କିମ୍ସରେ ହାଇବ୍ରିଡ୍ ଅସ୍ତ୍ରୋପଚାର ସଫଳ
ଭୁବନେଶ୍ୱର, ୩।୨(ବ୍ୟୁରୋ):କିମ୍ସ-ଭୁବନେଶ୍ୱରରେ ହାଇବ୍ରିଡ୍ ଅସ୍ତ୍ରୋପଚାର ସଫଳ ହୋଇଛି। ଓଡ଼ିଶାରେ ପ୍ରଥମଥର ଲାଗି ହାଇବ୍ରିଡ୍ ଅସ୍ତ୍ରୋପଚାର କରାଯାଇଥିବା ସମ୍ପୃକ୍ତ ଡାକ୍ତରମାନେ ଦାବି କରିଛନ୍ତି। ନିକଟରେ କଟକ ଜିଲା ବାଙ୍କୀ ବ୍ଲକ୍ ଅନ୍ତର୍ଗତ ରତାଗଡ଼ ଗ୍ରାମର ୫୦ବର୍ଷ ବୟସ୍କା ସୁଷମା ରଣାଙ୍କ ମୁଖ୍ୟ ରକ୍ତନଳୀରେ…
ରାମ ଜନ୍ମଭୂମି ପରିସରକୁ ବୋମାରେ ଉଡାଇ ଦେବାକୁ ଧମକ
ଅଯୋଧ୍ୟା,୩ ।୨: ଅଯୋଧ୍ୟାରେ ଗୁରୁବାର ଅର୍ଥାତ୍ ଫେବୃୟାରୀ ୨ରେ ରାମ ଜନ୍ମଭୂମି ସ୍ଥଳକୁ ବୋମାରେ ଉଡାଇ ଦେବାର ଧମକ ଦିଆଯିବା ପରେ ଲୋକେ ଭୟଭିତ ହୋଇଯାଇଛନ୍ତି । ରାମ ଜନ୍ମଭୂମି ଥାନାଧ୍ୟକ୍ଷ ସଞ୍ଜିବ କୁମାର ସିଂ କହିଛନ୍ତି, ରାମକୋଟ ଅଞ୍ଚଳରେ ସ୍ଥିତ…
ବ୍ୟାଙ୍କ ତଥ୍ୟ ଦେବାକୁ ବିଏମ୍ସି ଡେପୁଟି କମିଶନର, ଅଭିନେତ୍ରୀଙ୍କୁ ନୋଟିସ
ଭୁବନେଶ୍ୱର,୩।୨(ବ୍ୟୁରୋ):ବିଏମ୍ସି ଦକ୍ଷିଣ-ପଶ୍ଚିମ ଜୋନ୍ ଡେପୁଟି କମିଶନର ଯୋଗେଶ୍ୱର ନାୟକ ଓ ଅଭିନେତ୍ରୀ ପ୍ରିୟଙ୍କା ଦାସ ଉଭୟ ପରସ୍ପରଙ୍କ ବିରୋଧରେ ଶ୍ରୀ ଲିଙ୍ଗରାଜ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାକୁ ଗୁରୁତ୍ୱର ସହ ନେଇ ଦୁଇଟି ମାମଲା ରୁଜୁ କରି ତଦନ୍ତ କରିବା…
ଦୋକାନ ଥାଇ ରାସ୍ତାରେ କାଟୁଛନ୍ତି ମଟନ
ଭୁବନେଶ୍ୱର,୩।୨(ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଘାଟିକିଆରେ ଅତ୍ୟାଧୁନିକ ମାଂସ ମାର୍କେଟ ଖୋଲାଯାଇଛି। ଏଠାରେ ଆବଶ୍ୟକ ବ୍ୟବସ୍ଥା କରାଯିବା ସହ ବ୍ୟବସାୟୀଙ୍କୁ ଏସି, ଡିପ୍ ଫ୍ରିଜର୍ ଓ ମାଂସ କାଟିବା ପାଇଁ ହତିଆର ଯୋଗାଇ ଦିଆଯାଇଛି। ଏହା କାର୍ଯ୍ୟକ୍ଷମ ହେଲେ ନାକାଗେଟ୍,…
ଗୋପାଳଙ୍କୁ କେନ୍ଦ୍ରୀୟ ସୁରକ୍ଷା ଲୋଡ଼ା: ଜୟନାରାୟଣ
ସମ୍ବଲପୁର, ୩ା୨(ବ୍ୟୁରୋ):ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟାକାଣ୍ଡ ମାମଲାରେ ପୋଲିସ ଏଏସ୍ଆଇ ଗୋପାଳ ଦାସ ଗିରଫ ହୋଇଥିବାବେଳେ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏଭଳି ସ୍ଥିତିରେ ବିରୋଧୀ ଦଳ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ରାଜ୍ୟ…
ପୋଲିସ ବିଫଳତା ଏଡ଼ାଇବାର ଅପଚେଷ୍ଟା: ସାଲୁଜା
ବଲାଙ୍ଗୀର ଅଫିସ/ବେଲପଡ଼ା,୩ା୨ (ଡି.ଏନ୍.ଏ.):କଣ୍ଟାବାଞ୍ଜି-ବେଲପଡା ରାସ୍ତାରେ ଥିବା ଆଲିସାନ୍ ସିନେମା ହଲ୍ରେ ବୁଧବାର ରାତିରେ ଘଟିଥିବା ଗଣ୍ଡଗୋଳ ଘଟଣାରେ ବେଲପଡା ଥାନା ପୋଲିସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ଅମିତ୍ ଓରଫ୍ ସେଜି ସିଂ ସାଲୁଜାଙ୍କ ସମେତ ୬ ଜଣଙ୍କୁ ଗିରଫ…
ବିଏସ୍କଓ୍ବୋଇରେ ମିଛ ପ୍ରଚାର କରାଯାଉଛି: ସୁରଜ
