Home

୧୦୯ ରନ୍‌ରେ ଭାରତୀୟ ଇନିଂସ ଶେଷ…

ଇନ୍ଦୋର,୧।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚରେ ସମସ୍ତ ଓ୍ବିକେଟ ହରାଇ ଭାରତୀୟ ଇନିଂସ ୧୦୯ରେ ଶେଷ ହୋଇଛି। ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉ ଥିବା ଏହି ମ୍ୟାଚରେ ଆରମ୍ଭରୁ ଟିମ୍‌ ଇଣ୍ଡିଆ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଆଗାମୀ ୧୦ମିନିଟ୍‌ ଭିତରେ ଓ୍ବେଷ୍ଟ କୁର୍ଲାରେ ହେବ ବ୍ଲାଷ୍ଟ

ମୁମ୍ବାଇ,୧।୩: ଗତ କିଛି ଦିନରୁ ଆସୁଥିବା ଅଜ୍ଞାତ ଫୋନ୍‌ କଲ୍‌ ମୁମ୍ବାଇ ପୋଲିସର ନିଦ ହଜାଇ ଦେଇଛି। କିଛି ଏଭଳି ଘଟଣା ଘଟିଛି ମଙ୍ଗଳବାର ରାତିରେ। ପ୍ରାୟ ରାତି୧୧ଟାରେ ଜଣେ ଅଜ୍ଞାତ ବ୍ୟକ୍ତି ମୁମ୍ବାଇ ପୋଲିସ କଣ୍ଟ୍ରୋଲ ରୁମ୍‌କୁ ଫୋନ୍‌ କରି…

ଆମେରିକା ଅସ୍ତିତ୍ୱ ପ୍ରତି ବିପଦପୂର୍ଣ୍ଣ ଚାଇନା: ଆମେରିକା ସଂସଦର ନିଷ୍ପତ୍ତି…

ଓ୍ବାଶିଂଟନ,୧।୩ : ଆମେରିକାର ବରିଷ୍ଠ ସାଂସଦମାନେ ରିପବ୍ଲିକାନ ସଂଖ୍ୟାଗରିଷ୍ଠ ପ୍ରତିନିଧି ସଭାରେ ଆମେରିକାର ଅସ୍ତିତ୍ୱ ପ୍ରତି ଚାଇନାକୁ ବିପଦ ବୋଲି କହିଛନ୍ତି। କମ୍ୟୁନିଷ୍ଟ ପାର୍ଟି ନେତୃତ୍ୱାଧୀନ ଚାଇନା ଯୋଗୁ ସମ୍ମୁଖୀନ ହେଉଥିବା ଆହ୍ବାନର ସଫଳ ମୁକାବିଲା ପାଇଁ ଆମର ସହଯୋଗୀମାନଙ୍କ ସହ…

ପୁଟିନଙ୍କୁ ଲାଗୁଛି ଭୟ, ମିଷ୍ଟ୍ରି ଗର୍ଲଙ୍କ ସହିତ ଗୁପ୍ତସ୍ଥାନରେ ବିତାଉଛନ୍ତି ସମୟ…

ମସ୍କୋ,୧।୩ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏବେ ଭୟ ଲାଗୁଛି। ସେ ତାଙ୍କ ଜିମ୍ନାଷ୍ଟ ମିଷ୍ଟ୍ରି ଗର୍ଲଫ୍ରେଣ୍ଡଙ୍କ ସହ ଏକ ବଡ଼ ବହୁ ସୁରକ୍ଷାକର୍ମୀ ମୁତୟନ ଥିବା ଇଷ୍ଟେଟରେ ରହୁଛନ୍ତି ଯେଉଁଥିରେ ଅନେକ ବିଳାସପୂର୍ଣ୍ଣ ମହଲ ଏବଂ ଛୋଟ ପିଲାମାନଙ୍କ…

ନୀତୀଶଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପାଟନା,୧।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବୁଧବାର ୭୨ବର୍ଷ ବୟସରେ ପ୍ରଦାର୍ପଣ କରିଛନ୍ତି। ଏହି ଅବସରରେ ସାରା ଦେଶରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ତାଙ୍କର ଦୀର୍ଘାୟୁ…

ମୁକେଶ ଅମ୍ବାନୀ-ଅମିତାଭ-ଧର୍ମେନ୍ଦ୍ରଙ୍କ ଘର ଉଡ଼ାଇ ଦେବାକୁ ମିଳିଲା ଧମକ: ପୋଲିସ ନେଲା କାର୍ଯ୍ୟାନୁଷ୍ଠାନ

ମୁମ୍ବାଇ,୧।୩: ରିଲାଏନ୍ସ ଗ୍ରୁପ୍‌ ଅଧ୍ୟକ୍ଷ ମୁକେଶ ଅମ୍ବାନୀ, ବଲିଉଡ୍‌ର ଲୋକପ୍ରିୟ ଅଭିନେତା ଅମିତାଭ ବଚ୍ଚନ ଏବଂ ଧର୍ମେନ୍ଦ୍ରଙ୍କ ଘର ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ମଙ୍ଗଳବାର କେହି ଜଣେ ମହାରାଷ୍ଟ୍ରର ନାଗପୁର ପୋଲିସକୁ ଫୋନ୍‌ କରି ଏହି ଧମକ ଦେଇଥିବା…

