Home

‘ଭାଜପା ୫୦୦-୭୦୦ ଭୋଟରେ ଆଗେଇଲେ ପୁଣିଥରେ ହେବ ଗଣତି!’, TMC କର୍ମୀଙ୍କୁ ବଡ଼ ବାର୍ତ୍ତା ଦେଲେ ମମତା

କୋଲକାତା,୩।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ ଶନିବାର ଦଳର କାଉଣ୍ଟିଂ ଏଜେଣ୍ଟମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ ଯେଉଁ ବୁଥ୍ରେ ବିଜେପି ୫୦୦ ରୁ ୭୦୦ ଭୋଟ ବ୍ୟବଧାନରେ ଆଗୁଆ ଅଛି, ସେଠାରେ ତୁରନ୍ତ ପୁନଃଗଣନା ପାଇଁ…

ଏଇ ଭାରତରେ

ନଡ଼ିଆକତାକୁ ସାମଗ୍ରୀ ତିଆରି କରିବାରେ ଯେତିକି ବ୍ୟବହାର କରାଯାଉଛି ତାହାଠାରୁ ଅଧିକ ବର୍ଜ୍ୟ ଆକାରରେ ପିଙ୍ଗି ଦିଆଯାଉଛି। ତେବେ ଏହି କତା ବର୍ଜ୍ୟକୁ କେରଳର ଅର୍ଦ୍ରା ନାୟର ସଂଗ୍ରହ କରି ସେଥିରୁ ପ୍ୟାକେଜିଂ ଉତ୍ପାଦ ପ୍ରସ୍ତୁତ କରୁଛନ୍ତି। ଅର୍ଦ୍ରାଙ୍କ ବୟସ ୨୯…

ଯୋଗ ଦିବାରାତ୍ରି

ଭାରତ ନେତୃତ୍ୱରେ ସାରା ବିଶ୍ୱରେ ପାଳିତ ଯୋଗଦିବସରେ ଶହଶହ ଯୋଗୀ ଓ ଯୋଗିନୀ ବିଭିନ୍ନ ଆସନ, ପ୍ରାଣାୟାମ ଇତ୍ୟାଦି ପତଞ୍ଜଳିକୃତ ଯୋଗମାର୍ଗ ପ୍ରଦର୍ଶନ କରନ୍ତି । ଯୋଗ କଲେ ବ୍ୟକ୍ତି ସୁସ୍ଥ ରହିବ- ଏଇ ବିଶ୍ୱାସ ସେମାନଙ୍କ ମଧ୍ୟରେ ଚେରମାଡ଼ି ଶକ୍ତ…

ସବୁଜ ଶକ୍ତି ଓ ନିଯୁକ୍ତି ସୁଯୋଗ

ଶ୍ୱତାପନ ଓ ଜଳବାୟୁ ପରିବର୍ତ୍ତନ ପରି ଗମ୍ଭୀର ପରିବେଶ ସମସ୍ୟାର ପ୍ରଚ୍ଛଦରେ ରହିଛି ଶକ୍ତି ଉତ୍ପାଦନର ପ୍ରମୁଖ ଉତ୍ସ କୋଇଲା, ପେଟ୍ରୋଲିୟମ ତୈଳ ଏବଂ ପ୍ରାକୃତିକ ଗ୍ୟାସ ପରି ଜୀବାଶ୍ମ ଇନ୍ଧନର ଅତ୍ୟଧିକ ବ୍ୟବହାର। ଏହି ପ୍ରକ୍ରିୟାରେ ଅଙ୍ଗାରକାମ୍ଳ ପରି ସବୁଜଗୃହ…

ପକ୍ଷପାତ ବିଚାର

ଆପଣ ଯଦି ଜଣେ ସାଧାରଣ ବ୍ୟକ୍ତି, ତେବେ ଯେକୌଣସି ଦଳକୁ ସମର୍ଥନ କରିପାରିବେ ଏବଂ ଭୋଟ ଦେଇପାରିବେ। ଡିଏମ୍‌କେ, ଏଡିଏମ୍‌କେ, ଟିଡିପି, ଏନ୍‌ସିପି, ପିଡିପି, ଟିଏମ୍‌ସି, ଆଇଏନ୍‌ସି, ଜେଡି (ଏସ୍‌) ଏବଂ ଜେଡି (ୟୁ), ଏନ୍‌ସିପି, ଟିଆର୍‌ଏସ୍‌, ନୂଆ ଦଳ ଟିଭିକେ…

ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣା: ବ୍ୟବଚ୍ଛେଦ ରିପୋର୍ଟକୁ ବିରୋଧ କରି ଧାରଣା ଦେବା ପରେ…

ଦାରିଙ୍ଗବାଡ଼ି,୩ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦନେକବାଡ଼ି ପଞ୍ଚାୟତ ମାଣ୍ଡୁବାଡ଼ି ଗ୍ରାମ ବଲାମାହା ଜଙ୍ଗଲ ଡବାଡ଼ଙ୍ଗା ଗଛରେ ଗତ ସୋମବାର ଉଜ୍ଜ୍ବଳ ସିଂ ଦିଗାଲଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଥିବା ଘଟଣାରେ ହତ୍ୟା ଅଭିଯୋଗ ଜୋର ଧରିଛି। ଶନିବାର…

ଯୁଦ୍ଧ ବନ୍ଦ କର…ଇରାନ ଆମେରିକାକୁ ଦେଲା ୧୪ ସୂତ୍ରୀ ପ୍ରସ୍ତାବ, ହେଲେ ପ୍ରତ୍ୟାଖ୍ୟାନ କରୁଛନ୍ତି ଟ୍ରମ୍ପ

