Home

ଚାଇନାରେ ପୁଣି କରୋନା କଟକଣା: ଦକ୍ଷିଣ କୋରିଆ ନାଗରିକଙ୍କ ପାଇଁ ପିସିଆର ଟେଷ୍ଟ ବାଧ୍ୟତାମୂଳକ…

ବେଜିଂ,୧।୨ : ଚାଇନାରେ କରୋନା ମହାମାରୀର ତାଣ୍ଡବ ଜାରି ରହିଛି। ଦେଶରୁ କିଛି ଦିନ ତଳେ ଶୂନ କୋଭିଡ଼ ନୀତି ହଟାଇଥିବା ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କ ସରକାର ଏବେ ବିଦେଶର ନାଗରିକଙ୍କ ଉପରେ ପୁଣି କଟକଣା ଜାରି କରିଛନ୍ତି। ଏହି ମର୍ମରେ…

ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ ଅସୁସ୍ଥ

ଭୁବନେଶ୍ୱର,୧।୨(ବ୍ୟୁରୋ): ଅଭିନେତା ପିଣ୍ଟୁ ନନ୍ଦ ଅସୁସ୍ଥ। ଓଡ଼ିଆ ଚଳଚ୍ଚିତ୍ରରେ କମେଡି ଏବଂ ଖଳନାୟକ ଭୂମିକାରେ ଅଭିନୟ କରୁଥିବା ପିଣ୍ଟୁ ଲିଭର ସିରୋସିସ ରୋଗରେ ପୀଡ଼ିତ ହୋଇ ଗୁରୁତର ଅଛନ୍ତି। ତେବେ ଉଚ୍ଚମାନର ଚିକିତ୍ସା ଲାଗି ତାଙ୍କୁ ଦିଲ୍ଲୀ ନେବାକୁ ଡାକ୍ତରମାନେ ପରାମର୍ଶ…

ଛକା ବର୍ଷା କଲେ ଧୋନୀ

ଚେନ୍ନାଇ,୧।୨: ଆଇପିଏଲ୍‌ ୨୦୨୩ ଚଳିତ ବର୍ଷ ମାର୍ଚ୍ଚ ଶେଷରେ କିମ୍ବା ଏପ୍ରିଲ ଆରମ୍ଭରେ ଆରମ୍ଭ ହୋଇପାରେ। ଦୁନିଆର ସବୁଠୁ ବଡ କ୍ରିକେଟ ଲିଗ ଆରମ୍ଭ ପାଇଁ ଅତିକମରେ ଦୁଇ ମାସ ବାକି ଅଛି, କିନ୍ତୁ ମହେନ୍ଦ୍ର ସିଂ ଧୋନୀ ଏହା ପାଇଁ…

ଆଜି ଖେଳାଯିବ ନିର୍ଣ୍ଣାୟକ ଟି୨୦: ଜାଣନ୍ତୁ କେବେ, କେଉଁଠି ଆଉ କେତେବେଳେ ଦେଖିବେ ମ୍ୟାଚ୍‌…

ଅହମ୍ମଦାବାଦ,୧।୨: ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ସିରିଜକୁ କ୍ଲିନ୍‌ ସୁଇପ୍‌ କରିବା ପରେ ଏବେ ଟିମ୍‌ ଇଣ୍ଡିଆ ପାଖରେ ଟି୨୦ ସିରିଜକୁ ଜିତିବାର ଭଲ ସୁଯୋଗ ରହିଛି। ଦଳ ଏବେ ସିରିଜରେ ୧-୧ ବରାବର ସ୍ଥିତିରେ ରହିଛି। ତେବେ ବୁଧବାର ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ…

ଭାରତ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧।୨: ଭାରତ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆ ଦଳକୁ ବଡ ଝଟ୍‌କା ଲାଗିଛି। ଆହତ ହୋଇଥିବା ଯୋଗୁ ଦଳର ମୁଖ୍ୟ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ପ୍ରଥମ ଟେଷ୍ଟରେ ଖେଳିବେ ନାହିଁ। ସେ ନିଜେ ଏହା ନିଶ୍ଚିତ କରିଛନ୍ତି। ମିଚେଲ…

ପୁଣି ଗୌତମ ଆଦାନୀଙ୍କୁ ପଛରେ ପକାଇଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ,୧।୨: ରିଲାଏନ୍ସ କମ୍ପାନୀର ମାଲିକ ମୁକେଶ ଅମ୍ବାନୀ ପୁଣି ଥରେ ଦେଶର ସବୁଠାରୁ ଧନୀ ବ୍ୟକ୍ତି ହୋଇଛନ୍ତି। ସର୍ବାଧିକ ନେଟଓ୍ବର୍ଥ ମୂଲ୍ୟ ଦୃଷ୍ଟିରୁ ମୁକେଶ ଅମ୍ବାନୀ ଆଦାନୀ ଗ୍ରୁପର ମାଲିକ ଗୌତମ ଆଦାନୀଙ୍କୁ ପଛରେ ପକାଇଦେଇଛନ୍ତି। ଏନେଇ ବୁଧବାର ଫୋର୍ବସ୍‌ ପକ୍ଷରୁ…

ପେଶାଓ୍ବର ପରେ ପାକିସ୍ତାନରେ ପୁଣି ଥରେ ଆତଙ୍କବାଦୀ ଆକ୍ରମଣ

ଇସ୍‌ଲାମାବାଦ୍‌,୧।୨: ପାକିସ୍ତାନର ସମସ୍ୟା ଥମିବାର ନାମ ନେଉନି। ଗୋଟିଏ ପଟେ ଅର୍ଥନୈତିକ ସଙ୍କଟ ଏବଂ ଅନ୍ୟ ପଟେ ଆତଙ୍କବାଦ ଦେଶର ମେରୁ ହାଡ଼ ଭାଙ୍ଗିଦେଇଛି। ବର୍ତ୍ତମାନ ଦେଶ ପେଶାଓ୍ବର ଆକ୍ରମଣକୁ ଭୁଲି ନ ଥିବା ବେଳେ ପୁଣି ଆଉ ଏକ ଆତଙ୍କବାଦୀ…

ସଂସଦରେ ରାହୁଲ ପହଞ୍ଚିବା ପରେ ଶୁଭିଲା ଭାରତ ଯୋଡୋର ସ୍ଲୋଗାନ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ ଚଳିତ ବର୍ଷ ୨୦୨୩-୨୦୨୪ ପାଇଁ ଭାରତର ବଜେଟ ଉପସ୍ଥାପନ କରୁଛନ୍ତି। ଏହି ବଜେଟର ସେଶନ୍‌ରେ ଭାଗ ନେବା ପାଇଁ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରା ଶେଷ କରିବା ପରେ ସଂସଦ…

ଆୟକର ଦାତାଙ୍କୁ ଆଶ୍ୱସ୍ତି: ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟିକସ ନାହିଁ…

ନୂଆଦିଲ୍ଲୀ,୧।୨ : ୨୦୨୩ ବଜେଟରେ ଆୟକର ଦାତାଙ୍କୁ ଆଶ୍ପସ୍ତି ମିଳିଛି। ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ କୌଣସି ଟିକସ ନାହିଁ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି। ନ୍ୟୁ ଟ୍ୟାକ୍ସ ରିଜିମ ଅନ୍ତର୍ଗତ ଏହା ଆୟକର ଦାତାଙ୍କୁ ପ୍ରଦାନ…

୮୭ ମିନିଟରେ ୨୦୨୩ ବଜେଟ ଉପସ୍ଥାପନ: ନୂଆ ଭାରତର ଚିତ୍ର ସ୍ପଷ୍ଟ,ରାଜ୍ୟଙ୍କୁ ୫୦ ବର୍ଷର ସୁଧମୁକ୍ତ ଋଣ,ପ୍ୟାନ କାର୍ଡକୁ ଜାତୀୟ ପରିଚୟ କାର୍ଡ ମାନ୍ୟତା…

ନୂଆଦିଲ୍ଲୀ,୧।୨ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୮୭ ମିନିଟର ବଜେଟ ଉପସ୍ଥାପନ କରି ନୂଆ ଭାରତର ଚିତ୍ର ସ୍ପଷ୍ଟ କରିଛନ୍ତି। କେନ୍ଦ୍ର ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ଦେଶର ସାଧାରଣ ବଜେଟ ଉପସ୍ଥାପନ କରି କହିଛନ୍ତି ଯେ ଭାରତୀୟ ଅର୍ଥନୀତି ଏକ…

କ’ଣ ହେଲା ଶସ୍ତା-ମହଙ୍ଗା…

ନୂଆଦିଲ୍ଲୀ,୧।୨ : ୨୦୨୩ ବଜେଟରେ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବିଭିନ୍ନ କ୍ଷେତ୍ର ସମ୍ବନ୍ଧରେ ବଜେଟରେ ଅନେକ ଘୋଷଣା କରିଛନ୍ତି। କିନ୍ତୁ ସାଧାରଣ ଲୋକ କେଉଁ ଜିନିଷ ଶସ୍ତା ଏବଂ କେଉଁ ଜିନିଷ ମହଙ୍ଗା ହୋଇଛି ତାହା ମନ୍ତ୍ରୀ କହିଛନ୍ତି।…

ବଜେଟ ପରେ ଶେୟାର ବଜାରରେ ଉତ୍ସାହ…

ନୂଆଦିଲ୍ଲୀ,୧।୨ : ବଜେଟ ପରେ ଶେୟାର ବଜାରରେ ଉତ୍ସାହ ଦେଖାଦେଇଛି। ସେନ୍ସେକ୍ସ ଏବଂ ନିଫ୍ଟି ଉଭୟ ଲାଭ ସହିତ ଖୋଲିଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବଜେଟ ଭାଷଣ ସମୟରେ ଷ୍ଟକ ମାର୍କେଟରେ ବୃଦ୍ଧି ଦେଖିବାକୁ ମିଳିଥିଲା। ପ୍ରାୟ ୧୧୦୦ ପଏଣ୍ଟ ହାସଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri