ ଏକ କମ୍ପାନୀର ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଇଛନ୍ତି। ଆଦାନୀ ଗ୍ରୁପ୍ରୁ ଭରସା ହ୍ରାସ ପାଉଥିବାରୁ ଜନସନ ଅଣ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପଦ…
‘କୋରାପୁଟର ମାଟି, ପାଣି, ପବନରେ ଭରି ରହିଛି ଆତ୍ମୀୟତାର ଅନୁଭବ’
ଭୁବନେଶ୍ୱର,୩ା୨(ବ୍ୟୁରୋ): ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଗସ୍ତରେ ଅଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ପୂର୍ବାହ୍ନରେ ସେଠାରେ ପହଞ୍ଚିବା ପରେ ନିଜର ଖୁସି ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, କୋରାପୁଟର ମାଟି, ପାଣି ଓ ପବନରେ ଭରି ରହିଛି ଆତ୍ମୀୟତାର…
ଆଦାନୀଙ୍କୁ ନେଇ ପୁଣି ସଂସଦରେ ହୋହାଲ୍ଲା: ୨ଟା ଯାଏ ଗୃହ ମୁଲତବୀ
ନୂଆଦିଲ୍ଲୀ,୩।୨: ବଜେଟ ଅଧିବେଶନର ଚତୃର୍ଥ ଦିନରେ ମଧ୍ୟ ସଂସଦରେ ବିରୋଧୀ ହଟ୍ଟଗୋଳ କରିଛନ୍ତି। ଶୁକ୍ରବାର ଅଧିବେଶନ ଆରମ୍ଭ ହେବା ପରଠାରୁ ବିରୋଧୀ ଗୃହରେ ହୋହାଲ୍ଲା କରିଥିଲେ। ଫଳରେ ଗୃହର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିଲା। ଏହାପରେ ସଂସଦର ଉଭୟ ଗୃହ ଲୋକ…
୬୫ କେଜି କୁଟୁରା ମାଂସ ଜବତ, ଜଣେ ଗିରଫ
ଓଡ଼ଗାଁ,୩ା୨(ସ୍ବ.ପ୍ର.): ଓଡ଼ଗାଁ ବନାଞ୍ଚଳ ଅଧିନସ୍ଥ ରଙ୍ଗଣୀପାଟଣା ଛକରୁ ବନ ବିଭାଗ ୬୫ କେଜି ଜଙ୍ଗଲୀ ମାଂସ ସହିତ ଏକ ଗାଡ଼ି ଜବତ ହୋଇଛି। ଏହା ସହିତ କୋମଣ୍ଡ ପଞ୍ଚାୟତ ବାଦଭୂମି ଗ୍ରାମର ବିଦେଶୀ ନାୟକ (୨୮)ଙ୍କୁ ଗିରଫ କରାଯାଇଛି। ଶୁକ୍ରବାର ସକାଳେ…
ଥରୁଛି ଜି.ଉଦୟଗିରି
ଜି.ଉଦୟଗିରି,୩ା୨(ଡି.ଏନ୍.ଏ.): କିଛିଦିନର ବ୍ୟବଧାନ ପରେ ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଜି ଉଦୟଗିରି ଠାରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି ବୋଲି କୃଷି ପାଣିପାଗ କ୍ଷେତ୍ର ଦାୟିତ୍ୱରେ ଥିବା ଅଧିକାରୀ…
ଆମେରିକା-ଭାରତ ଏମ୍କ୍ୟୁ-୯ବି ଡ୍ରୋନ୍ ଚୁକ୍ତି ପାଇଁ ପ୍ରସ୍ତୁତ
ଓ୍ବାଶିଂଟନ/ନୂଆଦିଲ୍ଲୀ,୩ା୨: ଭାରତ ଏବଂ ଆମେରିକା ଖୁବ୍ଶୀଘ୍ର ୩ ବିଲିୟନ ଡଲାରରୁ ଅଧିକ ମୂଲ୍ୟର ୩୦ ଏମ୍କ୍ୟୁ-୯ବି ପ୍ରିଡେଟର ସଶସ୍ତ୍ର ଡ୍ରୋନ ପାଇଁ ଚୁକ୍ତି କରିବାକୁ ଯାଉଛନ୍ତି। ଏହାର ପ୍ରତିବଦ୍ଧତା ଉଭୟ ପକ୍ଷରୁ ପ୍ରକାଶ କରାଯାଇଛି। ଡ୍ରୋନ୍ ଅଧିଗ୍ରହଣ ସହିତ ଏଲ୍ଏସି ଏବଂ…
ପୁଣି ସନ୍ଦେହ ଘେରରେ ଚାଇନା: ଆମେରିକା ଆକାଶରେ ଚାଇନାର ଗୁଇନ୍ଦା ବେଲୁନ