ଭୁବନେଶ୍ବର,୩ା୨(ବ୍ୟୁରୋ):କେନ୍ଦ୍ର ବଜେଟରେ ଏମ୍ଜିଏନ୍ଆର୍ଇଜିଏସ୍ ଅର୍ଥ କମିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଥିବା ତଥ୍ୟ ସମ୍ପୂର୍ଣ୍ଣ ଭୁଲ୍ ଓ ନିରାଧାର ବୋଲି ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଗୁରୁବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୁରଜ କହିଛନ୍ତି,…
ସାଲୁଜା ପରିବାର ଦାଦାଗିରି ଦେଖାଉଛନ୍ତି: ବିଜେଡି
ବଲାଙ୍ଗୀର ଅଫିସ, ୩ା୨:କଣ୍ଟାବାଞ୍ଜି-ବେଲପଡ଼ା ରାସ୍ତାରେ ଥିବା ଆଲିସାନ୍ ସିନେମା ହଲ୍ରେ କଣ୍ଟାବାଞ୍ଜି ବିଧାୟକଙ୍କ ପୁଅ ଅମିତ ସିଂ ଓରଫ୍ ସେଜି ସିଂ ସାଲୁଜାଙ୍କ ଧମକଚମକ ଘଟଣାକୁ ବିଜେଡି ପକ୍ଷରୁ ନିନ୍ଦା କରାଯାଇଛି। ବିଜେଡି ଜିଲା ଉପସଭାପତି ଉମାକାନ୍ତ ସାହୁ, ରାଜ୍ୟ ସାଧାରଣ…
ଆୟୁଷ୍ମାନ ଯୋଜନାର ମିଛ ଧରାପଡ଼ିଛି: ବିଜେଡି
ଭୁବନେଶ୍ବର,୩ା୨(ବ୍ୟୁରୋ):ରାଜ୍ୟ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କେୱାଇ) କାର୍ଯ୍ୟକାରୀ କରୁଛନ୍ତି। କେନ୍ଦ୍ରର ଆୟୁଷ୍ମାନ ଭାରତ ଯୋଜନା ଆନୁଷ୍ଠାନିକ ଭାବେ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଭାବେ ଜଣାଶୁଣା । ଓଡ଼ିଶା ଭାଜପା ପକ୍ଷରୁ ନିୟମିତ ଭାବେ ଆୟୁଷ୍ମାନ ଭାରତ ଯୋଜନା…
ପ୍ରତିରକ୍ଷା କ୍ଷେତ୍ରରେ ଭାରତ-ରୁଷିଆର ସହଯୋଗ ଅଦ୍ଭୁତପୂର୍ବ
ନୂଆଦିଲ୍ଲୀ,୩।୨: ଭାରତୀୟ ପରିଷଦ ଅଫ ୱାଲର୍ଡ ଆଫେୟାର୍ସ (ଆଇସିଡବ୍ଲୁଏ) ଏବଂ ରୁଷିଆ ପରିଷଦ ମଧ୍ୟରେ ଏକ ଆଲୋଚନା ହୋଇଛି। ଏହି ଆଲୋଚନାରେ ଭାରତରେ ରୁଷିଆର ରାଷ୍ଟ୍ରଦୂତ ଡେନିସ ଆଲିପୋଭ ମଧ୍ୟ ଉପସ୍ଥିତ ଥିଲେ। କଥାବାର୍ତ୍ତା ସମୟରେ ଆଲିପୋଭ କହିଛନ୍ତି, ରୁଷିଆ ଏବଂ…
ଆଦାନୀ ପାଓ୍ବାର ସହ ଚୁକ୍ତି ରଦ୍ଦ କରିପାରେ ବାଂଲାଦେଶ
ନୂଆଦିଲ୍ଲୀ,୩ା୨:ଆଦାନୀ ପାଓ୍ବାର ଲିମିଟେଡ୍ ଅଧୀନ ଝାଡ଼ଖଣ୍ଡର ଏକ ଥର୍ମାଲ ପାଓ୍ବାର ପ୍ଲାଣ୍ଟରୁ ବିଦ୍ୟୁତ୍ କିଣିବା ପାଇଁ ସହ ସ୍ବାକ୍ଷରିତ ଏକ ଚୁକ୍ତିର ସମୀକ୍ଷା କରିବାକୁ ବାଂଲାଦେଶ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି। ୨୦୧୭ ନଭେମ୍ବରରେ ବାଂଲାଦେଶ ପାଓ୍ବାର ଡେଭେଲପ୍ମେଣ୍ଟ ବୋର୍ଡ (ବିପିଡିପି) ଏବଂ…
ପର୍ନୋଗ୍ରାଫି ମାୟାରେ ବ୍ରିଟେନ୍ ଶିଶୁ
ଲଣ୍ଡନ,୩।୨:ପର୍ନୋଗ୍ରାଫିକୁ ନେଇ ବିଶ୍ୱର ବିଭିନ୍ନ ଦେଶରେ ବହୁ ନିୟମମାନ ଲାଗୁ କରାଯାଇଛି। ପ୍ରତ୍ୟେକ ବୟସ ବର୍ଗର ଲୋକଙ୍କ ଉପରେ ଏହାର ନକାରାତ୍ମକ ପ୍ରଭାବକୁ ଦେଖି ଏ ପ୍ରକାର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ତେବେ ନିକଟରେ ଲଣ୍ଡନରେ କରାଯାଇଥିବା ଏକ ସର୍ଭେ ମୁତାବକ, ଅଧିକାଂଶ…
Archives