କୈଳାଶ ଏଏପିର ନୂଆ କ୍ଷମତା କେନ୍ଦ୍ର…

ନୂଆଦିଲ୍ଲୀ,୧।୩ : ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନେତୃତ୍ୱାଧୀନ ଦିଲ୍ଲୀ ସରକାରରେ ବର୍ତ୍ତମାନ ପର୍ଯ୍ୟନ୍ତ ତୃତୀୟ ବଡ଼ ମନ୍ତ୍ରୀ ଥିବା କୈଳାଶ ଗେହଲୋଟ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ମନ୍ତ୍ରୀ ହୋଇଛନ୍ତି। ସେ କ୍ୟାବିନେଟ ପଦରୁ ଇସ୍ତଫା ଦେଇଥିବା ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ କାର୍ଯ୍ୟ…

କେଜରିଓ୍ବାଲଙ୍କ କ୍ୟାବିନେଟରେ ସାମିଲ ହେବେ ସୌରଭ-ଆତିଶି: ଉପରାଜ୍ୟପାଳଙ୍କ ପାଖକୁ ପଠାଗଲା ନାମ…

ନୂଆଦିଲ୍ଲୀ,୧।୩ : ମନୀଷ ସିସୋଡିଆ ଏବଂ ସତ୍ୟେନ୍ଦ୍ର ଜୈନଙ୍କ ଇସ୍ତଫା ପରେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କ୍ୟାବିନେଟକୁ ପୁଣି ସମ୍ପ୍ରସାରଣ କରିବାକୁ ଯାଉଛନ୍ତି। କ୍ୟାବିନେଟରେ ମନ୍ତ୍ରୀ କରିବା ପାଇଁ ଉପରାଜ୍ୟପାଳ ଭି.କେ ସାକ୍ସେନାଙ୍କ ନିକଟକୁ ଏଏପି ବିଧାୟକ ସୌରଭ ଭରଦ୍ୱାଜ…

ଅଷ୍ଟ୍ରେଲୀୟ ସ୍ପିନରଙ୍କ ଦ୍ୱାରା ଟିମ ଇଣ୍ଡିଆ ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ: ଲଞ୍ଚ୍‌ ସୁଦ୍ଧା ସ୍କୋର ୭ ଓ୍ବିକେଟରେ ୮୪…

ଇନ୍ଦୋର,୧।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଆରମ୍ଭ ହୋଇଛି। ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉ ଥିବା ଏହି ମ୍ୟାଚରେ ଆରମ୍ଭରୁ ଟିମ୍‌ ଇଣ୍ଡିଆ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଅଷ୍ଟ୍ରେଲୀୟ ସ୍ପିନରମାନେ ଆରମ୍ଭରୁ ମ୍ୟାଚ ଉପରେ ପ୍ରାଧାନ୍ୟ…

୨୭ ବର୍ଷ ଧରି ଧାରଣାରେ ଶିକ୍ଷକ

ଲକ୍ଷ୍ନୌ: ବର୍ତ୍ତମାନ ସମୟରେ ଲୋକେ ସରକାରଙ୍କ ନିକଟରେ ତାଙ୍କର ଅନେକ ଦାବି ରଖି ଧାରଣାରେ ବସୁଥିବା ଦେଖିବାକୁ ମିଳୁଛି। ହେଲେ ଉତ୍ତର ପ୍ରଦେଶରେ ଜଣେ ଶିକ୍ଷକ ଜମି ମାଫିଆଙ୍କୁ ବିରୋଧ କରି ୧୯୯୬ ମସିହାରୁ ୨୭ ବର୍ଷ ହେବ ଧାରଣାରେ ବସିଥିବା…

କର୍ମକ୍ଷେତ୍ରକୁ ଫେରିଲେ କାଜଲ

ମୁମ୍ବାଇ: ସାଉଥ୍‌ ଅଭିନେତ୍ରୀ କାଜଲ ଅଗ୍ରୱାଲ ତାଙ୍କ ମ୍ୟାଟରନିଟି ବ୍ରେକ୍‌ ପରେ ଏବେ ପୁଣିଥରେ କର୍ମକ୍ଷେତ୍ରକୁ ଫେରିଛନ୍ତି। କାଜଲ ୨୦୨୦ ଅକ୍ଟୋବର ୩୦ରେ ଗୌତମ କିଟ୍‌ଚୁଙ୍କୁ ବିବାହ କରିଥିଲେ। ତେବେ ଗତ ବର୍ଷ ଦୁହିଁଙ୍କର ଏକ ପୁତ୍ରସନ୍ତାନ ଜନ୍ମ ହୋଇଛି। ସେଥିପାଇଁ…

ବିକଶିତ ସହର ଏକବିଂଶ ଶତାବ୍ଦୀରେ ଭାରତର ଏକ ନୂତନ ପରିଚୟ ସୃଷ୍ଟି କରିବ: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧।୩ : ସହରୀ ଯୋଜନା, ବିକାଶ ଏବଂ ପରିଷ୍କାର ପରିଚ୍ଛନ୍ନତା ଉପରେ ବଜେଟ ପରବର୍ତ୍ତୀ ୱେବନାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କହିଛନ୍ତି ଯେ ନୂତନ ସହରଗୁଡିକ ବିକାଶ ହେଉଛି, ଯାହା ଏକବିଂଶ ଶତାବ୍ଦୀରେ ଭାରତର ଏକ ନୂତନ ପରିଚୟ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?