Home

ନଭେମ୍ବର ୧୯ରେ ଅରୁଣାଚଳ ପ୍ରଦେଶ-ବାରଣାସୀ ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୧୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନଭେମ୍ବର ୧୯ରେ ଅରୁଣାଚଳ ପ୍ରଦେଶ ଓ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଅରୁଣାଚଳ ପ୍ରଦେଶର ରାଜଧାନୀ ଇଟାନଗରରେ ନିର୍ମାଣ ହୋଇଥିବା ବିମାନବନ୍ଦର ଡୋନି ପୋଲୋର ଉଦ୍‌ଘାଟନ କରିବେ। ଅରୁଣାଚଳ ପ୍ରଦେଶରେ…

ବିକ୍ଷୋଭକାରୀଙ୍କ ଉପରକୁ ଗୁଳି ମାଡ: ୫ ମୃତ୍ୟୁ, ୧୦ ଆହତ

ତେହରାନ,୧୭।୧୧: ଇରାନରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ସୁରକ୍ଷା ବାହିନୀ ତେହେରାନର ଏକ ମେଟ୍ରୋ ଷ୍ଟେଶନରେ ବିକ୍ଷୋଭକାରୀଙ୍କ ଉପରକୁ ଗୁଳି ଚଳାଇ ଥିଲେ। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି। ଗୁଳି ବିନିମୟ ପରେ…

ନାମାଙ୍କନ ଦାଖଲ କଲେ ଭାଜପା ପ୍ରାର୍ଥୀ

ପଦ୍ମପୁର,୧୭ା୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ସେ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ଏବଂ ରିଟର୍ନିଂ ଅଫିସରଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ବରଗଡ଼…

ସତୈନ୍ଦ୍ର ଜୈନଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୧୭।୧୧: ଆମ ଆଦମୀ ପାର୍ଟିର ନେତା ତଥା ଦିଲ୍ଲୀ ସରକାରର ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଦିଲ୍ଲୀ କୋର୍ଟରୁ ଝଟ୍‌କା ଲାଗିଛି। ମନି ଲଣ୍ଡରିଂ ମାମଲାରେ କୋର୍ଟ ତାଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି। ସତ୍ୟେନ୍ଦ୍ର ଏବଂ ଅନ୍ୟ ଦୁଇଜଣଙ୍କ ଜାମିନ ଆବେଦନକୁ…

ନାମାଙ୍କନ ଦାଖଲ କଲେ ସତ୍ୟଭୂଷଣ

ପଦ୍ମପୁର,୧୭ା୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ସେ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ଏବଂ ରିଟର୍ନିଂ ଅଫିସରଙ୍କ ପାଖରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ପିସିସି…

କାର୍ଯ୍ୟକ୍ରମ ଚାଲିଥିବାବେଳେ କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା

ସିଲଗୁଡି,୧୭।୧୧: କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁବାର ଏକ କାର୍ଯ୍ୟକ୍ରମ ସମୟରେ ହଠାତ୍‌ ଖରାପ ହୋଇଯାଇଛି। ପଶ୍ଚିମବଙ୍ଗର ସିଲିଗୁଡିରେ ନିତିନ ଗଡକରୀ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିଲେ। ଏହି ସମୟରେ ସେ ଅସୁସ୍ଥ ଅନୁଭବ କରିଥିଲେ। ସୁଗାର ସ୍ତର ହ୍ରାସ…

ପକ୍ଷୀ ଆଗରେ ହାର ମାନିବେ ଇଞ୍ଜିନିୟର, ତିଆରି କଲା ଏମିତି ଘର, ଭିଡିଓ ଦେଖିଲେ…

ମଣିଷ ନିଜର କଠିନ ପରିଶ୍ରମ ସହିତ ନୂତନ ଜ୍ଞାନ କୌଶଳ ପ୍ରୟୋଗ କରି ଅନେକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଥାଏ। କିନ୍ତୁ ମଣିଷଠାରୁ ପକ୍ଷୀମାନେ ମଧ୍ୟ ସୁନ୍ଦର କାମ କରିଥାନ୍ତି, ଯାହା ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରୁ ଜଣାପଡୁଛି। @…