ଓ୍ବାଶିଂଟନ୍,୩।୨: ଆମେରିକାର ଆକାଶରେ ଚାଇନାର ଗୁଇନ୍ଦା ବେଲୁନ ଦେଖାଦେଇଛି। ଆମେରିକାର ଗୁରୁତ୍ୱପୂର୍ଣ୍ଣ ତଥା ସମ୍ବେଦନଶୀଳ ଅଞ୍ଚଳର ତଥ୍ୟ ହାସଲ କରିବା ପାଇଁ ଚାଇନା ଏହି ଗୁଇନ୍ଦା ବେଲୁନ ପଠାଇଥିବା କୁହାଯାଉଛି। ପେଣ୍ଟାଗନ ମୁଖପାତ୍ର ବ୍ରିଗେଡିୟର୍ ଜେନେରାଲ ପ୍ୟାଟ ରାଇଡର୍ କହିଛନ୍ତି, ଆମେରିକା…
ପୂର୍ବାଞ୍ଚଳ ଦଳରେ ଓଡ଼ିଶାର ୪
ଭୁବନେଶ୍ୱର,୩।୨: (କ୍ରୀଡ଼ା ପ୍ରତିନିଧି)ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆନୁକୂଲ୍ୟରେ ହାଇଦ୍ରାବାଦଠାରେ ଚଳିତ ମାସ ୧୨ରୁ ୨୧ ପର୍ଯ୍ୟନ୍ତ ସିନିୟର ମହିଳା ଆନ୍ତଃଜୋନ ଏକଦିବସୀୟ ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ଏଥିପାଇଁ ପୂର୍ବାଞ୍ଚଳ ଚୟନ କମିଟି ବୈଠକ ଗୁରୁବାର ରାଞ୍ଚତ୍ଠାରେ ଅନୁଷ୍ଠିତ ହୋଇଥିଲା।…
କାନୋଇଂ, କାୟାକିଂରେ ଓଡ଼ିଶାକୁ ୩ ସ୍ବର୍ଣ୍ଣ
ଭୁବନେଶ୍ୱର,୩ା୨(ସ୍ପୋଟର୍ସବ୍ୟୁରୋ): ମଧ୍ୟପ୍ରଦେଶରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ସ ୨୦୨୨ରେ ପ୍ରଥମ କରି କାୟାକିଂ ଓ କାନୋଇଂକୁ ସାମିଲ କରାଯାଇଛି। କାନୋଇଂରେ ଓଡ଼ିଶା ପୁରୁଷ ଦଳ ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ କାୟାକିଂରେ ମହିଳା ଦଳ ଏବଂ ବ୍ୟକ୍ତିଗତ ବର୍ଗରେ…
ଉଡାଣବେଳେ ବିମାନ ଇଞ୍ଜିନ୍ରେ ଲାଗିଲା ନିଆଁ
ଆବୁଧାବି/ଥିରୁଭାନନ୍ତପୁରମ୍,୩।୨: ଆବୁଧାବିରୁ କାଲିକଟ ଅଭିମୁଖେ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ମଧ୍ୟଭାଗରେ ଗୋଟିଏ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଏହା ପରେ ବିମାନଟି ସୁରକ୍ଷିତ ଭାବେ ଆବୁଧାବିରେ ଅବତରଣ କରିଥିଲା। ବିମାନର ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ଡିଜିସିଏ ଏହି ଘଟଣାକୁ ନିଶ୍ଚିତ…
ଆଜି କୋରାପୁଟ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩ା୨(ବ୍ୟୁରୋ): ଶୁକ୍ରବାର କୋରାପୁଟ ଜିଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉତ୍ସବ ପାଳନରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବିକ୍ରମ ଦେବ କଲେଜକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଥିବା ବେଳେ ମୁଖ୍ୟମନ୍ତ୍ରୀ କୋରାପୁଟବାସୀଙ୍କୁ…
କମିବ ତାପମାତ୍ରା, ଜାରି ରହିବ ଶୀତ
ଭୁବନେଶ୍ୱର,୩ା୨(ବ୍ୟୁରେ): ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଲହରି ଅନୁଭତ ହେବ। ରାତିର ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ। ଫଳରେ ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ାରେ ଶୀତ ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ…
Archives


