Home

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଇ ହସ୍ପିଟାଲରେ ଭର୍ତ୍ତି

ଚେନ୍ନାଇ,୨୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାନଭାଇ ପ୍ରହ୍ଲାଦ ମୋଦିଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରାରମ୍ଭିକ ସୂଚନା ଅନୁଯାୟୀ କିଡନୀ ସମ୍ବନ୍ଧୀୟ ସମସ୍ୟା ହେତୁ ପ୍ରହ୍ଲାଦଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କର ୫ ଭଉଣୀଭାଇ ଅଛନ୍ତି। ପ୍ରହ୍ଲାଦ ଚତୁର୍ଥ…

ଟିଏମ୍‌ସି ଟୁଇଟର୍‌ ହ୍ୟାଣ୍ଡେଲ୍‌ ହ୍ୟାକ୍‌

କୋଲକାତା,୨୮।୨: ତୃଣମୂଳ କଂଗ୍ରେସର ଅଫିସିଆଲ ଟୁଇଟର୍‌ ଆକାଉଣ୍ଟ ମଙ୍ଗଳବାର ହ୍ୟାକ ହୋଇଛି। ହ୍ୟାକର୍‌ଙ୍କ ଦ୍ୱାରା ଟିଏମସିର ଟୁଇଟର୍‌ ଆକାଉଣ୍ଟର ପ୍ରୋଫାଇଲ ଫଟୋ ଏବଂ ନାମ ବଦଳାଇ ଦିଆଯାଇଛି। ଟୁଇଟର୍‌ ହ୍ୟାଣ୍ଡେଲର ନାମ ‘ୟୁଗ ଲ୍ୟାବ’ ରଖାଯାଇଛି। ୟୁଗ ଲ୍ୟାବ ହେଉଛି ଏକ…

ଆମେରିକା ସାଂସଦଙ୍କ ବଡ ବୟାନ: ଚାଇନା ବିରୋଧରେ ଆମେରିକାକୁ ଯେଉଁ ସହଯୋଗ ଦରକାର, ସେଥିପାଇଁ ଭାରତ ଏକଦମ ଠିକ୍‌

ୱାଶିଂଟନ,୨୮ ।୨: ଆମେରିକାର ବରିଷ୍ଠ ସିନେଟର ଚକ ଶୁମର କହିଛନ୍ତି, ଚାଇନା ବିରୋଧରେ ଆମେରିକାକୁ ଯେଉଁଭଳି ସହଯୋଗର ଆବଶ୍ୟକତା ରହିଛି ଭାରତ ସେହି ଭୂମିକା ପାଇଁ ଏକଦମ ଠିକ୍ । ଶୁମର ଦାବି କରିଛନ୍ତି କି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନାର…

ପୁଣି ବିଶ୍ୱର ୧ ନମ୍ବର ଧନୀ ହେଲେ ମସ୍କ

ଓ୍ବାଶିଂଟନ୍‌,୨୮।୨: ଟେସଲା ସିଇଓ ଏଲନ ମସ୍କ ପୁଣି ବିଶ୍ୱର ଏକ ନମ୍ବର ଧନୀ ବ୍ୟକ୍ତି ହୋଇଛନ୍ତି। ଗତ ବର୍ଷ ଅଧିକ କ୍ଷତି ହେତୁ ବିଶ୍ୱର କୋଟିପତି ତାଲିକାରେ ଦୁଇ ନମ୍ବରକୁ ଖସି ଆସିଥିଲେ, କିନ୍ତୁ ଚଳିତ ବର୍ଷ ସମ୍ପତ୍ତି ବୃଦ୍ଧି ହେତୁ…

ଭାରତୀୟ ଦଳରୁ ମାତ୍ର ଜଣେ

ଦୁବାଇ,୨୮।୨: ମହିଳା ଟି-୨୦ ବିଶ୍ୱକପ ଶେଷ ହୋଇଛି। କେପଟାଉନରେ ଖେଳାଯାଇଥିବା ଫାଇନାଲରେ ଆୟୋଜକ ଦକ୍ଷିଣ ଆଫ୍ରିକାକୁ ୧୯ ରନରେ ପରାସ୍ତ କରି ଅଷ୍ଟ୍ରେଲିଆ ଟାଇଟଲ ଜିତିଥିଲା। ଅଷ୍ଟ୍ରେଲୀୟ ମହିଳା ଦଳ ଷଷ୍ଠ ଥର ପାଇଁ ଟି-୨୦ ବିଶ୍ୱକପ୍‌ ଟାଇଟଲ ଜିତିଛି। ବର୍ତ୍ତମାନ…

ଆତଙ୍କବାଦ ବିରୋଧରେ ଭାରତ କରିଛି ଭଲକାମ, ଆମେରିକା ସରକାରଙ୍କ ରିପୋର୍ଟରେ ପ୍ରଶଂସା

ୱାଶିଂଟନ,୨୮ ।୨: ଆମେରିକା ସରକାରଙ୍କ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଭାରତ ସରକାର ଆତଙ୍କବାଦ ବିରୋଧରେ ଭଲ କାମ କରିଛନ୍ତି । ରିପୋର୍ଟରେ କୁହାଯାଇଛି, ଭାରତ ଆତଙ୍କବାଦ ସଙ୍ଗଠନକୁ ଚିହ୍ନିବା, ଏହାକୁ ନଷ୍ଟ କରିବା ଓ ଆତଙ୍କବାଦ ଭଳି ବିପଦକୁ…