ନାମାଙ୍କନ ଦାଖଲ କଲେ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା

ପଦ୍ମପୁର, ୧୭।୧୧(ଡିଏନଏ) : ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ବର୍ଷା ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ଏବଂ ରିଟର୍ନିଂ ଅଫିସରଙ୍କ ପାଖରେ ପ୍ରାର୍ଥିପତ୍ର…

ଏଲଏସିରେ ଚାଇନା ସୀମାରେ ଖୋଳା ଯାଉଛି ପୋଖରୀ, ୫୦ ହଜାର ଯବାନଙ୍କ ପାଇଁ ପିଇବା ପାଣି…

ଲଦାଖ,୧୭।୧୧ : ପୂର୍ବ ଲଦାଖର ଲାଇନ ଅଫ ଆକଚୁଆଲ କଣ୍ଟ୍ରୋଲ (ଏଲଏସି) ରେ ନିୟୋଜିତ ୫୦ ହଜାର ସୈନିକଙ୍କୁ ମଧୁର ପାନୀୟ ଜଳ ଯୋଗାଇବା ପାଇଁ ସେନା ଏହି ଅଞ୍ଚଳରେ ପୋଖରୀ ଖୋଳୁଛି। ଚାଇନା ଅନୁପ୍ରବେଶ କରିବାକୁ ଚେଷ୍ଟା କରିବା ପରେ…

ବୋହୂ ଡିମ୍ପଲଙ୍କୁ ସମର୍ଥନ ଦେବାକୁ ଘୋଷଣା କଲେ ଶିବପାଲ

ଲକ୍ଷ୍ନୌ,୧୭।୧୧: ପ୍ରଗତିଶୀଳ ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ଶିବପାଲ ସିଂ ଯାଦବ ତାଙ୍କ ସମର୍ଥକମାନଙ୍କୁ ମୈନପୁରୀ ଲୋକ ସଭା ଉପନିର୍ବାଚନରେ ସମାଜବାଦୀ ପାର୍ଟି ପ୍ରାର୍ଥୀ ତଥା ବୋହୂ ଡିମ୍ପଲ ଯାଦବଙ୍କୁ ସମର୍ଥନ କରିବାକୁ କହିଛନ୍ତି। ଏହା ପରେ ସମାଜବାଦୀ ପାର୍ଟି ସଭାପତି ତଥା…

ବିଶ୍ୱର ସବୁଠୁ ବଡ଼ ପାଦ ଥିବା ମହିଳା, ଜୋତା ନମ୍ବର ରହିଛି…

ଆମେରିକାର ଟେକ୍ସାସରେ ରହୁଥିବା ତାନିଆ ହରବର୍ଟ ନିଜ ବଡ଼ ପାଦ ପାଇଁ ଗିନିଜ ବୁକ ଅଫ ୱାଲର୍‌ଡ ରେକର୍ଡରେ ସ୍ଥାନ ପାଇଛନ୍ତି। ହରବର୍ଟଙ୍କ ଡାହାଣ ପାଦ ପ୍ରାୟ ୩୩.୧ ସେମି (୧୩.୦୩ ଇଞ୍ଚ) ଥିବାବେଳେ ତାଙ୍କ ବାମ ପାଦ ୩୨.୫ ସେମି…

ସରୁନି କୁଆଁସ ସେତୁ ନିର୍ମାଣ

ଭଦ୍ରକ ଅଫିସ,୧୬ା୧୧: ସେତୁ ପ୍ରଶସ୍ତୀକରଣ ପାଇଁ ଭଦ୍ରକ ସହରକୁ ସଂଯୋଗ କରୁଥିବା କୁଆଁସ ସ୍ଥିତ ଅର୍ଜୁନ ସେତୁକୁ ଭାଙ୍ଗି ଦିଆଗଲା। ନୂତନ ସେତୁ ନିର୍ମାଣ ପାଇଁ ଶିଳାନ୍ୟାସକୁ ପ୍ରାୟ ୧ ବର୍ଷ ବିତିଯାଇଥିଲେ ମଧ୍ୟ କାର୍ଯ୍ୟ ଅଧା ହୋଇନାହିଁ। ଏହାକୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri