ୟୁକ୍ରେନ୍ ଉପରେ ଆଲୋଚନା ପାଇଁ ପ୍ରସ୍ତୁତ: ପୁଟିନ୍
ମସ୍କୋ,୨୬ା୧୨: ୟୁକ୍ରେନ୍ ଯୁଦ୍ଧର ସମସ୍ତ ପକ୍ଷଙ୍କ ସହ ଆଲୋଚନା ପାଇଁ ରୁଷିଆ ପ୍ରସ୍ତୁତ। କିତୁ କିଭ୍ ଓ ଏହାର ପାଶ୍ଚାତ୍ୟ ସମର୍ଥନକାରୀମାନେ ଆଲୋଚନା ପ୍ରସ୍ତାବକୁ ଅଗ୍ରାହ୍ୟ କରିଦେଇଛନ୍ତି ବୋଲି ରବିବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ପ୍ରକାଶ କରିଛନ୍ତି। ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ…
ବିମାନବନ୍ଦର ନିକଟରେ ରହୁଥିଲେ ମିଳିବନି ୫ଜି ସେବା
ନୂଆଦିଲ୍ଲୀ,୨୬ା୧୨ : ଭାରତରେ ୫ଜି ଟେଲିକମ୍ ସେବା ଗତ ଅକ୍ଟୋବର ମାସରୁ ଆରମ୍ଭ ହୋଇଛି। ୩ଜି ଏବଂ ୪ଜି ତୁଳନାରେ ଏହା ଅଧିକ ଉନ୍ନତ ଓ ଦ୍ରୁତ ସେବା ଯୋଗାଇଦେବ। ଖୁବ୍ଶୀଘ୍ର ଦେଶର କୋଟି କୋଟି ଲୋକ ସେମାନଙ୍କ ମୋବାଇଲ ଫୋନ୍…
ଚାଇନା ଫେରନ୍ତା କୋଭିଡ୍ ପଜିଟିଭ୍
ଆଗ୍ରା, ୨୬।୧୨: ଚାଇନାରୁ ଉତ୍ତର ପ୍ରଦେଶ ଫେରିଥିବା ଯୁବକ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। କୋଭିଡ୍-୧୯ ଆକ୍ରାନ୍ତ ଜଣାପଡ଼ିବା ପରେ ସମ୍ପୃକ୍ତ ଯୁବକଙ୍କୁ ସଙ୍ଗରୋଧରେ ରଖାଯାଇଥିବା ମୁଖ୍ୟ ମେଡିକାଲ ଅଫିସର ଅରୁଣ ଶ୍ରୀବାସ୍ତବ କହିଛନ୍ତି। ଜିନୋମ ସିକ୍ୱେନ୍ସିଙ୍ଗ୍ ପାଇଁ ତାଙ୍କ ନମୁନା…
ପୂର୍ବତନ ରାଷ୍ଟ୍ରପତିଙ୍କୁ ୧୧ ବର୍ଷ ଜେଲ୍
ମାଲେ,୨୬।୧୨: ମାଲଦ୍ୱୀପ କୋର୍ଟ ପୂର୍ବତନ ରାଷ୍ଟ୍ରପତି ଅବଦୁଲ୍ଲା ୟାମିନଙ୍କୁ ୧୧ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ୟାମିନ ଦୁର୍ନୀତି ଏବଂ ଅର୍ଥ ହେରଫେର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏହି ଅଭିଯୋଗରେ କୋର୍ଟ ୟାମିନଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ତାଙ୍କୁ…
ବମ୍ବ ସାଇକ୍ଲୋନ୍ରେ ୧୮ ମୃତ
ଓ୍ବାଶିଂଟନ,୨୬ା୧୨: ଆମେରିକାରେ ବମ୍ବ ସାଇକ୍ଲୋନ୍ (ଶୀତଦିନିଆ ବାତ୍ୟା)ରେ ୧୮ ଜଣଙ୍କ ଜୀବନ ଗଲାଣି। ବମ୍ବ ସାଇକ୍ଲୋନ୍ ଯୋଗୁ ଦେଶରେ ଶୀତ ସବୁ ରେକର୍ଡ ଭାଙ୍ଗିଛି। ଅନେକ ଅଞ୍ଚଳରେ ତାପମାତ୍ରା ବିଯୁକ୍ତ ୪୫ ଡିଗ୍ରୀକୁ ଖସିବା ଫଳରେ ଲକ୍ଷାଧିକ ଆମେରିକୀୟଙ୍କ ଖ୍ରୀଷ୍ଟମାସ ଛୁଟି…
ହକି ଟ୍ରଫିକୁ ଭବ୍ୟ ସ୍ବାଗତ
ଭୁବନେଶ୍ୱର, ୨୬।୧୨(ବ୍ୟୁରୋ): ଭୁବନେଶ୍ୱର ଓ ରାଉରକେଲାରେ ହେବାକୁଥିବା ହକି ବିଶ୍ୱକପ୍ ପାଇଁ ଉତ୍କଣ୍ଠା ବଢ଼ିଛି। ନୂଆ ରୂପରେ ସଜେଇ ହେଉଛି ଉଭୟ ସହର। ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଭ୍ରମଣ କରିବା ପରେ ବିଶ୍ୱକପ୍ ଟ୍ରଫି ରବିବାର ଭୁବନେଶ୍ୱରରେ ପହଞ୍ଚତ୍ଛି।…
୬୬ ଦିନ ପରେ ଚପଲ ପିନ୍ଧିଲେ ଶକ୍ତି ମନ୍ତ୍ରୀ