ମେଘାଳୟରେ ଭୂକମ୍ପ ଝଟ୍‌କା

ଶିଲଂ,୨୮।୨: ମେଘାଳୟରେ ମଙ୍ଗଳବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୭ ରହିଛି। ଏହାପୂର୍ବରୁ ଆଜି ସକାଳୁ ମଣିପୁରରେ ମଧ୍ୟ ୩.୨ ତୀବ୍ରତାର ଭୂକମ୍ପ ଝଟ୍‌କା ଲାଗିଥିଲା।

ଇତିହାସ ରଚିଲେ କେନ ୱିଲିୟମସନ

ଅକଲାଣ୍ଡ,୨୮।୨: ନ୍ୟୁଜିଲାଣ୍ଡର କେନ ୱିଲିୟମସନ ରସ ଟେଲରଙ୍କୁ ପଛରେ ପକାଇ ଦେଇଛନ୍ତି। ସେ ନ୍ୟୁଜିଲାଣ୍ଡ ପାଇଁ ଟେଷ୍ଟରେ ସର୍ବାଧିକ ରନ ସ୍କୋରର ହୋଇଛନ୍ତି। ସୋମବାର ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଇନିଂସରେ ୱିଲିୟମସନ ୧୩୨ ସ୍କୋର କରିଥିଲେ। ୱିଲିୟମ୍ସନ ୨୯…

କାର୍ଯ୍ୟଦିବସରେ ଅଫିସର, କର୍ମଚାରୀ ଅନୁପସ୍ଥିତ

ନୟାଗଡ଼ ଅଫିସ,୨୮।୨:ନୟାଗଡ଼ରେ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟରେ ପ୍ରଭାଗୀୟ ଶ୍ରମ ଆୟୁକ୍ତ, ଜିଲା ଶ୍ରମ ଅଧିକାରୀ, ଅତିରିକ୍ତ ଜିଲା ଶ୍ରମ ଅଧିକାରୀ ଓ କର୍ମଚାରୀ ସୋମବାର କାର୍ଯ୍ୟ ଦିବସରେ ଅନୁପସ୍ଥିତିକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ମାସର ବିଭିନ୍ନ କାର୍ଯ୍ୟଦିବସରେ ଅଧିକାରୀ…

ମେଗା ପ୍ରକଳ୍ପ ଜଳରେ ପରିବା ଚାଷ

କାଳିଆପାଣି,୨୮ା୨(ଡି.ଏନ୍‌.ଏ.):ଗ୍ରୀଷ୍ମ ପ୍ରବାହ ପ୍ରାରମ୍ଭରୁ ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି । ଧିରେ ଧିରେ ଭୂତଳ ଜଳସ୍ତର କମିବାରେ ଲାଗିଛି। ଏଥିପାଇଁ ନଦୀ,ପୋଖରୀ,କୂଅ ଓ ନଳକୂପରୁ ଜଳ ଶୁଖିବା ଆରମ୍ଭ ହୋଇଛି। ଏଣେ ସ୍ଥାନୀୟ…

୫୦ ଆଦିବାସୀ ପରିବାରକୁ ଭଣ୍ଡାଇଲା ପ୍ରଶାସନ

ଚଣ୍ଡିଖୋଲ,୨୮ା୨(ଡି.ଏନ.ଏ.):ଶିକ୍ଷାର ଅଭାବ ହେତୁ ଅଧିକାଂଶ ସମୟରେ ଆଦିବାସୀମାନେ ଅବହେଳିତ ହୋଇଥାନ୍ତି। ସେମାନଙ୍କୁ ପ୍ରଶାସନିକ ଅଧିକାରୀମାନେ ନାନା ପ୍ରତିଶ୍ରୁତି ଦେଇ ଠକିଥାଆନ୍ତି ା ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଓ ପରିମଳର ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ମିଳିଥିଲେ…

ମଣ୍ଡିରେ ଧାନ ରଖି ଜଗି ବସିଛନ୍ତି ଚାଷୀ

ନାଉଗଁା,୨୮ା୨ (ସ୍ବ.ପ୍ର):ଚଳିତବର୍ଷ ଖରିଫ ଧାନ ଚାଷ କରି ଚାଷୀଙ୍କୁ ବହୁ କ୍ଷତି ସହିବାକୁ ପଡ଼ିଛି। ଅପରପକ୍ଷେ ଧାନ ବିକ୍ରି କରିବା ସମୟରେ ସେମାନଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ମିଲରମାନେ ଠିକ୍‌ ସମୟରେ ମଣ୍ଡିରୁ ଧାନ ନେଉନାହାନ୍ତି। ଫଳରେ ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?