ତେହରାନ,୩।୫: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ଇରାନର ନୂତନ ପ୍ରସ୍ତାବର ସମୀକ୍ଷା କରିବେ, ଯଦିଓ ସେ ବିଶ୍ୱାସ କରନ୍ତି ନାହିଁ ଯେ ଏହା ଗ୍ରହଣ କରାଯିବ। ଶନିବାର (ମେ ୨) ଏୟାର…

ହର୍ମୁଜରେ ଇରାନକୁ ଶୁଳ୍କ ଦେଲେ କଟକଣା ଲାଗିବ

ଦୁବାଇ,୩ା୫: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ସୁରକ୍ଷିତ ଭାବେ ଅତିକ୍ରମ କରିବା ପାଇଁ ଇରାନକୁ ଶୁଳ୍କ ଦେଉଥିବା ଜାହାଜ କମ୍ପାନୀଗୁଡ଼ିକ ଉପରେ କଟକଣା ଲଗାଇବାକୁ ଆମେରିକା ଚେତାବନୀ ଦେଇଛି। ଆମେରିକା ବିଦେଶ ସମ୍ପତ୍ତି ନିୟନ୍ତ୍ରଣ କାର୍ଯ୍ୟାଳୟ (ଓଏଫ୍‌ଏସି) ପକ୍ଷରୁ ଏହି ଚେତାବନୀ ପୋଷ୍ଟ…

ରାଜସ୍ଥାନ ବିଶ୍ୱବିଦ୍ୟାଳୟରେ ଗୁଣ୍ଡୁଚିମୂଷା ଆତଙ୍କ

ଜୟପୁର,୩ା୫: ରାଜସ୍ଥାନର ଏକ ବିଶ୍ୱବିଦ୍ୟାଳୟକୁ ଗୋଟିଏ ଗୁଣ୍ଡୁଚିମୂଷା ଆତଙ୍କିତ କରି ରଖିଛି। ଉକ୍ତ ଗୁଣ୍ଡୁଚିମୂଷା ଇତିମଧ୍ୟରେ ୨୦ ଜଣଙ୍କୁ କାମୁଡ଼ିଲାଣି। ଏହାକୁ ଧରିବା ପାଇଁ ପ୍ରାଣୀ ସହାୟତା ଉଦ୍ଧାରକାରୀ ଟିମ୍‌କୁ ୨ ଥର ଡକାଗଲାଣି। ରାଜସ୍ଥାନ ଉଦୟପୁର ଡିଭିଜନରେ ସର୍ବବୃହତ୍‌ ଶିକ୍ଷାନୁଷ୍ଠାନ…

ମୁଁ ବହୁତ ଚିନ୍ତାରେ ଅଛି…ଏମିତି କିଛି ଶେଷ ଶବ୍ଦ ସହ ମୃତ୍ୟୁକୁ ବାଛିନେଲେ ବିଚାରପତି ଅମନ…

ନୂଆଦିଲ୍ଲୀ,୨ା୫: ଦକ୍ଷିଣ ଦିଲ୍ଲୀର ସଫଦରଜଙ୍ଗ ଅଞ୍ଚଳରେ ଜଣେ ୩୦ ବର୍ଷୀୟ ବିଚାରପତି ତାଙ୍କ ବାସଭବନରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଅମନ କୁମାର ଶର୍ମା ନାମକ ଉକ୍ତ ବିଚାରପତିଙ୍କ ମୃତଦେହ ସିଲିଂ ଫ୍ୟାନ୍‌ରୁ ଝୁଲୁଥିବା ଦେଖି ତାଙ୍କ ଭିଣୋଇ ପୋଲିସକୁ ଜଣାଇଥିଲେ।…

ଇଣ୍ଟରନାସନାଲ ବୁକ୍ସ ଅଫ ରେକର୍ଡସରେ ସ୍ଥାନ ପାଇଲେ ଅଢ଼େଇ ବର୍ଷର କନ୍ୟା ‘ଶ୍ରେୟାଶିଂ’: ୨୫ ସେକେଣ୍ଡରେ….

ସାକ୍ଷୀଗୋପାଳ,୨।୫(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାଳ ସଠିକ ଉତ୍ତର ଦେଇଥିବା ଯୋଗୁ ଅଢ଼େଇ ବର୍ଷର ଶିଶୁକନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଟରନାସନାଲ ବୁକ୍ସ ଅଫ୍‌ ରେକର୍ଡସରେ ସ୍ଥାନ ପାଇବାକୁ ସକ୍ଷମ ହୋଇଛନ୍ତି। ପୁର୍ବରୁ ୨୦ ମାସର ହୋଇଥିବା…

ବାଇକ୍‌ରେ ଯାଉଥିବା ବେଳେ ଉପରେ ପଡ଼ିଲା ତାଳ ଗଛ: ଚାଲିଗଲା ଯୁବକଙ୍କ ଜୀବନ,ଖବର ପାଇ ବିଷ ପିଇଦେଲେ ସ୍ତ୍ରୀ

ଯାଜପୁର,୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବଡଚଣା ବଡ଼ବାଲିକିୁଦା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ତାଳଗଛ ପଡ଼ି ଯୁବକଙ୍କ ଜୀବନ ଯାଇଥିବା ବେଳେ ଏ ଖବର ପାଇ ତାଙ୍କ ପତ୍ନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?