ଗ୍ବାଲିଅର,୨୬।୧୨: ଗ୍ବାଲିଅରରେ ରାସ୍ତା ମରାମତି ନ ହେବାକୁ ନେଇ ଅସନ୍ତୋଷ ପ୍ରକାଶ କରି ମଧ୍ୟପ୍ରଦେଶର ଶକ୍ତି ମନ୍ତ୍ରୀ ପ୍ରଦ୍ୟୁମ୍ନ ସିଂ ତୋମର ଚପଲ ଏବଂ ଜୋତା ପିନ୍ଧିବେ ନାହିଁ ବୋଲି ଘୋଷଣା କରିଥିଲେ । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ…
ଇସଲାମାବାଦ୍ରେ ହୋଇପାରେ ଆତ୍ମଘାତୀ ଆକ୍ରମଣ: ସତର୍କ କରାଇଲା ଆମେରିକା
ଓ୍ବାଶିଂଟନ୍,୨୬।୧୨: ଇସଲାମାବାଦରେ ଥିବା ଆମେରିକୀୟ ଦୂତାବାସ ନିଜ କର୍ମଚାରୀଙ୍କୁ ସହରର ମ୍ୟାରିଅଟ ହୋଟେଲ ପରିଦର୍ଶନ ଉପରେ ପ୍ରତିବନ୍ଧକ ଲଗାଇଛି। ଦୂତାବାସ ଏକ ସୁରକ୍ଷା ଆଲର୍ଟରେ କହିଛି ଯେ, ଛୁଟିଦିନରେ ଇସଲାମାବାଦର ମ୍ୟାରିଅଟ ହୋଟେଲରେ ଅଜ୍ଞାତ ବ୍ୟକ୍ତି ଆମେରିକୀୟଙ୍କ ଉପରେ ଆକ୍ରମଣ କରିବାକୁ…
ଆମେରିକା ବମ୍ବ ସାଇକ୍ଲୋନ୍ରେ ୧୮ ମୃତ
ଓ୍ବାଶିଂଟନ,୨୫ା୧୨:ଆମେରିକାରେ ବମ୍ବ ସାଇକ୍ଲୋନ୍ (ଶୀତଦିନିଆ ବାତ୍ୟା)ରେ ୧୮ ଜଣଙ୍କ ଜୀବନ ଗଲାଣି। ବମ୍ବ ସାଇକ୍ଲୋନ୍ ଯୋଗୁ ଦେଶରେ ଶୀତ ସବୁ ରେକର୍ଡ ଭାଙ୍ଗିଛି। ଅନେକ ଅଞ୍ଚଳରେ ତାପମାତ୍ରା ବିଯୁକ୍ତ ୪୫ ଡିଗ୍ରୀକୁ ଖସିବା ଫଳରେ ଲକ୍ଷାଧିକ ଆମେରିକୀୟଙ୍କ ଖ୍ରୀଷ୍ଟମାସ ଛୁଟି ଯୋଜନାକୁ…
ଆସିଲା ଅଭିନେତ୍ରୀ ତୁନିଶାଙ୍କ ପୋଷ୍ଟମର୍ଟମ ରିପୋର୍ଟ
ଅଭିନେତ୍ରୀ ତୁନିଶା ଶର୍ମାଙ୍କ ହଠାତ୍ ଆତ୍ମହତ୍ୟାକୁ ନେଇ ଟିଭି ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ରବିବାର ତୁନିଶାଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିଛି। ଏହି ରିପୋର୍ଟରେ ଅନେକ ଖୁଲାସା ହୋଇଛି। ଅଭିନେତ୍ରୀଙ୍କ ମୃତ୍ୟୁ ପରଠାରୁ ସେ ଗର୍ଭବତୀ ଥିବା କଥା ଶୁଣିବାକୁ ମିଳିଥିଲା।…
ପ୍ରେମିକାଙ୍କୁ ପିଟିଥିବା ପ୍ରେମିକଙ୍କ ଘର ଉପରେ ଚଢିଲା ବୁଲଡୋଜର
ଭୋପାଳ,୨୫।୧୨: ମଧ୍ୟପ୍ରଦେଶର ରେୱା ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ଯୁବକ ତାଙ୍କ ଗର୍ଲଫ୍ରେଣ୍ଡକୁ ଅତି ନିର୍ମମ ଭାବେ ପିଟୁଥିବାର ଭିଡିଓ ଭାଇରାଲ ହେବା ପରେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାରେ ପୋଲିସ…
କଶ୍ମୀର ପଣ୍ଡିତଙ୍କ ସୁରକ୍ଷା ପାଇଁ ସମାଧାନ ସୁତ୍ର ଶେୟାର କଲେ ଗୁଲାମ ନବୀ ଆଜାଦ
ଶ୍ରୀନଗର,୨୫।୧୨: ଡେମୋକ୍ରାଟିକ ଆଜାଦ ପାର୍ଟି (ଡିଏପି)ର ସଭାପତି ଗୁଲାମ ନବୀ ଆଜାଦ କଶ୍ମୀରୀ ପଣ୍ଡିତଙ୍କ ସୁରକ୍ଷାକୁ ନେଇ ଚିନ୍ତିତ ଅଛନ୍ତି। ରବିବାର ସେ କହିଛନ୍ତି, ଯେପର୍ଯ୍ୟନ୍ତ କଶ୍ମୀରରେ ସ୍ଥିତି ସୁଧାର ନ ହୁଏ ସେ ପର୍ଯ୍ୟନ୍ତ କଶ୍ମୀର ପଣ୍ଡିତ କର୍ମଚାରୀଙ୍କୁ ଜମ୍ମୁକୁ…
Archives


